ଜଳୁଛି ପେଟ, ଅନ୍ଲାଇନ ପାଠକୁ ପଚାରେ କିଏ
ମହାକାଳପଡ଼ା,୨୮ା୬(ଡି.ଏନ୍.ଏ.): କରୋନା ମାଡ଼ରେ ବିଦ୍ୟାଳୟ ବନ୍ଦ ଯୋଗୁ ପିଲାମାନେ ପାଠପଢା ଭୁଲି ଗଲେଣି। ରାଜ୍ୟ ସରକାର ପିଲାଙ୍କ ଭବିଷ୍ୟତ ଶିକ୍ଷାକୁ ରୀତିମତ ମୁଖ୍ୟ ଶ୍ରୋତକୁ ଆଣିବାକୁ ନୂଆ ଯୋଜନା ବା ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରି ଏହାକୁ କାର୍ଯ୍ୟକାରୀ କରିଛନ୍ତି। ସ୍ମାର୍ଟ…
୫୦ ହଜାର ତଳେ ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ,୨୮।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଜୁନ୍ ୨୭ରେ ୫୦ ହଜାର ତଳକୁ ଖସିଛିି। ଜୁନ୍ ୨୬ରେ…
ସାମ୍ବାଦିକତା କ୍ଷେତ୍ରରେ ରାଜ୍ୟର ଜଣେ ପରିଚିତ ଚେହେରା ଜୀମୂତ ମଙ୍ଗରାଜ
ଭୁବନେଶ୍ୱର,(ବ୍ୟୁରୋ)/ଯାଁଳା, ୨୮ା୬(ଡି.ଏନ୍.ଏ.): ବରିଷ୍ଠ ସାମ୍ବାଦିକ, ଲେଖକ ତଥା ସ୍ତମ୍ଭକାର ଜୀମୂତ ବାହନ ମଙ୍ଗରାଜ (୬୪)ଙ୍କ ରବିବାର ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ସେ ସ୍କୁଟିରେ ଖୋର୍ଦ୍ଧାରୁ ଭୁବନେଶ୍ୱର ଆସୁଥିବା ସମୟରେ ୧୬ନଂ. ଜାତୀୟ ରାଜପଥର ଯାଁଳା ମେଡିକାଲ ଛକ ନିକଟରେ ଏକ…
ବସ୍ଷ୍ଟାଣ୍ଡରେ ବ୍ରିଟେନ ପ୍ରତିରକ୍ଷା ଦସ୍ତାବିଜ୍
ଲଣ୍ଡନ, ୨୮ା୬: ବ୍ରିଟେନ ପ୍ରତିରକ୍ଷା ମନ୍ତ୍ରଣାଳୟର ୫୦ ପୃଷ୍ଠା ସମ୍ବଳିତ ଗୋପନୀୟ ଦସ୍ତାବିଜ୍ ମଙ୍ଗଳବାର ଦକ୍ଷିଣ ଇଂଲଣ୍ଡର କେଣ୍ଟଠାରେ ଥିବା ଏକ ବସ୍ଷ୍ଟାଣ୍ଡରୁ ମିଳିବା ଘଟଣା ଦେଶରେ ହଇଚଇ ସୃଷ୍ଟି କରିଛି। ଏହି ଡକ୍ୟୁମେଣ୍ଟରେ ବ୍ରିଟେନ ଯୁଦ୍ଧ ଜାହାଜ ଏବଂ ବ୍ରିଟିଶ…
ଆଇଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୨୮ା୬(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ରବିବାର ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କୃଷି ଓ କୃଷକ ସଶକ୍ତୀକରଣର ସ୍ବତନ୍ତ୍ର ସଚିବ ଥିବା ସୁରେଶ କୁମାର ବଶିଷ୍ଠଙ୍କୁ ସେହି ବିଭାଗର…
ଝୁଲୁଛି ପିଲାଙ୍କ ଭାଗ୍ୟ
ନୂଆଦିଲ୍ଲୀ,୨୮ା୬: ମହାମାରୀ କରୋନା ଆସିବା ପରଠାରୁ ଦୀର୍ଘ ୧୫ ମାସ ଧରି ଦେଶର ସ୍କୁଲଗୁଡ଼ିକରେ ତାଲା ଝୁଲୁଛି। ସଂକ୍ରମଣ ଭୟ ଥିବାରୁ ପିଲାଙ୍କ ପାଠପଢ଼ାରେ ଏକପ୍ରକାର ଡୋରି ବନ୍ଧାହୋଇଛି। ଅନ୍ଲାଇନ୍ରେ ପଢ଼ିବା ବ୍ୟତୀତ ଅନ୍ୟ କିଛି ବିକଳ୍ପ ନ ଥିବାରୁ ଛାତ୍ରୀଛାତ୍ର…
ଆଜି ଆଉ ୪୩ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୯୩୦କୁ ବୃଦ୍ଧି
ଭୁବନେଶ୍ୱର,୨୮ା୬(ବ୍ୟୁରୋ): ସୋମବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୩ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୯୩୦କୁ ବୃଦ୍ଧି ପାଇଛି। ଏହି ମୃତକମାନଙ୍କ…
ଆଜି ରାଜ୍ୟରୁ ୩୩୧୯ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ
ଭୁବନେଶ୍ୱର,୨୮।୬(ବ୍ୟୁରୋ): ସୋମବାର ରାଜ୍ୟରୁ ୩୩୧୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୦୩,୭୮୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୮୯୬ ଜଣ ଚିହ୍ନଟ…
୧ରୁ ବଢ଼ିବ ବର୍ଷା
ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ଏବେ ଦୁର୍ବଳ ହେଉଛି ମୌସୁମୀ। ତେଣୁ ବର୍ଷାର ପରିମାଣ କମିଯାଇଛି। ବିଭିନ୍ନ ସ୍ଥାନରେ ବର୍ଷା ସହିତ ଘଡ଼ଘଡ଼ି ହେଉଛି। ତେବେ ଜୁଲାଇ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନକୁ ଛାଡ଼ି ଦେଲେ ଅନ୍ୟଠି ପ୍ରବଳ ବର୍ଷା ହେବ…
ତାଲିକା ପ୍ରସ୍ତୁତକର୍ତ୍ତା, ତାଲିକା ବାହାରେ
ଭୁବନେଶ୍ୱର,୨୮।୬: ଆସନ୍ତା ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜୁ ଜନତା ଦଳ ଶନିବାର ୩୦ ଜିଲା ପାଇଁ ପର୍ଯ୍ୟବେକ୍ଷକ ଓ ୬ଜଣ ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତି ଦେଇଛି। ସେଥିରେ ବିଧାୟକ, ମନ୍ତ୍ରୀ ଓ ବିରିଷ୍ଠ ନେତାଙ୍କୁ ବିଭିନ୍ନ ଜିଲାର ପର୍ଯ୍ୟବେକ୍ଷକ ଦାୟିତ୍ୱ…
ସୋସିଆଲ ମିଡିଆରେ ଶ୍ୱେତା ଶେୟାର କଲେ ଝିଅ ପଲକଙ୍କ ଫଟୋ, ଲେଖିଲେ ଏମିତି କିଛି…
ମୁମ୍ବାଇ: ‘ଖତ୍ରୋଁ କେ ଖିଲାଡି -୧୧’ର ଅଭିନେତ୍ରୀ ଶ୍ୱେତା ତିଓ୍ବାରୀ ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ ରୁହନ୍ତି। ଏହି ଅଭିନେତ୍ରୀ ଝିଅ ପଲକଙ୍କ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଯାହା ଖୁବ୍ ଭାଇରାଲ ହେଉଛି। ଶ୍ୱେତା ଝିଅ ପଲକଙ୍କର ବିଟିଏସ୍…
ବଡ଼ ଧରଣର ବିସ୍ଫୋରଣ ଘଟାଇବା ଯୋଜନାରେ ଥିଲେ ଆତଙ୍କବାଦୀ
ଶ୍ରୀନଗର,୨୭।୬: ଜମ୍ମୁ ବିମାନ ବନ୍ଦରରେ ଭାରତୀୟ ବାୟୁ ସେନା (ଆଇଏଏଫ୍)ର ଷ୍ଟେଶନ ଉପରେ ଦୁଇଟି ଡ୍ରୋନ ଆକ୍ରମଣ ପରେ ରବିବାର ସକାଳେ ଉଦ୍ଧାର ହୋଇଛି ଆଇଇଡି ବୋମା। ଏହି ବୋମା ଦ୍ୱାରା ସର୍ବସାଧାରଣ ସ୍ଥାନରେ ବଡ଼ ଧରଣର ବିସ୍ଫୋରଣ ଘଟାଇବାକୁ ଯୋଜନା…
Archives


