Home

୩୩ କୋଟି ଲୋକଙ୍କ ମଧ୍ୟରେ ଭାକ୍ସିନ୍‌କୁ ନେଇ ଏବେ ବି ରହିଛି ଦ୍ୱନ୍ଦ…

ନୂଆଦିଲ୍ଲୀ,୨୭।୬: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଦେଶର ୯୪ କୋଟି ଜନସଂଖ୍ୟାଙ୍କୁ ଭାକ୍ସିନ୍‌ ପ୍ରଦାନ ନେଇ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ତେବେ ଏବେ ମଧ୍ୟ ଦେଶର ୩୩ କୋଟି…

ଜେଲ୍‌ରେ ଥାଇ କଲ୍‌ଗର୍ଲଙ୍କୁ ଡାକିଲେ କଏଦୀ, ଅଶ୍ଳୀଳ ଫଟୋ ସାମ୍ନାକୁ ଆସିବା ପରେ…

ଲଣ୍ଡନ,୨୭ା୬: ଜେଲ୍‌ରେ ସଜା କାଟୁଥିବା ଜଣେ କଏଦୀ କଲ୍‌ଗର୍ଲଙ୍କୁ ଡାକିଥିଲେ। ଏହି ଘଟଣାର ଖୁଲାସା ହେଲା ଯେତେବେଳେ ମୋବାଇଲରେ ଉଠା ଯାଇଥିବା ଅଶ୍ଳୀଳ ଫଟୋ ଭାଇରାଲ ହେଲା। ତେବେ ଏହି ଫଟୋ ସାମ୍ନାକୁ ଆସିବା ପରେ ଜେଲ୍‌ର ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ…

ସନ୍ତାନ ସୁଖ ନାହିଁ, ତଥାପି ଖୁସିରେ ବୈବାହିକ ଜୀବନ ବିତାଉଛନ୍ତି ଏସବୁ ଲୋକପ୍ରିୟ ନାୟିକା,କେବେହେଲେ…

ବମ୍ବେ: ବିବାହ ପରେ ସନ୍ତାନ ନହେଲେ ଅନେକ ଘର ଭାଙ୍ଗିଯିବାର ନଜିର ରହିଛି। ହେଲେ ବଲିଉଡ୍‌ରେ କିଛି ଅଭିନେତ୍ରୀ ନିସନ୍ତାନ ଥିବା ସତ୍ତ୍ୱେ ସୁଖୀ ବୈବାହିକ ଜୀବନ ଜିଉଁଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ସାୟରା ବାନୋ, କିରଣ ଖେର, ସଙ୍ଗୀତା ବିଜଲାନୀ,…

ଜମ୍ମୁ-କଶ୍ମୀରରେ ଲାଗୁ ହୋଇପାରେ ଅନୁଚ୍ଛେଦ ୩୭୧ ! …

ନୂଆଦିଲ୍ଲୀ,୨୭।୬: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ସ୍ଥାନୀୟ ରାଜନୈତିକ ଦଳ ମଧ୍ୟରେ ଅସନ୍ତୋଷ ବଢ଼ିଚାଲିଛି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବାର ବର୍ଷେ ୧୦ ମାସ ପରେ ଜୁନ୍‌ ୨୪ରେ ଜମ୍ମୁ-କଶ୍ମୀର ୮ଟି ରାଜନୈତିକ…

ଜୀବିକା ହରାଇ ଦୁର୍ଦ୍ଦିନରେ କଳାକାର

କଟକ ଅଫିସ, ୨୭ା୬- କରୋନା ମହାମାରୀ ପ୍ରଭାବରେ ସମାଜର ସବୁ ବର୍ଗର ଲୋକେ ପ୍ରଭାବିତ ହୋଇଛନ୍ତି। ଏଥିରୁ ବାଦ୍‌ ପଡ଼ିନାହାନ୍ତି କଳାକାର। କଳାକାରଟିଏ ଯେତେ ଦୁଃଖକଷ୍ଟରେ ଥିଲେ ମଧ୍ୟ ନିଜର କଳା ମାଧ୍ୟମରେ ସବୁବେଳେ ଦର୍ଶକଙ୍କ ମୁହଁରେ ହସ ଫୁଟାଇବାକୁ ଚେଷ୍ଟା…

ଏହି ଦେଶରେ ରହିଛି ଶିଶୁଙ୍କ ଫ୍ୟାକ୍ଟ୍ରି, ଲକ୍ଷାଧିକ ଟଙ୍କା ଦେଇ ମନ ପସନ୍ଦର ସନ୍ତାନ କିଣି ନିଅନ୍ତି ଦମ୍ପତି

ଲଣ୍ଡନ,୨୭ା୬: ମା’ ହେବା ପ୍ରତ୍ୟେକ ମହିଳାଙ୍କ ପାଇଁ ସବୁଠୁ ଖୁସିର ମୁହୂର୍ତ୍ତ। କୁହାଯାଏ, ଜଣେ ନାରୀ ମା’ ହେଲେ ଯାଇ ତା’ ନାରୀ ଜୀବନର ସାର୍ଥକତା ମିଳିଥାଏ। ମାତ୍ର ବେଳେବେଳେ ଶରୀରରେ ସମସ୍ୟା ହେତୁ ମହିଳାମାନେ ମା’ ହେବାକୁ ଅସମର୍ଥ ହୋଇଥାନ୍ତି।…

ଏହି ରାଶି-ରାଶି ମଧ୍ୟରେ ବିବାହ କରିବା ଆଦୌ ଉଚିତ୍‌ ନୁହେଁ, ଦାମ୍ପତ୍ୟରେ ଆସିଥାଏ ଝଡ଼

ସାଧାରଣତଃ ବିବାହ ସମୟରେ ଦାମ୍ପତ୍ୟ ଜୀବନ ସୁଖମୟ ହେବା ପାଇଁ ଜାତକ ମିଳା ଯାଇଥାଏ। କିଛି ରାଶି ଅଛି, ଜଣେ ଜଣଙ୍କ ପ୍ରତି ବେଶ୍‌ ଆକର୍ଷିତ ହୋଇଥାନ୍ତି। ଆଉ କିଛି ରାଶିରେ ବିବାହ ଯୋଗ ଆଦୌ ଭଲ ନୁହେଁ। କାରଣ ରାଶି…

ଭାକ୍ସିନ୍‌ ପାଇଁ ପଞ୍ଜିକରଣ ଅନାବଶ୍ୟକ, ଟିକାକରଣ କେନ୍ଦ୍ରରେ ପହଞ୍ଚି ନେଇହେବ ଡୋଜ୍‌ …

ନୂଆଦିଲ୍ଲୀ,୨୭।୬: ଏଣିକି ଭାକ୍ସିନ୍‌ ନେବା ପୂର୍ବରୁ କୋଓ୍ବିନ୍‌ ଆପ୍‌ରେ ପଞ୍ଜିକରଣର ଅନାବଶ୍ୟକ। ଲୋକ ସିଧାସଳଖ ଟିକାକରଣ କେନ୍ଦ୍ରରେ ପହଞ୍ଚି ପଞ୍ଜିକରଣ କରିବା ସହିତ ଡୋଜ୍‌ ନେଇପାରିବେ। ସୁପ୍ରିମ୍‌କୋର୍ଟଙ୍କ କଡ଼ା ତାଗିଦ୍‌ ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି।…

ଜ୍ୱରରେ ପୂର୍ଣ୍ଣବିଗ୍ରହ, ଚାଲିଛି ଉପଚାର

ଖୋର୍ଦ୍ଧା ଅଫିସ,୨୭ା୬: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଖୋର୍ଦ୍ଧା ଜାଗୁଳାଇପାଟଣାସ୍ଥିତ ଶ୍ରୀ ଅନନ୍ତ ପୁରୁଷୋତ୍ତମ (ଶ୍ରୀଜଗନ୍ନାଥ), ବଳଭଦ୍ର ଓ ଦେବୀ ସୁଭଦ୍ରା ୧୦୮ଗଡୁ ସୁବାସିତ ଜଳରେ ସ୍ନାନ ପରେ ଜ୍ୱରରେ ପୀଡ଼ିତ ହୋଇଛନ୍ତି। ଗୁରୁବାରଠାରୁ ଠାକୁରଙ୍କ ଅଣସର ନୀତି ଆରମ୍ଭ ହୋଇଛି। ଶ୍ରୀବିଗ୍ରହଙ୍କ…

ଟିକାକରଣକୁ ନେଇ ଏସ୍‌ସିବିରେ ଉତ୍ତେଜନା

କଟକ ଅଫିସ, ୨୭ା୬: ଏସ୍‌ସିବି ମେଡିକାଲ ଟିକାକେନ୍ଦ୍ରରେ ଶନିବାର ସକାଳେ ଟିକାକରଣକୁ ନେଇ ଉତ୍ତେଜନା ଦେଖିବାକୁ ମିଳିଥିଲା। ଏସ୍‌ସିବି ମେଡିକାଲ ପକ୍ଷରୁ ଅନ୍‌ଲାଇନରେ ବୁକିଂ କରିଥିବା ବ୍ୟକ୍ତିଙ୍କ ସମେତ ସିଧାସଳଖ ଆସିଥିବା ଲୋକଙ୍କୁ ପଞ୍ଜୀକରଣ କରାଯାଇ ଟିକା ଦିଆଯାଇଥିଲା। ତେବେ ଟିକା…

ଜାଲରେ ପଡ଼ିଲା ହରିଣ, ଉଦ୍ଧାର କଲେ ଗ୍ରାମବାସୀ

ବାରିପଦା ଅଫିସ,୨୭ା୬: ଶିମିଳିପାଳ ଅଭୟାରଣ୍ୟରୁ ଶିକାରୀଙ୍କ କବଳରୁ ଖସି ଆସିଥିବା ହରିଣଟି ରବିବାର ଭୋର୍‌ରୁ ଜାଲରେ ଛନ୍ଦି ହୋଇପଡ଼ିଛି। ବାରିପଦା ବନଖଣ୍ଡ ଅଧୀନ ପିଠାବଟା ରେଞ୍ଜ ଦନାମାରା ଗ୍ରାମ ରତିକାନ୍ତ ବେହେରାଙ୍କ ପୋଖରୀ ବାଡ଼ିରେ ଲାଗିଥିବା ଜାଲରେ ହରିଣଟି ଲାଗିରହିଥିଲା। ଏହାକୁ…

ଭାକ୍ସିନ୍‌ ନେବାକୁ ଦିଅନି ପଛଘୁଞ୍ଚା, ସଭିଏଁ ନେବା ଅପରିହାର୍ଯ୍ୟ, କହିଲେ ମୋଦି…

ନୂଆଦିଲ୍ଲୀ,୨୭।୬: କରୋନା ମହାମାରୀ ଲଢ଼େଇରେ ଭାକ୍ସିନ୍‌ ଏକ ମାତ୍ର ବିକଳ୍ପ। ତେଣୁ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାକ୍ସିନ୍‌ ନେବାକୁ ପଛଘୁଞ୍ଚା ଦିଅନି ଅବା ମନରେ ଦ୍ୱିଧା ଆଣନ୍ତୁ ନାହିଁ। ସଭିଏଁ ଭାକ୍ସିନ୍‌ ଡୋଜ୍‌ ନେବା ଅପରିହାର୍ଯ୍ୟ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri