ନୀରଜ ଚୋପ୍ରା ଅସୁସ୍ଥ
ନୂଆଦିଲ୍ଲୀ,୧୪।୮: ଟୋକିଓ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତିଥିବା ନୀରଜ ଚୋପ୍ରା ଅସୁସ୍ଥ। ତାଙ୍କୁ ଗତ ଦୁଇଦିନ ଧରି ପ୍ରବଳ ଜ୍ୱର ହୋଇଛି। ଡାକ୍ତରଙ୍କ ପରାମର୍ଶକ୍ରମେ ତାଙ୍କର କୋଭିଡ ପରୀକ୍ଷା କରାଯାଇଥିବା ବେଳେ ତାର ରିପୋର୍ଟ ନେଗେଟିଭ୍ ଆସିଛି। ସେ ଅସୁସ୍ଥ ଥିବା…
ଖୁବ୍ଶୀଘ୍ର କୋଚ୍ ହୋଇପାରନ୍ତି ଇରଫାନ୍ ପଠାନ! ଏନ୍ସିଏରେ ବିତାଇଲେ ୮ ଦିନ; ଦ୍ରାବିଡଙ୍କୁ କହିଲେ ଧନ୍ୟବାଦ
ନୂଆଦିଲ୍ଲୀ,୧୪।୮: ପୂର୍ବ ଭାରତୀୟ ଦ୍ରୁତ ବୋଲର ଇରଫାନ୍ ପଠାନ ଖୁବ୍ଶୀଘ୍ର କୌଣସି ଟିମ୍ର କୋଚ୍ ଭାବେ ଦାୟିତ୍ୱ ଗ୍ରହଣ କରିପାରନ୍ତି। ପଠାନ ନିଜର ଇନ୍ଷ୍ଟାଗ୍ରାମ ଆକାଉଣ୍ଟରେ ଏକ ପୋଷ୍ଟ ଶେୟାର କରି ଏନେଇ ସମ୍ୟକ ସୂଚନା ଦେଇଛନ୍ତି। ସେ ରାଷ୍ଟ୍ରୀୟ କ୍ରିକେଟ…
ସ୍ବାଧୀନତା ଦିବସରେ ଲଞ୍ଚ୍ କରିବ ଓଲା ସ୍କୁଟର, ଭିଡିଓ ଶେୟାର କରି ଏମିତି କହିଲେ କମ୍ପାନୀ ସିଇଓ
ନୂଆଦିଲ୍ଲୀ,୧୪ା୮: ଓଲା ଇଲେକ୍ଟ୍ରିକ୍ କମ୍ପାନୀ ୧୫ ଅଗଷ୍ଟରେ ନିଜର ଇଲେକ୍ଟ୍ରିକ୍ ସ୍କୁଟର ଲଞ୍ଚ୍ କରିବ। ଲଞ୍ଚ୍ ପୂର୍ବରୁ କମ୍ପାନୀର ସିଇଓ ଭବିଶ ଅଗ୍ରଓ୍ବାଲ ଏକ ଭିଡିଓ ଶେୟାର କରିଛନ୍ତି। ଯାହା ଏବେ ଭାଇରାଲ ହେଉଛି। Scooters are coming on Sunday!…
ଖୁବ୍ଶୀଘ୍ର ଧୋନୀଙ୍କୁ କାଟିଦେବେ ପନ୍ତ! ନିଜ ନାମରେ କଲେ ଆଉ ଏକ ରେକର୍ଡ…
ନୂଆଦିଲ୍ଲୀ,୧୪।୮: ପୂର୍ବତନ ମହାନ ଭାରତୀୟ ଅଧିନାୟକ ତଥା ଉଇକେଟକିପର ମହେନ୍ଦ୍ର ସିଂହ ଧୋନୀ କ୍ରିକେଟ ଇତିହାସରେ ନିଜର ଅନେକ ସଫଳତାର ଫର୍ଦ୍ଦ ଯୋଡ଼ିଛନ୍ତି। ସେସବୁର ସମକକ୍ଷ ହେବା କାହା ପାଇଁ ସହଜ ନୁହେଁ। କିନ୍ତୁ ବର୍ତ୍ତମାନ ଟେଷ୍ଟ ଟିମ୍ର ଉଇକେଟକିପର ବ୍ୟାଟ୍ସମ୍ୟାନ…
ଜାଣନ୍ତୁ ଅନିଲ କପୁରଙ୍କ ସାନ ଜ୍ୱାଇଁ କରନ୍ କିଏ; ଆଜି ଯାହାଙ୍କ ହାତ ଧରିବେ ରିୟା…
ବମ୍ବେ: ବିବାହ ବନ୍ଧନରେ ଆବଦ୍ଧ ହେବେ ଅନିଲ କପୁରଙ୍କ ସାନ ଝିଅ ରିୟା କପୁର। ଶନିବାର ପ୍ରେମିକ କରନ ବୁଲାନୀଙ୍କ ହାତ ଧରିବେ ସେ। ଜୁହୁ ସ୍ଥିତ ଅନିଲଙ୍କ ଘରକୁ ବିବାହ ନିମନ୍ତେ ବୋହୂ ପରି ସଜାଯାଇଛି। ୨୨ ବର୍ଷ ବୟସରୁ…
ରାଷ୍ଟ୍ରପତି ଖୋଲିଲେ ମୁହଁ, ଯୁଦ୍ଧ ନୁହେଁ ସମାଧାନ-ପ୍ରଥମେ ଦେଶର ସୁରକ୍ଷା…
କାବୁଲ,୧୪।୮: ଆଫଗାନିସ୍ତାନରେ ତାଲିବାନର ଶକ୍ତି ବୃଦ୍ଧି ପାଉଛି। ଇତିମଧ୍ୟରେ ଅତାଙ୍କବାଦୀ ସଂଗଠନ ପକ୍ଷରୁ ଦେଶର ବହୁ ସହରକୁ ଦଖଲ କରାଯାଇଛି। ଦେଶରେ ଜାରି ରହିଥିବା ଭୟଙ୍କର ଗୃହଯୁଦ୍ଧ ମଧ୍ୟରେ ରାଷ୍ଟ୍ରପତି ଆଶରଫ ଘାନି ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି। ସେ…
ପ୍ରଥମ ସ୍ବାମୀଙ୍କଠାରୁ ଛାଡ଼ପତ୍ର ନେଇ ଦିତୀୟ ବିବାହ କରିଛନ୍ତି ଏହି ପ୍ରସିଦ୍ଧ ଗାୟିକା
ମୁମ୍ବାଇ: ଆଜି ଅର୍ଥାତ୍ ଅଗଷ୍ଟ ୧୪ରେ ବଲିଉଡ୍ର ସଫଳ ଗାୟିକା ସୁନିଧି ଚୌହାନଙ୍କ ଜନ୍ମଦିନ। ୧୯୮୩ ମସିହାରେ ସୁନିଧି ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ଛୋଟବେଳୁ ଫିଲ୍ମରେ ଗୀତ ଗାଇ ସେ ତାଙ୍କର କ୍ୟାରିୟର ଆରମ୍ଭ କରିଥିଲେ। ଆଜିର ଏହି ଖାସ୍ ଦିନରେ…
ଦ୍ୱାଦଶ ଶ୍ରେଣୀ ଛାତ୍ର ସୁପ୍ରିମ୍କୋର୍ଟଙ୍କ ଦ୍ୱାରସ୍ଥ, ଅନ୍ଲାଇନ୍ କ୍ଲାସ୍ ଯୋଗୁ ମାନସିକ ସ୍ଥିତି ଉପରେ ପଡୁଛି ବିପରୀତ ପ୍ରଭାବ…
ନୂଆଦିଲ୍ଲୀ,୧୪।୮: ଅନ୍ଲାଇନ୍ କ୍ଲାସ୍ ଯୋଗୁ ଛାତ୍ରୀଛାତ୍ରଙ୍କ ମାନସିକ ସ୍ଥିତି ଉପରେ ବିପରୀତ ପ୍ରଭାବ ପଡୁଛି। ସୁପ୍ରିମ୍କୋଟଙ୍କ ଦ୍ୱାରସ୍ଥ ହୋଇ ଏଭଳି ଏକ ଆବେଦନ ଦିଲ୍ଲୀର ଜଣେ ୧୭ ବର୍ଷ ବୟସ୍କ ଦ୍ୱାଦଶ ଶ୍ରେଣୀ ଛାତ୍ର କରିଛନ୍ତି। ସମସ୍ତ ରାଜ୍ୟ ସରକାରଙ୍କୁ ସ୍କୁଲ୍…
ସ୍ବାଧୀନତା ଦିବସର ଦିନକ ପୂର୍ବରୁ ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍, ୪ ଜୈଶ୍ ଆତଙ୍କବାଦୀ ଗିରଫ…
ଶ୍ରୀନଗର,୧୪।୮: ଦେଶର ୭୫ତମ ସ୍ବାଧୀନତା ଦିବସର ଗୋଟିଏ ଦିନ ପୂର୍ବରୁ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ଏକ ବଡ଼ ଧରଣର ଆତଙ୍କବାଦୀ ଷଡଯନ୍ତ୍ର ପର୍ଦ୍ଦାଫାଶ୍ ହୋଇଛି। କଶ୍ମୀର ଜୋନ୍ ପୋଲିସ ପକ୍ଷରୁ ୪ ଜଣ ଜୈଶ୍-ଇ-ମହମ୍ମଦ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ସ୍ବାଧୀନତା ଦିବସରେ ମୋଟରସାଇକେଲରେ…
ବେଡ୍ରୁମ୍ରୁ ଶୁଭୁଥିଲା ନାଗ ସାପର ସୁ-ସୁ ଗର୍ଜନ, ଡରିଗଲେ ମହିଳା; ପାଖକୁ ଯାଇ ଦେଖିବାରୁ…
ସିଙ୍ଗାପୁର: ସାପ ନାଁ ଶୁଣିଲେ ଭୟରେ ଦେହ ଥରି ଉଠେ। ଆଉ ଯଦି ନାଗ ସାପର ନାଁ କାନରେ ପଡ଼ିଯାଏ ତେବେ ଦେହରୁ ଗମ୍ଗମ୍ ଝାଳ ବୋହିଯାଏ। ତୁରନ୍ତ ସୁରକ୍ଷିତ ସ୍ଥାନକୁ ଲୋକେ ଦୌଡ଼ନ୍ତି। ଏମିତି ଏକ ଘଟଣା ଘଟିଛି ସିଙ୍ଗାପୁରରେ।…
୩୬୧ ମିନିଟ୍,୨୨୧ ବଲ୍…କିଛି ଏଭଳି ଖେଳି ପାକିସ୍ତାନ ବୋଲର୍ଙ୍କ ଝାଳ ବୁହାଇଦେଲେ ଏହି ବ୍ୟାଟ୍ସମ୍ୟାନ୍
ନୂଆଦିଲ୍ଲୀ,୧୪।୮: କ୍ରିକେଟ ଦୁନିଆରେ ଏପରି ଅନେକ ଖେଳାଳି ଅଛନ୍ତି, ଯେଉଁମାନେ ଯୋଗ୍ୟତା ଥାଇ ମଧ୍ୟ ଚର୍ଚ୍ଚାର ପରିସରକୁ ଆସିନାହାନ୍ତି। ବର୍ତ୍ତମାନର ଓ୍ବେଷ୍ଟଇଣ୍ଡିଜ୍ ଟେଷ୍ଟ ଅଧିନାୟକ କ୍ରେଗ ବ୍ରାଥଓ୍ବାଇଟ୍ ସେମାନଙ୍କ ମଧ୍ୟରୁ ଜଣେ। କିଙ୍ଗଷ୍ଟୋନର ସାବିନା ପାର୍କରେ ପାକିସ୍ତାନ-ଓ୍ବେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ପ୍ରଥମ…
ପ୍ରକାଶ ପାଇଲା ଯୁକ୍ତ ୨ କଳା, ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ: ୯୮.୫୮% ପାସ ହାର
ଭୁବନେଶ୍ୱର,୧୪।୮(ବ୍ୟୁରୋ): ଯୁକ୍ତ ୨ କଳା ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ଭୁବନେଶ୍ୱର ସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଉପସ୍ଥିତିରେ ଫଳାଫଳ ଘୋଷଣା…
Archives


