ଜଗତ୍ସିଂହପୁର ବିକାଶ ପାଇଁ ୨୯ ପ୍ରକଳ୍ପ
ଜଗତ୍ସିଂହପୁର ଅଫିସ୍/ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଶୁକ୍ରବାର ଅପରାହ୍ନରେ ଜଗତ୍ସିଂହପୁର ଜିଲାରେ ୧୧ ପ୍ରକଳ୍ପର ଶୁଭାରମ୍ଭ କରିଥିବାବେଳେ ୧୮ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ମୋଟ ୨୯ ପ୍ରକଳ୍ପ ପାଇଁ ୨୧୫ କୋଟି ଟଙ୍କା ବ୍ୟୟ ଅଟକଳ…
ବିପିନଙ୍କ ପରିବାରଙ୍କୁ ସୁରଜ ଆୱାର୍ଡ
ଛତ୍ରପୁର,୧୪ା୮(ଡି.ଏନ୍.ଏ.): ବିଶ୍ୱ ଅଙ୍ଗଦାନ ଦିବସ ଅବସରରେ ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ବୋରସିଂ ପଞ୍ଚାୟତ ଭାତପଡା ଗାଁର ସ୍ବର୍ଗତ ବିପିନ ପ୍ରଧାନଙ୍କ ପରିବାରକୁ ସୁରଜ ଆୱାର୍ଡ ପ୍ରଦାନ କରାଯାଇଛି।ଏହି ଆଓ୍ବାର୍ଡ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ ଲକ୍ଷ ଟଙ୍କା ମଞ୍ଜୁର…
ସଙ୍କଟରେ ୬୦ ଟ୍ରାନ୍ସଫର୍ମର୍ ୟୁନିଟ୍
ଭୁବନେଶ୍ୱର,୧୪ା୮(ବ୍ୟୁରୋ): ଟାଟା ପାୱାରର ନୀତି ରାଜ୍ୟର ୬୦ରୁ ଅଧିକ ଟ୍ରାନ୍ସଫର୍ମର ୟୁନିଟ୍ ଓ ସେଥିରେ କାମ କରୁଥିବା ୫ ହଜାରରୁ ଅଧିକ ଲୋକଙ୍କ ଜୀବନଜୀବିକା ପ୍ରତି ବିପଦ ସୃଷ୍ଟି କରିଛି। ଏହି ସଂସ୍ଥାଗୁଡ଼ିକ ରାଜ୍ୟ ସରକାରଙ୍କ ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ…
ସ୍କୁଲ ମିଶ୍ରଣ ନୀତି ପ୍ରତ୍ୟାହାର ନ ହେଲେ ଗଣ ଆନ୍ଦୋଳନ
କଟକ ଅଫିସ,୧୪ା୮: ରାଜ୍ୟ ସରକାର ଉପସ୍ଥାନ କମ୍ ଆଳରେ ୧୪,୩୭୯ ପ୍ରାଥମିକ ବିଦ୍ୟାଳୟ ବନ୍ଦ କରିବା ପାଇଁ ଘୋଷଣା କରିଛନ୍ତି। ସେଥିମଧ୍ୟରୁ କଟକ ଜିଲାର ୪୪୮ ଓ ମହାନଗର ନିଗମର ୨୫ ସରକାରୀ ପ୍ରାଥମିକ ବିଦ୍ୟାଳୟ ବନ୍ଦ ହେବାକୁ ଯାଉଛି ବୋଲି…
୫ ମାସ ଧରି ନିଖୋଜ ଥିଲେ ଯୁବତୀ, ଫ୍ରିଜ୍ରୁ ମିଳିଲା ମୃତଦେହ; ପୂରା ଘଟଣା ଜାଣିଲେ…
କାରାକସ୍,୧୪ା୮: ଭେନ୍ଜୁଏଲାର ଅରାଗୁଆ ରାଜ୍ୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ୧୯ ବର୍ଷୀୟ ଯୁବତୀ ୫ ମାସ ଧରି ନିଖୋଜ ଥିଲେ। ତେବେ ୫ ମାସ ପରେ ତାଙ୍କ ମୃତଦେହ ଏକ ଫ୍ରିଜ୍ ମଧ୍ୟରୁ ମିଳିଛି। ଯାଞ୍ଚକର୍ତ୍ତା ଏବେ…
ମହିଳା ବନପାଳଙ୍କୁ ନିର୍ଯାତନା
ଖୋର୍ଦ୍ଧା ଅଫିସ,୧୪ା୮: ଖୋର୍ଦ୍ଧା ଜିଲା ଚିଲିକା ବନ୍ୟପ୍ରାଣୀ ବନଖଣ୍ଡର ନୂଆପଡ଼ା ରେଞ୍ଜ୍ରେ କାର୍ଯ୍ୟରତ ଜଣେ ମହିଳା ବନପାଳଙ୍କୁ ଉପରିସ୍ଥ ଅଧିକାରୀ ନିର୍ଯାତନା ଦେଉଛନ୍ତି। ଏନେଇ ସେ ଚିଲିକା ଡିଏଫ୍ଓ ଦାୟିତ୍ୱରେ ଥିବା ଏସିଏଫ ଓ ନୂଆପଡ଼ା ରେଞ୍ଜରଙ୍କ ବିରୋଧରେ ଭୁବନେଶ୍ୱର ଆଞ୍ଚଳିକ…
ଉଚ୍ଛେଦ ପୂର୍ବରୁ ବସ୍ତିବାସିନ୍ଦାଙ୍କୁ ଥଇଥାନ କର
କଟକ ଅଫିସ,୧୪ା୮: ବିନା ଥଇଥାନରେ ଜଗତ୍ପୁର ଝାଡୁ ବସ୍ତି ସମେତ ଅନ୍ୟାନ୍ୟ ବସ୍ତି ଉଚ୍ଛେଦ ପ୍ରତିବାଦରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚ ପକ୍ଷରୁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବସ୍ତି ବାସିନ୍ଦାମାନେ ଦୀର୍ଘବର୍ଷ ଧରି ଉକ୍ତ…
ଏସିଏଫ୍ ସୌମ୍ୟ ମୃତ୍ୟୁ ମାମଲା କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର
ଭୁବନେଶ୍ୱର,୧୪।୮(ବ୍ୟୁରୋ): ପାରଳାଖେମୁଣ୍ଡି ବନ ସଂରକ୍ଷକ (ଏସିଏଫ୍) ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ମାସେ ପୁରିଛି। ହେଲେ ଏବେ ବି ତାଙ୍କ ମୃତ୍ୟୁକୁ ନେଇ ଲାଗିରହିଛି ସସ୍ପେନ୍ସ। ସୌମ୍ୟଙ୍କ ମୃତ୍ୟୁ ମାମଲାର ତଦନ୍ତ କିଛି ଆଗକୁ ବଢ଼ିପାରି ନ ଥିବା ବେଳେ ମୃତ୍ୟୁର…
୪ ସପ୍ତାହ ମଧ୍ୟରେ ନିଷ୍ପତ୍ତି ନିଅ: ହାଇକୋର୍ଟ
କଟକ ଅଫିସ,୧୩ା୮: ଆଥ୍ଲେଟ୍ ଦୂତୀ ଚାନ୍ଦଙ୍କ ବିରୋଧରେ ହୋଇଥିବା ଅଭିଯୋଗ ଉପରେ ଆସନ୍ତା ୪ ସପ୍ତାହ ମଧ୍ୟରେ ନିଷ୍ପତ୍ତି ନିଅ। ଏକ ୱେବ୍ ପୋର୍ଟାଲ ପ୍ରତିନିଧିଙ୍କୁ ଦୂତୀଙ୍କ ଧମକ ମାମଲାର ଶୁଣାଣିକରି ହାଇକୋର୍ଟ ବିଚାରପତି ବିଶ୍ୱଜିତ୍ ମହାନ୍ତି ଭୁବନେଶ୍ୱର ଡିସିପି ଉମାଶଙ୍କର…
ଭଙ୍ଗାରୁଜା ଘଟଣାରେ ୨୪ କୋର୍ଟଚାଲାଣ
କେନ୍ଦ୍ରାପଡ଼ା ଅଫିସ/ଢେଙ୍କାନାଳ ଅଫିସ/ରାଜକନିକା/ଆଳି(ଡି.ଏନ୍.ଏ.),୧୪ା୮: କେନ୍ଦ୍ରାପଡ଼ା ଜିଲା ଖରସ୍ରୋତା ନଦୀରୁ ଭଦ୍ରକକୁ ଜଳଯୋଗାଣ ପ୍ରତିବାଦରେ ରାଜକନିକା ବ୍ଲକ ବରୁଣାଡ଼ିହାରେ ପୋଲିସ, ପ୍ରଶାସନ ଏବଂ ଆନ୍ଦୋଳନକାରୀଙ୍କ ମଧ୍ୟରେ ହୋଇଥିବା ଖଣ୍ଡଯୁଦ୍ଧ ଘଟଣାରେ ୨୪ ଜଣ ଗିରଫ ହୋଇଛନ୍ତି। ଖରସ୍ରୋତା ନଦୀ ବଞ୍ଚାଅ ସଂଗ୍ରାମ ସମିତିର…
ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ଜଣଙ୍କୁ ଏନ୍କାଉଣ୍ଟର, ଅନ୍ୟ ଜଣେ ଗିରଫ…
ଶ୍ରୀନଗର,୧୪।୮: ସ୍ବାଧୀନତା ଦିବସର ଗୋଟିଏ ଦିନ ପୂର୍ବରୁ ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ କୁଲଗାମ୍ ଜିଲାରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି ସେହିପରି କିସ୍ତଓ୍ବାର ଜିଲାରେ ଜଣେ ହିଜବୁଲ୍ ମୁଜାହିଦ୍ଦିନ୍ ଆତଙ୍କବାଦୀ…
ସିଧାସଳଖ ନିର୍ବାଚିତ ହେବେ ମେୟର, ପୌରାଧ୍ୟକ୍ଷ
ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶା ପୌରପାଳିକା ନିୟମାବଳୀ ୧୯୯୪ର ସଂଶୋଧନ କରିଛନ୍ତି। ଏଣିକି ବିଜ୍ଞପିତ ଅଞ୍ଚଳ ପରିଷଦ, ମ୍ୟୁନିସିପାଲିଟି ଅଧ୍ୟକ୍ଷ ଏବଂ ମହାନଗର ନିଗମ ମେୟର ପ୍ରତ୍ୟକ୍ଷ ନିର୍ବାଚନ ଜରିଆରେ ନିର୍ବାଚିତ ହେବେ। ଏଥିପାଇଁ କାଉନ୍ସିଲର ଓ ଅଧ୍ୟକ୍ଷ ପଦବୀ…
Archives


