Home

ବାରମୂଳା ସୋପୋରେ ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ

ବାରମୂଳା,୧୩।୮: ସ୍ବାଧୀନତା ଦିବସ ପୂର୍ବରୁ ଆତଙ୍କବାଦୀମାନେ ଦେଶରେ ବଡ଼ ଧରଣର ଆକ୍ରମଣ ପାଇଁ ଲଗାତର ଭାବେ ଷଡ଼ଯନ୍ତ୍ର ଚଳାଇଛନ୍ତି। କେଉଁଠାରେ ଗେନେଡ ମାଡ଼ ତ କେଉଁଠାରେ ସୁରକ୍ଷାକର୍ମୀଙ୍କ ଉପରେ ଆଖିବୁଜା ଗୁଳିଚାଳନା କରୁଛନ୍ତି ଆତଙ୍କବାଦୀ। ହେଲେ ସୁରକ୍ଷାକର୍ମୀ ସେମାନଙ୍କର ସମସ୍ତ ଯୋଜନାକୁ…

ଦୀର୍ଘ ଦିନର ଅପେକ୍ଷାର ଅନ୍ତ! ୬୯ ବର୍ଷ ପରେ ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍‌ କଲେ ଏଭଳି ସ୍ବତନ୍ତ୍ର ରେକର୍ଡ

ନୂଆଦିଲ୍ଲୀ,୧୩।୮: ଦୀର୍ଘ ଦିନ ଧରି ଭାରତୀୟ ଦଳ ଟେଷ୍ଟ କ୍ରିକେଟରେ ଏକ ଶକ୍ତିଶାଳୀ ଏବଂ ସ୍ଥାୟୀ ଓପନିଂ ଯୋଡ଼ି ଖୋଜୁଥିଲେ। ଅନେକ ଖେଳାଳିଙ୍କୁ ନେଇ ଏହି ପରୀକ୍ଷଣ କରାଯାଇଥିଲେ ହେଁ ସବୁକିଛି ଠିକ୍‌ ହେଉ ନ ଥିଲା। କିନ୍ତୁ ଗତ ୩ଟି…

ଶ୍ରୀଦେବୀଙ୍କ ସହ ଫିଲ୍ମ କରିବାକୁ ମନା କରି ଦେଇଥିଲେ ଅମିର, କାରଣ ଜାଣିଲେ…

ମୁମ୍ବାଇ: ବଲିଉଡ୍‌ରୁ ଆରମ୍ଭ କରି ସାଉଥ୍‌ ଇଣ୍ଡଷ୍ଟ୍ରି ପର୍ଯ୍ୟନ୍ତ ଅଭିନେତ୍ରୀ ଶ୍ରୀଦେବୀଙ୍କର ବଳିଷ୍ଠ ଅଭିନୟ ଆଜି ବି ଲୋକଙ୍କ ମନରୁ ଲିଭୁନି। ସାଧାରଣତଃ ଯୁବଷ୍ଟାରମାନେ ଶ୍ରୀଦେବୀଙ୍କ ସହ ଯେମିତି ହେଲେ ଥରେ କାମ କରିବାକୁ ଇଚ୍ଛା କରିଥାନ୍ତି। କାରଣ ଯେମିତି ସେମାନେ…

ଦିଲ୍ଲୀ-ନଏଡା ସୀମାରେ ଟ୍ରାଫିକ୍‌ ଜାମ୍‌: ଘଣ୍ଟା ଘଣ୍ଟା ଧରି ଅଟକି ରହିଲା ହଜାର ହଜାର ଗାଡ଼ି

ନୂଆଦିଲ୍ଲୀ,୧୩।୮: ସ୍ବାଧୀନତା ଦିବସ ଆଉ ଗୋଟିଏ ଦିନ ବାକି ରହିଲା। ଏହାପୂର୍ବରୁ ଦିଲ୍ଲୀର ପ୍ରତ୍ୟେକ ଗଳିକନ୍ଦିରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇଦିଆଯାଇଛି। ସ୍ବାଧୀନତା ଦିବସ କାର୍ଯ୍ୟକ୍ରମର ଗୋଟିଏ ଦିନ ପୂର୍ବରୁ ଶୁକ୍ରବାର ରାଜଧାନୀ ଦିଲ୍ଲୀରେ ଫୁଲ୍‌ ଡ୍ରେସ ରିହର୍ସଲ ଅନୁଷ୍ଠିତ ହୋଇଥିଲା। ଏଥିଯୋଗୁ…

ଅର୍ଡର ଦେବେ କ’ଣ, ଗ୍ରାହକଙ୍କ ଖାଦ୍ୟ ଚୋରାଇଲେ ଉବର ଇଟ୍ସର ଡେଲିଭରି ବୟ, ଜଣାପଡ଼ିବା ପରେ…

ନୂଆଦିଲ୍ଲୀ: ଘରଠାରୁ ଦୂରରେ ବ୍ୟସ୍ତବହୁଳ ଜୀବନ ମଧ୍ୟରେ ହାତ ପାହାନ୍ତାରେ ଖାଦ୍ୟ ମିଳିବା ବଡ଼ କଥା। ବିଭିନ୍ନ କମ୍ପାନୀ ଲୋକଙ୍କର ଏଭଳି ଆବଶ୍ୟକତାକୁ ଦୃଷ୍ଟିରେ ରଖି ମନ ମୁତାବକ ଖାଦ୍ୟ ହୋମ୍‌ ଡେଲିଭରି ସେବା ଯୋଗାଇ ଦେଉଛନ୍ତି। ହେଲେ ବିଗତ ଦିନରେ…

ଆଫଗାନିସ୍ତାନରେ ଚଳିତ ବର୍ଷ ପ୍ରାୟ ୪ ଲକ୍ଷ ଲୋକ ହୋଇଛନ୍ତି ବିସ୍ଥାପିତ: ଜାତିସଂଘ

କାବୁଲ,୧୩।୮: ଆଫଗାନିସ୍ତାନରେ ତାଲିବାନ ତା’ର ଆଧିପତ୍ୟ ବିସ୍ତାର କରି ଗୋଟିଏ ପରେ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ସହରକୁ ଦଖଲ କରି ଏବେ ସଂଗଠନ ରାଜଧାନୀ କାବୁଲ ଅଭିମୁଖେ ମାଡି ଚାଲିଛି। ଶୁକ୍ରବାର ତାଲିବାନ ଆଫଗାନିସ୍ତାନର ଦ୍ୱିତୀୟ ବଡ ସହର କାନ୍ଦାହାର ଦଖଲ କରି…

‘ସ୍ତ୍ରୀଙ୍କ ସହ ବଳପୂର୍ବକ ଶାରୀରିକ ସମ୍ପର୍କ ରଖିବା ଅପରାଧ ନୁହେଁ’

ମୁମ୍ବାଇ,୧୩।୮: ବିବାହ ପରେ ସ୍ତ୍ରୀଙ୍କ ସହ ସ୍ବାମୀ ବଳପୂର୍ବକ ଶାରୀରିକ ସମ୍ପର୍କ ରଖିବା ଅପରାଧ ନୁହେଁ ବୋଲି ମୁମ୍ବାଇ ଆଡିସନାଲ ସେସନ ଜଜ୍ଜ ସଜ୍ଞାଶ୍ରୀ ଜେ ଘରାଟ କହିଛନ୍ତି। ଜୋର ଜବରଦସ୍ତ ଶାରୀରିକ ସମ୍ପର୍କ ରଖୁଥିବା ନେଇ ଜଣେ ମହିଳା ସ୍ବାମୀ…

ହଙ୍ଗାମା କରିଥିବା ଏମ୍‌ପିଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନ (ଅଗଷ୍ଟ ୧୧)ରେ ରାଜ୍ୟ ସଭାରେ ଜୋରଦାର ହଙ୍ଗାମା ହୋଇଥିଲା। ଯାହାକି ଗୃହର ଗାରିମାକୁ ଆଘାତ ଦେଇଛି ବୋଲି ସରକାର କହିଛନ୍ତି। ତେବେ ବିରୋଧୀ ଦଳ ଅଭିଯୋଗ କରିଛନ୍ତି ଯେ ମାର୍ଶାଲ ମାନେ ମହିଳା ଏମ୍‌ପିଙ୍କ…

କୁଲଗାମରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ଏନ୍‌କାଉଣ୍ଟରରେ ୨ଆତଙ୍କବାଦୀ ନିହତ

କୁଲଗାମ,୧୩।୮: ଜମ୍ମୁ-କଶ୍ମୀରର କୁଲଗାମ ଜିଲାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ଜଣ ଆତଙ୍କାବଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଜମ୍ମୁ-ଶ୍ରୀନଗର ରାଜପଥରେ ଦକ୍ଷିଣ କାଶ୍ମୀର କୁଲଗାମ ଜିଲାର କାଜିଗୁଣ୍ଡରେ ଗୁରୁବାର ଦ୍ୱିପ୍ରହରରେ ବିଏସ୍‌ଏଫ୍‌ର ପାଟ୍ରୋଲିଂ ଉପରେ ଆତଙ୍କବାଦୀମାନେ…

ଚିକିତ୍ସା ପାଇଁ ଯାଇ ଡାକ୍ତରଙ୍କ ପ୍ରେମରେ ପଡ଼ିଥିଲେ ଏହି ଲୋକପ୍ରିୟ ଅଭିନେତ୍ରୀ; ଏବେ ଭାଜପାର ଜଣେ ଟାଣୁଆ ନେତ୍ରୀ ଭାବେ…

ବମ୍ବେ: ହିନ୍ଦୀ ସିନେମାର ସଫଳତମ ଅଭିନେତ୍ରୀଙ୍କ ମଧ୍ୟରୁ ବୈଜୟନ୍ତୀ ମାଳା ଅନ୍ୟତମ। ସେ ଦକ୍ଷିଣ ଭାରତୀୟ ସିନେମାରୁ ହିନ୍ଦୀ ସିନେମାକୁ ଆସି ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ। ଖାଲି ଯେ ଅଭିନୟ ତାହା ନୁହେଁ ନୃତ୍ୟରେ ବି ସେ ଥିଲେ…

ବୁଣାକାରଙ୍କ ପାଇଁ ପ୍ୟାକେଜ୍‌ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ରାଜ୍ୟର ବୁଣାକାରମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ସତନ୍ତ୍ର ପ୍ୟାକେଜ୍‌ ଘୋଷଣା କରିଛନ୍ତି । ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ। ବର୍ତ୍ତମାନ ରାଜ୍ୟର ଲକ୍ଷାଧିକ ଲୋକ ହସ୍ତତନ୍ତ ଉପରେ ନିର୍ଭର…

କୋଭିଡ ଭାକ୍ସିନର ବୁଷ୍ଟର ଡୋଜ୍‌କୁ ମିଳିଲା ଅନୁମତି: ଦୁର୍ବଳ ପ୍ରତିରୋଧକ ଶକ୍ତି ଥିବା ବ୍ୟକ୍ତିଙ୍କୁ ଦିଆଯିବ ତୃତୀୟ ଡୋଜ୍‌

ଓ୍ବାଶିଂଟନ୍‌,୧୩।୮: ଆମେରିକାରେ କରୋନା ଭ୍ୟାକ୍ସିନର ବୁଷ୍ଟର ଡୋଜ୍‌ର ପ୍ରୟୋଗକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଆମେରିକାରେ ବର୍ତ୍ତମାନ କରୋନାର ହାଇ ରିସ୍କ ଥିବା ରୋଗୀଙ୍କୁ ଟିକାର ତୃତୀୟ ଡୋଜ୍‌ ଦିଆଯିବ। ମଡର୍ନା ଏବଂ ଫାଇଜର ଟିକାର ତୃତୀୟ ଡୋଜ୍‌କୁ ଜରୁରୀକାଳୀନ ବ୍ୟବହାର ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri