ଚିକିତ୍ସା ପାଇଁ ଯାଇ ଡାକ୍ତରଙ୍କ ପ୍ରେମରେ ପଡ଼ିଥିଲେ ଏହି ଲୋକପ୍ରିୟ ଅଭିନେତ୍ରୀ; ଏବେ ଭାଜପାର ଜଣେ ଟାଣୁଆ ନେତ୍ରୀ ଭାବେ…
ବମ୍ବେ: ହିନ୍ଦୀ ସିନେମାର ସଫଳତମ ଅଭିନେତ୍ରୀଙ୍କ ମଧ୍ୟରୁ ବୈଜୟନ୍ତୀ ମାଳା ଅନ୍ୟତମ। ସେ ଦକ୍ଷିଣ ଭାରତୀୟ ସିନେମାରୁ ହିନ୍ଦୀ ସିନେମାକୁ ଆସି ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ। ଖାଲି ଯେ ଅଭିନୟ ତାହା ନୁହେଁ ନୃତ୍ୟରେ ବି ସେ ଥିଲେ…
ବୁଣାକାରଙ୍କ ପାଇଁ ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୩ା୮(ବ୍ୟୁରୋ): ରାଜ୍ୟର ବୁଣାକାରମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ସତନ୍ତ୍ର ପ୍ୟାକେଜ୍ ଘୋଷଣା କରିଛନ୍ତି । ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ। ବର୍ତ୍ତମାନ ରାଜ୍ୟର ଲକ୍ଷାଧିକ ଲୋକ ହସ୍ତତନ୍ତ ଉପରେ ନିର୍ଭର…
କୋଭିଡ ଭାକ୍ସିନର ବୁଷ୍ଟର ଡୋଜ୍କୁ ମିଳିଲା ଅନୁମତି: ଦୁର୍ବଳ ପ୍ରତିରୋଧକ ଶକ୍ତି ଥିବା ବ୍ୟକ୍ତିଙ୍କୁ ଦିଆଯିବ ତୃତୀୟ ଡୋଜ୍
ଓ୍ବାଶିଂଟନ୍,୧୩।୮: ଆମେରିକାରେ କରୋନା ଭ୍ୟାକ୍ସିନର ବୁଷ୍ଟର ଡୋଜ୍ର ପ୍ରୟୋଗକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଆମେରିକାରେ ବର୍ତ୍ତମାନ କରୋନାର ହାଇ ରିସ୍କ ଥିବା ରୋଗୀଙ୍କୁ ଟିକାର ତୃତୀୟ ଡୋଜ୍ ଦିଆଯିବ। ମଡର୍ନା ଏବଂ ଫାଇଜର ଟିକାର ତୃତୀୟ ଡୋଜ୍କୁ ଜରୁରୀକାଳୀନ ବ୍ୟବହାର ପାଇଁ…
ପ୍ରେମିକାଙ୍କ ସହ ହୋଟେଲ ଯାଇଥିଲେ ସ୍ବାମୀ, ପହଞ୍ଚିଗଲେ ସ୍ତ୍ରୀ, ଆଉ ତା’ ପରେ…
ମୁମ୍ବାଇ,୧୩ା୮: ମହାରାଷ୍ଟ୍ରର ଔରଙ୍ଗାବାଦର ଏକ ହୋଟେଲ ବାହାରେ ଜଣେ ମହିଳା ହଙ୍ଗାମା କରିଛନ୍ତି। କାରଣ ତାଙ୍କ ସ୍ବାମୀ ଗର୍ଲଫ୍ରେଣ୍ଡଙ୍କ ସହ ହୋଟେଲ ଯାଇଥିବା ଜାଣିବା ପରେ ସେ ସିଧା ଯାଇ ହୋଟେଲ ସାମ୍ନାରେ ପହଞ୍ଚତ୍ଥିଲେ। ସ୍ବାମୀଙ୍କୁ ପ୍ରେମିକାଙ୍କ ସହ ଦେଖି ରାଗ…
ଭାଜପା ଏମ୍ପିଙ୍କୁ ଧମକ: ଟଙ୍କା ନ ଦେଲେ ବୋମାପକାଇ ଘର ଉଡାଇଦେବୁ
ପ୍ରତାପଗଡ,୧୩।୮: ଉତ୍ତରପ୍ରଦେଶର ପ୍ରତାପଗଡ ଜିଲାର ଏମ୍ପି ସଙ୍ଗମଲାଲ ଗୁପ୍ତାଙ୍କୁ ଏକ ଧମକ ମିଳିଛି। ତାଙ୍କୁ ଫୋନ୍ରେ କିଛି ଲୋକ ୫ କୋଟି ଟଙ୍କା ବଟି ମାଗିଛନ୍ତି। ଯଦି ବଟି ନ ଦିଅନ୍ତି ତେବେ ତାଙ୍କୁ ଏବଂ ତାଙ୍କ ପରିବାରକୁ ବୋମା ପକାଇ…
ଶନିବାର ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ
ଭୁବନେଶ୍ୱର,୧୩ା୮(ବ୍ୟୁରୋ): ଶନିବାର ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। orissaresults.nic.in ଓ୍ବେବସାଇଟ୍ରେ ଏହା ଉପଲବ୍ଧ ଉପଲବ୍ଧ ହେବ। କୋଭିଡ୍ କଟକଣା ଯୋଗୁ ଚଳିତବର୍ଷ ପରୀକ୍ଷା ଫଳ…
ଇତିହାସ ରଚିଲେ ଏହି କ୍ରିକେଟର୍
ଲଣ୍ଡନ,୧୩।୮: ଇଂଲଣ୍ଡର ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ ଲର୍ଡସର ଐତିହାସିକ ଗ୍ରାଉଣ୍ଡରେ ଇତିହାସ ସୃଷ୍ଟି କରିଛନ୍ତି। ସେ ବିଶ୍ୱର ପ୍ରଥମ ଦ୍ରୁତ ବୋଲର ଭାବେ ଟେଷ୍ଟ କ୍ରିକେଟରେ ୩୫,୦୦୦ରୁ ଅଧିକ ବଲ୍ ବୋଲିଂ କରିଛନ୍ତି। ଆଣ୍ଡରସନଙ୍କ ପୂର୍ବରୁ ତିନିଜଣ ସ୍ପିନର, ଶ୍ରୀଲଙ୍କାର…
୫୦ ହଜାର ହେକ୍ଟର ଜମିରେ ଜଳ ନିଷ୍କାସନ ସମସ୍ୟା
ଜଗତ୍ସିଂହପୁର ଅଫିସ,୧୩ା୮: ଜଗତ୍ସିଂହପୁର ଜିଲାରେ ଡ୍ରେନେଜ୍ ସମସ୍ୟା ଚାଷ ପାଇଁ କାଳ ହୋଇଛି। ଦିନେ, ଦୁଇଦିନ ଲଗାଣ ବର୍ଷା ହେଲେ ଅଧିକାଂଶ ଜମିରୁ ଜଳ ନିଷ୍କାସନ ସହଜ ହେଉନାହିଁ। ଫଳରେ ଚାଷ ପ୍ରଭାବିତ ହେଉଛି। ଏହାର ସ୍ଥାୟୀ ପ୍ରତିକାର ପାଇଁ ଦାବି…
୯ରାଜ୍ୟର ୫୦ପ୍ରତିଶତ ଜନସଂଖ୍ୟା ନେଇଛନ୍ତି ଭ୍ୟାକ୍ସିନର ସିଙ୍ଗଲ ଡୋଜ୍
ନୂଆଦିଲ୍ଲୀ,୧୩।୮: ଦେଶରେ ଏବେ ବି କରୋନା ପ୍ରକୋପ ଜାରି ରହିଛି। କରୋନା ଲଢ଼େଇରେ ମୁଖ୍ୟ ଅସ୍ତ୍ର କୁହାଯାଉଥିବା ଟିକାକରଣ ଅଭିଯାନକୁ ତ୍ୱରାନ୍ବିତ କରାଯାଇଛି। ଭାରତରେ ବର୍ତ୍ତମାନ ସୁଦ୍ଧା ୫୩କୋଟି ଲୋକଙ୍କ ଟିକାକରଣ କରାଯାଇସାରିଛି। ଇତିମଧ୍ୟରେ ଅତିକମ୍ରେ ୪୧କୋଟି ଲୋକ ଟିକାର ପ୍ରଥମ…
ଆପଣଙ୍କର ଏଭଳି କୁଅଭ୍ୟାସ ଅଛି କି? ବିଗିଡ଼ିଯିବ ସବୁ କାମ; କେଉଁଠି ବି ମିଳିବନାହିଁ ଖୁସି…
ଜୀବନର ମୂଲ୍ୟକୁ ନେଇ ଆଚାର୍ଯ୍ୟ ଚାଣକ୍ୟ ଅନେକ ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ସେ ନିଜର ନୀତିଶାସ୍ତ୍ର ଅର୍ଥାତ ଚାଣକ୍ୟନୀତିର ୧୩ତମ ଅଧ୍ୟାୟରେ ଲେଖିଥିବା ଏକ ଶ୍ଳୋକରେ ମନୁଷ୍ୟର ଏକ ଅଭ୍ୟାସ ବିଷୟରେ କହିଛନ୍ତି। ଯାହାକୁ ନେଇ ସେ ସବୁବେଳେ ଅସୁବିଧାରେ…
ସେବା ପାଇଁ ସମର୍ପିତ ଥିଲେ ଉମା
ନିଜର ୫ ପୁଅ, ଗୋଟିଏ ଝିଅ ଜନ୍ମ ଦେଇଥିଲେ ସିନା, ଅସୁମାରୀ ଲୋକ ଯେ ତାଙ୍କୁ ମା’ର ଆସନରେ ବସାଇଥିଲେ, ତାହା କେହି କଳ୍ପନା କରି ନ ଥିବେ। ଅଗଷ୍ଟ ୪ ବୁଧବାର ଶ୍ରାବଣ କୃଷ୍ଣ ଏକାଦଶୀରେ ଉମା ନନ୍ଦ ଦୁନିଆରୁ…
ଅଭିନେତାଙ୍କଠାରୁ ଅଧିକ ଫି’ ନେଉଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ
ଏକ ସମୟ ଥିଲା ଯେତେବେଳେ ଶ୍ରୀଦେବୀ ବଲିଉଡରେ ରାଜ୍ କରୁଥିଲେ। ଆଜି ସେ ହୁଏତ ଆମ ସହିତ ନାହାନ୍ତି, କିନ୍ତୁ ଯେତେବେଳେ ବି ତାଙ୍କର ଗୋଟିଏ ଚଳଚ୍ଚିତ୍ର ଟେଲିଭିଜନରେ ପ୍ରସାରିତ ହୁଏ, ସମସ୍ତ ପୁରୁଣା ସ୍ମୃତି ଲୋକଙ୍କ ମନରେ ସତେଜ ହୋଇଯାଏ।…
Archives


