ବିଆର୍ପିଏଲ୍ ବିରୋଧରେ ଏନ୍ଜିଟି ମାମଲା: ଏସ୍ପିସିବିର ଲୋକଦେଖାଣିଆ ତଦନ୍ତ
ଯାଜପୁର ଅଫିସ/କଳିଙ୍ଗନଗର, (ଡି.ଏନ.ଏ.),୨୫ା୬: ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ (ଏନ୍ଜିଟି)ର ନିର୍ଦ୍ଦେଶ ଅନୁସାରେ କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ(ବିଆର୍ପିଏଲ୍) କାରଖାନାରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍ପିସିବି) ପକ୍ଷରୁ ତଦନ୍ତ କରାଯାଇଛି। ଏହି ତଦନ୍ତରେ ଏସ୍ପିସିିବି ପକ୍ଷରୁ ପରିବେଶବିତ୍ ହିରଣ୍ୟ କୁମାର…
ଆଜି କ୍ରୋମାଇଟ୍ ନିଲାମ
ଯାଜପୁର ଅଫିସ,୨୫ା୬: ଗତ ଫେବୃୟାରୀରୁ ଓଡ଼ିଶା ଖଣି ନିଗମ (ଓଏମ୍ସି)ଦ୍ୱାରା ଆହୂତ କ୍ରୋମାଇଟର ମାସିକ ନିଲାମ ପ୍ରକ୍ରିୟା କ୍ରମାଗତ ଭାବେ ବିଫଳ ହୋଇଆସୁଛି। ଏଥିଯୋଗୁ ନିଲାମ ପାଇଁ ରଖାଯାଇଥିବା ପ୍ରାୟ ୬ ଲକ୍ଷ ମେଟ୍ରିକ ଟନ୍ କ୍ରୋମାଇଟ ବିକ୍ରୀ ହୋଇ ନ…
ନକଲି ଓଷଧ ବିକ୍ରି ମାମଲା: ପରିଚାଳନା ନିର୍ଦ୍ଦେଶକ ଶିବ ଜେନା ଗିରଫ
କଟକ ଅଫିସ,୨୫।୬: ନକଲି କରୋନା ଔଷଧ ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଗୁରୁବାର ଔଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଶିବପ୍ରସନ୍ନ ଜେନାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଧିକ ତଦନ୍ତ ପାଇଁ ଏସ୍ଟିଏଫ୍ର…
କୋଭିଡ୍ଜନିତ ମୃତ୍ୟୁ ଅଡିଟ୍ ପ୍ରସଙ୍ଗ: ହାଇକୋର୍ଟରେ ମାମଲା ଖାରଜ
କଟକ ଅଫିସ,୨୫।୬: କୋଭିଡ୍ଜନିତ ମୃତ୍ୟୁର ଅଡିଟ୍ ପାଇଁ ହୋଇଥିବା ଜନସ୍ବାର୍ଥ ମାମଲାକୁ ଗୁରୁବାର ହାଇକୋର୍ଟ ମୁଖ୍ୟବିଚାରପତି ଏସ୍. ମୁରଲୀଧର ଏବଂ ବିଚାରପତି ଏସ୍.କେ. ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଖାରଜ କରିଦେଇଛନ୍ତି। କିନ୍ତୁ ପ୍ରତି ଜିଲାରେ କୋଭିଡ୍ରେ କେତେଜଣଙ୍କ ମୃତ୍ୟୁ ଘଟିଛି,…
୨୭ ଯାଏ ବର୍ଷା
ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।…
ଦୁଗ୍ଧଚାଷୀଙ୍କୁ ୧୧ କୋଟିର ସହାୟତା
ଭୁବନେଶ୍ୱର,୨୫।୬(ବ୍ୟୁରୋ): ଓମ୍ଫେଡ ଦୁଗ୍ଧଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୧୧ କୋଟି ଟଙ୍କାର କୋଭିଡ୍ ସହାୟତା ଘୋଷଣା କରିଛନ୍ତି। ପ୍ରତ୍ୟେକ ଦୁଗ୍ଧଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ବାବଦ ସର୍ବାଧିକ ୬ ହଜାର ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦିଆଯିବ। ଏହାଦ୍ୱାରା ରାଜ୍ୟର…
ଜେଲରେ ଜନ୍ ମେକେଫି ମୃତ
ମାଡ୍ରିଡ୍,୨୫।୬: ଆଣ୍ଟିଭାଇରସ୍ ଜଗତର ଜଣାଶୁଣା ନାମ ଜନ୍ ମେକେଫିଙ୍କ ମୃତ୍ୟୁ ଘଟିଛି। ବ୍ରିଟେନ ଜନ୍ମିତ ଏହି ଆମେରିକୀୟ କମ୍ପ୍ୟୁଟର ପ୍ରୋଗ୍ରାମର୍ଙ୍କ ଝୁଲନ୍ତା ମୃତଦେହ ସ୍ପେନ୍ର ବାର୍ସିଲୋନାସ୍ଥିତ ଏକ ଜେଲରେ ବୁଧବାର ଠାବ କରାଯାଇଛି। ତାଙ୍କୁ ବଞ୍ଚାଇବା ପାଇଁ ସବୁ ଉଦ୍ୟମ କରାଯାଇଥିଲା।…
ଓ୍ବେବ୍ସାଇଟରେ ପ୍ରଭାବ ଏବଂ ପଇସା
ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅଧୀନରେ ବର୍ତ୍ତମାନ ୪୨ଟି ବିଭାଗ କାର୍ଯ୍ୟ କରୁଛି। ସେ ସମସ୍ତ ବିଭାଗର ଗୁରୁତ୍ୱପୂର୍ଣ୍ଣ ତଥ୍ୟଗୁଡ଼ିକ କେତେ ମାତ୍ରାରେ ସୁରକ୍ଷିତ ତାକୁ ନେଇ ବର୍ତ୍ତମାନ ଲୋକସେବା ଭବନରେ କାର୍ଯ୍ୟରତ କର୍ମଚାରୀ ମହଲରେ ଗୁଞ୍ଜରଣ ଆରମ୍ଭ ହେଲାଣି। ସରକାରଙ୍କ ସବୁ…
ଜୁନ୍ରେ ବଢ଼ିଲାଣି ୧୩ଥର ପେଟ୍ରୋଲ ୨୬, ଡିଜେଲ ୮ ପଇସା ବୃଦ୍ଧି
ନୂଆଦିଲ୍ଲୀ/ଭୁବନେଶ୍ୱର,୨୫।୬ଦିନକର ବିରତି ପରେ ପୁଣି ଥରେ ତୈଳ ଦରରେ ପରିବର୍ତ୍ତନ ହୋଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ୍ (ଆଇଓସିଏଲ୍) ର ସୂଚନା ଅନୁସାରେ ଗୁରୁବାର ଭୁବନେଶ୍ୱରରେ ପେଟ୍ରୋଲ ଉପରେ ୨୬ ପଇସା ଏବଂ ଡିଜେଲରେ…
ଆଜିଠୁ ଅଲାରନାଥଙ୍କ ଅନବସର ଦର୍ଶନ
ବ୍ରହ୍ମଗିରି,୨୫।୬(ଡି.ଏନ୍.ଏ.): ସ୍ନାନପୂର୍ଣ୍ଣିମାରେ ଚତୁର୍ଦ୍ଧାମୂର୍ତ୍ତି ସ୍ନାନ କରି ଅଣସର ପିଣ୍ଡିରେ ବିଜେ କରିଛନ୍ତି। ଏହି ଅବସରରେ ଶୁକ୍ରବାରଠାରୁ ବ୍ରହ୍ମଗିରିସ୍ଥିତ ଅଲାରନାଥଙ୍କ ପୀଠରେ ଅନବସର ଦର୍ଶନ ଆରମ୍ଭ ହେବ। କିନ୍ତୁ ଚଳିତବର୍ଷ କରୋନା କଟକଣା ଯୋଗୁ ଭକ୍ତମାନେ ଏହି ଦର୍ଶନରୁ ବଞ୍ଚତ୍ତ ହେବେ। ଜିଲା…
କଶ୍ମୀରକୁ ଫେରିବ ରାଜ୍ୟ ମାନ୍ୟତା
ନୂଆଦିଲ୍ଲୀ,୨୫।୬(ପି.ଟି.): ଜମ୍ମୁ-କଶ୍ମୀରକୁ ଉପଯୁକ୍ତ ସମୟରେ ରାଜ୍ୟ ମାନ୍ୟତା ଫେରାଇ ଦିଆଯିବ। ବର୍ତ୍ତମାନ ସୀମା ପୁନଃ ନିର୍ଦ୍ଧାରଣ ପାଇଁ ଚାଲିଥିବା କସରତ ଉପତ୍ୟକାରେ ନିର୍ବାଚନ ପ୍ରକ୍ରିୟା ପାଇଁ ବାଟ ଫିଟାଇବ। କେନ୍ଦ୍ର ସରକାର ଜମ୍ମୁ-କଶ୍ମୀର ବିକାଶକୁ ଗୁରୁତ୍ୱ ଦେଉଛନ୍ତି। ଭୋଟ ପରେ ନିର୍ବାଚିତ…
ଆଜି ମାଟ୍ରିକ ପରୀକ୍ଷାଫଳ
କଟକ ଅଫିସ,୨୫।୬: ଚଳିତବର୍ଷର ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଗୁରୁବାର ପ୍ରେସ୍ ବିବୃତି ମାଧ୍ୟମରେ ସୂଚନା ଦିଆଯାଇଛି। ଅପରାହ୍ନ ୪ଟା ବେଳେ କଟକସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପ୍ରକାଶ ପାଇବ।…
Archives


