Home

ବାତ୍ୟା ବିପଦ ଟଳିଲା

ଭୁବନେଶ୍ୱର,୨୬।୯(ବ୍ୟୁରୋ): ବାତ୍ୟା ‘ଗୁଲାବ’କୁ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଯେଉଁ ଆକଳନ କରାଯାଉଥିଲା, ସେତେଟା ପ୍ରଭାବ ଦେଖିବାକୁ ମିଳିଲା ନାହିଁ। ୭୫ରୁ ୮୫ କି.ମି. ବେଗରେ ପବନ ବୋହିବ ଓ ସର୍ବାଧିକ ୯୫ କି.ମି. ରହିବା ସହ ପ୍ରବଳ ବର୍ଷା…

ମୋତେ ଇର୍ଷା କରୁଛନ୍ତି ମୋଦି, କାହିଁକି ଏମିତି କହିଲେ ଦିଦି

କୋଲକାତା,୨୬।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ରୋମ ଯିବାକୁ କେନ୍ଦ୍ର ତରଫରୁ ଅନୁମତି ନ ମିଳିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି ଦିଦି। ସେ କହିଛନ୍ତି, ମୋଦି ମୋତେ ଇର୍ଷା କରୁଛନ୍ତି। ଅକ୍ଟୋବରରେ ଇଟାଲୀଠାରେ ବିଶ୍ୱ ଶାନ୍ତି ସମ୍ମିଳନୀ…

୩ ଘଣ୍ଟା ଧରି ଚାଲିବ ଲ୍ୟାଣ୍ଡଫଲ ପ୍ରକ୍ରିୟା

ଭୁବନେଶ୍ବର,୨୬।୯: ଆରମ୍ଭ ହୋଇଯାଇଛି ବାତ୍ୟା ‘ଗୁଲାବ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରାୟ ୩ ଘଣ୍ଟା ଧରି ଏହି ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ। ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ବାତ୍ୟା ବର୍ତ୍ତମାନ ଆନ୍ଧ୍ରପ୍ରଦେଶର…

ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ କଲେ ଯୋଗୀ: ୭ ଜଣଙ୍କୁ ମିଳିଲା ମନ୍ତ୍ରୀ ପଦ

ପ୍ରାୟ ଚାରିମାସ ପରେ ୟୁପିରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି କ୍ୟାବିନେଟକୁ ସମ୍ପ୍ରସାରିତ କରାଯାଇଛି। କଂଗ୍ରେସରୁ ଭାଜପାରେ ଯୋଗ ଦେଇଥିବା ଜିତିନ ପ୍ରସାଦଙ୍କ ସମେତ ୭ ଜଣ ନେତା କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ। ମନ୍ତ୍ରୀ…

ଦେଶକୁ ଏସ୍‌ବିଆଇ ଭଳି ୪-୫ ବ୍ୟାଙ୍କ ଆବଶ୍ୟକ: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୬।୯: ଭାରତକୁ ଷ୍ଟେଟ୍‌ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ଭଳି ୪ରୁ ୫ ବୃହତ ବ୍ୟାଙ୍କର ଆବଶ୍ୟକତା ରହିଛି ବୋଲି ରବିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି। ଦେଶର ବର୍ଦ୍ଧିିତ ଚାହିଦା ପୂରଣ ଦିଗରେ ଏହା ସହାୟକ ହୋଇପାରିବ। ମହାମାରୀ ପରବର୍ତ୍ତୀ ସମୟରେ…

ଉପକୂଳ ଆଡ଼କୁ ମାଡ଼ି ଆସୁଛି ‘ଗୁଲାବ’: ସନ୍ଧ୍ୟା ୬ରୁ ଲ୍ୟାଣ୍ଡଫଲ୍‌

ଭୁବନେଶ୍ୱର,୨୬।୯(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଗୁଲାବ’ ଏବେ ଉପକୂଳମୁହାଁ। ରବିବାର ସନ୍ଧ୍ୟା ୫ଟା ସୁଦ୍ଧା ଏହା ଗୋପାଳପୁରଠାରୁ ୯୫ କିମି ଏବଂ ଆନ୍ଧ୍ରର କଳିଙ୍ଗପଟ୍ଟନମଠାରୁ ୮୫ କିମି ଦୂରରେ ରହିଛି। ଏବେ ଘଣ୍ଟା ପ୍ରତି ୨୫ କିମି ବେଗରେ ଏହା…

୬୫ ଘଣ୍ଟା ମଧ୍ୟରେ ୨୦ ମିଟିଂ କଲେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଗସ୍ତ ଶେଷ କରି ରବିବାର ଭାରତ ଫେରିଛନ୍ତି। ୨୨ ସେପ୍ଟେମ୍ବରରେ ଆମେରିକା ଗସ୍ତରେ ବାହାରିବା ପରେ ପ୍ରଧାନମନ୍ତ୍ରୀ ପ୍ରାୟ ୯୦ ଘଣ୍ଟା ମଧ୍ୟରେ ତାଙ୍କର ଯାତ୍ରା ଶେଷ କରିଥିଲେ। ପ୍ରଧାନମନ୍ତ୍ରୀ ଆମେରିକାରେ ୬୫ ଘଣ୍ଟା ବିତାଇଥିଲେ।…

ଶାଶୁଘରେ ମହାରାଣୀ ଭଳି ରହିଥାନ୍ତି ଏହି ୪ ରାଶିର ଯୁବତୀ; ଟଙ୍କାପଇସାର ଅଭାବ ନ ଥାଏ…

ନାରୀମାନେ ବିବାହକୁ ନେଇ ଅନେକ ସ୍ବପ୍ନ ଦେଖିଥାନ୍ତି। ଅଧିକ ଭଲ ପାଉଥିବା ଶାଶୁଘର ସାଙ୍ଗକୁ ସ୍ବାମୀ ମିଳୁ ବୋଲି ସେମାନଙ୍କର ଇଚ୍ଛା ଥାଏ। ବିବାହ ପରେ ଶାଶୁଘରେ ସେମାନେ ମହାରାଣୀ ହୋଇ ରୁହନ୍ତୁ, ପରିବାରରେ ତାଙ୍କ ସମ୍ମାନ ରହୁ, ଟଙ୍କାପଇସାର ଅଭାବ…

‘ଗୁଲାବ’କୁ ନେଇ ସତର୍କତା ଜାରି କଲା ପ୍ରଶାସନ: ସନ୍ଧ୍ୟା ସୁଦ୍ଧା ସୁରକ୍ଷିତ ସ୍ଥାନକୁ କରାଯିବ ସ୍ଥାନାନ୍ତର

ହିଞ୍ଜିଳିକାଟୁ,୨୬ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଓ ପୌର ପ୍ରଶାସନ ପକ୍ଷରୁ ସମ୍ଭାବ୍ୟ ବାତ୍ୟା ଗୁଲାବ ମୁକାବିଲା ନିମନ୍ତେ ସତର୍କତା ପ୍ରକାଶ ପାଇଛି। ରବିବାର ଛତ୍ରପୁର ଉପଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ବିଡିଓ ସୁବ୍ରତ କୁମାର ଜେନା, ତହସିଲଦାର ପ୍ରଭାତ କୁମାର ପରିଡ଼ା…

ପ୍ରେମିକାଙ୍କଠାରୁ ଅଲଗା ହେଲେ ବିଶ୍ୱର ଦ୍ୱିତୀୟ ଧନୀ ବ୍ୟକ୍ତି

କାର୍ଲିଫର୍ନିଆ,୨୬।୯: ବିଶ୍ୱରର ଦ୍ୱିତୀୟ ଧନୀ ବ୍ୟକ୍ତି ଏଲୋନ ମସ୍କ ତାଙ୍କ ଗର୍ଲଫ୍ରେଣ୍ଡ ଗ୍ରିମସଙ୍କ ଠାରୁ ଅଲଗା ହୋଇଛନ୍ତି। ପେସାରେ ଗାୟିକା ଗ୍ରିମସ ଏବଂ ସ୍ପେସ ଏକ୍ସ, ଟେସଲାର ପ୍ରତିଷ୍ଠାତା ଏଲୋନ ତିନି ବର୍ଷ ଧରି ପରସ୍ପର ସହ ରହୁଥିଲେ। ଉଭୟ ପାରସ୍ପରିକ…

ବାତ୍ୟା ‘ଗୁଲାବ’ ମୁକାବିଲା: ଖୋଲିଲା କଣ୍ଟ୍ରୋଲ ରୁମ୍‌

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଉପକୂଳମୁହାଁ ‘ଗୁଲାବ’। ଏହି ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ସ୍ବତନ୍ତ୍ର ସଚିବ ବିଶ୍ୱମୋହନ ରାୟଙ୍କ ଅଫିସ ଚାମ୍ବରରେ ଫିସେରିଜ୍‌ ଓ ଏଆର୍‌ଡି ବିଭାଗର କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଛି। କଣ୍ଟ୍ରୋଲ ରୁମ୍‌ର ଟେଲିଫୋନ…

‘ଗୁଲାବ’ ପାଇଁ ୧୧ ଜିଲାର ସ୍କୁଲ ବନ୍ଦ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ବାତ୍ୟା ‘ଗୁଲାବ’ ରବିବାର ସନ୍ଧ୍ୟାରେ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମଠାରେ ଲ୍ୟାଣ୍ଡଫଲ କରିବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀଗସ୍ତରେ ଥିଲେ ହେଁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସ୍ଥିତିର ସମୀକ୍ଷା କରିଛନ୍ତି। ଏହାପରେ ବାତ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?