Home

ଆରମ୍ଭ ହେଲା ଯୁକ୍ତ ଦୁଇ ନାମଲେଖା ଆବେଦନ ପ୍ରକ୍ରିୟା

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ଆଜିଠାରୁ ଯୁକ୍ତ ଦୁଇ ପାଠ୍ୟକ୍ରମରେ ନାମଲେଖା ପାଇଁ ଆରମ୍ଭ ହୋଇଛି ଆବେଦନ ପ୍ରକ୍ରିୟା। କଳା, ବିଜ୍ଞାନ, ବାଣିଜ୍ୟ, ସଂସ୍କୃତି ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ କରୁଛନ୍ତି ଛାତ୍ରୀଛାତ୍ର। ଏଥିପାଇଁ www.samsodisha.gov.in ଜରିଆରେ ଛାତ୍ରୀଛାତ୍ରଙ୍କ ପାଇଁ ଆବେଦନ ସୁବିଧା…

ହେମାମାଳିନୀଙ୍କୁୂ ନିଜ ପ୍ରେମ ଜାଲରେ ପକାଇବା ପାଇଁ ଏମିତି କରିଥିଲେ ଧର୍ମେନ୍ଦ୍ର

ବଲିଉଡ୍‌ର ସୁପରହିଟ୍‌ ଯୋଡିଙ୍କ ମଧ୍ୟରୁ ହେମାମାଳିନୀ-ଧର୍ମେନ୍ଦ୍ର ଅନ୍ୟତମ। ବିଗତ ଦିନର ପ୍ରସିଦ୍ଧ ନାୟିକା ହେମାଙ୍କୁ ପ୍ରେମ ଜାଲରେ ପକାଇବା ପାଇଁ ଧର୍ମେନ୍ଦ୍ରଙ୍କୁ ବହୁତ ପରିଶ୍ରମ କରିବାକୁ ପଡିଥିଲା। ତାଙ୍କୁ ପାଇବା ପାଇଁ ଧର୍ମେନ୍ଦ୍ର ସବୁକିଛି କରିବାକୁ ପ୍ରସ୍ତୁତ ଥିଲେ। ହେମା ଦକ୍ଷିଣ…

କଂଗ୍ରେସର ଅଫିସିଆଲ ଟୁଇଟର ଆକାଉଣ୍ଟ ବନ୍ଦ

ନୂଆଦିଲ୍ଲୀ,୧୨।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମେତ ଅନ୍ୟ ବରିଷ୍ଠ ନେତାଙ୍କ ପରେ ଏବେ ଟୁଇଟର କଂଗ୍ରେସର ଅଫିସିଆଲ ଆକାଉଣ୍ଟକୁ ମଧ୍ୟ ବନ୍ଦ କରିଦେଇଛି। ଏନେଇ ଗୁରୁବାର କଂଗ୍ରେସ ଅଭିଯୋଗ ଆଣିଛି। ଏଥିସହ ଫେସ୍‌ବୁକ ଓ ଇନ୍‌ଷ୍ଟାଗ୍ରାମ ଜରିଆରେ କଂଗ୍ରେସ ଏନେଇ…

ଏମିତି ରିପୋର୍ଟିଂ କଲେ କୁନି ଶିଶୁ, ଖୁସିରେ ଭିଡିଓ ଶେୟାର କଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୨ା୮: ମଣିପୁରର ଜଣେ କୁନି ଶିଶୁଙ୍କ ଭିଡିଓ ଭାଇରାଲ ହେଉଛି। ଏହି ଶିଶୁ ଜଣକ ରିପୋର୍ଟିଂ କରୁଥିବା ଦେଖିବାକୁ ମିଳିଛି। ଭାଇରାଲ ଭିଡିଓରେ ମଣିପୁରର ମୁଖ୍ୟମନ୍ତ୍ରୀ ବୀରେନ ସିଂହଙ୍କ ଗସ୍ତ ସମୟରେ ଶିଶୁ ଜଣକ ରିପୋର୍ଟିଂ କରୁଛନ୍ତି। କରୋନା ମହାମାରୀ ସମୟରେ…

ପାର୍ଲାମେଣ୍ଟ ପର୍ଯ୍ୟନ୍ତ ପଦଯାତ୍ରା କଲେ ବିରୋଧୀ, ଲୋକଙ୍କ କଣ୍ଠରୋଧ କରୁଛନ୍ତି ସରକାର, କହିଲେ ରାହୁଲ…

ନୂଆଦିଲ୍ଲୀ,୧୨।୮: ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଶେଷ ହୋଇଛି। ବର୍ତ୍ତମାନ ବିରୋଧୀ ଦଳମାନେ ପାର୍ଲାମେଣ୍ଟ ବାହାରେ ସରକାରଙ୍କୁ ଘେରି ରହିବାକୁ କରିଛନ୍ତି। ଗୁରୁବାର ଦିନ ବିରୋଧୀ ଦଳ ବିଜୟ ଚକ ଠାରୁ ପାର୍ଲାମେଣ୍ଟ ପର୍ଯ୍ୟନ୍ତ ଏକ ପଦଯାତ୍ରା କରିଛନ୍ତି। ପାଦ ପଦଯାତ୍ରାରେ ରାହୁଲ…

ମାତାପିତାଙ୍କ ଛାଡପତ୍ରରେ ବେଶ୍‌ ଖୁସି ଥିଲେ ସାରା: କାରଣ ଜାଣିଲେ…

ବଲିଉଡ୍‌ ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍‌ ଆଜି ୨୬ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି। ଅଭିନେତା ସେଫ୍‌ ଅଲ୍ଲୀ ଖାନ୍‌ ଏବଂ ଅମୃତା ରାଓଙ୍କ ସାରା ଖୁବ୍‌ କମ୍‌ ଦିନରେ ବଲିଉଡ୍‌ରେ ନିଜ ଅଭିନୟର…

ଉଗ୍ରରୂପ ନେଲା ଖରସ୍ରୋତା ଜଳ ବିବାଦ: ପୋଲିସ-ପ୍ରକଳ୍ପ ବିରୋଧୀ ଧସ୍ତାଧସ୍ତି

ଆଳି,୧୨ା୮(ଡି.ଏନ୍‌.ଏ.): ଖରସ୍ରୋତା ନଦୀ ପାଣି ବିବାଦ ଗୁରୁବାର ଉଗ୍ର ରୂପ ନେଇଛି। ଆନ୍ଦୋଳନକାରୀ ଚାନ୍ଦବାଲି ରାସ୍ତାର କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଅଚ୍ୟୁତପୁରଠାରେ ରାସ୍ତାରୋକୋ କରିଛନ୍ତି । ଏଥିସହିତ କେନ୍ଦ୍ରାପଡ଼ା ରାଜକନିକା ବ୍ଲକ ବରୁଣାଡିହା ପାଣି ପ୍ରକଳ୍ପ ସ୍ଥାନକୁ ଯାଉଥିବା ଗାଡ଼ି…

ନବାଗତା ସତ୍ତ୍ୱେ ବିବାଦରେ ରହିଆସୁଛନ୍ତି ସୈଫ ଲଳନା: କେବେ ଭାଇଙ୍କ ସହ ବିକିନି ପିନ୍ଧି ତ କେବେ ଡ୍ରଗ୍ସ ସେବନକୁ ନେଇ…

ବମ୍ବେ: ସୈଫ ଲଳନା ସାରା ଯେଉଁଆଡେ ବିବାଦ ସେହିଆଡେ। ଏପରି କହିବା ପଛରେ କାରଣ ମଧ୍ୟ ରହିଛି। ଖୁବ୍‌ କମ୍‌ ଦିନ ହେଲା ବଲିଉଡ୍‌ରେ ପାଦ ଦେଇଥିବା ଏହି ନବାଗତା ଏକାଧିକ ବିବାଦକୁ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। କେବେ ଭାଇଙ୍କ ସହ…

ତାଲିବାନ୍‌ର ମାଷ୍ଟର ପ୍ଲାନ୍‌, ୯୦ ଦିନରେ ଆଫଗାନିସ୍ତାନ ଦଖଲ ଲକ୍ଷ୍ୟ…

କାବୁଲ୍‌,୧୨।୮: ଆମେରିକାର ଗୁପ୍ତଚର ସଂସ୍ଥା ଚେତାବନୀ ଦେଇଛନ୍ତି ଯେ ତାଲିବାନ ଆତଙ୍କବାଦୀମାନେ ଆସନ୍ତା ୩୦ରୁ ୯୦ ଦିନ ମଧ୍ୟରେ ଆଫଗାନିସ୍ତାନ ଦଖଲ କରିବାକୁ ଯୋଜନା କରିଛନ୍ତି। ଏନେଇ ତାଲିବାନ୍‌ ମାଷ୍ଟର ପ୍ଲାନ୍‌ ପ୍ରସ୍ତୁତ କରିଛି। ଏହି ରିପୋର୍ଟ ପ୍ରକାଶ ପରେ ଆଫଗାନିସ୍ତାନର…

ଗର୍ଲଫ୍ରେଣ୍ଡଙ୍କୁ ବିହାହ କରିଥିଲେ ଏହି ପ୍ରସିଦ୍ଧ ମହିଳା କ୍ରିକେଟର୍‌: ଏବେ ହେବେ ମା’

ବ୍ରିସ୍‌ବେନ୍‌,୧୨।୮: ଅଷ୍ଟ୍ରେଲିଆର ମହିଳା କ୍ରିକେଟ ଦଳର ଦ୍ରୁତ ବୋଲର ମେଗାନ ଶୁଟ୍‌ ଗର୍ଭବତୀ ଅଛନ୍ତି। ନିକଟରେ ସେ ତାଙ୍କ ମହିଳା ସାଥୀ ଜେସ ହୋଲିଓକେ ସହ ମ୍ୟାରନିଟି ଫଟୋଶୁଟ୍‌ ମଧ୍ୟ କରିଛନ୍ତି। ମେଗାନ ଏହାର ଇନଷ୍ଟାଗ୍ରାମରେ ଏହାର କିଛି ଭଲ ଫଟୋ…

ଘରେ ଥିବା ଏହି ୮ ଜିନିଷ କରିଦେବ କାଙ୍ଗାଳ; ଯେତେଶୀଘ୍ର ପାରୁଛନ୍ତି କରନ୍ତୁ ଏପରି…

ଗ୍ରହର ଆମ ଜୀବନରେ ମହତ୍ୱ ଅଧିକ। କାରଣ ଏହାର ଚଳନ ବ୍ୟକ୍ତିର ଜୀବନ ଉପରେ ବହୁତ ପ୍ରଭାବ ପକାଇଥାଏ। ଦଶା ଠିକ୍‌ ନ ରହିଲେ ହେଉଥିବା କାମ ଅଟକି ଯାଇଥାଏ। ଏଭଳି କ୍ରମରେ ଯଦି ଆପଣଙ୍କ ଆର୍ଥିକ ସ୍ଥିତି ଭଲ ନାହିଁ…

ଘରେ ‘ମନି ପ୍ଲାଣ୍ଟ’ ଲଗାଇବା ବେଳେ କରୁନାହାନ୍ତି ତ ଏପରି ଭୁଲ; ମାନସିକ ଚିନ୍ତା ସାଙ୍ଗକୁ ବଢ଼ିବ ମତଭେଦ…

ଆଜିକାଲି ଘରର ସୁନ୍ଦରତା ବୃଦ୍ଧି କରିବା ଲାଗି ଲୋକମାନେ ଅନେକ ପ୍ରକାରର ଗଛ ଲଗାଉଛନ୍ତି। ବାସ୍ତୁଶାସ୍ତ୍ର ଅନୁସାରେ ଏଭଳି ଏକ ଗଛ ରହିଛି ଯାହାକୁ ଲଗାଇଲେ ଘରର ସୌନ୍ଦର୍ଯ୍ୟ ସାଙ୍ଗକୁ ଆର୍ଥିକ ସ୍ଥିତିରେ ସୁଧାର ଆସିଥାଏ। ସେଇଟି ହେଲା ମନି ପ୍ଲାଣ୍ଟ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri