Home

ସ୍ତନ ବଦଳରେ କାଖରୁ ଝରିଲା ମା’ କ୍ଷୀର, ଡାକ୍ତର ହେଲେ ଆଶ୍ଚର୍ଯ୍ୟ

ସାଧାରଣତଃ ସନ୍ତାନ ପ୍ରସବ ପରେ ମହିଳାଙ୍କ ଶରୀରରେ ଅନେକ କିଛି ପରିବର୍ତ୍ତନ ଦେଖିବାକୁ ମିଳିଥାଏ। ମାତ୍ର ପର୍ତ୍ତୁଗାଲରେ ରହୁଥିତ୍ବା ଜଣେ ମହିଳା ସନ୍ତାନ ପ୍ରସବ ପରେ ତାଙ୍କ ଡାହାଣ କାଖରୁ କ୍ଷୀର ଝରିବା ଆରମ୍ଭ କରିଥିଲା। ୨୬ ବର୍ଷୀୟା ଏହି ମହିଳାଙ୍କ…

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୭ ଜୀବନ

ଭୁବନେଶ୍ୱର,୧୨।୮(ବ୍ୟୁରୋ): ରାଜ୍ୟରେ ପୁଣି ଥରେ କରୋନା ଗ୍ରାଫ୍‌ ଉପରମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ବୃଦ୍ଧି ପାଇଛି। ହେଲେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ କରୋନାଜନିତ ୬୭ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ…

ଇସ୍ରୋର ଜିସାଟ୍‌-୧ ସାଟେଲାଇଟ୍‌ ମିଶନ ଅସଫଳ,କକ୍ଷ ପଥରେ ହୋଇ ପାରିଲାନି ଅବସ୍ଥାପିତ…

ଶ୍ରୀହରିକୋଟା,୧୨।୮: ସ୍ବାଧୀନତା ଦିବସର ତିନି ଦିନ ପୂର୍ବରୁ ଭାରତ ଅତ୍ୟାଧୁନିକ ଉପଗ୍ରହ ଜିସାଟ୍‌-୧ର ଉତକ୍ଷେପଣ କରିବା ନେଇ ଉତ୍ସାହ ଦେଖାଦେଇଥିଲା। ଏହି ଉପଗ୍ରହ ଦେଶର ସୁରକ୍ଷା ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇଥାନ୍ତା। ଏହା ମାଧ୍ୟମରେ ସୀମାରେ ଆକାଶରୁ କଡ଼ା ନଜର ରଖାଯାଇ…

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୧୦୭ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୨।୮(ବ୍ୟୁରୋ): ଗତ କିଛି ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍‌ ସ୍ଥିର ରହୁଛି। ଦୈନିକ ସଂକ୍ରମଣ କେବେ ବଢ଼ୁଛି ତ କେବେ କମୁଛି। ଇତିମଧ୍ୟରେ ବୁଧବାର ରାଜ୍ୟରେ ୧,୦୭୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟାରେ ବୃଦ୍ଧି ଘଟିଛି।…

ଅନୁଷ୍କା ଯଦି ମୋ ଜୀବନରେ ଆସି ନ ଥାନ୍ତେ, ତେବେ…

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ପ୍ରାୟ ପ୍ରତ୍ୟେକ ସାକ୍ଷାତକାରରେ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କୁ ପ୍ରଶଂସା କରନ୍ତି। ବିରାଟ ତାଙ୍କ ସଫଳତାରେ ଅନୁଷ୍କାଙ୍କ ଭୂମିକାକୁ ଗୁରୁତ୍ୱପୂର୍ଣ୍ଣ ମନେ କରନ୍ତି। ଏହି ଷ୍ଟାର୍‌ ଦମ୍ପତି ପ୍ରଥମେ ୨୦୧୩ରେ…

ଭୁଲ୍‌ରେ ବି ଖାଲିପେଟରେ ଖାଆନ୍ତୁ ନାହିଁ ଏହି ୫ ଜିନିଷ

ସୁସ୍ଥ ରହିବାକୁ ହେଲେ ଆମକୁ ଅନେକ ପ୍ରକାରର ସତର୍କତା ଅବଲମ୍ବନ କରିବାକୁ ପଡ଼ିବ। ଉପଯୁକ୍ତ ଖାଦ୍ୟ, ବ୍ୟାୟାମ, ଭଲ ନିଦ ଏବଂ ଜଙ୍କ୍‌ଫୁଡ୍‌ ଠାରୁ ଦୂରରେ ରହିବା ବହୁତ ଭଲ। ଠିକ୍‌ ସମୟରେ ସଠିକ୍‌ ଖାଦ୍ୟ ଖାଇବା ମଧ୍ୟ ଜରୁରୀ ଅଟେ।…

ଆଜିଠୁ ଭାରତ-ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ: ଜାଣନ୍ତୁ କେଉଁଠି, କେମିତି ଦେଖିପାରିବେ ମ୍ୟାଚ୍‌

ଲଡର୍‌ସ,୧୧।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଅଗଷ୍ଟ ୧୨ଠାରୁ ଲର୍ଡସରେ ଖେଳାଯିବ। ଉଭୟ ଦଳ ବିଜୟ ସହ ୫ ମ୍ୟାଚ ବିଶିଷ୍ଟ ସିରିଜରେ ପ୍ରଥମ ବିଜୟ ହାସଲ କରିବାକୁ ପଡିଆକୁ ଓହ୍ଲାଇବେ। ବର୍ଷା ହେତୁ ପ୍ରଥମ ମ୍ୟାଚ…

୧୧ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା, ଫସିଛନ୍ତି ୨୫ରୁ ଊର୍ଦ୍ଧ୍ୱ

ଶିମଲା,୧୧।୮ : ହିମାଚଳ ପ୍ରଦେଶର କିନୋରଠାରେ ବୁଧବାର ଭୂଶ୍ଖଳନ ଘଟିବାରୁ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଆହୁରି ୩୦ ଜଣ ନିଖୋଜ ଅଛନ୍ତି। ମାଟି ଅତଡ଼ା ତଳେ ବହୁ ଗାଡ଼ି, ବସ୍‌ ଚାପି ହୋଇ ରହିଛି। ରେକଙ୍ଗ୍‌ ପେଓ-ଶିମଲା ହାଇଓ୍ବେରେ ଚଳାଚଳ…

ରୂପ ଦେଖିବେ ନା ଗୁଣ- କିଭଳି ବାଛିବେ ଜୀବନସାଥୀ, ଜାଣନ୍ତୁ ଚାଣକ୍ୟଙ୍କ ଏହି ୫ କଥା…

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତି ମାଧ୍ୟମରେ ନନ୍ଦ ରାଜବଂଶକୁ ପରାସ୍ତ କରି ତାଙ୍କ ଶିଷ୍ୟ ଚନ୍ଦ୍ରଗୁପ୍ତ ମୋର୍ଯ୍ୟଙ୍କୁ ରାଜା କରିଥିଲେ। ସେବେଠାରୁ ତାଙ୍କର ନୀତି ଓ ଜ୍ଞାନକୁ ଲୋକେ ଜୀବନରେ ଗ୍ରହଣ କରି ଆସୁଛନ୍ତି। କାରଣ ଏହା ଜୀବନକୁ ସରଳ ଓ…

ସପ୍ତାହନ୍ତ କର୍ଫ୍ୟୁରେ ପରିବର୍ତ୍ତନ

ଲକ୍ଷ୍ନୌ,୧୧।୮: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ଏବେ ନିୟନ୍ତ୍ରଣକୁ ଆସିଥିବା ବେଳେ ଦୈନିକ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। କିନ୍ତୁ ସମ୍ଭାବ୍ୟ ତୃତୀୟ ଲହରର ଆଶଙ୍କା ରହିଛି। କେରଳରେ, ଯେଉଁଠାରେ କରୋନା ମାମଲା କ୍ରମାଗତ ବୃଦ୍ଧି ପାଉଛି, ସେଠାରେ ଏଭଳି…

କୋର୍ଟଙ୍କ ଦ୍ୱାରସ୍ଥ ହେଲେ ପୂର୍ବତନ ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର,୧୧ା୮(ବ୍ୟୁରୋ): ଲୋକାୟୁକ୍ତଙ୍କ ବିରୋଧରେ ଅଭିଯୋଗ କରିବା ସହିତ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ପୂର୍ବତନ ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଲୋକାୟୁକ୍ତ ଜଷ୍ଟିସ୍‌ ଅଜିତ ସିଂ ଓ ସଚିବ ମାନସ ତ୍ରିପାଠୀଙ୍କ ବିରୋଧରେ କୋର୍ଟଙ୍କ ପ୍ରଦୀପ ପାଣିଗ୍ରାହୀ। ପାଠକ ବାପ-ପୁଅ ମାମଲାରେ ଗିରଫ ହୋଇଥିବା…

ମେକ୍‌ ଇନ୍‌ ଇଣ୍ଡିଆ ସ୍ବପ୍ନର ଦୁଃଖଦ ଅନ୍ତ

ମୁମ୍ବାଇ,୧୧।୮: ମହାରାଷ୍ଟ୍ରର ୟଭତମାଲରେ ଜଣେ ଯୁବକଙ୍କ ‘ମେକ୍‌ ଇନ୍‌ ଇଣ୍ଡିଆ’ ସ୍ବପ୍ନର ଏକ ଦୁଃଖଦ ଅନ୍ତ ଘଟିଛି। ପରୀକ୍ଷଣ ସମୟରେ ‘ମୁନ୍ନା ହେଲିକପ୍ଟର’ ଦୁର୍ଘଟଣାଗ୍ରସ୍ତ ହୋଇଯିବାରୁ ଏହାକୁ ତିଆରି କରିଥିବା ଶେଖ୍‌ ଇସ୍ମାଇଲ ଅରଫ ମୁନ୍ନା ଶେଖଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri