Home

ଶେଷରେ ମାନିଲେ ସରକାର: ଅକ୍ସିଜେନ ଅଭାବରୁ ହୋଇଛି ମୃତ୍ୟୁ

ନୂଆଦିଲ୍ଲୀ,୧୧।୮: କରୋନାର ଦ୍ୱିତୀୟ ଲହରରେ ଅକ୍ସିଜେନ ଅଭାବରୁ କେତେକଙ୍କ ମୃତ୍ୟୁ ହୋଇଛି ବୋଲି ଶେଷରେ ସରକାର ମାନିଛନ୍ତି। ଏନେଇ ମଙ୍ଗଳବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ ପାର୍ଲାମେଣ୍ଟରେ ସୂଚନା ଦିଆଯାଇଛି। ସରକାରଙ୍କ ଅନୁଯାୟୀ, କରୋନାର ଦ୍ୱିତୀୟ ଲହରରେ ଭେଣ୍ଟିଲେଟର ସହାୟତାରେ ଥିବା କେତେକ…

ଲୋକ ସଭା ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ…

ନୂଆଦିଲ୍ଲୀ,୧୧।୮: ଲୋକ ସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବୁଧବାର ସ୍ଥଗିତ ରଖାଯାଇଛି। ମୌସୁମୀ ଅଧିବେଶନରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ମଧ୍ୟରେ ଗୃହର ସାଧାରଣ କାର୍ଯ୍ୟରେ ବ୍ୟାଘାତ ସୃଷ୍ଟି ହୋଇଥିଲା। ସେହିପରି ରାଜ୍ୟ ସଭାରେ ବିରୋଧୀଙ୍କ ହଙ୍ଗାମା ଯୋଗୁ ଗୃହକୁ ମୁଲତବୀ ରଖାଯାଇଛି।…

ମନେପଡନ୍ତି ୧୯୮୩ ବିଶ୍ୱକପର ହିରୋ ଯଶପାଲ

ଐତିହାସିକ ୧୯୮୩ ବିଶ୍ୱକପ ବିଜୟ ପାଇଁ ଭାରତର ପୂର୍ବତନ କ୍ରିକେଟର ଯଶପାଲ ଶର୍ମାଙ୍କୁ ସ୍ମରଣ କରାଯିବ। ଯଶପାଲ ଏହି ଦିନ ଅର୍ଥାତ୍‌ ୧୧ ଅଗଷ୍ଟ ୧୯୫୪ରେ ପଞ୍ଜାବର ଲୁଧିଆନାରେ ଜନ୍ମଗ୍ରହଣ କରିଥିଲେ। ସେ ତାଙ୍କ କ୍ୟାରିୟରରେ ୩୭ଟି ଟେଷ୍ଟ ଏବଂ ୪୨…

ଭାରତର ଲୋକେ ମୋତେ ମାରିଦେବେ, କାହିଁକି ଏମିତି କହିଲେ ଜେମିମା

ଲଣ୍ଡନ,୧୧।୮: ଇଂଲଣ୍ଡରେ ଦି ହଣ୍ଡ୍ରେଡ ମହିଳା ପ୍ରତିଯୋଗିତା ୨୦୨୧ରେ ନିଜର ଚମତ୍କାର ପ୍ରଦର୍ଶନ ଜାରି ରଖିଛନ୍ତି ଭାରତର ବ୍ୟାଟ୍ସମ୍ୟାନ ଜେମିମା ରୋଡ୍ରିଗୁସ। ଜେମିମା ରୋଡ୍ରିଗୁସ ନର୍ଥ ସୁପରଚାର୍ଜ ଦଳ ପାଇଁ ଖେଳୁଥିବାବେଳେ ୫ଟି ମ୍ୟାଚରେ ୨୪୧ ରନ ସଂଗ୍ରହ କରିଛନ୍ତି ଏବଂ…

ସ୍ବାମୀ ବନ୍ଧୁକ ରଖିଥିବା ପୋଲିସକୁ କହିଦେଲେ ସ୍ତ୍ରୀ, ଆଉ ତା’ ପରେ…

ଭୁବନେଶ୍ୱର,୧୦।୮(ବ୍ୟୁରୋ): ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ନିୟମିତ ଝଗଡ଼ା ହେଉଥିଲା। ଝଗଡ଼ା ସମୟରେ ସ୍ବାମୀ ବନ୍ଧୁକ ଦେଖାଇ ସ୍ତ୍ରୀଙ୍କୁ ଧମକଚମକ ଦେଉଥିଲେ। ଏଥିରେ ଅତିଷ୍ଠ ହୋଇ ସ୍ତ୍ରୀ ଶେଷରେ ଏନେଇ ପୋଲିସକୁ ଜଣାଇଦେଲେ। ଫଳରେ ବେଆଇନ ଭାବେ ବନ୍ଧୁକ ରଖିବା ଅଭିଯୋଗରେ ସ୍ବାମୀ ବାସୁଦେବ…

କେଉଁଠି କିଏ କରିବେ ପତାକା ଉତ୍ତୋଳନ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜ୍ୟ ସରକାରଙ୍କ ତରଫରୁ ସ୍ବାଧୀନତା ଦିବସ-୨୦୨୧ ପାଳନ ଲାଗି ମନ୍ତ୍ରୀ ଏବଂ ଜିଲାପାଳମାନଙ୍କୁ ବିଭିନ୍ନ ଜିଲାର ଦାୟିତ୍ୱ ବଣ୍ଟାଯାଇଛି। ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ବରଗଡ଼ ଜିଲାସ୍ତରୀୟ ଉତ୍ସବରେ ପତାକା ଉତ୍ତୋଳନ କରିବେ। ସେହିପରି ଜଙ୍ଗଲ ପରିବେଶ ଓ ସଂସଦୀୟ…

୩ ମିନିଟକୁ ୭୫ ଲକ୍ଷ ପାଉଣା ନେଇଥଲେ ଏହି ଶ୍ରୀଲଙ୍କା ସୁନ୍ଦରୀ; ସାମ୍ବାଦିକତା ପରେ ବାଛିଥିଲେ ଅଭିନୟକୁ…

ବମ୍ବେ: ଶ୍ରୀଲଙ୍କା ସୁନ୍ଦରୀ ଜ୍ୟାକ୍‌ଲିନ୍‌ ଫର୍ନାଡିସଙ୍କ ଆଜି ହାପି ବର୍ଥ ଡେ। ୨୦୦୯ରେ ଫିଲ୍ମ ‘ଆଲାଦିନ୍‌’ରୁ ସେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ସୁନ୍ଦରୀ ଚେହେରା ସାଙ୍ଗକୁ ଚୁଲବୁଲି ସ୍ବଭାବକୁ ନେଇ ସେ ବଲିଉଡ୍‌ରେ ପରିଚିତ। ଅଭିନେତ୍ରୀ ହେବା ସାଙ୍ଗକୁ ସେ ଜଣେ…

୭୨ ଘଣ୍ଟାରେ କରୋନାରୁ ମୁକ୍ତି,ଘୋଡ଼ା ଆଣ୍ଟିବଡ଼ିରୁ ପ୍ରସ୍ତୁତ ହେଉଛି ଔଷଧ…

କୋହ୍ଲାପୁର,୧୧।୮: କରୋନା ମହାମାରୀ ଭୂତାଣୁୁ ବିରୋଧରେ ପୃଥିବୀର ବିଭିନ୍ନ ଦେଶରେ ବୈଜ୍ଞାନିକମାନେ ଦିନରାତି ଗବେଷଣା ଜାରି ରଖିଛନ୍ତି। ମହାରାଷ୍ଟ୍ରର କୋହ୍ଲାପୁରରେ ଅବସ୍ଥିତ ଆଇସେରା ବାୟୋଲୋଜିକାଲ ନାମକ ଏକ ଚାରି ବର୍ଷ ପୁରୁଣା ବାୟୋ ସାଇନ୍ସ କମ୍ପାନୀ କରୋନା ଭୂତାଣୁ ସଂକ୍ରମଣର ଚିକିତ୍ସା…

ହାତ କୁଣ୍ଡାଇ ହେବାଠାରୁ ପେଚା ଦେଖିବା ଯାଏ; ଜାଣନ୍ତୁ ଧନପ୍ରାପ୍ତିକୁ ନେଇ ଏହି ୧୦ ସଙ୍କେତ

ଟଙ୍କାପଇସାରେ ଅଭାବ ହେବାକୁ କିଏ ବା ଚାହେଁ। ଏହି କ୍ରମରେ ମନୁଷ୍ୟକୁ ଧନପ୍ରାପ୍ତିକୁ ନେଇ ଅନେକ ସଙ୍କେତ ମିଳିଥାଏ। ଆଜିର ଆଲୋଚନାରେ ସେଭଳି କିଛି ସଙ୍କେତ ବିଷୟରେ କଥା ହେବା। -ଜ୍ୟୋତିଷଶାସ୍ତ୍ର ଅନୁଯାୟୀ ଯଦି ଆପଣଙ୍କ ଘରେ କଳା ରଙ୍ଗର ଜନ୍ଦା…

ଟ୍ରୋଲର୍‌ କହିଲେ ‘ଲଜ୍ଜାହୀନ’; ବ୍ୟାକ୍‌ଲେସ୍‌ ଟପ୍‌ ପିନ୍ଧି ଏଭଳି ଜବାବ ଦେଲେ ନିଆ ଶର୍ମା

ବମ୍ବେ: ଯେସାକୁ ତେସା। ଏପରି କିଛି କରିଛନ୍ତି ଟେଲି ପରଦାର ଲୋକପ୍ରିୟ ଅଭିନେତ୍ରୀ ନିଆ ଶର୍ମା। କେତେବେଳେ ବିକିନି ତ କେତେବେଳେ ନିଜର ନିଆରା ମେକଅପ୍‌ ଏବଂ ଫ୍ୟାଶନ୍‌କୁ ନେଇ ଚର୍ଚ୍ଚାରେ ରହିଥାନ୍ତି ସେ। ନିକଟରେ ସେ ଏକ କଳା ରଙ୍ଗର…

ଦୀର୍ଘ ୧୪୪ ବର୍ଷ ଟେଷ୍ଟ ଇତିହାସରେ କେବଳ ଏହି କ୍ରିକେଟର ପ୍ରଥମ ବଲ୍‌ରେ ମାରିଛନ୍ତି ଛକା, ଏବେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ତାଲିକାରେ…

ନୂଆଦିଲ୍ଲୀ,୧୧।୮: କ୍ରିକେଟର ତିନି ଫର୍ମାଟ ମଧ୍ୟରୁ ଟେଷ୍ଟ କ୍ରିକେଟ ସବୁଠାରୁ ଲମ୍ବା। ଏଥିରେ ଖେଳାଳିଙ୍କ ଧୌର୍ଯ୍ୟର ପରୀକ୍ଷା ହୋଇଥାଏ। ଦୀଘେ ପାଞ୍ଚ ଦିନ ଧରି ଚାଲୁଥିବା ଏହି ଫର୍ମାଟରେ ସଂଯମତାର ସହ ଖେଳିବାକୁ ପଡ଼ିଥାଏ। ହେଲେ କିଛି ବ୍ୟାଟ୍ସମ୍ୟାନ୍‌ ଏଭଳି ଥାନ୍ତି,…

ପାକିସ୍ତାନ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌, ଲଞ୍ଚପ୍ୟାଡ୍‌ରେ ଆତଙ୍କବାଦୀ ସକ୍ରିୟ…

ଶ୍ରୀନଗର, ୧୧।୮: ଅଗଷ୍ଟ ୧୫ ପୂର୍ବରୁ ଜମ୍ମୁ-କଶ୍ମୀରରେ ପାକିସ୍ତାନର ଏକ ବଡ ଆତଙ୍କବାଦୀ ଷଡଯନ୍ତ୍ରର ପର୍ଦ୍ଦାଫାଶ୍‌ ହୋଇଛି। ଭାରତ-ପାକିସ୍ଥାନ ସୀମାରେ ଏହାର ଲଞ୍ଚପ୍ୟାଡ୍‌କୁ ପୁଣି ଥରେ ସକ୍ରିୟ କରାଯାଇଛି। ଏବଂ ପ୍ରାୟ ୨୫୦ ଆତଙ୍କବାଦୀ ଏହି ଲଞ୍ଚ ପ୍ୟାଡରେ ଅନୁପ୍ରବେଶ କରିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri