Home

ସାରା ଭାରତ ପ୍ରଦୂଷିତ

ଜେନେଭା/ନୂଆଦିଲ୍ଲୀ,୨୪।୯:ଜନସ୍ବାସ୍ଥ୍ୟ ଉପରେ ବାୟୁ ପ୍ରଦୂଷଣର ନକାରାମତ୍କ ପ୍ରଭାବ ନେଇ କିଛି ବର୍ଷ ଧରି ଚାଲିଥିବା ବୈଜ୍ଞାନିକ ଗବେଷଣାରୁ ଅନେକ ତଥ୍ୟ ସାମ୍ନାକୁ ଆସିଥିଲା। ପୂର୍ବରୁ ୨୪ ଘଣ୍ଟା ଭିତରେ ୨୫ ମାଇକ୍ରୋଗ୍ରାମର ପିଏମ୍‌୨.୫ ସାନ୍ଦ୍ରତାକୁ ସୁରକ୍ଷିତ ବିବେଚନା କରାଯାଉଥିଲା। କିନ୍ତୁ ଏବେ…

କଳିଙ୍ଗରେ ହେବ ଜୁନିୟର ହକି ବିଶ୍ୱକପ୍‌

ଭୁବନେଶ୍ୱର,୨୪।୯(ସ୍ପୋଟର୍‌ସ ବ୍ୟୁରୋ):ଭୁବନେଶ୍ୱରରେ ଆୟୋଜନ ହେବାକୁ ଯାଉଛି ଆଉ ଏକ ମେଗା ଇଭେଣ୍ଟ। ଆଉ ଠିକ୍‌ ଦୁଇମାସ ପରେ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ଜୁନିୟର ପୁରୁଷ ହକି ବିଶ୍ୱକପ୍‌ ଆୟୋଜନ ହେବ। ଗୁରୁବାର ଆୟୋଜିତ ଏକ ସ୍ବତନ୍ତ୍ର…

ପେଗାସସ୍‌ ମାମଲା: ଆସନ୍ତା ସପ୍ତାହରେ ନିଷ୍ପତ୍ତି

ନୂଆଦିଲ୍ଲୀ, ୨୪ା୯:ପେଗାସସ୍‌ ସ୍ପାଏଓ୍ବେର ବ୍ୟବହାରରେ କେନ୍ଦ୍ର ସରକାରଙ୍କ ଭୂମିକା ସମ୍ପର୍କରେ ତଦନ୍ତ କରିବା ପାଇଁ ସୁପ୍ରିମକୋର୍ଟରେ ଆଗତ ଏକାଧିକ ଆବେଦନର ଶୁଣାଣି ଗୁରୁବାର ହୋଇଥିଲା। ସର୍ବୋଚ୍ଚ ଅଦାଲତ ଏକ ବୈଷୟିକ ଟିମ୍‌ ଗଠନ କରିବେ, ଯାହାର ରାୟ ଆସନ୍ତା ସପ୍ତାହରେ ପ୍ରକାଶ…

ସ୍ତ୍ରୀଙ୍କ ଆତ୍ମହତ୍ୟାର ଭିଡିଓ ରେକର୍ଡ କଲେ ସ୍ବାମୀ

ନେଲୋର, ୨୪ା୯: ଆନ୍ଧ୍ରପ୍ରଦେଶର ନେଲୋର ଜିଲାରେ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ମହିଳା ଆତ୍ମହତ୍ୟା କରୁଥିବାବେଳର ଦୃଶ୍ୟକୁ ତାଙ୍କ ସ୍ବାମୀ ଭିଡିଓ ଶୁଟିଂ କରିଛନ୍ତି। ଏହି ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ ପାଇଛି। ଉକ୍ତ ଭିଡିଓକୁ ଅଭିଯୁକ୍ତ ସ୍ବାମୀ…

ଦ୍ୱିତୀୟ ଡୋଜ୍‌ ନେଉନାହାନ୍ତି

ଭୁବନେଶ୍ୱର, ୨୪ା୯(ବ୍ୟୁରୋ): କରୋନା ମହାମାରୀରୁ ବର୍ତ୍ତିବା ପାଇଁ ଟିକାକରଣକୁ ବିଶ୍ୱବ୍ୟାପୀ ଗୁରୁତ୍ୱ ଦିଆଯାଉଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ଏହାକୁ ନେଇ ଏକପ୍ରକାର ପ୍ରତିଯୋଗିତା ଆରମ୍ଭ ହୋଇଯାଇଥିଲା। ଏବେ ଲୋକଙ୍କ ମଧ୍ୟରେ ଦ୍ୱିତୀୟ ଡୋଜ୍‌ ଟିକା ନେବାକୁୁ ସେତେଟା ଆଗ୍ରହ ପ୍ରକାଶ ପାଉନାହିିଁ। ଟିକା…

ଆଇପିଏଲ୍‌ରେ ଏହି ‘ମିଷ୍ଟ୍ରି ଗର୍ଲ’ କିଏ

ଦୁବାଇ,୨୪।୯: ଆଇପିଏଲ ୨୦୨୧ରେ ସନରାଇଜର୍ସ ହାଇଦ୍ରାବାଦର ଖରାପ ପ୍ରଦର୍ଶନ ଜାରି ରହିଛି। ବୁଧବାର ଖେଳାଯାଇଥିବା ଆଇପିଏଲ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ଦିଲ୍ଲୀ କ୍ୟାପିଟାଲ୍ସଠାରୁ ୬ ଉଇକେଟ ହରାଇ ପରାଜୟର ସମ୍ମୁଖୀନ ହୋଇଛି। ମ୍ୟାଚ ସମୟରେ ଏକ ‘ମିଷ୍ଟ୍ରି ଗର୍ଲ’ ହାଇଦ୍ରାବାଦ…

ଉପରାଷ୍ଟ୍ରପତି କମଲା ହ୍ୟାରିସଙ୍କୁ ଭେଟିଲେ ମୋଦି. ଭାରତ ଆସିବାକୁ ଦେଲେ ନିମନ୍ତ୍ରଣ

ୱାଶିଂଟନ,୨୪ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ ମୋଦି ୩ ଦିନିଆ ଆମେରିକା ଗସ୍ତରେ ଅଛନ୍ତି । ଭାରତୀୟ ସମୟ ଅନୁଯାୟୀ ଶୁକ୍ରବାର ସକାଳୁ ସେ ଆମେରିକାର ଉପରାଷ୍ଟ୍ରପତି କମଲା ହ୍ୟାରିସଙ୍କ ସହ ସାକ୍ଷାତ୍ କରିଛନ୍ତି । ଏହି ସମୟରେ କମଲା ପ୍ରଥମେ ଜଣେ…

ଦେଶରେ ହାଇ ଆଲର୍ଟ ଜାରି

ନୂଆଦିଲ୍ଲୀ, ୨୩।୯: ଆଗକୁ ପାର୍ବଣ ଋତୁ ଥିବାରୁ ଜନଗହଳି ସ୍ଥାନରେ ଟିଫିନ୍‌ ବକ୍ସରେ ଆଇଇଡି ରଖି ବିସ୍ଫୋରଣ କରାଇବାକୁ ଆଇଏସ୍‌ଆଇ ଯୋଜନା କରିଛି। ଏଥି ଲାଗି ଅଧିକ ସଂଖ୍ୟାରେ ଆତଙ୍କବାଦୀମାନେ ଭାରତରେ ଅନୁପ୍ରବେଶ କରିପାରନ୍ତି। ଦେଶର ଗୋଇନ୍ଦା ବିଭାଗ ପକ୍ଷରୁ ଏଭଳି…

ଡ୍ରାଇଭିଂ ଟେଷ୍ଟ ଦେଉଥିଲେ ଏସ୍‌ପି: ସମୁଦ୍ରରେ ଫସିିିଲା ପୋଲିସ ଭ୍ୟାନ୍‌

ବାଲେଶ୍ୱର ଅଫିସ,୨୪।୯: ବାଲେଶ୍ୱର ଜିଲାର ପୋଲିସ ନାମରେ ଥିବା ଏକ ଗାଡ଼ି (ନଂ. ଓଡ଼ି୦୫ବିଏ-୪୬୧୬) ବୁଧବାର ରାତିରେ ଚାନ୍ଦିପୁର ଆଇଟିଆର୍‌ର ନିଷିଦ୍ଧାଞ୍ଚଳ ୬ହଜାର ପଏଣ୍ଟ ତଥା ମହିଁଷାଳି ପୋଲ ନିକଟ ସମୁଦ୍ର ଭିତରେ ଫସିଯାଇଥିବା ସୂଚନା ମିଳିଛି। ଗତ ଏପ୍ରିଲରେ ବାଲେଶ୍ୱର…

ମୁମ୍ବାଇର ନିଦ ହଜାଇ ଦେଲା ନାଇଟ୍‌ ରାଇଡର୍ସ

ଆବୁଧାବି, ୨୩।୯: ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସର ନିଦ ହଜାଇ ଦେଇଛି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌)। ଆବୁଧାବି ଗ୍ରାଉଣ୍ଡରେ ମୁମ୍ବାଇ ପକ୍ଷରୁ ଧାର୍ଯ୍ୟ ୧୫୬ ରନ୍‌ର ବିଜୟ ଲକ୍ଷ୍ୟକୁ ଅତିସହଜରେ ୧୫.୧ ଓଭରରେ ୩ ଉଇକେଟରେ ହରାଇ ହାସଲ କରି…

ପୂଜା ମଣ୍ଡପରେ ମିଳିବନି ମା’ଙ୍କ ଦର୍ଶନ

ଭୁବନେଶ୍ୱର, ୨୩।୯ (ବ୍ୟୁରୋ): ପାଖେଇ ଆସିଲାଣି ମା’ ଦୂର୍ଗାଙ୍କ ଦଶହରା ପୂଜା। କଟକଣା ଭିତରେ ସହରର ବିଭିନ୍ନ ପୂଜା କମିଟି ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଥିବାବେଳେ ଗୁରୁବାର ପୂଜା ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛି ଭୁବନେଶ୍ୱର ମହାନଗର ନିଗମ…

ଭୁବନେଶ୍ୱରରେ ହେବ ଜୁନିୟର ହକି ବିଶ୍ୱକପ୍‌

ଭୁବନେଶ୍ୱର,୨୩।୯: ଓଡ଼ିଶା ଚଳିତ ବର୍ଷ ଜୁନିୟର ପୁରୁଷ ହକି ବିଶ୍ୱକପ ଆୟୋଜନ କରିବ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଘୋଷଣା କରିଛନ୍ତି। ଚଳିତ ବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୫ ତାରିଖ ପର୍ଯ୍ୟନ୍ତ କଳିଙ୍ଗ ଷ୍ଟାଡିୟମରେ ବିଶ୍ୱକପ୍‌ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?