Home

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ ଶିଶୁ ବାଟିକା ଚାକିରି ପାଇଁ କୋର୍ସ କରି ମଧ୍ୟ ଚାକିରି ନ ହେବାରୁ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ ଆଡିଲେଡ୍‌ଠାରେ ଖେଳାଯାଇଥିବା ନିର୍ଣ୍ଣାୟକ ମ୍ୟାଚ୍ରେ ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଟିମ ଇଣ୍ଡିଆ ଅଷ୍ଟ୍ରେଲିଆକୁ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ ନିଜର ବାନ୍ଧବୀ ସୋଫି ଶାଇନ (Sophie Shine)ଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ…

ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍‌ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍‌ ଫଟୋ

ମୁମ୍ବାଇ: ବଲିଉଡର ଫିଟନେସ୍‌ କୁଇନ୍‌ ତଥା ଖ୍ୟାତନାମା ଆଇଟମ୍‌ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ ବ୍ରେକଅପ ପରେ ଏବେ ମଲାଇକାଙ୍କ ନାଁ ଜଣେ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ସହ ଯୋଡ଼ା…

ଦେଖନ୍ତୁ ଛତିଥରା ଭିଡିଓ, ରାସ୍ତାରେ ଲୁଚିଥିଲା ମୃତ୍ୟୁ! କେହିକିଛି ବୁଝିବା ପୂର୍ବରୁ…

ସାଣ୍ଟିଆଗୋ,୨୧।୨: ଚିଲିର ରାଜଧାନୀ ସାଣ୍ଟିଆଗୋରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାର ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ଯେ ତରଳ ଗ୍ୟାସ ବୋଝେଇ ଏକ ଟ୍ରକ ରାସ୍ତାରେ ଓଲଟି ପଡ଼ିଛି, କିଛି ମୁହୂର୍ତ୍ତ…

‘AI ଆସିଲେବି ମଣିଷର ସ୍ଥାନ ନେଇପାରିବନି ମେଶିନ’, ସିସ୍କୋ ଅଧିକାରୀ କହିଲେ କେମିତି ପରିବର୍ତ୍ତନ ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୨୧।୨: କର୍ପୋରେଟ ଜଗତ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ମେଶିନଗୁଡ଼ିକ ମଣିଷକୁ ବଦଳାଇବେ ବୋଲି ବଢୁଥିବା ଭୟ ରହିଛି। ସିସ୍କୋର ସଭାପତି ଏବଂ ମୁଖ୍ୟ ଉତ୍ପାଦ ଅଧିକାରୀ ଜିତୁ ପଟେଲ ଏହି…

ବିଦ୍ୟୁତ୍‌ ଟିକସ ବୃଦ୍ଧି ବାତିଲ, ସ୍ମାର୍ଟ ମିଟର ଲଗାଇବା ବନ୍ଦ ନେଇ ସିପିଆଇଏମ୍‌ର ବିକ୍ଷୋଭ

ଛତ୍ରପୁର,୨୧ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପରିଷଦ ଭବନର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ବିଭିନ୍ନ ବିଷୟକୁ ନେଇ ଓଇଆରସି ପକ୍ଷରୁ ଏକ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଟିପିଏସଓଡିଏଲ ଆଗାମୀ ଦିନରେ ବିଦ୍ୟୁତ୍‌ ଟିକସ ବୃଦ୍ଧି କରିବ। ତେଣୁ ଏହାକୁ ବିରୋଧ କରି…

ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ ହତ୍ୟା, ଅଭିଯୋଗ ଆଣି ପୁଅ କହିଲେ ମୋ’ ବାପାଙ୍କୁ…

ଆନନ୍ଦପୁର/ବଞ୍ଚୋ,୨୧ା୨(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ଠିକା କାମରେ ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ କିଛି ଅସାମାଜିକ ହତ୍ୟା କରିଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। କେନ୍ଦୁଝର ଜିଲା ଘସିପୁରା ଥାନା ଦେଓଗାଁ ପଞ୍ଚାୟତ ଡିହସାହି ଗାଁର ବିପିନ ପରିଡ଼ାଙ୍କୁ…

ଖରାପ ଫର୍ମ ପାଇଁ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚରୁ ବାଦ ପଡିବେ ଅଭିଷେକ? କ୍ୟାପଟେନ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୧।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ରେ ଭାରତର ପ୍ରଥମ ମ୍ୟାଚ ରବିବାର, ଫେବୃଆରୀ ୨୨ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ। ଏହା ପୂର୍ବରୁ, ଶନିବାର ଏକ ସାମ୍ବାଦିକ ସମ୍ମିଳନୀରେ, ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ଅଭିଷେକ ଶର୍ମାଙ୍କ ଖରାପ ଫର୍ମ ବିଷୟରେ…

୪ ମାସ ବିତିନି ପୁଣି ବାଣ ବିସ୍ଫୋରଣ: ଲୋକେ ଭୟଭୀତ

ବୌଦ୍ଧ,୨୧ା୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ପୁରୁଣା କଟକ ଥାନା ଜିଆକଟା ଗ୍ରାମରେ ବାଣ ବିସ୍ଫୋରଣ ଘଟଣାକୁ ୪ ମାସ ବିତି ନ ଥିବା ବେଳେ ପୁଣି ଶନିବାର ଅପରାହ୍ନରେ ପୁରୁଣା କଟକ ବଙ୍କ କଲୋନୀରେ ବାଣ ବିସ୍ଫୋରଣ ଘଟିଥିଲା। ବାଣ…

‘AI ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରତିବାଦ ନେପାଳର GenZ ଆନ୍ଦୋଳନ ଦ୍ୱାରା ଅନୁପ୍ରାଣିତ’, ଦିଲ୍ଲୀ ପୋଲିସର ବଡ଼ ଦାବି

ନୂଆଦିଲ୍ଲୀ,୨୧।୨: ଦିଲ୍ଲୀର ଭାରତ ମଣ୍ଡପମରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀରେ ଯୁବ କଂଗ୍ରେସ କର୍ମୀଙ୍କ ପ୍ରତିବାଦ ଦେଶରେ ରାଜନୀତିକୁ ଉଷ୍ମ କରିଛି। ବିଭିନ୍ନ ରାଜ୍ୟର ଭାଜପା କର୍ମୀମାନେ କଂଗ୍ରେସ ଦଳ ବିରୋଧରେ ପ୍ରତିବାଦ କରୁଛନ୍ତି। ଏହି ସମୟରେ, ଶନିବାର (୨୧…

ଯନ୍ତ୍ରୀ-ଠିକାଦାରଙ୍କୁ ଏକାଠି ବସାଇ ବୁଝାମଣା ପ୍ରୟାସ: ୩ ଘଣ୍ଟା ପରେ ବି କେସ୍‌ ରୁଜୁ କରିନି ପୋଲିସ

ବଲାଙ୍ଗୀର,୨୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାସ୍ତା ଓ କୋଠା ବିଭାଗ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରମାନେ ମୁହାଁମୁହିଁ ହୋଇଛନ୍ତି। ପରସ୍ପର ବିରୋଧରେ ଉଭୟ ପକ୍ଷ ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଥାନାରେ ଠିକାଦାର ଓ ବିଭାଗୀୟ ଯନ୍ତ୍ରୀ, ଷ୍ଟାଫ୍‌ ଆସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?