କରୋନା ପରେ ଏବେ ଜିକା ଭାଇରସ୍ ଚିନ୍ତା
ପୁଣେ, ୧୦।୮: ମହାରାଷ୍ଟ୍ରରେ ଏପର୍ଯ୍ୟନ୍ତ କରୋନା ଭାଇରସ ସଂକ୍ରମଣରୁ ଉଦ୍ଧାର ପାଇ ନ ଥିବାବେଳେ ଏବେ ଅନ୍ୟ ଏକ ବିପଦ ସ୍ବାସ୍ଥ୍ୟ ବିଭାଗକୁ ଚିନ୍ତାରେ ପକାଇଛି। ଏବେ ମହାରାଷ୍ଟ୍ରରେ ଜିକା ଭାଇରସ୍ ବ୍ୟାପିବା ଆଶଙ୍କା ବଢିଛି। ପୁଣେରେ ଜିକା ଭାଇରସର ପ୍ରଥମ…
ଇତିହାସ ରଚିଲେ ଏହି କ୍ରିକେଟର
ଢାକା,୧୦।୮: ଅଷ୍ଟ୍ରେଲିଆ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପଞ୍ଚମ ଟି-୧୦ ମ୍ୟାଚ୍ରେ ବାଂଲାଦେଶ ଅଷ୍ଟ୍ରେଲିଆକୁ ୬୦ ରନରେ ପରାସ୍ତ କରିଛି। ଏହା ସହ ଦଳ ୫ ମ୍ୟାଚ ବିଶିଷ୍ଟ ସିରିଜ ୪-୧ରେ ହାତେଇଛି ଘଷରାଇ ଦଳ। ବାମହାତୀ ସ୍ପିନ ବୋଲର ଶାକିବ…
ଖୁସି ଖବର, ଦୈନିକ ସଂକ୍ରମଣ ୩୦ ହଜାର ତଳେ…
ନୂଆଦିଲ୍ଲୀ,୧୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। ଦେଶର…
୨୨ ବଲ୍ରେ ଅର୍ଦ୍ଧଶତକ ହାସଲ କରି ରେକର୍ଡ କଲେ ଏହି ୧୭ ବର୍ଷୀୟା କ୍ରିକେଟର୍
ଲଣ୍ଡନ,୧୦।୮: ଭାରତର ଯୁବ ମହିଳା କ୍ରିକେଟର ଶେଫାଳି ବର୍ମା ଏବେ ଇଂଲଣ୍ଡର ହଣ୍ଡ୍ରେଣ୍ଡ ଲିଗରେ ଭାଗ ନେଉଛନ୍ତି। ଲିଗ୍ର ଏକ ମ୍ୟାଚ୍ରେ ସେ ଜବରଦସ୍ତ ପ୍ରଦର୍ଶନ କରି ନିଜ ଦଳ ବର୍ମିଂହାମ ଫିନିକ୍ସକୁ ବିଜୟ ପ୍ରଦାନ କରିଥିଲେ।ୱେଲ୍ସ ଫାୟାର ଏବଂ ବର୍ମିଂହାମ…
୧୨୨ ରାଜନେତାଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲା…
ନୂଆଦିଲ୍ଲୀ,୧୦।୮: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ଦେଶରେ ୧୨୨ ଜଣ ରାଜନେତାଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲା ରହିଛି। ସେମାନଙ୍କ ମଧ୍ୟରେ ବର୍ତ୍ତମାନ ଏବଂ ପୂର୍ବତନ ଏମ୍ପି ତଥା ବିଧାୟକଙ୍କ ନାମ ରହିଛି। ଇଡି ପକ୍ଷରୁ…
ସିଆର୍ପିଏଫ୍ ଟିମ୍ ଉପରେ ଆତଙ୍କବାଦୀ ଆକ୍ରମଣ…
ଶ୍ରୀନଗର,୧୦।୮: ଜମ୍ମୁ-କଶ୍ମୀରରେ ସିଆର୍ପିଏଫ୍ ଟିମ୍ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଜଣେ ଯବାନ ଆହତ ହୋଇଥିବା କଶ୍ମୀର ଜୋନ୍ ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଆହତ ଯବାନଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦକ୍ଷିଣ କଶ୍ମୀର ଶୋପିଆନ୍…
ଇଲେକ୍ଟୋରାଲ ବଣ୍ଡ୍ରୁ ଭାଜପା ପାଇଛି ୨୫୫୫ କୋଟି
ନୂଆଦିଲ୍ଲୀ, ୧୦ା୮: ଇଲେକ୍ଟୋରାଲ ବଣ୍ଡ୍ ମାଧ୍ୟମରେ ୨୦୧୯-୨୦ ବର୍ଷରେ ଭାଜପା ୨,୫୫୫ କୋଟି ଟଙ୍କା ସଂଗ୍ରହ କରିଛି, ଯାହା କି ମୋଟ ବଣ୍ଡ୍ର ୭୬ ପ୍ରତିଶତ। ନିର୍ବାଚନ କମିଶନର ତଥ୍ୟ ଆଧାରରେ ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ, ୨୦୧୯-୨୦ ବର୍ଷରେ…
ନୀରବଙ୍କ ପ୍ରତ୍ୟର୍ପଣରେ ବିଳମ୍ବ
ନୂଆଦିଲ୍ଲୀ, ୧୦।୮: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍ବି)ରୁ ବୃହତ୍ ଋଣ ଠକେଇରେ ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ନୀରବ ମୋଦିଙ୍କ ଭାରତ ପ୍ରତ୍ୟର୍ପଣ ବିଳମ୍ବ ହେଉଛି। ଏହି ପ୍ରକ୍ରିୟା ଆହୁରି ବିଳମ୍ବ ହେବ ବୋଲି କୁହାଯାଉଛି। ବ୍ରିଟେନ ହାଇକୋର୍ଟ ନୀରବଙ୍କୁ ମାନସିକ ସ୍ବାସ୍ଥ୍ୟ…
ଜାତିଆଣ ମନ୍ତବ୍ୟ: ଅଡ଼ୁଆରେ ମୀରା
ଜାତିଆଣ ମନ୍ତବ୍ୟ ରଖି ଅଡ଼ୁଆରେ ପଡ଼ିଛନ୍ତି ମଡେଲ-ଅଭିନେତ୍ରୀ ମୀରା ମିଥୁନ। ଅନୁସୂଚିତ ଜାତି ବିରୋଧରେ ମନ୍ତବ୍ୟ ଦେବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ତାମିଲନାଡ଼ୁର ସାଇବର ଶାଖା ପୋଲିସ ମୀରାଙ୍କ ନଁ।ରେ ମାମଲା ରୁଜୁ କରିଛି। ଦଳିତ…
ଏନ୍ଏସ୍ଓ ସହ କୌଣସି ଦେଣନେଣ ହୋଇନି
ନୂଆଦିଲ୍ଲୀ, ୧୦ା୮: ଇସ୍ରାଏଲର ଏନ୍ଏସ୍ଓ ଗ୍ରୁପ୍ ଦ୍ୱାରା ପ୍ରସ୍ତୁତ ସ୍ପାଏଓ୍ବେର ପେଗାସସ୍କୁୁ କେନ୍ଦ୍ର ସରକାର କିଣି ଏହା ମାଧ୍ୟମରେ ଗୁପ୍ତଚରଗିରି କରିଥିବା ଅଭିଯୋଗର ତଦନ୍ତ ଦାବିରେ ପାର୍ଲାମେଣ୍ଟରେ ଅଚଳାବସ୍ଥା ସୃଷ୍ଟି ହୋଇଥିବାବେଳେ ଏ ବାବଦରେ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୋମବାର ପ୍ରତିକ୍ରିୟା…
ଭାରତରେ ବଢ଼ିବ ଗ୍ରୀଷ୍ମ ପ୍ରବାହ
ନୂଆଦିଲ୍ଲୀ, ୧୦।୮: ଆଗାମୀ ଦଶନ୍ଧିଗୁଡ଼ିକରେ ଭାରତରେ ଗ୍ରୀଷ୍ମ ପ୍ରବାହ ବଢ଼ିବା ସହ ଅନାବୃଷ୍ଟି, ଅତିବୃଷ୍ଟି ଦେଖାଦେବ। ଏଥିସହିତ ଦେଶ ଅଧିକ ବାତ୍ୟାର ସମ୍ମୁଖୀନ ହେବ ବୋଲି ଜଳବାୟୁ ପରିବର୍ତ୍ତନ ଉପରେ ଆନ୍ତଃସରକାରୀ କମିଟି (ଆଇପିସିସି) ରିପୋର୍ଟରେ କୁହାଯାଇଛି। ଆଇପିସିସି ଓ୍ବାର୍କିଂ ଗ୍ରୁପ୍-୧…
ନାହିଁ ନାହିଁରେ ଯୁଗପୁରା ପାସେଞ୍ଜର୍ ହଲ୍ଟ
ବୈଶିିଙ୍ଗା,୧୦।୮(ଡି.ଏନ.ଏ.)-ପୂର୍ବତଟ ରେଳପଥ ଅଧୀନ ରୂପ୍ସା- ବାଙ୍ଗିରିପୋଷୀ ରେଳପଥର ବୈଶିଙ୍ଗା ନିକଟସ୍ଥ ସର୍ବ ପୁରାତନ ଯୁଗପୁରା ପାସେଞ୍ଜର୍ ହଲ୍ଟ ଅଦ୍ୟାବଧି ଷ୍ଟେଶନର ମାନ୍ୟତା ପାଇପାରିନାହିଁ। ଏଠାରେ ପ୍ଲାଟ୍ଫର୍ମ ନାହିଁ। ରୋଗୀ, ଶିଶୁ ଓ ମହିଳାଙ୍କ ସମେତ ବୟସ୍କ ବ୍ୟକ୍ତିଙ୍କୁ ଟ୍ରେନ୍କୁ ଉଠିବା ପାଇଁ…
Archives


