Home

ଡେଙ୍ଗୁ ସଚେତନତା

ଡେଙ୍ଗୁ ଭୂତାଣୁଜନିତ ମଶାବାହକ ଜ୍ୱର। ବର୍ଷାଋତୁରେ ସଂକ୍ରମଣ ବେଶି। ଏଥିରେ ବହୁତ ଜ୍ୱର ହୁଏ। ମୁଣ୍ଡବିନ୍ଧା ହୁଏ। ମୁହଁ ନାଲି ଦେଖାଯାଏ। ଗୋଡ଼ ହାତ ଘୋଳାବିନ୍ଧା ହୁଏ। ବାନ୍ତି ଲାଗେ। ଏହାକୁ ଠେଙ୍ଗା ଜ୍ୱର କିମ୍ବା ହାଡ଼ଭଙ୍ଗା ଜ୍ୱର ମଧ୍ୟ କୁହାଯାଏ।…

ଆଜି ଅଗଷ୍ଟ କ୍ରାନ୍ତି ଦିବସ: ଭାରତ ଇତିହାସରେ ଏକ ସ୍ମରଣୀୟ ଦିନ

ନୂଆଦିଲ୍ଲୀ,୯ା୮: ଆଜି ହେଉଛି ଅଗଷ୍ଟ କ୍ରାନ୍ତି ଦିବସ। ୧୯୪୨ ମସିହା ଅଗଷ୍ଟ ୯ ତାରିଖ ଭାରତ ଇତିହାସରେ ଏକ ସ୍ମରଣୀୟ ଦିନ। ସ୍ବାଧୀନତା ପରଠାରୁ ଏହି ଦିନକୁ ସମଗ୍ର ଭାରତବର୍ଷରେ ଅଗଷ୍ଟ କ୍ରାନ୍ତି ଦିବସ ଭାବେ ପାଳନ କରାଯାଉଛି। ଭାରତକୁ ସ୍ବାଧୀନତା…

ରାସ୍ତାକଡରେ ଶୋଇଥିବା ଲୋକଙ୍କ ଉପରେ ମାଡିଗଲା ଟ୍ରକ: ୮ ଜୀବନ ଗଲା

ଗାନ୍ଧୀନଗର,୯।୮:ଗୁଜରାଟର ଆମରେଲିରେ ଏକ ଅଭାବନୀୟ ଘଟଣା ଘଟିଛି। ରାସ୍ତାକଡରେ ଶୋଇଥିବା ଶ୍ରମିକଙ୍କ ଉପରେ ଟ୍ରକ ମାଡିଯିବା ଫଳରେ ୮ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନେକ ଲୋକ ଆହତ ହୋଇଛନ୍ତି। ସମସ୍ତ ଆହାତଙ୍କ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୋମବାର ଭୋର ୩ଟାରୁ…

ଦିବ୍ୟାଙ୍ଗ ଭାଇଙ୍କୁ ପରିଚୟ ଦେଇଛି ଚିତ୍ରକଳା

କଟକ ଅଫିସ,୯।୮: କଟକ ଯୋବ୍ରା ମଲ୍ଲାସାହି ଅଞ୍ଚଳର ଦୁଇଭାଇ ଶ୍ରୀହର୍ଷ ଶୁକ୍ଲା ଓ ସିଦ୍ଧାର୍ଥ ଶୁକ୍ଲା। ଜନ୍ମରୁ ସେମାନେ କଥା କହିପାରନ୍ତିନି କି ଶୁଣିପାରନ୍ତି ନାହିଁ। ଠାର ମାଧ୍ୟମରେ ସମସ୍ତଙ୍କ ଭାବନା ବୁଝିପାରନ୍ତି। ଏବେ ଏହି ଦୁଇ ଦିବ୍ୟାଙ୍ଗ ଭାଇଙ୍କୁ ସ୍ବତନ୍ତ୍ର…

ପୁଣି ଅଡୁଆରେ ଶିଳ୍ପା ସେଟ୍ଟୀ: କୋଟି କୋଟି ଟଙ୍କା ନେଇଗଲେ ଠକି

ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଅଡୁଆ ଥମିବାର ନାଁ ନେଉନାହିଁ। ସ୍ବାମୀ ରାଜ କୁନ୍ଦ୍ର ଅଶ୍ଲୀଳ ଫିଲ୍ମ ନିର୍ମାଣ କରିବା ଅଭିଯୋଗରେ ଗିରଫ ହେବା ପରେ ଏବେ ଶିଳ୍ପା ଏବଂ ତାଙ୍କ ମା’ଙ୍କ ନାଁରେ ଠକେଇ ଅଭିଯୋଗ ହୋଇଛି। ଶିଳ୍ପା ଏବଂ…

ଡ୍ରଗ୍ସର ଉତ୍ସ ନ ଜାଣିଲେ ଲଗାମ କଷ୍ଟକର: ଆଇପିଏସ୍‌ ଅଧିକାରୀ ସତ୍ୟନାରାୟଣ ପ୍ରଧାନ

ଭୁବନେଶ୍ୱର ଶହୀଦନଗର ଅଞ୍ଚଳରେ ପିଲାବେଳୁ ବଢ଼ିଥିବା ସତ୍ୟନାରାୟଣ ପ୍ରଧାନ ଏବେ ଦେଶର ୨ ପ୍ରମୁଖ ପଦବୀରେ ଅବସ୍ଥାପିତ। ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ(ଏନ୍‌ଡିଆର୍‌ଏଫ୍‌)ର ମହାନିର୍ଦ୍ଦେଶକ ଥିବା ୧୯୮୮ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ପ୍ରଧାନ ନିକଟରେ ନାର୍କୋଟିକ୍ସ କଣ୍ଟ୍ରୋଲ୍‌ ବ୍ୟୁରୋ(ଏନ୍‌ସିବି) ମୁଖ୍ୟଭାବେ ଅତିରିକ୍ତ…

ଏସ୍‌ସିବିରେ ଏକକାଳୀନ ୪ ଶିଶୁ ଜନ୍ମହେବା ଘଟଣା: ୨ ଶିଶୁକନ୍ୟା ଆଖି ବୁଜିଲେ

କଟକ ଅଫିସ,୯ା୮: ଏସ୍‌ସିବି ମେଡିକାଲରେ ଶନିବାର ଏକାଥରକେ ଜନ୍ମ ହୋଇଥିବା ୪ ଶିଶୁକନ୍ୟାଙ୍କ ମଧ୍ୟରୁ ରବିବାର ୨ ଜଣଙ୍କ ମୃତ୍ୟୁ ଘଟିଛି। ନବଜାତ ଶିଶୁ ପରିପକ୍ୱ ନ ଥିବାରୁ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିଥିଲା। ସେମାନଙ୍କୁ କଟକ ଶିଶୁଭବନକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ…

ସୁସ୍ଥତା ହାର ୯୭.୪୦ ପ୍ରତିଶତ ଛୁଇଁଲା…

ନୂଆଦିଲ୍ଲୀ,୯।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। ଦେଶର…

ଅଭିନେତା ଅନୁପମ ଶ୍ୟାମଙ୍କ ପରଲୋକ…

ମୁମ୍ବାଇ,୯।୮: ନିଜର ଉତ୍କୃଷ୍ଟ ଅଭିନୟ ସହିତ ଚଳଚ୍ଚିତ୍ର ଏବଂ ଛୋଟ ପରଦାରେ ଏକ ପରିଚୟ ସୃଷ୍ଟି କରିଥିବା ଅଭିନେତା ଅନୁପମ ଶ୍ୟାମ ଓଝାଙ୍କର ପରଲୋକ ଘଟିଛି। ତାଙ୍କୁ ଏକ ସପ୍ତାହ ପୂର୍ବରୁ ଗୁରୁତର ଅବସ୍ଥାରେ ମୁମ୍ବାଇର ଗୋରଗାଓଁ ଅଞ୍ଚଳର ଲାଇଫଲାଇନ ହସ୍ପିଟାଲରେ…

ଖୋର୍ଦ୍ଧା ଝିଅ ସମୀକ୍ଷାଙ୍କୁ ଆମନ୍ତ୍ରଣ

ଖୋର୍ଦ୍ଧା ଅଫିସ, ୯ା୮: ଅନ୍ତର୍ଜାତୀୟ ଚିତ୍ରକଳା ପ୍ରତିଯୋଗିତାରେ ଖୋର୍ଦ୍ଧାର ଝିଅ ସୁଶ୍ରୀ ସମୀକ୍ଷା ପଣ୍ଡା ଭାଗ ନେବେ। ସମୀକ୍ଷାଙ୍କୁ ଆମନ୍ତ୍ରଣ କରିଛନ୍ତି ଇଂଲଣ୍ଡ କ୍ରିକେଟ ଦଳର ଅଧିନାୟକ ଜୋ ରୁଟ୍‌। ଏହି ପ୍ରତିଯୋଗିତାରେ ବିଶ୍ୱର ୧୦ ଦେଶରୁ ୩ଶହ ପ୍ରତିଯୋଗୀ ଅଂଶଗ୍ରହଣ…

ପୃଥିବୀରେ ମଙ୍ଗଳ ଜଳବାୟୁ

ଓ୍ବାଶିଂଟନ୍‌, ୯ା୮: ମଙ୍ଗଳରେ ଜନବସତି ସ୍ଥାପନ ସ୍ବପ୍ନ ପୂରଣ ପାଇଁ ଉଦ୍ୟମ ଜାରି ରଖିଛନ୍ତି ବୈଜ୍ଞାନିକ। ସେଠାକାର ଜଳବାୟୁ ଜୀବନଧାରଣ ନିମନ୍ତେ ଅନୁକୂଳ ହୋଇ ନ ଥିବାବେଳେ ଅନୁରୂପ ପରିବେଶ ପ୍ରସ୍ତୁତ କରିଛି ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା। ସମାନ…

ବଢ଼ୁଛି ହାଜତ ହିଂସା

ନୂଆଦିଲ୍ଲୀ, ୯।୮(ଆଇଏଏନ୍‌ଏସ୍‌): ସପ୍ତାହେ ପରେ ଭାରତ ପାଳିବାକୁ ଯାଉଛି ୭୫ତମ ସ୍ବାଧୀନତା ଦିବସ। ଭାରତୀୟ ସମ୍ବିଧାନର ଅନୁଚ୍ଛେଦ ୨୧ ଦେଶର ପ୍ରତ୍ୟେକ ନାଗରିକଙ୍କୁ ଜୀବନ ଧାରଣ ଓ ବ୍ୟକ୍ତିଗତ ସ୍ବାଧୀନତାର ଅଧିକାର ଦେଇଛି। କୌଣସି ବ୍ୟକ୍ତି ମୁକ୍ତ ଭାବେ ଜୀବନ ଅତିବାହିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri