ଭୁବନେଶ୍ୱର ଦେଶର ଚତୁର୍ଥ ବାସୋପଯୋଗୀ ରାଜଧାନୀ
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ସ୍ମାର୍ଟ ସିଟି ଭୁବନେଶ୍ୱର ଉତ୍ତମ ବାସୋପଯୋଗୀ ସହର ତାଲିକାରେ ସ୍ଥାନ ପାଇଛି । ଦେଶର ପ୍ରମୁଖ ୧୦ଟି ସହର ମଧ୍ୟରୁ ଏହା ୪ର୍ଥ ସ୍ଥାନ ହାସଲ କରିଛି। ସେଣ୍ଟର ଫର୍ ସାଇନ୍ସ ଆଣ୍ଡ ଏନ୍ଭାଇରନମେଣ୍ଟ(ସିଏସ୍ଇ) ଇଜ୍ ଅଫ୍ ଲିଭିଂ ଇଣ୍ଡେକ୍ସ…
୨ରୁ ଅଧିକ ସନ୍ତାନ ଥିଲେ ଆଉ ମିଳିବନି ସରକାରୀ ସୁବିଧା: ମୁଖ୍ୟମନ୍ତ୍ରୀ…
ଗୁଆହାଟି,୨୦।୬: ଏଣିକି ୨ରୁ ଅଧିକ ସନ୍ତାନ ଥିଲେ ଆଉ ସରକାରୀ ସୁବିଧା ସୁଯୋଗ ମିଳିବନି। ଏନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା ସୂଚନା ଦେଇଛନ୍ତି। କେନ୍ଦ୍ରର ପ୍ରସ୍ତାବିତ ଜନସଂଖ୍ୟା ନିୟନ୍ତ୍ରଣ ଯୋଜନା ଅନ୍ତର୍ଗତ ଧୀରେଧୀରେ ରାଜ୍ୟ ସରକାର ଏନେଇ ୨…
ତୃତୀୟ ଲହର ଚେତାବନୀ: ବୁଝି ବିଚାରି ଅନ୍ଲକ୍ କରିବା ଲାଗି ରାଜ୍ୟଙ୍କୁ କେନ୍ଦ୍ରର ପରାମର୍ଶ…
ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଏପରିସ୍ଥଳେ ତୃତୀୟ ଲହର ଆଶଙ୍କା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ ଦିଆଯାଇଛି। ରାଜ୍ୟ ସରକାର ବୁଝି ବିଚାରି ଅନ୍ଲକ୍ କରିବାକୁ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।…
୮୧ ଦିନ ପରେ ୬୦ ହଜାର ତଳକୁ ଖସିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…
ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୧ ଦିନ ପରେ ଦେଶରେ ନୂଆ ଆକାନ୍ତଙ୍କ ସଂଖ୍ୟା ୬୦ ହଜାରରୁ କମ୍ ରହିଛି। ପୂର୍ବରୁ ମାର୍ଚ୍ଚ ୩୦ରେ ସମାନ ସ୍ଥିିତି…
କଫି ୭ ହଜାର, କଦଳୀ ୩ ହଜାର
ପୋଙ୍ଗ୍ୟାଙ୍ଗ୍, ୨୦ା୬: ଉତ୍ତର କୋରିଆରେ ଦେଖାଦେଇଛି ଉତ୍କଟ ଖାଦ୍ୟ ସଙ୍କଟ । କରୋନାଜନିତ କଟକଣା ଯୋଗୁ ସୀମା ବନ୍ଦ କରିଥିବା ଏହି ଦେଶରେ ବାହାରୁ ଖାଦ୍ୟ ଆମଦାନୀ ହୋଇପାରୁନାହିଁ । ସେପଟେ ଏକଚ୍ଛତ୍ରବାଦୀ ଶାସକ କିମ୍ ଜୋଙ୍ଗ୍-ଉନ୍ଙ୍କ ପରମାଣୁ ଅସ୍ତ୍ର ପ୍ରସ୍ତୁତି…
ଡାକ୍ତରଙ୍କୁ ଆକ୍ରମଣ ହେଲେ ମାମଲା କର
ନୂଆଦିଲ୍ଲୀ, ୨୦।୬(ପି.ଟି.): ଡାକ୍ତର ଏବଂ ସ୍ବାସ୍ଥ୍ୟସେବା ପେସାଦାରଙ୍କୁ ଆକ୍ରମଣରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କ ବିରୋଧରେ ମହାମାରୀ ରୋଗ (ସଂଶୋଧନ) ଆଇନ, ୨୦୨୦ ବଳରେ ମାମଲା ରୁଜୁ କରିବାକୁ କେନ୍ଦ୍ର ସରକାର ଶନିବାର ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ମହାମାରୀ ବେଳେ ଦେଶର ବିଭିନ୍ନ ଭାଗରେ…
ଆଇଟି ନିୟମ ପ୍ରତ୍ୟାହାର କର
ନୂଆଦିଲ୍ଲୀ,୨୦ା୬: ନୂଆ ଆଇଟି ନିୟମ ଆଣି ଟୁଇଟର ଓ ଫେସ୍ବୁକ୍ ଭଳି ସୋସିଆଲ ମିଡିଆ ପ୍ଲାଟ୍ଫର୍ମଗୁଡ଼ିକୁ ନାଲିଆଖି ଦେଖାଉଥିବା କେନ୍ଦ୍ର ସରକାରଙ୍କୁ ଶନିବାର ଜାତିସଂଘରୁ ଶକ୍ତ ଝଟକା ଲାଗିଛି। ଭାରତର ସୂଚନା ଓ ପ୍ରଯୁକ୍ତିବିଦ୍ୟା (ଇଣ୍ଟରମିଡିଆରି ଗାଇଡ୍ଲାଇନ୍ସ ଆଣ୍ଡ ଡିଜିଟାଲ ମିଡିଆ…
ଡେଥ୍ କମିଶନରୁ ରାଷ୍ଟ୍ରନେତା
ତେହେରାନ,୨୦ା୬: ଇବ୍ରାହିମ୍ ରଇସିଙ୍କୁ ଇରାନ ନୂଆ ରାଷ୍ଟ୍ରପତି ବାଛିଛି। ଇରାନର ଗୃହ ମନ୍ତ୍ରୀ ଅବଦୁଲରଜା ରହମାନୀ ଫଜଲି ଶନିବାର ତ୍ରୟୋଦଶ ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ଘୋଷଣା କରିଛନ୍ତି। ଏଥିରେ କଠୋରପନ୍ଥୀ ଛବିର ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଇବ୍ରାହିମଙ୍କୁ ରାଷ୍ଟ୍ରପତି ଭାବେ ବିଜେତା…
ଏହି ହ୍ୟାଣ୍ଡସମ୍ ଅଭିନେତାଙ୍କୁ ଭ୍ୟାଲେଣ୍ଟାଇନ୍ ଡେ’ରେ ୩୦ହଜାରରୁ ଅଧିକ ଯୁବତୀ ଦେଇଥିଲେ ବିବାହ ପ୍ରସ୍ତାବ, ଚକିତ ହୋଇଥିଲେ…
ବମ୍ବେ: ବଲିଉଡ୍ର ହ୍ୟାଣ୍ଡସମ୍ ନାୟକଙ୍କ ମଧ୍ୟରୁ ହ୍ରିତିକ୍ ରୋଶନ ଅନ୍ୟତମ। ତାଙ୍କୁ ‘ବଲିଉଡ୍ର ଟମ୍ କ୍ରୁଜ୍’ ମଧ୍ୟ କୁହାଯାଏ। ଏହି ସୁନ୍ଦର ଚେହେରା ଯୋଗୁ ବଲିଉଡ୍ରେ ନିଜର ପ୍ରାରମ୍ଭିକ ଦିନରେ ଯୁବତୀମାନେ ତାଙ୍କର ପ୍ରେମରେ ପଡ଼ିଯାଇଥିଲେ। ୨୦୦୦ରେ ଚଳଚ୍ଚିତ୍ର ‘କହୋ ନା…
ଖପ୍ପା ହୋଇଥିଲେ ‘ଲିଟିଲ୍ ମାଷ୍ଟର’; ଇଡେନ୍ ଗାର୍ଡେନ୍ସରେ କେବେ ଖେଳିବେ ନାହିଁ ବୋଲି ନେଇଥିଲେ ଶପଥ : କାରଣ ଜାଣିଲେ…
ନୂଆଦିଲ୍ଲୀ,୨୦।୬: ୧୯୮୪ରେ କପିଲ ଦେବ ଏବଂ ସନ୍ଦିପ ପାଟିଲ ଫର୍ମରେ ଥିବା ସତ୍ତ୍ୱେ ଉଭୟଙ୍କୁ ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ୍ରୁ ବାହାର କରିଦିଆଯାଇଥିଲା। ସେତେବେଳେ ଏହାକୁ କେହି ଗ୍ରହଣ କରିପାରି ନ ଥିଲେ। ଉଭୟ ବ୍ୟାଟ୍ସମ୍ୟାନ୍ ଇଂଲଣ୍ଡ ବିପକ୍ଷରେ ଦିଲ୍ଲୀ କୋଟଲା…
ଖେଳାଇ ଦେଉନି ୟୁକେର ପାଗ
ସାଉଥାମ୍ପଟନ, ୧୯।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲର ପ୍ରଥମ ଦିନକୁ ବର୍ଷା ଧୋଇ ଦେବା ପରେ ପର୍ଯ୍ୟାପ୍ତ ଆଲୋକ ଅଭାବରୁ ବାରମ୍ବାର ବାଧାପ୍ରାପ୍ତ ହୋଇଥିଲା ଦ୍ୱିତୀୟ ଦିନ। ଶେଷରେ ୩୩.୨ ଓଭର ପୂର୍ବରୁ ଦ୍ୱିତୀୟ ଦିନର ଖେଳକୁ ରୋକି ଦିଆଯାଇଥିଲା।…
ଫଲୋଅନ୍ ପରେ ବି ମ୍ୟାଚ୍ ଛଡ଼ାଇ ଆଣିଲା ମହିଳା ଦଳ
ବ୍ରିଷ୍ଟଲ,୧୯।୬: ଫଲୋଅନ୍ ପରେ ମ୍ୟାଚ୍ ବଞ୍ଚାଇବା କଷ୍ଟକର। କିନ୍ତୁ ଇଂଲଣ୍ଡ ମାଟିରେ ଏହା କରି ଦେଖାଇଛି ଭାରତୀୟ ମହିଳା କ୍ରିକେଟ ଦଳ। ମ୍ୟାଚ୍ର ଉଭୟ ଇନିଂସରେ ଚମତ୍କାର ବ୍ୟାଟିଂ କରିଥିଲେ ଶେଫାଳି ବର୍ମା। ଶେଷକୁ ମ୍ୟାଚ୍ ବଞ୍ଚାଇବା ଲାଗି ସ୍ନେହ ରାଣା…
Archives


