Home

ବଡ଼ ଖୁଲାସା କଲେ ପୂର୍ବତନ କ୍ରିକେଟର, ବିରାଟଙ୍କ ଟେଷ୍ଟ ସନ୍ନ୍ୟାସ ପଛରେ ଥିଲା ଏହି ବ୍ୟକ୍ତିଙ୍କ ହାତ

ନୂଆଦିଲ୍ଲୀ,୧୨।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ଅଭିଜ୍ଞ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା ଏବେ ବି କ୍ରିକେଟ୍‌ପ୍ରେମୀଙ୍କ ମନରେ ରହିଛି । ୨୦୨୫ ମେ’ ୭ ତାରିଖରେ ରୋହିତ ଶର୍ମା ଏବଂ ମେ’ ୧୨…

ଆଖିରୁ ଝରାଇଲାଣି ଲୁହ, କେବେ କମିବ ପିଆଜ ଦର? ଆସିଲା ବଡ଼ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଦଶହରା, ଦୀପାବଳି ଏବଂ ଛଠ ପରି ପ୍ରମୁଖ ପର୍ବପର୍ବାଣୀ ଗୋଟିଏ ପରେ ଗୋଟିଏ ଆସୁଥିବା ବେଳେ, ପିଆଜର ବୃଦ୍ଧି ପାଉଥିବା ଦର ସାଧାରଣ ଲୋକଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି। ବର୍ତ୍ତମାନ ପିଆଜର ଖୁଚୁରା ଦର କିଲୋଗ୍ରାମ ପିଛା ପ୍ରାୟ…

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା ବୋଲି କୁହାଯାଉଥିଲା। ମାତ୍ର ଏହା ଏକ ସୁଚିନ୍ତିତ ହତ୍ୟା ଉଦ୍ୟମ ବୋଲି ସିସିଟିଭି…

କାହିଁକି ବିରୋଧୀ ଦଳକୁ ଭେଟିବାକୁ ମନା କଲେ CJI ସୂର୍ଯ୍ୟ କାନ୍ତ? ଏହି ୫ କାରଣ ମାଧ୍ୟମରେ ବୁଝନ୍ତୁ ସମ୍ପୂର୍ଣ୍ଣ ଘଟଣାକୁ

ନୂଆଦିଲ୍ଲୀ,୧୨।୧୦: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟ କାନ୍ତ ବିରୋଧୀ ଦଳର ନେତାମାନଙ୍କୁ ଭେଟିବାକୁ ମନା କରିଦେଇଛନ୍ତି। ରାହୁଲ ଗାନ୍ଧୀଙ୍କ ବ୍ୟତୀତ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଅନ୍ୟାନ୍ୟ କଂଗ୍ରେସ ନେତାମାନେ ସୋମବାର, ଅକ୍ଟୋବର ୧୨ ରେ ଦେଶର ପ୍ରଧାନ ବିଚାରପତି (CJI) ଙ୍କୁ…

ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ ଠିକଣାରେ ଚଢ଼ାଉ

ଧର୍ମଶାଳା,୧୨।୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍ । ମୋଟ ୭ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା ରହିଛି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର, ଗଞ୍ଜାମ ଓ ଯାଜପୁରର ୭ଟି ସ୍ଥାନରେ ରେଡ୍…

ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍

ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ ଭିତରକୁ ପଶି ଯାଇଛି ଏକ ଟମାଟୋ ବୋଝେଇ ଟ୍ରକ୍ । ତେବେ ଏହି…

ଅସ୍ତ ହେବେ ଶୁକ୍ରଦେବ; ୫ରାଶି ପାଇଁ ଅଶୁଭ, ଧନହାନି ସାଙ୍ଗକୁ….

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଦେବଙ୍କୁ ପ୍ରେମ, ଦାମ୍ପତ୍ୟ ଜୀବନ, ସମ୍ପର୍କ, ସୌନ୍ଦର୍ଯ୍ୟ, ଐଶ୍ୱର୍ଯ୍ୟ ଓ ଭୌତିକ ସୁଖର କାରକ ଭାବେ ବିବେଚନା କରାଯାଏ । ଜ୍ୟୋତିଷୀୟ ଗଣନା ଅନୁଯାୟୀ, ୨୦୨୬ ଅକ୍ଟୋବର ୧୨ ତାରିଖ ସନ୍ଧ୍ୟା ୬ଟା ୧୯ ମିନିଟ୍‌ରେ ଶୁକ୍ରତାରା ଅସ୍ତ…

ପୂର୍ବତନ ଭାଜପା ବିଧାୟକଙ୍କୁ ନିର୍ମମ ହତ୍ୟା; ୭୦-୮୦ ଜଣ ଲୋକ କ୍ରସର୍‌ ପ୍ଲାଣ୍ଟ ଉପରେ ଆକ୍ରମଣ କରି ନେଇଗଲେ ଜୀବନ…

ଜୟପୁର,୧୨।୧୦: ରାଜସ୍ତାନ ଭରତପୁରରେ ଖଣି କାର୍ଯ୍ୟକୁ ନେଇ ହୋଇଥିବା ବିବାଦ ମଧ୍ୟରେ ପୂର୍ବତନ ଭାଜପା ବିଧାୟକ ଅତର ସିଂହ ଭଦାନାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏହି ଅଞ୍ଚଳ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମାଙ୍କ…

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ ଲାଗିଲେ। ତାଙ୍କର ଅଶ୍ରୁଳ ଭାବପ୍ରବଣ ମୁହୂର୍ତ୍ତ କ୍ୟାମେରାରେ କଏଦ ହୋଇଥିଲା। ବାସ୍ତବରେ, ଅକ୍ଟୋବର…

ବିଗ ବିଙ୍କ ଜନ୍ମଦିନରେ ସୋସିଆଲ ମିଡିଆରେ ଏଭଳି କହିଲେ ଐଶ୍ୱର୍ଯ୍ୟା, ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ, ୧୨।୧୦: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନଙ୍କ ଜନ୍ମଦିନ ତାଙ୍କ ପ୍ରଶଂସକଙ୍କ ପାଇଁ କୌଣସି ଉତ୍ସବଠାରୁ କମ୍ ନୁହେଁ। ପ୍ରତିବର୍ଷ ଅକ୍ଟୋବର ୧୧ ତାରିଖରେ ତାଙ୍କ ଜନ୍ମଦିନ ଅବସରରେ ମୁମ୍ବାଇସ୍ଥିତ ବଙ୍ଗଳା ‘ଜଲସା’ ବାହାରେ ପ୍ରଶଂସକଙ୍କ ଭିଡ଼ ଜମିଥାଏ। ଅମିତାଭ ମଧ୍ୟ…

ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା ଉଦ୍ୟମ କରଥିଲେ । ଏନେଇ ମହିଳାଜଣକ ଥାନାରେ ଅଭିଯୋଗ କରିବା ପରେ ଘଷିପୁରା…

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ ଯୋଗଦାନ ବଳରେ ଭାରତୀୟ ଦଳ ମୋଟ ୨୨୩ ରନ ସଂଗ୍ରହ କରିଥିଲା। ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?