Home

AQI ବୃଦ୍ଧିକୁ ନେଇ ବାଲେଶ୍ବର ପାଇଁ ଜାରି ହେଲା ପ୍ରଦୂଷଣ କଟକଣା, ଆଗାମୀ ୭ ଦିନ ପାଇଁ ଗାଇଡ୍‌ଲାଇନ…

ବାଲେଶ୍ୱର,୫ା୧( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାରେ ବର୍ତ୍ତମାନ ପ୍ରଦୂଷଣର ମାତ୍ରା ବୃଦ୍ଧି ପାଉଥିବା ବେଳେ ଜିଲ୍ଲାପାଳ ଗାଇଡ୍‌ଲାଇନ ଜାରି କରିଛନ୍ତି । GRAP ଷ୍ଟେଜ୍–II ମାର୍ଗଦର୍ଶିକା ଅନୁସାରେ, ସାଧାରଣ ଲୋକଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ଭାରତୀୟ ନାଗରିକ ସୁରକ୍ଷା ସଂହିତା (BNSS)…

ପାଇପଲାଇନରୁ ONGC ଗ୍ୟାସ ଲିକ୍: ଅନେକ ସ୍ଥାନରେ ଲାଗିଲା ନିଆଁ, ଖାଲି ହେଲା ଗାଁ

ନୂଆଦିଲ୍ଲୀ,୫।୧: ଆନ୍ଧ୍ରପ୍ରଦେଶର କୋନାସୀମା ଜିଲାରେ ଏକ ଓଏନଜିସି ପାଇପଲାଇନରୁ ଭୟଙ୍କର ଗ୍ୟାସ ଲିକ୍ ହୋଇଛି । ମାଲିକିପୁରମ ମଣ୍ଡଳର ଇରୁସ୍ମାଣ୍ଡା ନିକଟରେ ଏହି ଗ୍ୟାସ ଲିକ୍ ଯୋଗୁଁ ନିକଟବର୍ତ୍ତୀ ଗ୍ରାମଗୁଡ଼ିକ ଧୂଆଁରେ ବୁଡ଼ି ରହିଛି । ଅନ୍ୟପଟେ ନିଆଁ ମଧ୍ୟ ଦ୍ରୁତ…

ଏମିତି ଗାଁ, ଯେଉଁଠି କେବଳ ଜନ୍ମ ହୁଅନ୍ତି ଯାଆଁଳା ପିଲା

ବିଶ୍ୱର ଅନ୍ୟାନ୍ୟ ଦେଶ ପରି ଭାରତରେ ମଧ୍ୟ ଅନେକ ରହସ୍ୟମୟ ସ୍ଥାନ ଅଛି। ଏଥିମଧ୍ୟରୁ କେରଳର ଏକ ଛୋଟ ଗାଁ କୋଡିନିହି ରହିଛି। ଏହି ଗାଁରେ ଶହଶହ ପରିବାର ବାସ କରନ୍ତି। ଏହା ବିଶ୍ୱର ଏକମାତ୍ର ଗାଁ ବୋଲି ବିଶ୍ୱାସ କରାଯାଏ…

ଚନ୍ଦ୍ରଶେଖର ରାଓଙ୍କ ଝିଅ କବିତାଙ୍କ ବଡ଼ ଘୋଷଣା, କହିଲେ ମୁଁ ମୋର ନିଜସ୍ୱ ଦଳ…

ନୂଆଦିଲ୍ଲୀ,୫।୧: ଭାରତ ରାଷ୍ଟ୍ର ସମିତିର ସଭାପତି କେ. ଚନ୍ଦ୍ରଶେଖର ରାଓଙ୍କ ଝିଅ ଏବଂ ତେଲେଙ୍ଗାନାର ଏମ୍ଏଲସି କବିତା ଆଜି ତେଲେଙ୍ଗାନା ବିଧାନ ପରିଷଦରେ ଏକ ଅତ୍ୟନ୍ତ ଭାବପ୍ରବଣ ଭାଷଣ ଦେଇଥିଲେ। କବିତା ତାଙ୍କ ଭାଷଣ ସମୟରେ ଅନେକ ଥର କାନ୍ଦି ପକାଇଥିଲେ।…

କର୍ମଚାରୀ-ମିଲର ଅସାଧୁ ମେଣ୍ଟ, ଚାଷୀଙ୍କୁ ଶୋଷଣ ଅଭିଯୋଗରେ…

ଭଞ୍ଜନଗର,୫ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ବିଭିନ୍ନ ଧାନମଣ୍ଡିରେ ଚାଷୀମାନେ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତେଣୁ ବିଭିନ୍ନ ସଂଗଠନ ପକ୍ଷରୁ ସୋମବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ୫ ଦଫା ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଏନେଇ ଆବଶ୍ୟକ ପଦକ୍ଷେପ…

ପ୍ରେମ ସମ୍ପର୍କକୁ ନେଇ ଗାଁରେ ଗୁଳିମାଡ଼ କଲେ ପ୍ରେମିକ, ଫେରାର ହୋଇଯିବା ବେଳେ ଗୋଡ଼ାଇ ଗୋଡ଼ାଇ…

ମୋହନା୫ା୧( ମନ୍ମଥ ମିଶ୍ର ): ପ୍ରେମ ସମ୍ପର୍କକୁ ନେଇ ଯୁବକକୁ ଗୁଳିମାଡ଼ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଢେପାସାହି ଗାଁରେ। ଗାଁରେ ଦୀର୍ଘଦିନ ଧରି ପ୍ରେମ ସମ୍ପର୍କକୁ ନେଇ ବିବାଦ ଲାଗି…

ଜନଜାତି ସମ୍ମେଳନ: ପାରମ୍ପରିକ ବାଦ୍ୟଯନ୍ତ୍ରରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡ଼ି,୫ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଜାଗୃତି କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ୨ ଦିନିଆ ଜନଜାତି ସମ୍ମେଳନ ଆରମ୍ଭ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥିଭାବେ ଜନଜାତି ସମ୍ପ୍ରଦାୟର ବରିଷ୍ଠ ଚାଷୀ ତିଲମା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ…

ଉନ୍ନୟନମୂଳକ ଯୋଜନାର ଶୁଭ ଉଦ୍‌ଘାଟନ କଲେ ବିଧାୟକ

କୁନ୍ଦୁରା,୫ା୧(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଅଧୀନରେ ରହିଥିବା ବିଭିନ୍ନ ପଞ୍ଚାୟତରେ ନୂତନ ଭାବେ ନିର୍ମିତ ଉନ୍ନୟନମୂଳକ ଯୋଜନାର ଶୁଭ ଉଦ୍‌ଘାଟନ କରିଛନ୍ତି କୋଟପାଡ଼ ବିଧାୟକ ରୂପୁ ଭତ୍ରା। ବିକଶିତ ଗ୍ରାମ ବିକଶିତ ଓଡ଼ିଶା ଅଧୀନରେ ରହିଥିବା ଉନ୍ନୟନମୂଳକ ଶୁଭାରମ୍ଭ…

ଭଡ଼ାରେ ପିକନିକ୍ ଗଲା ଆମ ବସ୍, ଭାଇରାଲ ହେଉଛି ଭିଡିଓ

ଭୁବନେଶ୍ବର,୪।୧: ରାଜଧାନୀ ଛାତି ଉପରେ ଆମ ବସ୍ ଦୁଇ ଦୁଇ ଥର ଦୁର୍ଘଟଣା ଘଟାଇବା ପରେ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି । ଏହାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ବର ସହ ନେଇ ପରିବହନ ବିଭାଗକୁ କଡ଼ାକଡ଼ି…

ଲାଞ୍ଚ ନେଇ ଧରାପଡ଼ିଲେ ୨ ଯନ୍ତ୍ରୀ, ବିଲ୍‌ ପାସ୍‌ କରାଇବା ପାଇଁ ଠିକାଦାରଙ୍କଠାରୁ …

ବାରିପଦା,୫ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଲାଞ୍ଚ ନେଇ ଧରାପଡ଼ିଛନ୍ତି ଦୁଇ ଯନ୍ତ୍ରୀ। ମୟୂରଭଞ୍ଜ ଜିଲା ଉଦଳାସ୍ଥିତ ଓଡ଼ିଶା ଲିଫ୍ଟ ଇରିଗେସନ କର୍ପୋରେଶନ (ଓଏଲଆଇସି) ଉପ-ବିଭାଗରେ କାର୍ଯ୍ୟରତ ଦୁଇ ଅଧିକାରୀ ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ମାଡ଼ିବସିଛି। ଏକ ବିଲ୍‌ ପାସ କରିବା ପାଇଁ…

Post Officeର ଏହି ଜବରଦସ୍ତ ସ୍କିମ୍‌ରେ କରନ୍ତୁ ନିବେଶ: କେବଳ ସୁଧ ମିଳିବ ୬ ଲକ୍ଷରୁ ଅଧିକ

ନୂଆଦିଲ୍ଲୀ,୫।୧: ଦେଶରେ ଅନେକ ସରକାରୀ ଯୋଜନା ଚାଲିଛି। ଏଥିମଧ୍ୟରୁ ଗୋଟିଏ ହେଉଛି ପୋଷ୍ଟ ଅଫିସରେ ନିବେଶ। ପୋଷ୍ଟ ଅଫିସ ବିଭିନ୍ନ ପ୍ରକାରର ଯୋଜନା ପ୍ରଦାନ କରେ। ଏହି ଯୋଜନା କେବଳ ଆପଣଙ୍କ ଟଙ୍କାକୁ ସୁରକ୍ଷା ଦିଏ ନାହିଁ ବରଂ ଭଲ ରିଟର୍ଣ୍ଣ…

ଭାଜପା ନେତା ଲଳିତ ବେହେରାଙ୍କ ଗିରଫ ଦାବିରେ ବ୍ଲକ ଅଫିସରେ ପଡ଼ିଲା ତାଲା

ରାଜନଗର,୫ା୧(ଭାସ୍କର ରାଉତରାୟ): ୪ ତଳେ କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନ ମଣ୍ଡଳୀ ଭାଜପା ନେତା ଲଳିତ ବେହେରା ରାଜନଗର ବ୍ଲକ ବିଡିଓ ତିଳୋତ୍ତମା ପୃଷ୍ଟିଙ୍କୁ କମ୍ପ୍ୟୁଟର ମନିଟର ଦ୍ୱାରା ଆକ୍ରମଣ କରିବା ଘଟଣା ଏବେ ରାଜ୍ୟ ତଥା ଜାତୀୟସ୍ତରରେ ବିଭିନ୍ନ ଗଣମାଧ୍ୟମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri