Home

ରାଜ୍ୟରେ କମିିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୦୯୬ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୭।୮(ବ୍ୟୁରୋ): ଗତ ଦୁଇ ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍‌ ପୁଣି ଥରେ ତଳମୁହାଁ ହେବାରେ ଲାଗିଛି। ଶୁକ୍ରବାର ରାଜ୍ୟରେ ୧,୨୦୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ ହ୍ରାସ ଘଟିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୧,୦୯୬ନୂଆ କରୋନା…

ସୁନ୍ଦରଗଡ଼ରେ ଏମ୍ସ ପ୍ରତିଷ୍ଠା ଦାବିରେ କଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ

ସୁନ୍ଦରଗଡ଼,୭।୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ରେ ରାଜ୍ୟରେ ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ଦାବିରେ ଜିଲା କଗ୍ରେସ ପକ୍ଷରୁ ଶନିବାର ସକାଳୁ ୧୨ଘଣ୍ଟିଆ ବନ୍ଦ ପାଳନ କରାଯାଇଛି। ସକାଳୁ ସକାଳୁ ଜିଲାରେ ବନ୍ଦର ପ୍ରଭାବ ଦେଖିବାକୁ ମଳିଛି। ବନ୍ଦକୁ ସମର୍ଥନ ଜଣାଇ ଏଠାରେ ଦୋକାନ ବଜାର ବନ୍ଦ…

ଏନ୍‌ଆର୍‌ଆର୍‌ଆଇର ୯ ନୂଆ ଧାନ

କଟକ ଅଫିସ, ୭।୮: କଟକ ବିଦ୍ୟାଧରପୁର ସ୍ଥିତ ଏନ୍‌ଆର୍‌ଆର୍‌ଆଇ ନିର୍ଦ୍ଦେଶକ ଡ.ଦୀପଙ୍କର ମାଇତିଙ୍କ ନେତୃତ୍ୱରେ ୯ କିସମର ନୂତନ ଧାନ ଉଦ୍ଭାବନ କରାଯାଇଛି। ଡ. ଶରତ ପ୍ରଧାନ, ଡ. ମିରା କୁମାରୀ କର, ଡ. କ୍ରିଷ୍ନେନ୍ଦୁ ଚଟ୍ଟୋପାଧ୍ୟାୟ, ଡ. ସୁଶାନ୍ତ ଦାସ…

ନିଯୁକ୍ତି ପାଇଁ ରାସ୍ତାରେ ଆଣ୍ଠେଇ କାନ ଧରିଲେ

ଭୁବନେଶ୍ୱର,୭।୮(ବ୍ୟୁରୋ): ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଟିଚର ଏଲିଜିବିଲିଟି ଟେଷ୍ଟ(ଓଏସ୍‌ଏସ୍‌ଟିଇଟି) ପରୀକ୍ଷାରେ ପାସ୍‌ କରିଥିବା ପ୍ରଶିକ୍ଷିତ ଯୁବତୀ ଯୁବକ ଏବେ ନିର୍ଣ୍ଣାୟକ ଆନ୍ଦୋଳନ ଚଳାଇଛନ୍ତି। ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ, ସଂସ୍କୃତ ଓ କ୍ରୀଡ଼ା ଶିକ୍ଷକ ନିଯୁକ୍ତି ପାଇଁ ସେମାନେ ଲୋୟର ପିଏମ୍‌ଜିସ୍ଥିତ ଆନ୍ଦୋଳନସ୍ଥଳରେ…

ଜାତୀୟ ହସ୍ତତନ୍ତ ଦିବସ: ଜାଣନ୍ତୁ କେବେ ଏବଂ କାହିଁକି ପାଳନ ହେଉଛି ଏହି ଦିବସ

ଆଜି ହେଉଛି ଜାତୀୟ ହସ୍ତତନ୍ତ ଦିବସ। ପ୍ରତିବର୍ଷ ଅଗଷ୍ଟ ୭ ତାରିଖରେ ଏହି ଦିବସ ପାଳନ କରାଯାଇଥାଏ। ଯେତେବେଳେ ବଙ୍ଗଳା ବିଭାଜନ ହୋଇଥିଲା ସେତେବେଳେ ସ୍ବଦେଶୀ ଆନ୍ଦୋଳନ ଶକ୍ତି ବୃଦ୍ଧି ହୋଇଥିଲା। ସର୍ବପ୍ରଥମେ ୧୯୦୫ ଅଗଷ୍ଟ ୭ରେ କୋଲକାତା ଟାଉନ ହଲରେ…

କ୍ରିକେଟ ନୁହେଁ ହକିର ପ୍ରଶଂସକ ପାଲଟିଲା ଦିଲ୍ଲୀ କ୍ୟାପିଟାଲ୍ସ, କିଛି ଏଭଳି ଢ଼ଙ୍ଗରେ ଦେଲା ସମ୍ମାନ

ନୂଆଦିଲ୍ଲୀ,୬।୮: ଟୋକିଓରେ ଅନୁଷ୍ଠିତ ହେଉଥିବା ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ପ୍ରଦର୍ଶନ ଉଚ୍ଚକୋଟିର ରହିଥିଲା। ଭାରତୀୟ ପୁରୁଷ ହକି ଦଳ ୪୧ ବର୍ଷ ଧରି ଚାଲିଆସିଥିବା ପଦକ ଶୂନ୍ୟତାକୁ ଦୂର କରିଥିବା ବେଳେ ମହିଳା ହକି ଦଳକୁ ନିରାଶ ହେବାକୁ ପଡ଼ିଥିଲା।…

କ୍ୟାପଟେନ କୁଲଙ୍କ ଟୁଇଟର ଆକାଉଣ୍ଟରୁ ହଟିଲା ବ୍ଲୁ ଟିକ୍‌

ନୂଆଦିଲ୍ଲୀ,୬।୮: ଭାରତୀୟ କ୍ରିକେଟର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ନିଜ କାର୍ଯ୍ୟକଳାପ, ଫ୍ୟାଶନ ଓ ହେୟାର ଷ୍ଟାଇଲକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ହେଲେ ଏବେ କ୍ୟାପଟେନ କୁଲଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ମିଳିଥିବା ସୂଚନା…

୨୨ ବର୍ଷର କ୍ୟାରିୟର,୪୦୦ରୁ ଅଧିକ ଗୋଲ୍‌: କିଛି ଏଭଳି ଥିଲେ ଧ୍ୟାନଚାନ୍ଦ, ଯାହାଙ୍କ ପ୍ରଶଂସକ ପାଲଟିଥିଲେ ହିଟ୍‌ଲର

ନୂଆଦିଲ୍ଲୀ,୬।୮: କେନ୍ଦ୍ର ସରକାର ଶୁକ୍ରବାର ଏକ ବଡ଼ ଘୋଷଣାକ୍ରମରେ ରାଜୀବ ଗାନ୍ଧୀ ଖେଳ ରତ୍ନ ପୁରସ୍କାରର ନାମ ବଦଳାଇ ମେଜର ଧ୍ୟାନଚାନ୍ଦଙ୍କ ନାମରେ କରିବାକୁ ଘୋଷଣା କରିଛନ୍ତି। ‘ହକିର ଯାଦୁଗର’ ଭାବେ ଜଣାଶୁଣା ଧ୍ୟାନଚାନ୍ଦ ଭାରତୀୟ କ୍ରିଡାବିତ୍‌ଙ୍କ ପାଇଁ ପ୍ରେରଣା ରହିଆସିଛନ୍ତି।…

ମନି ଲଣ୍ଡରିଂ ମାମଲାରେ ପୂର୍ବତନ ଗୃହମନ୍ତ୍ରୀଙ୍କ ୩ଟି ସ୍ଥାନରେ ଇଡିର ଚଢ଼ାଉ

ମୁମ୍ବାଇ,୬।୮: ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ଶୁକ୍ରବାର ପୁଣିଥରେ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ୩ଟି ସ୍ଥାନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଚଢ଼ାଉ କରାଯାଇଛି। ମନି ଲଣ୍ଡରିଂ ମାମଲାରେ ବିବାଦ ଘେରକୁ ଆସିଥିବା ଅନିଲ ଦେଶମୁଖଙ୍କ ନାଗପୁର…

ରାଜୌରୀରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ: ୨ଆତଙ୍କବାଦୀ ନିପାତ

ଜମ୍ମୁ,୬।୮:ଜମ୍ମୁ-କାଶ୍ମୀରର ରାଜୌରୀ ଜିଲାରେ ଶୁକ୍ରବାର ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ରାଜୌରୀ ଜିଲାର ଥାନାମାଣ୍ଡି ଜଙ୍ଗଲ ଅଞ୍ଚଳରେ କିଛି ସନ୍ଦିଗ୍ଧ ଆତଙ୍କବାଦୀ ଲୁଚିରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା। ଏହାପରେ…

ରୀତିନୀତି ପାଳନ କରିବେ କ’ଣ, ସତସତିକା ନିମ୍ବ ବାଡ଼ିରେ ନୂଆ ଭାଉଜଙ୍କୁ ପିଟିବାକୁ ଲାଗିଲେ ଦିଅର; ପରେ ଘଟିଲା…

ଦେଶର ବିଭିନ୍ନ ସ୍ଥାନରେ ବିବାହକୁ ନେଇ ଭିନ୍ନ ଭିନ୍ନ ରୀତିନୀତି ରହିଛି। ବେଳେବେଳେ ସେଗୁଡ଼ିକ ବହୁତ ମଜାଦାର ହୋଇଥାଏ। ଆଜିକାଲି ସୋସିଆଲ ମିଡିଆରେ ଏଭଳି ବିବାହ ସମାରୋହର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ରୀତିନୀତି ମୁତାବକ ଭାଉଜଙ୍କୁ ବାଡି…

ମେଡାଲ ହାରି ବି ହୃଦୟ ଜିତିଲେ ମହିଳା ହକି ଟିମ୍‌: ଦଳର ପ୍ରତ୍ୟେକ ସଦସ୍ୟଙ୍କ ପାଇଁ ପୁରସ୍କାର ରାଶି ଘୋଷଣା କଲେ ହରିଆଣା ସରକାର

ଚଣ୍ଡିଗଡ଼,୬।୮: ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ମହିଳା ହକି ଦଳ ବ୍ରୋଞ୍ଜ ପଦକ ମ୍ୟାଚ ହାରିବା ପରେ ବି ଦେଶବାସୀଙ୍କ ହୃଦୟ ଜିତିବାରେ ସଫଳ ହୋଇଛି। ଦଳର ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ହରିଆଣା ସରକାର ତାଙ୍କୁ ପ୍ରଶଂସା କରିବା ସହ ଅଭିନନ୍ଦନ ଜଣାଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri