Home

ବଜରଙ୍ଗଙ୍କଠାରୁ ଏବେ କେବଳ ବ୍ରୋଞ୍ଚ ଆଶା

ନୂଆଦିଲ୍ଲୀ,୬।୮: ଆଜି ଟୋକିଓ ଅଲିମ୍ପିକ୍ସର ୧୫ତମ ଦିନ। ଭାରତର ତାରକା ରେସଲର ବଜରଙ୍ଗ ପୁନିଆ ଫାଇନାଲ ପାଇଁ ଦୌଡ଼ରୁ ବାହାରି ଯାଇଛନ୍ତି। ସେମିଫାଇନାଲ ମ୍ୟାଚରେ ତାଙ୍କୁ ହାଜି ଏଲିଏଭଙ୍କ ଠାରୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ତେବେ ବଜରଙ୍ଗ ବ୍ରୋଞ୍ଜ ପଦକ…

ସିଙ୍ଗଲ ଡୋଜ ଭ୍ୟାକ୍ସିନ୍‌ର ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ମାଗିଲା ଜନ୍‌ସନ୍‌ ଆଣ୍ଡ ଜନ୍‌ସନ୍‌

ନୂଆଦିଲ୍ଲୀ,୬।୮: ଆମେରିକାର ଫାର୍ମା କମ୍ପାନୀ ଜନ୍‌ସନ୍‌ ଆଣ୍ଡ ଜନ୍‌ସନ୍‌ କମ୍ପାନୀ ଭାରତରେ କରୋନା ବିରୋଧରେ ସିଙ୍ଗଲ ଡୋଜ ଟିକାର ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ମାଗିଛି। ଏନେଇ କମ୍ପାନୀ ପକ୍ଷରୁ ଶୁକ୍ରବାର ଏକ ବିବୃତ୍ତି ଜାରି କରାଯାଇଛି। ଜନ୍‌ସନ୍‌ ଆଣ୍ଡ ଜନ୍‌ସନ୍‌…

ପ୍ରଧାନମନ୍ତ୍ରୀ ମୋଦି ଫୋନ କରିବା ମାତ୍ରେ କାନ୍ଦିଲେ ମହିଳା ହକି ଖେଳାଳି

ଟାକିଓ ଅଲିମ୍ପିକ୍ସରେ ଭାରତୀୟ ମହିଳା ହକି ଦଳ ବ୍ରିଟେନ ବିପକ୍ଷରେ ପରାଜୟର ସମ୍ମୁଖୀନ ହୋଇଛି ସତ ମାତ୍ର ଦଳ ୧୩୦ କୋଟି ଦେଶବାସୀଙ୍କ ହୃଦୟ ଜିତି ନେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହିଳା ହକି ଦଳକୁ ଫୋନ କରି ତାଙ୍କୁ ସାନ୍ତ୍ୱନା…

ମହିଳା ହକି ଟିମ୍‌ ସହ ଭିଡିଓ କଲ୍‌ରେ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬ା୮(ବ୍ୟୁରୋ): ମହିଳା ହକି ଟିମ୍‌ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କଲ୍‌ରେ କଥା ହେବା ସହ ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଗ୍ରେଟ୍‌ ବ୍ରିଟେନ ବିରୋଧରେ ସଂଘର୍ଷପୂର୍ଣ୍ଣ ବ୍ରୋଞ୍ଚ ଲଢ଼େଇରେ ପରାସ୍ତ ହୋଇଥିଲେ ସୁଦ୍ଧା ମନୋବଳ ଦୃଢ଼ କରିବାକୁ ନବୀନ…

ହାତୀ ଆକ୍ରମଣରେ ୨ ଆହତ

ବୁଗୁଡ଼ା,୬ା୮(ଡି.ଏନ୍‌.ଏ): ଗଞ୍ଜାମ ଜିଲା ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ଭଗବାନପୁର-ଶୁଳିଆପଲ୍ଲୀ ରାସ୍ତାରେ ଗୁରୁବାର ରାତିରେ ହାତୀ ଆକ୍ରମଣରେ ଦୁଇ ଜଣ ଆହତ ହୋଇଥିବା ଜଣାପଡ଼ିଛି। ଆହତ ଦୁଇ ଜଣ ହେଲେ ବୁଗୁଡ଼ା ଥାନା ଅନ୍ତର୍ଗତ ଅରଖପୁର ଗ୍ରାମର ସୁଶାନ୍ତ ଦଳେଇ ଓ ମନୋଜ…

ଦଳରେ ନେବା ପୂର୍ବରୁ ଦଶଥର ଭାବିଥିଲେ ଚୟନକର୍ତ୍ତା, ଏବେ ବିରୋଧୀ ବୋଲରଙ୍କ ସହ ଲଢ଼ୁଛନ୍ତି ସେହି ଭାରତୀୟ ବ୍ୟାଟ୍ସମ୍ୟାନ୍‌

ନୂଆଦିଲ୍ଲୀ,୬।୮: ଭାରତ-ଇଂଲଣ୍ଡ ମଧ୍ୟରେ ଆରମ୍ଭ ହୋଇଥିବା ଟେଷ୍ଟ ସିରିଜ ପୂର୍ବରୁ ଭାରତୀୟ ଦଳରେ କାହାକୁ କାହାକୁ ଜାଗା ମିଳିବ ସେ ନେଇ ସମସ୍ତଙ୍କ ମନରେ ପ୍ରଶ୍ନ ଥିଲା। ନେଟ୍‌ରେ ଅଭ୍ୟାସ କରୁଥିବା ବେଳେ ମୟଙ୍କ ଅଗ୍ରଓ୍ବାଲ ଆହତ ହୋଇଥିଲେ। ଏହାପରେ ରୋହିତ…

ମନ୍ଦିରରୁ ଫେରୁଥିବାବେଳେ ମହିଳାଙ୍କୁ ଚାପି ଦେଲା ଟମାଟୋ ବୋଝେଇ ପିକ୍‌ଅପ୍‌

ବଲାଙ୍ଗୀର ଅଫିସ,୬ା୮: ଶୁକ୍ରବାର ସକାଳୁ ବଲାଙ୍ଗୀର ସହରର ଦୁର୍ଗାମନ୍ଦିର ଛକରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ମହିଳା ଗୁରୁତର ହୋଇଛନ୍ତି। ମୃତ ମହିଳା ଜଣକ ବଲାଙ୍ଗୀର ବ୍ରାହ୍ମଣପଡ଼ାର ପ୍ରମିଳା ମହାପାତ୍ର (୫୫)…

ଅଗଷ୍ଟ ୧୫ ପୂର୍ବରୁ ଲାଲ କିଲ୍ଲାରେ ବଢ଼ିଲା ସୁରକ୍ଷା

ନୂଆଦିଲ୍ଲୀ,୬।୮: ସ୍ବାଧୀନତା ଦିବସ ତଥା ଅଗଷ୍ଟ ୧୫ ପୂର୍ବରୁ ରାଜଧାନୀ ଦିଲ୍ଲୀର ଲାଲ କିଲ୍ଲାର ଚାରିପାଖରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି। ଦିଲ୍ଲୀ ରାଜରାସ୍ତାରେ ଏବେ ବି କୃଷକଙ୍କ ଆନ୍ଦୋଳନ ଜାରି ରହିଛି। ଏଭଳି ସ୍ଥିତିରେ ଜାନୁଆରୀ ୨୬ରେ ହୋଇଥିବା ହିଂସାକୁ…

ଡାଙ୍ଗମାଳରେ ପର୍ଯ୍ୟଟକଙ୍କୁ ମିଳିବ ନୌବିହାର ସୁବିଧା

ରାଜନଗର,୬ା୮(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ଭିତରକନିକାକୁ ପରିଭ୍ରମଣରେ ଆସୁଥିବା ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଚଳିତବର୍ଷ ରାଜନଗର ବନ ବିଭାଗ ପକ୍ଷରୁ ନୌବିହାର ନିମିତ୍ତ ସ୍ବତନ୍ତ୍ର ସୁବିଧା କରାଯାଇଛି। ଆଗନ୍ତୁକ ପର୍ଯ୍ୟଟକମାନଙ୍କୁ ଜାତୀୟ ଉଦ୍ୟାନ ସମେତ ନୌବିହାର ସମୟରେ ପ୍ରକୃତିର ଅନବଦ୍ୟ ଉପହାରକୁ…

ଶୂନରେ ଆଉଟ୍‌ ହୋଇ ଅନେକ ଲଜ୍ଜାଜନକ ରେକର୍ଡ କଲେ କୋହଲି; ଧୋନୀଙ୍କୁ ବି କାଟିଦେଲେ

ନୂଆଦିଲ୍ଲୀ,୬।୮: ଏକ ବର୍ଷରୁ ଅଧିକ ସମୟ ଧରି ଖରାପ ଫର୍ମ ଜାରି ରଖିଛନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲି। ଏବେ ଦଳ ଇଂଲଣ୍ଡ ଗସ୍ତରେ ଥିବା ବେଳେ ପ୍ରଶଂସକମାନେ ତାଙ୍କଠାରୁ ବହୁତ କିଛି ଆଶା କରିଥିଲେ। ହେଲେ ଗୁରୁବାର ପ୍ରଥମ ଇନିଂସରେ…

ଅଗଷ୍ଟ ୧୬ରୁ ଆରମ୍ଭ ହେବ ୟୁଜି, ପିଜି ଅଫ୍‌ଲାଇନ୍‌ ପାଠପଢ଼ା

ଭୁବନେଶ୍ୱର,୬ା୮(ବ୍ୟୁରୋ): କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଉ ଏକ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ଅଗଷ୍ଟ ୧୬ରୁ ୟୁଜି ଓ ପିଜି ଅଫ୍‌ଲାଇନ ପାଠପଢ଼ା ଆରମ୍ଭ ହେବ। ଏଥିସହ ହଷ୍ଟେଲ ମଧ୍ୟ ଖୋଲିବାକୁ ଅନୁମତି ମିଳିଛି। ଏନେଇ ଶୁକ୍ରବାର ଉଚ୍ଚଶିକ୍ଷା…

ମେଜର ଧ୍ୟାନଚାନ୍ଦଙ୍କ ନାମରେ ନାମିତ ହେବ ଖେଳରତ୍ନ ପୁରସ୍କାର: ମୋଦି

ନୂଆଦିଲ୍ଲୀ,୬।୮: ଭାରତର ସର୍ବୋଚ୍ଚ କ୍ରୀଡ଼ା ପୁରସ୍କାର ରାଜୀବ ଗାନ୍ଧୀ ଖେଳ ରତ୍ନକୁ ଏବେ ମେଜର ଧ୍ୟାନଚାନ୍ଦଙ୍କ ନାମରେ ନାମିତ କରାଯିବ। ଏନେଇ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ଘୋଷଣା କରିଛନ୍ତି। ନୂତନ ଘୋଷଣା ପରେ ଏହି ପୁରସ୍କାରକୁ ଏବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri