ପୁଣ୍ୟତିଥିରେ ମା’ଙ୍କୁ ମନେପକାଇଲେ ଝିଅ ବାଂସୁରୀ: ଲେଖିଲେ ଭାବପ୍ରବଣ ପୋଷ୍ଟ
ନୂଆଦିଲ୍ଲୀ,୬।୮: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜଙ୍କ ଆଜି ପୂଣ୍ୟତିଥି। ଏହି ଅବସରରେ ସୁଷମା ସ୍ବରାଜଙ୍କ ଝିଅ ବାଂସୁରୀ ସ୍ବରାଜ ତାଙ୍କୁ ମନେପକାଇଛନ୍ତି। ଏଥିସହ ସେ ଏକ ଭାବପ୍ରବଣ ପୋଷ୍ଟ ଟୁଇଟ କରିଛନ୍ତି। ମା’ ସୁଷମାଙ୍କ ଏକ…
ନୋଏଡାର ପୂଜାଙ୍କୁ ଦେଖି ‘ବୋଲ୍ଡ’ ହୋଇଯାଇଥିଲେ ଏହି କ୍ରିକେଟର; ଭିନ୍ନ ଧର୍ମର ସତ୍ତ୍ୱେ…
ନୂଆଦିଲ୍ଲୀ,୬।୮: ଭାରତୀୟ ଦଳର ପୂର୍ବ ଅଲରାଉଣ୍ଡର ମହମ୍ମଦ କୈଫ ଦେଶର ଖ୍ୟାତନାମା କ୍ରିକେଟରଙ୍କ ମଧ୍ୟରୁ ଜଣେ। ସେ ଦଳ ପାଇଁ ଅନେକ ଶ୍ରେଷ୍ଠ ପାଳି ଖେଳିଛନ୍ତି। ବିଶେଷକରି ସେ ନିଜର ଫିଲ୍ଡିଂକୁ ନେଇ ପରିଚିତ ଥିଲେ। ଏବେ କ୍ରିକେଟରୁ ସେ ଦୂରେଇ…
ପଡିଆରେ ଭୋ-ଭୋ ହୋଇ କାନ୍ଦିଲେ ଖେଳାଳି
ଟୋକିଓ,୬।୮: ଭାରତୀୟ ମହିଳା ହକି ଦଳ ପ୍ରଥମ ଥର ପାଇଁ ଅଲିମ୍ପିକ୍ସରେ ପଦକ ଜିତିବାର ସୁଯୋଗ ପାଇ ହରାଇଛି। ଶୁକ୍ରବାର ଏକ ରୋମାଞ୍ଚକର ବ୍ରୋଞ୍ଜ ପଦକ ମ୍ୟାଚରେ ଗ୍ରେଟ ବ୍ରିଟେନର ଦଳ ଭାରତକୁ ୪-୩ରେ ପରାସ୍ତ କରିଛି। ପରାଜୟ ପରେ ଭାରତୀୟ…
ରିଷଭ ପନ୍ତ ବ୍ୟାଟିଂ କରିବାକୁ ଆସିବା ମାତ୍ରେ ଜୋଶ୍ରେ ଏମିତି ଟୁଇଟ୍ କରିଦେଲେ ମହାନ କ୍ରିକେଟର୍
ଲଣ୍ଡନ,୬।୮: ଭାରତ ବନାମ ଇଂଲଣ୍ଡ ପ୍ରଥମ ଟେଷ୍ଟ ଟେଷ୍ଟର ଦ୍ୱିତୀୟ ଦିନରେ ବର୍ଷା ବ୍ୟାହତ ହୋଇଥିଲା ଏବଂ ଦିନସାରା କେବଳ ୩୩.୪ ଓଭର ବୋଲିଂ କରାଯାଇପାରେ। ତେବେ ଏହି ୨୦୨ ବଲରେ ବହୁତ କିଛି ଦେଖିବାକୁ ମିଳିଥିଲା। ଭାରତୀୟ କ୍ରିକେଟ ପ୍ରଶଂସକମାନେ…
ବିଦେଶରେ ଆଦର ପାଉଛି ଗ୍ରାମୋଦ୍ୟୋଗ ସାମଗ୍ରୀ
ପ୍ରଶ୍ନ- ଖଦି ଓ ଗ୍ରାମୋଦ୍ୟୋଗ ସାମଗ୍ରୀର ଚାହିଦା କିଭଳି ରହିଛି? ଉତ୍ତର- ଓଡ଼ିଶାରେ ଭଲ ଚାହିଦା ରହିଛି। ଖଦି ଚାହିଦା ଶତ ପ୍ରତିଶତ ନ ଥିଲେ ମଧ୍ୟ ଗ୍ରାମୋଦ୍ୟୋଗର ଚାହିଦା ଓଡ଼ିଶା ସମେତ ସାରା ଭାରତରେ ସର୍ବାଧିକ ରହିଛି। ଗ୍ରାମୋଦ୍ୟୋଗ ଯୋଗୁ…
କାଜୁ ଜଙ୍ଗଲ ନଷ୍ଟ ନେଇ ଥାନାରେ ଏତଲା
ଜଟଣୀ,୬।୮(ଡି.ଏନ୍.ଏ): ଜଟଣୀ ବ୍ଲକର ଛଣଘର କୁଶମାଟି ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ଏକ ପ୍ରକଳ୍ପ ମାଧ୍ୟମରେ ନୂତନ କାଜୁ ଜଙ୍ଗଲ ସୃଷ୍ଟି ଉଦ୍ଦେଶ୍ୟରେ ଚାରା ରୋପଣ କରାଯିବା ସହ ଖୁଣ୍ଟ ପୋତାଯାଇ ତାର ବାଡ଼ ଘେରାଯାଇଥିଲା। ତେବେ ବିରୋଧୀ ଗୋଷ୍ଠୀ ଏହି ଗଛ…
ଖୋର୍ଦ୍ଧାରେ ଖୋଲିବ ଧାର୍ମିକ ଅନୁଷ୍ଠାନ
ଖୋର୍ଦ୍ଧା ଅଫିସ,୬।୮: ଆସନ୍ତା ୯ତାରିଖରୁ ଖୋର୍ଦ୍ଧା ଜିଲାରେ (ବିଏମ୍ସିକୁ ବାଦ୍ ଦେଇ) ସମସ୍ତ ଧାର୍ମିକ ଅନୁଷ୍ଠାନ, ମଠ, ମନ୍ଦିର ଖୋଲିବ। କୋଭିଡ୍ କଟକଣା କୋହଳ ପରେ ଦୀର୍ଘ ୩ମାସର ପ୍ରତୀକ୍ଷାର ଅନ୍ତ ଘଟିଛି। ଭକ୍ତଙ୍କ ମନ୍ଦିର ପ୍ରବେଶ ଉପରୁ କଟକଣା ହଟିଛି।…
ବିପଦସଙ୍କୁଳ କୋଠାରେ ୨ ସମବାୟ ବ୍ୟାଙ୍କ
ଖୋର୍ଦ୍ଧା ଅଫିସ,୬ା୮: କୃଷି ଓ ଚାଷୀଙ୍କ ବିକାଶ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ସରକାରଙ୍କ ପକ୍ଷରୁ ଚାଷୀଙ୍କୁ ଋଣ ଓ ସବ୍ସିଡି ଯୋଗାଇଦେବାକୁ ବିଭିନ୍ନ ଜିଲାରେ ସମବାୟ ବ୍ୟାଙ୍କ ରହିଛି। ତେବେ କେତେକ ସମବାୟ ବ୍ୟାଙ୍କ ବିପଦସଙ୍କୁଳ କୋଠାରେ ଚାଲିଛି। ଖୋର୍ଦ୍ଧା…
ଏମିତି ଲଢେଇ ଜାରି ରହୁ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୬।୮(ବ୍ୟୁରୋ): ଅଲମ୍ପିକ୍ସରେ ପ୍ରଥମ ପଦକ ଜିତିବାରୁ ଅଳ୍ପକେ ବଞ୍ଚିତ ହୋଇଛି ଭାରତୀୟ ମହିଳା ହକି ଦଳ। ଟୋକିଓ ଅଲିମ୍ପିକ୍ସରେ ଆଜି ହୋଇଥିବା ବ୍ରୋଞ୍ଜ ପଦକ ଲେଇରେ ଦଳ ଗ୍ରେଟ ବ୍ରିଟେନ ଠାରୁ ୪-୩ ଗୋଲରେ ହାରିଯାଇଛି। ଏହି ମ୍ୟାଚ ହାରି ଭାରତୀୟ…
ପାଇକ ସଂଗ୍ରହାଳୟ ଏବେ ଭୂତକୋଠି
ଖୋର୍ଦ୍ଧା ଅଫିସ,୬ା୮: ଗୋଟିଏ ଜାତି ତା’ର ବୀରତ୍ୱ, କଳା, ସଂସ୍କୃତି, ଭାସ୍କର୍ଯ୍ୟକୁ ନେଇ ପରିଚୟ ବହନ କରେ। ସଂସ୍କୃତି ଓ ପରମ୍ପରା ବିଲୁପ୍ତ ହେଲେ ସେହି ଜାତିର ସମୃଦ୍ଧି ନଷ୍ଟ ହେବା ସହ ଅଧଃପତନ ଘଟିଥାଏ ବୋଲି କୁହାଯାଏ। ଯେଉଁ ପାଇକ…
ପଦକଠାରୁ ଆଉ ଗୋଟିଏ ପାଦ ଦୂରରେ ବଜରଙ୍ଗ
ଟୋକିଓ,୬।୮: ଟୋକିଓ ଅଲିମ୍ପିକ୍ସରେ ବଜରଙ୍ଗ ପୁନିଆ ପ୍ରିଷ୍ଟାଇଲ୍ ୬୫ କିଲୋଗ୍ରାମ ଓଜନ ବର୍ଗରେ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଟୋକିଓ ଅଲିମ୍ପିକ୍ସରେ ଭାରତର ସବୁଠାରୁ ବଡ ଆଶା ବଜରଙ୍ଗ କ୍ୱାର୍ଟର ଫାଇନାଲରେ ଇରାନର ମୋର୍ତେଜା ଚେକାଙ୍କୁ ପରାସ୍ତ କରି ପରାସ୍ତ କରିଛି। ପ୍ରଥମ…
ଟ୍ରେନ୍ ବାତିଲ ଓ ସାମୟିକ ସମୟ ପରିବର୍ତ୍ତନ
ଭୁବନେଶ୍ୱର,୫।୮: ହାଓ୍ବାଡ଼ା-ଚେନ୍ନାଇ ମୁଖ୍ୟ ରେଳଲାଇନରେ ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ପଲାସା-କୋଟାଭାଲାସା ରେଳସେକ୍ସନର ବିଜୟ ନଗରମ ଓ କୋରୁକୋଣ୍ଡା ଷ୍ଟେସନ ସହିତ ପୁଣ୍ଡୁରୀ ଓ ଦୁସି ଷ୍ଟେସନ ମଧ୍ୟରେ ରେଳଧାରଣା ତଳେ ଉପାମାର୍ଗ ର୍ନିମାଣ ସମ୍ବନ୍ଧୀୟ ସୁରକ୍ଷା ଜନିତ ଆଧୁନିକୀକରଣ କାର୍ଯ୍ୟକୁ…
Archives


