Home

ପାରମିତା ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୬।୮ (ବ୍ୟୁରୋ): ଇମ୍ପାକ୍ଟ ପକ୍ଷରୁ ଗୁରୁବାର ୪୨ତମ ଶାରଳା ପୁରସ୍କାର ଘୋଷଣା ହୋଇଛି। ଚଳିତବର୍ଷ କଥାକାର ପାରମିତା ଶତପଥୀ ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଉପନ୍ୟାସ ‘ଅଭିପ୍ରେତ କାଳ’ ପାଇଁ ସେ ଏହି ପୁରସ୍କାର ପାଇବେ। ପୁରସ୍କାର ବାବଦକୁ ୫ଲକ୍ଷ…

ନବୀନ ନିବାସ ଘେରିବ ଛାତ୍ର କଂଗ୍ରେସ

ଭୁବନେଶ୍ୱର,୬।୮(ବ୍ୟୁରୋ): ଷ୍ଟାଫ୍‌ ସିଲେକ୍ସନ କମିଶନ ଦୁର୍ନୀତି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି କଂଗ୍ରେସ। ଏଭଳି ମହାଦୁର୍ନୀତି ବିରୋଧରେ ଛାତ୍ର କଂଗ୍ରେସ ପକ୍ଷରୁ ୩୩ ସାଙ୍ଗଠନିକ ଜିଲାରେ ଆନ୍ଦୋଳନ କରାଯିବ। ଏଥିସହ ନବୀନ ନିବାସ ଘେରାଉ କରାଯିବ ବୋଲି ଦଳ ପକ୍ଷରୁ…

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୬।୮: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୪୪,୬୪୩ଟି ମାମଲା ସାମ୍ନାକୁ ଆସିଥିବାବେଳେ ୪୬୪ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ…

ଦୁଗ୍ଧ ଚାଷୀଙ୍କୁ ୧୧ କୋଟି

ଭୁବନେଶ୍ୱର,୬।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟର ଦୁଗ୍ଧ ଚାଷୀମାନଙ୍କୁ ସ୍ବତନ୍ତ୍ର କୋଭିଡ୍‌ ସହାୟତା ପ୍ରଦାନ କରିଛନ୍ତି। ଏହାଦ୍ବାରା ୧ ଲକ୍ଷ ଦୁଗ୍ଧଚାଷୀ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ପାଇଛନ୍ତି। ସମୁଦାୟ ୧୧ କୋଟି ଟଙ୍କାର ସହାୟତା ଦିଆଯାଇଛି। ଏହି ଅବସରରେ…

ଅଗଷ୍ଟ ୧୬ରୁ ଖୋଲିବ ୯ମ ଶ୍ରେଣୀ

ଭୁବନେଶ୍ୱର,୬।୮(ବ୍ୟୁରୋ): ଆସନ୍ତା ୧୬ ତାରିଖରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବ। ଗୁରୁବାର ଏ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଅଗଷ୍ଟ ୧୬ରୁ ସରକାରୀ, ସରକାରୀ ସହାୟତା ଏବଂ ବେସରକାରୀ ଶିକ୍ଷାନୁଷ୍ଠାନରେ ୯ମ…

ସୋସିଆଲ ମିଡିଆରେ ଷ୍ଟାର ପାଲଟିଥିଲେ ଏହି ଯୁବତୀ, ୧୭ ଲକ୍ଷ ଫଲୋଅର୍ସ ଥିବା ଆକାଉଣ୍ଟ ଡିଲିଟ୍‌ କରିଦେଲେ ମା’

ବର୍ତ୍ତମାନ ସୋସିଆଲ ମିଡିଆ ସବୁଠୁ ଶକ୍ତିଶାଳୀ ମାଧ୍ୟମ ପାଲଟିଛି। ଇନ୍‌ଷ୍ଟାଗ୍ରାମ, ୟୁଟ୍ୟୁବ୍‌, ଟିକ୍‌ଟକ୍‌, ଫେସ୍‌ବୁକ ପରି ଆପ୍‌ ବିଶେଷକରି ଯୁବବର୍ଗଙ୍କ ପାଇଁ ବଡ଼ ପ୍ଲାଟଫର୍ମ ପାଲଟିଛି। ସୋସିଆଲ ମିଡିଆରେ ଜଣେ ଜଣେ ରାତାରାତି ଷ୍ଟାର ପାଲଟିଯାଉଛନ୍ତି। ଆଉ କେହି ଏହି ସୋସିଆଲ…

ମୃତ୍ୟୁରେ ଲାଗୁନି ବ୍ରେକ୍‌: ଆଜି ପୁଣି ୬୬ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୬ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁସଂଖ୍ୟା ସବୁଦିନ ୬୦ ଉପରେ ରହୁଛି। ଆଜି ସର୍ବାଧିକ ୬୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ…

ଆଜି ରାଜ୍ୟରୁ ୧୨୦୮ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୬ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୨୦୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯,୮୪,୭୩୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୦୨ ଜଣ ଚିହ୍ନଟ…

ଲଢେଇ କରି ହାରିଗଲେ ମହିଳା ହକି ଦଳ

ଟୋକିଓ,୬।୮: ଟୋକିଓ ଅଲିମ୍ପିକ୍ସରେ ଭାରତ ଏବଂ ଗ୍ରେଟ ବ୍ରିଟେନ ମଧ୍ୟରେ ଚାଲିଥିବା ବ୍ରୋଞ୍ଜ ପଦକ ମ୍ୟାଚ୍‌ରେ ଭାରତକୁ ପରାଜୟର ସାମ୍ନା କରିବାକୁ ପଡିଛି। ଫଳରେ ଅଲିମ୍ପିକ୍ସରେ ଭାରତର ପଦକ ଆଶା ଅଧୁରା ରହିଯାଇଛି। ଦ୍ୱିତୀୟ କ୍ୱାର୍ଟର ଆରମ୍ଭରେ ଗ୍ରେଟ ବ୍ରିଟେନ ଆଗରେ…

ଇନ୍‌ଷ୍ଟାଗ୍ରାମ୍‌ରେ ନେହା କକ୍କରଙ୍କ ୬୦ମିଲିୟନ ଫଲୋଅର୍ସ, କିଛି ଲୋକଙ୍କୁ କରିବେ ଅନ୍‌ଫଲୋ

ମୁମ୍ବାଇ: ଗାୟିକା ନେହା ନକ୍କର ଇଣ୍ଟରନେଟ୍‌ ସେନ୍‌ସେସନ ପାଲଟିଛନ୍ତି। ସୋସିଆଲ ମିଡିଆରେ ତାଙ୍କର ବହୁ ଫ୍ୟାନ ଫଲୋଅର୍ସ ଅଛନ୍ତି। କେବଳ ଇନ୍‌ଷ୍ଟାଗ୍ରାମରେ ନେହାଙ୍କର ୬୦ ମିଲିୟନରୁ ଅଧିକ ଲୋକ ତାଙ୍କୁ ଫଲୋ କରନ୍ତି। ଏବେ ନେହା ନିଷ୍ପତ୍ତି ନେଇଛନ୍ତି, କିଛି ଲୋକଙ୍କୁ…

‘ନିଆଁ ସହ ଖେଳୁଛି ଭାରତ’

ଇସ୍‌ଲାମାବାଦ,୬ା୮:ଭାରତୀୟ ପାର୍ଲାମେଣ୍ଟରେ ଦୁଇବର୍ଷ ତଳେ ନିଆଯାଇଥିବା ନିଷ୍ପତ୍ତିକୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଓ ସେନାମୁଖ୍ୟ ଜେନେରାଲ କମାର ଜାଭେଦ ବାଜ୍‌ଓ୍ବା ନିନ୍ଦା କରିଛନ୍ତି। ଇମ୍ରାନ୍‌ କହିଛନ୍ତି, ଭାରତର ଏକତରଫା ଓ ବେଆଇନ କାର୍ଯ୍ୟକୁ ଦୁଇବର୍ଷ ପୂରିଲା। ପାକିସ୍ତାନ ଏହାକୁ ‘ଶୋଷଣର…

ସତ ହୋଇଥିଲେ ସାଂଘାତିକ

ନୂଆଦିଲ୍ଲୀ, ୬।୮(ପି.ଟି.):ପେଗାସସ୍‌ ଗୁପ୍ତଚରଗିରି ସମ୍ପର୍କିତ ଗଣମାଧ୍ୟମ ରିପୋର୍ଟ ଯଦି ସତ ହୋଇଥାଏ ତେବେ ଏହା ସାଂଘାତିକ ଅଭିଯୋଗ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଛନ୍ତି। ଇସ୍ରାଏଲି ସ୍ପାଏଓ୍ବେର ପେଗାସସ୍‌କୁ ସରକାର ରାଜନେତା, ସାମାଜିକ କର୍ମୀ ଏବଂ ଖବରଦାତାମାନଙ୍କ ବିରୋଧରେ ଗୁପ୍ତଚରଗିରି ପାଇଁ ବ୍ୟବହାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri