ବିମାନରେ ଆଟେଣ୍ଡାଣ୍ଟଙ୍କୁ ପସନ୍ଦ ଆସିଲାନି ଯୁବତୀଙ୍କ ଡ୍ରେସ୍, କହିଲେ ଏମିତି କଥା…
ଓଟାଓ୍ବା,୫ା୮: ବିମାନ ଯାତ୍ରା ସମୟରେ ଯାତ୍ରୀମାନେ ନିଜ ପସନ୍ଦ ଏବଂ ଆରାମ ଲାଗିଲା ଭଳି ପୋଷାକ ପିନ୍ଧିଥାନ୍ତି। ମାତ୍ର ଏହି ଯାତ୍ରା ସମୟରେ ଜଣେ ଯୁବତୀଙ୍କ ଡ୍ରେସ୍ ବିମାନ ଆଟେଣ୍ଡାଣ୍ଟଙ୍କୁ ପସନ୍ଦ ଆସି ନ ଥିଲା। ଫଳରେ ସେ ଯୁବତୀଙ୍କୁ ସମସ୍ତ…
୫୦ ବର୍ଷ ହେବ ବନ୍ଦ ଥିଲା ଘର, ଖୋଲିବା ମାତ୍ରେ ଯାହା ପାଦ ତଳୁ ଖସିଗଲା ମାଟି
ବ୍ରିଟେନରେ ରହୁଥିବା ଅର୍ବାନ ଏକ୍ସପ୍ଲୋରର ଆଦାମ ମାର୍କ ସାରା ବିଶ୍ୱ ଭ୍ରମଣ କରି ଦଶନ୍ଧି ଧରି ବନ୍ଦ ଥିବା ଘର ଖୋଜୁଥିଲେ। ଆଦାମଙ୍କ କାମ ହେଉଛି ସେହି ଘର, ପ୍ରାସାଦ, ଡାକ୍ତରଖାନା, ଲାଇବ୍ରେରୀ ଏବଂ ଅନ୍ୟାନ୍ୟ ସ୍ଥାନ ଖୋଲି ସେଠାରେ ଭିଡିଓ…
ହକି ଦଳ ଯାହା କଲେ, ଆଜି ସାରା ଦେଶ ଖୁସିରେ ନାଚୁଛି: ପିଏମ୍ ମୋଦି…
ନୂଆଦିଲ୍ଲୀ,୫।୮: ଭାରତୀୟ ପୁରୁଷ ହକି ଦଳ ଗୁରବୁାର ଟୋକିଓ ଅଲିମ୍ପିକ୍ସରେ ଇତିହାସ ସୃଷ୍ଟି କରିଛି। ହକି ଦଳ ଜର୍ମାନୀକୁ ୫-୪ ଗୋଲରେ ପରାସ୍ତ କରି ବ୍ରୋଞ୍ଜ ପଦକ ଜିତିଛି। ଅଲିମ୍ପିକ୍ସରେ ପୁରୁଷ ହକି ଦଳ ୪୧ ବର୍ଷ ପରେ ପୁଣି ପଦକ…
ଅଗଷ୍ଟ ୫କୁ ମନେ ରଖିବ ଦେଶ, ବିରୋଧୀ କରୁଛନ୍ତି ସେଲ୍ଫ ଗୋଲ, କହିଲେ ମୋଦି…
ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଉତ୍ତରପ୍ରଦେଶରେ ’ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା’ର ହିତାଧିକାରୀଙ୍କ ସହ କଥାବାର୍ତ୍ତା କରିଛନ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ କଥାବାର୍ତ୍ତା କରୁଥିବାବେଳେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବାରାଣାସୀର ଏହି କାର୍ଯ୍ୟକ୍ରମରେ ମଧ୍ୟ ଅଂଶଗ୍ରହଣ କରିଥିଲେ।…
ସେଲ୍ସମ୍ୟାନ୍ରୁ ସେଲିବ୍ରିଟି: ୨.୪୪ କୋଟିରୁ ଅଧିକ ମୂଲ୍ୟର ରେଞ୍ଜ ରୋଭର୍ କିଣି ଚର୍ଚ୍ଚାରେ ଫୈଜଲ ଶେଖ୍
ବମ୍ବେ: ସେଲ୍ସମ୍ୟାନ୍ରୁ ସୋସିଆଲ ମିଡିଆ ଷ୍ଟାର। ଆଉ ଏବେ ଜୀବନରେ ଯୋଡ଼ି ହୋଇ ଚାଲିଛି ସଫଳତାର ନୂଆ ନୂଆ ଫର୍ଦ୍ଦ। ଆମେ କଥା ହେଉଛୁ ଫୈଜଲ ଶେଖ୍ଙ୍କ ବିଷୟରେ। ଇନ୍ଷ୍ଟ୍ରାଗ୍ରାମରେ ତାଙ୍କର ୨୧.୮ ମିଲିୟନ୍ ଫଲୋଅର୍ସ ରହିଛି। ସେ ସଲମାନ୍ ଖାନ୍,…
କ୍ୟାପଟେନ୍ଙ୍କ ହାତ ଛାଡ଼ିଲେ ପିକେ…
ଚଣ୍ଡିଗଡ଼,୫।୮: ଆଗକୁ ପଞ୍ଜାବ ବିଧାନସଭା ନିର୍ବାଚନ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂଙ୍କ ମୁଖ୍ୟ ପରାମର୍ଶଦାତା ପଦବୀରୁ ପ୍ରଶାନ୍ତ କିଶୋର(ପିକେ) ଇସ୍ତଫା ଦେଇଛନ୍ତି। ନିଜ ଦାୟିତ୍ୱ ସେ ଠିକ୍ ଭାବେ ତୁଲାଇ ପାରୁ ନ ଥିବାରୁ ପଦବୀ ଛାଡୁଥିବା ପ୍ରଶାନ୍ତ…
ଭୁବନେଶ୍ୱର ଆସିବାକୁ ପୁରୁଷ ହକି ଟିମ୍କୁ ଆମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୫ା୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ଐତିହାସିକ ବିଜୟ ପରେ ଭାରତୀୟ ପୁରୁଷ ହକି ଟିମ୍ ସହ ଭିଡିଓ କଲରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୟୀ ଟିମ୍କୁ ଶୁଭେଚ୍ଛା ଜଣାଇବା ପରେ ଭୁବନେଶ୍ୱର ଆସିବାକୁ ମୁଖ୍ୟମନ୍ତ୍ରୀ ଆମନ୍ତ୍ରଣ କରିଛନ୍ତି। ଅଗଷ୍ଟ…
ଶେଷ ୬ ସେକେଣ୍ଡରେ ଅଟକି ଯାଇଥିଲା ସମସ୍ତଙ୍କ ହୃଦସ୍ପନ୍ଦନ; ଦେଖନ୍ତୁ ଭାରତର ଐତିହାସିକ ବିଜୟର ସେହି ଭିଡିଓ…
ନୂଆଦିଲ୍ଲୀ,୫।୮: ଅଲିମ୍ପିକ୍ସରେ ଇତିହାସ ରଚିଛି ଭାରତର ପୁରୁଷ ହକି ଦଳ। ଗୁରୁବାର ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ୍ରେ ଜର୍ମାନୀକୁ ୫-୪ରେ ପରାସ୍ତ କରି ବ୍ରୋଞ୍ଚ ପଦକ ହାସଲ କରିଛି ଦଳ। ଏକ ସମୟରେ ଭାରତୀୟ ଦଳ ଜର୍ମାନୀ ବିପକ୍ଷରେ ୧-୩ରେ ପଛୁଆ ଥିଲା।…
ସରିଲା ମାଟ୍ରିକ ଅଫ୍ଲାଇନ୍ ପରୀକ୍ଷା: ୧୧ରୁ ମୂଲ୍ୟାୟନ
କଟକ ଅଫିସ,୫ା୮: ଗୁରୁବାର ମାଟ୍ରିକ ଅଫଲାଇନ ପରୀକ୍ଷା ଶେଷ ହୋଇଛି। ଆସନ୍ତା ୧୧ ତାରିଖରୁ ମୂଲ୍ୟାୟନ ଆରମ୍ଭ ହେବ। ୯ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ଆରମ୍ଭ ହେବ। ତିନି ଦିନ ଧରି ଏହି ମୂଲ୍ୟାୟନ ଚାଲିବ ବୋଲି ସୂଚନା ମିଳିଛି।…
କୋହଲି ଆଇସିସି ଟ୍ରଫି ଜିତିବେ, ଏହାର ଗ୍ୟାରେଣ୍ଟି ନାହିଁ; ଜାଣନ୍ତୁ ଏପରି କାହିଁକି କହିଲେ ପୂର୍ବ କୋଚ୍
ନୂଆଦିଲ୍ଲୀ,୫।୮: ଭାରତ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ୍ ବୁଧବାରଠାରୁ ନଟିଂହାମରେ ଆରମ୍ଭ ହୋଇଛି। ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ୫୦.୨ ଓଭରରେ ୧୩୮ ରନ୍ କରିଛି। ତେବେ ଭାରତର ପ୍ରଦର୍ଶକୁ ଦେଖି ବର୍ତ୍ତମାନର ସିରିଜ…
ଡେଟିଂ ମାଧ୍ୟମ ପରିବର୍ତ୍ତନ କରିଛି କରୋନା
ଭୁବନେଶ୍ୱର,୫।୮ (ବ୍ୟୁରୋ): କରୋନାର ଦ୍ୱିତୀୟ ଲହର କିଭଳି ସିଙ୍ଗଲ୍ ବା ଏକା ଥିବା ଭାରତୀୟଙ୍କ ପାଇଁ ଡେଟିଂର ମାଧ୍ୟମକୁ ପରିବର୍ତ୍ତନ କରିଛି ସେ ସମ୍ପର୍କରେ ପ୍ରଥମ ମହିଳା-କୈନ୍ଦ୍ରିକ ଡେଟିଂ ଆପ୍ ଓ ସୋସିଆଲ ନେଟ୍ୱର୍କିଂ ପ୍ଲାଟ୍ଫର୍ମ, ବମ୍ବଲ୍ ପକ୍ଷରୁ ନିକଟରେ ଏକ…
ପେଗାସସ୍ ମାମଲାରେ କାହିଁକି ହୋଇନି ମାମଲା ରୁଜୁ, ପ୍ରଶ୍ନ କଲେ ସିଜେଆଇ…
ନୂଆଦିଲ୍ଲୀ,୫।୮: ପେଗାସସ ଗୁପ୍ତଚରୀ ମାମଲାରେ ନିରପେକ୍ଷ ଯାଞ୍ଚ ପାଇଁ ବିଭିନ୍ନ ଆବେଦନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଆରମ୍ଭ ହୋଇଛିି। ପ୍ରଧାନ ବିଚାରପତି (ସିଜେଆଇ )ଏନ.ଭି ରାମନା ଏବଂ ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠଙ୍କ ଦ୍ୱାରା ଏସମ୍ପର୍କିତ ୯ଟି ଆବେଦନର ଶୁଣାଣି…
Archives


