Home

ପେଗାସସ୍‌ ମାମଲାରେ କାହିଁକି ହୋଇନି ମାମଲା ରୁଜୁ, ପ୍ରଶ୍ନ କଲେ ସିଜେଆଇ…

ନୂଆଦିଲ୍ଲୀ,୫।୮: ପେଗାସସ ଗୁପ୍ତଚରୀ ମାମଲାରେ ନିରପେକ୍ଷ ଯାଞ୍ଚ ପାଇଁ ବିଭିନ୍ନ ଆବେଦନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଆରମ୍ଭ ହୋଇଛିି। ପ୍ରଧାନ ବିଚାରପତି (ସିଜେଆଇ )ଏନ.ଭି ରାମନା ଏବଂ ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠଙ୍କ ଦ୍ୱାରା ଏସମ୍ପର୍କିତ ୯ଟି ଆବେଦନର ଶୁଣାଣି…

ବ୍ୟାରେଜ୍‌ ଡିଜାଇନ ପ୍ରସ୍ତୁତ ପାଇଁ କ୍ଷେତ୍ର ପରିଦର୍ଶନ

ବାଲିଅନ୍ତା,୫।୮ (ଡି.ଏନ୍‌.ଏ.): ବାଲିଅନ୍ତାସ୍ଥିତ କୁଶଭଦ୍ରା ନଦୀ ଓ ପାଣ୍ଡରା ହାଇଟେକ ହସ୍ପିଟାଲ ନିକଟସ୍ଥ କୁଆଖାଇ ନଦୀରେ ହେବାକୁ ଥିବା ୨ଟି ବ୍ୟାରେଜ ନିର୍ମାଣ ପାଇଁ ବିଭାଗୀୟ ଅଧିକାରୀ ବୁଧବାର କ୍ଷେତ୍ର ପରିଦର୍ଶନ କରିଛନ୍ତି। ଜଳସେଚନ ବିଭାଗ ମୁଖ୍ୟଯନ୍ତ୍ରୀ, ଡିଜାଇନର ଡାଇରେକ୍ଟର ଓ…

ଇତିହାସ ରଚିଲେ ଏହି କ୍ରିକେଟର୍‌

ଲଣ୍ଡନ,୫।୮: ଲଣ୍ଡନ,୫।୮: ଇଂଲଣ୍ଡ ବିପକ୍ଷ ନଟିଂହାମ ଟେଷ୍ଟରେ ଟିମ ଇଣ୍ଡିଆର ବୋଲରମାନେ ଏକ ଭଲ ଆରମ୍ଭ କରିଥିଲେ। ଇଂଲଣ୍ଠର ପ୍ରଥମ ଇନିଂସରେ ଭାରତ ଘରୋଇ ଦଳକୁ ମାତ୍ର ୧୮୩ ରନ୍‌ରେ ରୋକି ଦେଇଛି। ତେବେ ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌ ଏହି…

୧୦ବର୍ଷରେ ୧୮ଗୁଣ ବଢ଼ିଛି ଶିଶୁ ନିର୍ଯାତନା

ଭୁବନେଶ୍ୱର, ୫।୮ (ବ୍ୟୁରୋ): ଦେଶରେ ଶିଶୁ ନିର୍ଯାତନା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଓଡ଼ିଶାରେ ଗତ ୧୦ବର୍ଷରେ ଶିଶୁ ନିର୍ଯାତନା ୧୮ଗୁଣ ବୃଦ୍ଧି ପାଇଛି। ୨୦୦୯ରେ ୮୭ ଶିଶୁ ନିର୍ଯାତନା ଅଭିଯୋଗ ହୋଇଥିବାବେଳେ ୨୦୧୯ରେ ତାହା ବୃଦ୍ଧି ପାଇ ୧,୬୪୮ରେ ପହଞ୍ଚିଛି।…

ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ: ଉଡ଼ିଲା ବୋଲେରୋ,ଜଣେ ମୃତ, ୭ ଆହତ

ମାଲକାନଗିରି,୫ା୮(ଡି.ଏନ୍‌.ଏ.): ମାଲକାନଗିରି-ଛତିଶଗଡ଼ ସୀମା ଦାନ୍ତଓ୍ବୋଡାରେ ଗୁରୁବାର ସକାଳେ ମାଓବାଦୀ ତାଣ୍ଡବ ଦେଖିବାକୁ ମିଳିଛି। ମାଓବାଦୀଙ୍କ ଦ୍ବାରା ଖଞ୍ଜା ଯାଇଥିବା ଆଇଡି ବିସ୍ଫୋରଣ ହୋଇଛି। ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ଜଣ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରେ ସୁରକ୍ଷାବାହିନୀ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର…

୧୦ କୋଟିର କ୍ଷତିପୂରଣ ମାଗିଲେ ହନି ସିଂହଙ୍କ ସ୍ତ୍ରୀ; ଅଭିଯୋଗରେ ଶାଶୁ,ଶ୍ୱଶୁର, ନଣନ୍ଦଙ୍କୁ ମଧ୍ୟ…

ବମ୍ବେ: ଘରୋଇ ହିଂସା ଅଭିଯୋଗରେ ସ୍ତ୍ରୀ ଶାଳିନୀ ତଲଓ୍ବାର କୋର୍ଟର ଦ୍ୱାରସ୍ଥ ହେବା ପରେ ଏବେ ଅଡ଼ୁଆରେ ଫସିଛନ୍ତି ରାପର୍‌ ହନି ସିଂହ। ଅନେକ ମହିଳାଙ୍କ ସହ ଗାୟକଙ୍କର ସମ୍ପର୍କ ଥିଲା। ଯେତେବେଳେ ତାଙ୍କ ବିବାହ ଖବର ସୋସିଆଲ ମିଡିଆରେ ଭାଇରାଲ…

ଏହି ମହାନ କ୍ରିକେଟର୍‌ଙ୍କୁ ସାହାଯ୍ୟ ମାଗିଥିଲେ କୋହଲି

ନୂଆଦିଲ୍ଲୀ,୫।୮: ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍‌। କ୍ରିକେଟ୍‌ର ୩ ଫର୍ମାଟରେ ସେ ନିଜର ପ୍ରାଧାନ୍ୟ ବିସ୍ତାର କରିଛନ୍ତି। କିନ୍ତୁ ତାଙ୍କ କ୍ରିକେଟ୍‌ କ୍ୟାରିୟରର ପ୍ରାରମ୍ଭରେ କୋହଲିଙ୍କୁ କିଛିଟା ସଂଘର୍ଷ କରିବାକୁ ପଡିଥିଲା। ୨୦୧୪…

ଭାରତୀୟ ପୁରୁଷ ହକି ଦଳକୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଭୁବନେଶ୍ୱର,୫।୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ଗୁରୁବାର ଇତିହାସ ରଚିଛି ଭାରତୀୟ ପୁରୁଷ ହକି ଦଳ। ଜର୍ମାନୀକୁ ୫-୪ ଗୋଲରେ ହରାଇ ବ୍ରୋଞ୍ଜ ପଦକ ଜିତିଛି ଭାରତ। ଭାରତୀୟ ହକି ଦଳର ଏହି ଐତିହାସିକ ବିଜୟ ପରେ ସାରା ଦେଶ ଉତ୍ସବ ମୁଖର ହୋଇପଡ଼ିଛି।…

ନିଶାରେ ଚୁର୍‌ ଯୁବତୀ, ଶୋଇଗଲେ ରାସ୍ତାରେ; ଆଉ ତା’ ପରେ…

ମୁମ୍ବାଇ,୫ା୮: ମହାରାଷ୍ଟ୍ରର ପୁଣେରେ ଏକ ଅଜବ ଘଟଣା ନଜରକୁ ଆସିଛି। ଜଣେ ଯୁବତୀ ଅଚାନକ ରାସ୍ତା ଉପରେ ଜଣେ ଶୋଇପଡ଼ିଲେ। ଯୁବତୀଙ୍କ ଏପରି ଅବସ୍ଥା ଦେଖି ଶହ ଶହ ଗାଡ଼ିମୋଟର ରାସ୍ତାରେ ଅଟକି ରହିଗଲା। ଫଳରେ ଟ୍ରାଫିକ୍‌ ଜାମ୍‌ ହୋଇଗଲା। କାହାକୁ…

ଅଲିମ୍ପିକ୍‌ ହକି ଖେଳାଳିଙ୍କୁ କୋଟିଏ ଟଙ୍କା ପୁରସ୍କାର…

ଚଣ୍ଡିଗଡ଼,୫।୮: ଭାରତୀୟ ପୁରୁଷ ହକି ଦଳ ଅଲିମ୍ପିକ୍‌ରେ ବ୍ରୋଞ୍ଜ୍‌ ପଦକ ହାସଲ କରିଛି। ପଞ୍ଜାବ ସରକାର ଟିମ୍‌ ଇଣ୍ଡିଆରେ ସାମିଲ ଥିବା ରାଜ୍ୟର ହକି ଖେଳାଳିଙ୍କ ପାଇଁ କୋଟିଏ ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି। ରାଜ୍ୟ କ୍ରୀଡ଼ା ଏବଂ ଯୁବ ବ୍ୟାପାର…

କଲାମଙ୍କ ନାମରେ ହେବ ପାର୍କ

ଭୁବନେଶ୍ୱର,୫।୮(ବ୍ୟୁରୋ): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଦ୍ୱାରା ସ୍ଥାନୀୟ କଳିଙ୍ଗନଗର କେ-୮ ଅଞ୍ଚଳରେ ନିର୍ମାଣ ହେଉଥିବା ପାର୍କକୁ ପୂର୍ବତନ ରାଷ୍ଟ୍ରପତି ଏପିଜେ ଅବଦୁଲ୍‌ କଲାମଙ୍କ ନାମରେ ନାମିତ କରାଯିବ। ଏନେଇ ବିଡିଏ ପକ୍ଷରୁ ଟୁଇଟ୍‌ କରି ଜଣାଯାଇଛି। କଳିଙ୍ଗ ନଗରଠାରେ ୧୨ ଏକର…

କେନ୍ଦ୍ରାପଡ଼ା ପାଇଁ ପାସେଞ୍ଜର ଟ୍ରେନ୍‌ ଦାବି କଲେ ଅନୁଭବ

ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ), ୫।୮: ବିଜେଡି ଏମ୍‌ପି ଅନୁଭବ ମହାନ୍ତି ନିଜ ନିର୍ବାଚନ ମଣ୍ଡଳୀ କେନ୍ଦ୍ରପଡ଼ାରେ ଯାତ୍ରୀବାହୀ ଟ୍ରେନ୍‌ ସେବା ଆରମ୍ଭ କରିବା ଲାଗି ବୁଧବାର କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। ଲୋକ ସଭାରେ ପ୍ରଶ୍ନୋତ୍ତର କାଳରେ ଅନୁଭବ ଉକ୍ତ ପ୍ରସଙ୍ଗ ଉଠାଇଥିଲେ। କେନ୍ଦ୍ରାପଡ଼ାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri