Home

ପ୍ରିୟଙ୍କାଙ୍କ ରେଷ୍ଟୁରାଣ୍ଟରେ ସିଙ୍ଗଡାର ମୂଲ୍ୟ ଜାଣି ହେବେ ଆଶ୍ଚର୍ଯ୍ୟ

ନିକଟରେ ବଲିଉଡର ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଶିଳ୍ପ ଜଗତରେ ପ୍ରବେଶ କରିଛନ୍ତି। ସେ ନ୍ୟୁୟର୍କରେ ‘ସୋନା’ ନାମକ ଏକ ଭାରତୀୟ ରେଷ୍ଟୁରାଣ୍ଟ ଖୋଲିଛନ୍ତି। ନିକଟରେ ତାଙ୍କ ସ୍ବାମୀ ତଥା ଆମେରିକୀୟ ଗାୟକ ନିକ ଜୋନାସ ମଧ୍ୟ ଖାଇବାକୁ ଆସିଥିଲେ। ଏହି…

‘ସିବିଆଇ, ଏସ୍‌ଆଇଟି ତଦନ୍ତ ହେଉ’

ଭୁବନେଶ୍ୱର, ୫।୮ (ବ୍ୟୁରୋ): ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ଇତିମଧ୍ୟରେ ୨୩ରୁ ଊର୍ଦ୍ଧ୍ୱ ଦିନ ବିତିଗଲାଣି। ମାତ୍ର ଏପର୍ଯ୍ୟନ୍ତ ତାଙ୍କ ମୃତ୍ୟୁର ରହସ୍ୟ ଉପରୁ ପରଦା ହଟୁନାହିଁ। ଏପରି ସ୍ଥିତିରେ ପୋଲିସର ତଦନ୍ତ ନେଇ ସୌମ୍ୟଙ୍କ ପରିବାର ଲୋକେ…

ପ୍ରଡକ୍ଟରେ ଭିନ୍ନତା ଦେଇଛି ନୂଆ ପରିଚୟ

ବ୍ୟଞ୍ଜନ ପ୍ରସ୍ତୁତି ବେଳେ ମସଲାକୁ ଗୁରୁତ୍ୱ ଦିଆଯାଇଥାଏ। ମସଲା ଯୋଗାଣ କ୍ଷେତ୍ରକୁ ନୂଆ ନୂଆ କମ୍ପାନୀ ଏବେ ପ୍ରବେଶ କରୁଛନ୍ତି। ପିୟୋର ସ୍ପାଇସ ମସଲା ଓ ଶୁଖିଲା ଖାଦ୍ୟ ସାମଗ୍ରୀ ଗ୍ରାହକଙ୍କ ନିକଟରେ ପହଞ୍ଚାଇବା କ୍ଷେତ୍ରରେ ‘ହୋମ୍‌ଫିଲ୍‌ସ’ ବର୍ତ୍ତମାନ ଏକ ଲୋକପ୍ରିୟ…

ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର…

ନୂଆଦିଲ୍ଲୀ,୫।୮: ଆତଙ୍କବାଦୀମାନେ ଭାରତରେ ଆକ୍ରମଣ କରିବାକୁ ଷଡଯନ୍ତ୍ର ରଚିଛନ୍ତି। ଏନେଇ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପଞ୍ଜାବ ଏବଂ ଜମ୍ମୁ ସୀମାରେ ଆତଙ୍କବାଦୀମାନେ ବଡ଼ ଧରଣର ଆକ୍ରମଣ ଲାଗି ପ୍ରସ୍ତୁତ ହେଉଥିବା ଗୋଇନ୍ଦା ରିପୋର୍ଟରେ ଉଲ୍ଲେଖ କରାଯାଇଛି।…

ଫେକ୍‌ ଆଇଏଏସ୍‌ଙ୍କ ଫଟୋ ଭାଇରାଲ

ଦାରିଙ୍ଗବାଡ଼ି,୫।୮ (ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଜଣେ ଯୁବକ ଆଇଏଏସ୍‌ ପାଇଥିବା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। କେବଳ ସେତିକି ନୁହେଁ, କେହି ଜଣେ ମୁଖ୍ୟମନ୍ତ୍ରୀଙ୍କ ଫେକ୍‌ ଟୁଇଟର୍‌ ଆକାଉଣ୍ଟ ଖୋଲି ସମ୍ପୃକ୍ତ ବ୍ୟକ୍ତିଙ୍କୁ ଶୁଭେଚ୍ଛା ଜଣାଇଥିବା ଫଟୋ…

ବିଶ୍ୱର ୧୦ ନମ୍ବର ଦଳ ଆଗରେ ଚିତ୍‌ପଟାଙ୍ଗ୍‌ ଅଷ୍ଟ୍ରେଲିଆ

ଢାକା,୫।୮: ଟି -୨୦ବିଶ୍ୱକପ ପୂର୍ବରୁ ଅଷ୍ଟ୍ରେଲିଆର ନିରାଶାଜନକ ପ୍ରଦର୍ଶନ ଜାରି ରହିଛି। ଅଷ୍ଟ୍ରେଲିଆ ଦଳ ମଧ୍ୟ ବାଂଲାଦେଶ ବିପକ୍ଷ ଦ୍ୱିତୀୟ ଟି -୨୦ ମ୍ୟାଚ ହାରିଛି। ଢାକାର ଶେର-ଏ-ବଙ୍ଗଳା ଷ୍ଟାଡିୟମରେ ଖେଳାଯାଇଥିବା ଦ୍ୱିତୀୟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଦଳ ୫ ଉଇକେଟ ହାରିଥିଲା।…

ବନ୍ୟା ଜଳ ଛାଡ଼ିଲା ରେଙ୍ଗାଳି

କଣିହାଁ,୫।୮ (ଡି.ଏନ.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଡ୍ୟାମ୍‌ରୁ ବୁଧବାର ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ଆରମ୍ଭ ହୋଇଛି। ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଡ୍ୟାମ୍‌ର ଗୋଟିଏ ଗେଟ୍‌ ଖୋଲାଯାଇଥିବା ସୂଚନା ମିଳିଛି। ଅଧୀକ୍ଷଣ ଯନ୍ତ୍ରୀ ଅଜିତ ଜେନା…

ଖୋଳତାଡ଼ କରିବ ଇଡି

ଭୁବନେଶ୍ୱର,୫।୮(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ସଦସ୍ୟଙ୍କ ପ୍ରାଇଭେଟ ସେକ୍ରେଟାରି (ପିଏସ୍‌) ବିରଞ୍ଚି ନାରାୟଣ ସାହୁଙ୍କ ବେଆଇନ ଅର୍ଥ କାରବାରର ଗୁମର ଖୋଲିବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଏବେ ଇଡି…

ଯାହାଙ୍କୁ ଗାଳି କରିଥିଲେ, ତାଙ୍କୁ ମନ ଦେଇ ବସିଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ କାଜୋଲ ଆଜି ତାଙ୍କର ୪୬ ତମ ଜନ୍ମଦିନ ପାଳନ କରୁଛନ୍ତି। ଅଭିନେତା ଅଜୟ ଦେବଗନଙ୍କ ସହ ୪ ବର୍ଷର ସମ୍ପର୍କ ପରେ ସେ ବିବାହ କରିଥିଲେ। ଦୀର୍ଘ ସମୟ ଧରି ଫିଲ୍ମ ଇଣ୍ଡଷ୍ଟ୍ରିରେ କାମ କରିବା ପରେ ଏବେ…

ମହିଳା ହକି ଦଳର ମନୋବଳ ବଢ଼ାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସ ସେମିଫାଇନାଲରେ ଭାରତୀୟ ମହିଳା ହକି ଦଳ ଆର୍ଜେଣ୍ଟିନାଠାରୁ ୨-୧ ଗୋଲରେ ପରାସ୍ତ ହୋଇଛି। ହାରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳା ଟିମ୍‌ର ମନୋବଳ ବଢାଇଛନ୍ତି। ସେମିରେ ଖୁବ୍‌ ସାହସିକତାର ସହ ମହିଳା ଟିମ୍‌ ପ୍ରଦର୍ଶନ କରିଛି…

ଅନାଥ ପିଲାଙ୍କ ପାଇଁ ୫ ଲକ୍ଷର ସ୍ବାସ୍ଥ୍ୟ ବୀମା…

ନୂଆଦିଲ୍ଲୀ,୫।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ନିଜର ମାତାପିତାଙ୍କୁ ହରାଇ ଥିବା ଅନାଥ ପିଲାଙ୍କ ପାଇଁ ପ୍ରଧାନମନ୍ତଦ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସ୍ବାସ୍ଥ୍ୟ ବୀମା ଘୋଷଣା କରାଯାଇଛି। କେନ୍ଦ୍ରୀୟ ମନ୍ତ୍ରୀ ଅନୁରାଗ ଠାକୁର ଏସମ୍ପର୍କରେ ସୂଚନା ଦେଇଛନ୍ତି। କେନ୍ଦ୍ର…

୧୪ ସ୍ଥାନରେ ହେବ ଆର୍‌ଟି-ପିସିଆର୍‌ ଟେଷ୍ଟ ଲାବ୍‌

ଭୁବନେଶ୍ୱର,୫।୮(ବ୍ୟୁରୋ): ରାଜ୍ୟରେ ଏବେ କରୋନା ଦ୍ୱିତୀୟ ଲହରର ଭୟାବହତା ଥିବା ବେଳେ ଚଳିତ ମାସ ଶେଷ ଆଡ଼କୁ ତୃତୀୟ ଲହର ଆସିବ ବୋଲି ହାଇଦ୍ରାବାଦ ଓ କାନପୁର ଆଇଆଇଟି ଚେତାବନୀ ଦେଇଛି। ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri