ଫେବୃଆରୀ ୨୩ ତାରିଖରେ କୁମ୍ଭ ରାଶିରେ ଅଙ୍ଗାରକ ଯୋଗ, ୩ ରାଶିକୁ ସତର୍କ….
ଯେତେବେଳେ ମଙ୍ଗଳ ଏବଂ ରାହୁଙ୍କ ସଂଯୋଗ ହୁଏ, ଅଙ୍ଗାରକ ଯୋଗ ସୃଷ୍ଟି ହୁଏ। ୨୩ ଫେବୃଆରୀରେ ମଙ୍ଗଳ ମକର ରାଶି ଛାଡି କୁମ୍ଭ ରାଶିରେ ପ୍ରବେଶ କରିବେ । ରାହୁ ପୂର୍ବରୁ କୁମ୍ଭ ରାଶିରେ ରହିଛନ୍ତି, ତେଣୁ ୨୩ ଫେବୃଆରୀରେ ରାହୁ…
ତୁମମାନଙ୍କ ଯୋଗୁ ମୋ ବାପା ହଇରାଣ ହେଲେ….ଶଙ୍ଖ ଭବନରୁ ଆସିଲା ପୁଣି ଏକ ରୋଚକ ଘଟଣା
ଭୁବନେଶ୍ୱର, ୨୧।୨(ସୁନିତ୍ ମିଶ୍ର):ବିଜେଡି ଭିତରେ ଅସନ୍ତୋଷ ଥମିବାର ନାଁ ଧରୁନାହିଁ। ପ୍ରତିଦିନ ନେତାମାନେ ପରସ୍ପର ବିରୋଧରେ ବିଷ ଓକାଳିବାରେ ଲାଗିଛନ୍ତି। ଏବେ ସେହି ଧାରା ତୀବ୍ର ହେବାରେ ଲାଗିଛି। ଏପରି ଏକ ଘଟଣା ଶୁକ୍ରବାର ଶୁଣିବାକୁ ମିଳିଛି। ଆସନ୍ତା ୨୪ ତାରିଖରେ…
ଦେବଗଡରେ ବୁଲା କୁକୁର ଆତଙ୍କ, ଯାହାକୁ ଦେଖୁଛି….
ଦେବଗଡ,୨୧ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ସହରରେ କୁକୁର ଆତଙ୍କ । ବୁଲା କୁକୁର ଲୋକଙ୍କୁ ଗୋଡାଇ ଗୋଡାଇ କାମୁଡୁଥିବା ନେଇ ଅଭିଯୋଗ ହୋଇଛି । ଛୋଟ ଛୁଆଠୁ ଆରମ୍ଭ କରି ବଡ଼ ଲୋକଙ୍କୁ ବି କାମୁଡି ଥିବା ନଜରକୁ ଆସିଛି ।…
କୁକୁରକୁ ବାଡ଼େଇବାରୁ ଭାଙ୍ଗିଗଲା ବାହାଘର: ଜାଣନ୍ତୁ ରୋଚକ ଘଟଣା
ଲକ୍ଷ୍ନୌ,୨୧ା୨:କନ୍ୟା ଓ ବରପକ୍ଷ ମଧ୍ୟରେ ବିଭିନ୍ନ କାରଣକୁ ନେଇ ବିବାଦ ହେବା ପରେ ବାହାଘର ଭାଙ୍ଗିଯିବାର ନଜିର ରହିଛି। କିନ୍ତୁ ଉତ୍ତରପ୍ରଦେଶରେ ଏକ ସଦ୍ୟତମ ଘଟଣାରେ ଯେଉଁ କାରଣକୁ ନେଇ ବାହାଘର ଭାଙ୍ଗିଯାଇଛି, ତାହା ଜାଣିଲେ ଯେକେହି ଆଶ୍ଚର୍ଯ୍ୟ ହେବେ। ବରପକ୍ଷର…
ଆଜିଠୁ ସୁପର-୮ ପର୍ଯ୍ୟାୟ: ନ୍ୟୁଜିଲାଣ୍ଡକୁ ଭେଟିବ ପାକିସ୍ତାନ
କଲମ୍ବୋ, ୨୧ା୨:ଚଳିତ ଟି୨୦ କ୍ରିକେଟ୍ ବିଶ୍ୱକପ୍ର ସୁପର-୮ ପର୍ଯ୍ୟାୟ ଶନିବାର ଆରମ୍ଭ ହେବ। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ପରସ୍ପରର ସମ୍ମୁଖୀନ ହେବେ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ। ନ୍ୟୁଜିଲାଣ୍ଡ ବ୍ୟାଟିଂ ୟୁନିଟ୍ ଏପର୍ଯ୍ୟନ୍ତ ସ୍ଥିର ପ୍ରଦର୍ଶନ କରିପାରିନାହିଁ। ଅନ୍ୟପକ୍ଷରେ ପାକିସ୍ତାନ ସ୍ପିନ୍ ୟୁନିଟ୍ରେ…
ସୁପ୍ରିମକୋର୍ଟରୁ ଝଟକା ପରେ ଟ୍ରମ୍ପଙ୍କ ପ୍ରତିଶୋଧ! ବିଶ୍ବବ୍ୟାପୀ ୧୦% ଟାରିଫ୍ ଲଗାଇଲେ…
ନୂଆଦିଲ୍ଲୀ,୨୧।୨: ସୁପ୍ରିମକୋର୍ଟରେ ଟ୍ରମ୍ପଙ୍କ ପରାଜୟ ପରେ, ଆମେରିକା ରାଷ୍ଟ୍ରପତି ତାଙ୍କର ବାଣିଜ୍ୟ ନୀତିକୁ ଆହୁରି ତୀକ୍ଷ୍ଣ କରିଛନ୍ତି । ବିଦେଶୀ ସାମଗ୍ରୀ ଉପରେ ଟ୍ରମ୍ପ୍ଙ୍କ ୧୦% ନୂଆ ଟାରିଫ୍ ଘୋଷଣା କରିଛନ୍ତି । ଏହି ଶୁଳ୍କ ଆଗାମୀ ପାଞ୍ଚ ମାସ ପାଇଁ…
ଫେବୃଆରୀ ୨୮ ସୁଦ୍ଧା ଧାନ ନ ଉଠିଲେ ଆନ୍ଦୋଳନ: ଧମକ ଦେଲେ ଚାଷୀ
ପଦ୍ମପୁର,୨୧ା୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୩ ମାସ ବିତିଯାଇଛି। ମାତ୍ର ଏବେ ବି ଚାଷୀ ମଣ୍ଡିରେ ଡେରାପକାଇ ସେମାନଙ୍କ ଧାନ କେବେ ଉଠିବ ସେହି ଚିନ୍ତାରେ ଦିନ ଗଣୁଛନ୍ତି। ଉପଖଣ୍ଡ ଯୋଗାଣ ଅଧିକାରୀ ସନ୍ତୋଷ କୁମାର ପଧାନଙ୍କ କହିବା ଅନୁଯାୟୀ,…
ଆଗ ଥଇଥାନ, ପରେ ଉଚ୍ଛେଦ: ଜବରଦଖଲ ଉଚ୍ଛେଦକୁ ନେଇ ବଢିଲା ଅସନ୍ତୋଷ
ବରଗଡ଼,୨୧।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ଅଧୀନ ବିଭିନ୍ନ ୱାର୍ଡରେ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଏହି ଉଚ୍ଛେଦ ପ୍ରକ୍ରିୟାରେ ବଡ଼ବଡ଼ିଆଙ୍କଠାରୁ ଅଧୀକ ଗରିବ ଶ୍ରେଣୀର ଲୋକେ ପ୍ରଭାବିତ ହେଉଛନ୍ତି। ଉଚ୍ଛେଦ ପରେ ଜୀବିକା ଉଜୁଡ଼ି ଯାଉଥିବାବେଳେ ପରିବାର ପୋଷଣ ସେମାନଙ୍କ…
ଖୋଲା ଦେହରେ ଯୁବ କଂଗ୍ରେସର ବିକ୍ଷୋଭ
ନୂଆଦିଲ୍ଲୀ,୨୧ା୨: ଦିଲ୍ଲୀ ଭାରତ ମଣ୍ଡପମ୍ଠାରେ ଚାଲିଥିବା ଇଣ୍ଡିଆ ଏଆଇ ସମିଟ୍ ସ୍ଥଳରେ ଶୁକ୍ରବାର ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯାଇଛି । ଶନିବାର ଏହି ସମିଟ୍ର ଶେଷ ଦିବସ ରହିଥିଲା ବେଳେ ଏହାର ଦିନକ ପୂର୍ବରୁ ବହୁ ଯୁବ କଂଗ୍ରେସ କର୍ମୀ…
ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୪୮ ଘଣ୍ଟା ମଧ୍ୟରେ…
ଭୁବନେଶ୍ୱର, ୨୧ା୨ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୪୮ ଘଣ୍ଟାରେ ଏହାର ସ୍ଥିତି ଓ ପ୍ରଭାବ ସ୍ପଷ୍ଟ ହେବ। ଏବେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି। ଆଗାମୀ ୨ଦିନ ଏଭଳି ସ୍ଥିତି ଲାଗି ରହିବ। ତେବେ ୨୩…
ଝିଅର ଟିକ୍ଟକ୍ ନିଶା, ୫୧ ଲକ୍ଷର ବିଲ୍ ଗଣିଲେ ଦମ୍ପତି
ଲଣ୍ଡନ,୨୧।୨: ମୋବାଇଲ ଫୋନ୍ରେ ଟିକ୍ଟକ୍ ଦେଖିବାକୁ ୫୧ ଲକ୍ଷ ଟଙ୍କାର ବିଲ୍ ଭରିବା କଥା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବେ। ଏଭଳି କଥା ଆଶ୍ଚର୍ଯ୍ୟ ଲାଗୁ ଥିଲେ ମଧ୍ୟ ଏକ ବ୍ରିଟିଶ ଦମ୍ପତିଙ୍କ କ୍ଷେତ୍ରରେ ଏହା ଘଟିଛି। ଝିଅର ଟିକ୍ଟକ୍ ନିଶା…
ସୁପ୍ରିମକୋର୍ଟଙ୍କ ଉପରେ ବର୍ଷିଲେ ଟ୍ରମ୍ପ, କହିଲେ ବ୍ୟାକଅପ୍ ପ୍ଲାନ ପ୍ରସ୍ତୁତ…
ନୂଆଦିଲ୍ଲୀ,୨୧।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକାର ସୁପ୍ରିମକୋର୍ଟଙ୍କ ଶୁଳ୍କ ଉପରେ ନିଷ୍ପତ୍ତିକୁ କଡ଼ା ସମାଲୋଚନା କରିଛନ୍ତି । ଟ୍ରମ୍ପ କହିଛନ୍ତି ଯେ କୋର୍ଟଙ୍କ ନିଷ୍ପତ୍ତି ନିରାଶାଜନକ। “ଏହା ଅତ୍ୟନ୍ତ ନିରାଶାଜନକ, ଆମେ ଏପରି ନିଷ୍ପତ୍ତି ଆଶା କରିନଥିଲୁ। ସୁପ୍ରିମକୋର୍ଟ ଆମ…

