Home

ମ୍ୟାଚ୍‌ର ପ୍ରଥମ ବଲ୍‌ ସାମ୍ନା କରିବାକୁ ଭୟ କରୁଛନ୍ତି ଶୁଭମନ୍‌: ଜାଣନ୍ତୁ କାହିଁକି

ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଜୁନ ୧୮ ରୁ ୨୨ ପର୍ଯ୍ୟନ୍ତ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଐତିହାସିକ ଫାଇନାଲ ମ୍ୟାଚ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳିବା ପାଇଁ ସାଉଥମ୍ପଟନ ଗ୍ରାଉଣ୍ଡରେ ଅବତରଣ କରିବ। ଏହି ସମୟ ମଧ୍ୟରେ ଯୁବ ବ୍ୟାଟ୍ସମ୍ୟାନ ଶୁଭମନ…

କରୋନାରେ ଅନାଥ ହୋଇଥିବା ଶିଶୁଙ୍କ ପାଠପଢ଼ା ଖର୍ଚ୍ଚ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନାରେ ଅନାଥ ହୋଇଥିବା ପିଲାଙ୍କ ଶିକ୍ଷାଖର୍ଚ୍ଚ ଦେବେ ରାଜ୍ୟ ସରକାର। ଅନାଥ ଶିଶୁ ରାଜ୍ୟ ସରକାରଙ୍କ ଗ୍ରୀନ ପ୍ୟାସେଜ୍‌ ଯୋଜନାରେ ସାମିଲ ହେବେ। ସେମାନଙ୍କ ମେଡିକାଲ ବା ଇଞ୍ଜିନିୟରିଂ ଶିକ୍ଷା ଖର୍ଚ୍ଚ ବି ସରକାର ବହନ କରିବେ। ଏମିତିକି ଘରୋଇ…

ଭାକ୍ସିନ ନେବା ପରେ ୪୮୮ବ୍ୟକ୍ତିଙ୍କ ମୃତ୍ୟୁ, ୨୬ହଜାର ଲୋକଙ୍କ ମଧ୍ୟରେ ଦେଖାଦେଇଛି ଗମ୍ଭୀର ପାର୍ଶ୍ୱପ୍ରତିକ୍ରିୟା: ତଥ୍ୟ

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍‌ ଆତଙ୍କ ଜାରି ରହିଛି। କରୋନାକୁ ରୋକିବା ପାଇଁ ଦେଶରେ ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଇଛି। ହେଲେ ମିଳିଥିବା ସରକାରୀ ତଥ୍ୟ ଅନୁସାରେ ଭାକ୍ସିନ ନେବା ପରେ ଦେଶରେ ଏପର୍ଯ୍ୟନ୍ତ ୪୮୮ଜଣ ଲୋକଙ୍କ ମୃତ୍ୟୁ ହୋଇଛି।…

ଅପରେଶନ୍‌ ଏଲ୍‌ଜେପି: ପୁତୁରା ବିରୋଧରେ ବିଦ୍ରୋହ କରି ସଂସଦୀୟ ଦଳର ନେତା ହେଲେ ପଶୁପତି

ପାଟନା/ନୂଆଦିଲ୍ଲୀ,୧୪।୬: ଏକଦା ବିହାର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବା ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି)ରେ ଏବେ ଫାଟ ସୃଷ୍ଟି ହୋଇଛି। ଦଳର ନେତା ରାମ ବିଳାସ ପାସଓ୍ବାନଙ୍କ ନିଧନ ପରେ ଏଲ୍‌ଜେପିରେ ଲଗାତର ବିବାଦ ଘନେଇବାରେ ଲାଗିଛି। ତାଙ୍କ ବିୟୋଗର…

ଘରେ ମନି ପ୍ଲାଣ୍ଟ୍‌ ଲଗାଉଥିଲେ ଏସବୁ ଦିଗ ପ୍ରତି ଦିଅନ୍ତୁ ଧ୍ୟାନ, ନଚେତ୍‌…

ଲୋକଙ୍କ ମନରେ ଧାରଣା ରହିଛି, ମନି ପ୍ଲାଣ୍ଟ ଲଗାଇବା ଦ୍ୱାରା ଘରେ ସୁଖ ଏବଂ ସମୃଦ୍ଧି ବୃଦ୍ଧି ହେବା ସହିତ ଧନର ଆଗମନ ହୋଇଥାଏ। ମାତ୍ର ବାସ୍ତୁ ଶାସ୍ତ୍ର ଅନୁଯାୟୀ, ଯଦି ଘରେ ମନି ପ୍ଲାଣ୍ଟ୍‌କୁ ସଠିକ୍‌ ଦିଗରେ ଲଗା ନ…

ଟିକା ନେବାକୁ ଡରୁଛନ୍ତି ଲୋକେ

ବୁଗୁଡ଼ା,୧୪ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଗୋଲିଆ ପଞ୍ଚାୟତରେ ଟିକା ନେବାକୁ ଲୋକେ ଡରୁଛନ୍ତି l ଏହି ପଞ୍ଚାୟତର ଦୁଇଟି ଆଦିବାସୀ ଗ୍ରାମ ମରେଇପଲ୍ଲୀ ଓ ଡାହାଣୀପଲ୍ଲୀର ଜଣେ ବି ଲୋକ ଟିକା ନେବାକୁ ଆସି ନ ଥିବା ବେଳେ…

ଗୁଜରାଟରେ ବିଧାନସଭା ନିର୍ବାଚନ ଲଢ଼ିବ ଏଏପି

ଅହମଦାବାଦ,୧୪।୬: ଆସନ୍ତା ବର୍ଷ ଗୁଜରାଟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନକୁ ନେଇ ଏବେଠାରୁ ରାଜନୈତିକ ଉଷ୍ମତା ଦେଖାଦେଇଛି। ଏହିକ୍ରମରେ ଆମ ଆଦମୀ ପାର୍ଟି(ଏଏପି) ମଧ୍ୟ ସାମିଲ ହୋଇଯାଇଛି। ଆସନ୍ତା ବର୍ଷ ବିଧାନସଭାର ସମସ୍ତ ଆସନ ପାଇଁ ଏଏପି ନିର୍ବାଚନ ଲଢ଼ିବ…

ସ୍ମରଣୀୟ କାରଲ ଲ୍ୟାଣ୍ଡଷ୍ଟେନର

୧୯୦୧ ମସିହାରେ ରକ୍ତ ବିଜ୍ଞାନରେ ଏକ ବୈପ୍ଳବିକ ପରିବର୍ତ୍ତନ ଘଟିଥିଲା। ଡା. କାରଲ ଲ୍ୟାଣ୍ଡଷ୍ଟେନର ନିଜ ଶରୀରରୁ ଓ ନିଜ ଅଧୀନରେ ଗବେଷଣା କରୁଥିବା ଗବେଷକଙ୍କ ଶରୀରରୁ ରକ୍ତ ନମୁନା ସଂଗ୍ରହ କରି ବହୁ ପ୍ରକାର ଗବେଷଣା ପରେ ୧୯୦୧ ମସିହାରେ…

ଆଖିବୁଜିଲେ ଜାତୀୟ ପୁରସ୍କାର ବିଜେତା ଏହି ଅଭିନେତା

ଜାତୀୟ ପୁରସ୍କାର ବିଜେତା କନ୍ନଡ ଅଭିନେତା ସଞ୍ଚାରୀ ବିଜୟ ସୋମବାର ପରଲୋକ ଘଟିଛି। ଶନିବାର ରାତିରେ ବେଙ୍ଗାଲୁରୁ ନିକଟରେ ବିଜୟଙ୍କର ଗାଡି ଦୁର୍ଘଟଣା ଘଟିଥିଲା। ଏଥିରେତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ଏହି କାରଣରୁ, ୨୮ ବର୍ଷିୟ ସଞ୍ଚାରୀ କୋମାକୁ ପଳାଇଥିଲେ।…

ବିବାହ ସମୟରେ ଆରବୀ ଶବ୍ଦ କହିଲା ବେଳେ ଝୁଣ୍ଟିଲେ ବର: ମୌଲବୀଙ୍କୁ ସନ୍ଦେହ ହେବାରୁ ଜଣାପଡ଼ିଲା ସତ

ଲକ୍ଷ୍ନୌ,୧୪।୬: ଉତ୍ତରପ୍ରଦେଶର ମହାରାଜଗଞ୍ଜ ଜିଲାରୁ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ବିବାହ ସମୟରେ ଜଣେ ବରଙ୍କ ମିଥ୍ୟା ପଦାକୁ ଆସିଛି। ବିବାହ ସମୟରେ ଆରବୀ ଶବ୍ଦ ଉଚ୍ଚାରଣ କରି ନ ପାରିବାରୁ ମୌଲବିଙ୍କୁ ସନ୍ଦେହ ଉପୁଜିଥିଲା। ଏହାପରେ ବରଙ୍କ ମିଛ…

୧୬ରୁ ଖୋଲିବ ଐତିହ୍ୟସ୍ଥଳୀ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ଆସନ୍ତା ୧୬ ତାରିଖରୁ ରାଜ୍ୟର ଐତିହ୍ୟସ୍ଥଳୀ ଖୋଲିବ। ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ସଂରକ୍ଷିତ ଐତିହ୍ୟସ୍ଥଳୀ ଖୋଲିବ। ଏନେଇ ଏଏସ୍‌ଆଇ ପକ୍ଷରୁ ବିଜ୍ଞାପ୍ତି ପ୍ରକାଶ ପାଇଛି। ପର୍ଯ୍ୟଟକଙ୍କ ଆଗମନ ଦେଖି ନିର୍ଦ୍ଦିଷ୍ଟ ଏସ୍‌ଓପି ପାଳନ କରାଯିବ। ଏପ୍ରିଲ ୧୫ ତାରିଖରୁ ରାଜ୍ୟର…

ଏଲିଅନ୍‌ଙ୍କ ସହ ସମ୍ପର୍କ ରଖିଲେ ଘଟିବ ଏପରି ବଡ଼ ଧରଣର କ୍ଷତି, ଚେତାବନୀ ଦେଲେ ବୈଜ୍ଞାନିକ

ଏଲିଅନଙ୍କ ସହ ଜଡ଼ିତ କାହାଣୀ ଆମେ ପଢୁଛେ ଶୁଣୁଛେ। ନିକଟରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏବଂ ଅନ୍ୟ ଆମେରିକୀୟ ଏକ୍ସପର୍ଟମାନେ ୟୁଏଫ୍‌ଓ ଦୃଶ୍ୟକୁ ଦେଖି ଏକ ଘଟଣାର ସ୍ପଷ୍ଟ କରିଛନ୍ତି। ଆମେରିକାର ସୁରକ୍ଷା ମନ୍ତ୍ରଣାଳୟ ୟୁଏଫ୍‌ଓରୁ ଜଡ଼ିତ ରିପୋର୍ଟକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri