ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ସଂସଦ ଅଚଳ, ରାଜ୍ୟ ସଭା ମୁଲତବୀ…
ନୂଆଦିଲ୍ଲୀ,୩।୮: ବିରୋଧୀ ଦଳଙ୍କ ପକ୍ଷରୁ ଦରଦାମ୍ ବୃଦ୍ଧି, ମୁଦ୍ରାସ୍ଫୀତି, କୃଷକ ସମସ୍ୟା ଏବଂ ପେଗାସସ୍ ଆଦି ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଜାରି ରହିଛି। ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ମୌସୁମୀ ଅଧିବେଶନରେ ଲୋକ ସଭା ଏବଂ ରାଜ୍ୟ ସଭାର…
ସାଇକେଲରେ ପାର୍ଲାମେଣ୍ଟ ପହଞ୍ଚିଲେ ରାହୁଲ
ନୂଆଦିଲ୍ଲୀ,୩।୮: ପାର୍ଲାମେଣ୍ଟରେ ମୌସୁମୀ ଅଧିବେଶନ ଆରମ୍ଭ ହେବା ଦିନରୁ ପେଗାସସ୍ ଗୁପ୍ତଚର ବିବାଦ, କୃଷି ଆଇନ ଓ ମହଙ୍ଗା ଦର ପ୍ରସଙ୍ଗକୁ ନେଇ ଉତ୍ତେଜନା ଜାରି ରହିଛି। ପ୍ରତିଦିନ ବିରୋଧୀଙ୍କ ହୋହାଲ୍ଲା ଯୋଗୁ ସଦନ ଠିକ୍ ସେ ଚାଲିପାରୁନି। ଏହି ପ୍ରସଙ୍ଗକୁ…
୧୨ଟାରେ ଆସିବ ସିବିଏସ୍ଇ ଦଶମ ରେଜଲ୍ଟ
ନୂଆଦିଲ୍ଲୀ,୩।୮: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍ଇ)ର ଦଶମ ପରୀକ୍ଷାର୍ଥୀଙ୍କ ଅପେକ୍ଷାର ଅନ୍ତ ଘଟିଛି। ମଙ୍ଗଳବାର ମଧ୍ୟାହ୍ନ ୧୨ଟାରେ ସିବିଏସ୍ଇ ଦଶମ ପରୀକ୍ଷା ଫଳାଫଳ ପ୍ରକାଶିତ ହେବ। ସିବିଏସ୍ଇ ବୋର୍ଡ ପକ୍ଷରୁ ଫଳାଫଳ ଘୋଷଣା କରାଯିବା ପରେ ଓ୍ବେବସାଇଟ୍ରେ ଏହା ପ୍ରକାଶ ପାଇବ।…
ଅନାଥଙ୍କୁ ମିଳିବ ମାସକୁ ଅଢ଼େଇ ହଜାର, ମୁଖ୍ୟମନ୍ତ୍ରୀ କଲେ ଘୋଷଣା…
ଲକ୍ଷ୍ନୌ,୩।୮: ଏଣିକି ଅନାଥଙ୍କୁ ମାସକୁ ଅଢ଼େଇ ହଜାର ଟଙ୍କାର ଆର୍ଥିକ ସହାୟତା ମିଳିବ। ଏନେଇ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ପକ୍ଷରୁ ଏଭଳି ଘୋଷଣା କରାଯାଇଛି। କୋଭିଡ-୧୯ କାରଣରୁ ଅନାଥ ହୋଇଥିବା ଅନାଥ ପିଲାମାନଙ୍କୁ…
ନିଜ ସ୍ବାମୀଙ୍କୁ ‘ଅହଂକାରୀ’ କହିଲେ ଏହି ଅଭିନେତ୍ରୀ
ବିଗ ବସ ୧୪ରେ ନିଜର ଚମତ୍କାର ପ୍ରଦର୍ଶନ କରିଥିବା ରାକ୍ଷୀ ସାୱନ୍ତ ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ରାଖୀ କହିଛନ୍ତି ଯେ ତାଙ୍କ ସ୍ବାମୀ ରିତେଶ ଜଣେ ଅହଂକାରୀ ବ୍ୟକ୍ତି ଏବଂ ସଲମାନ ଖାନ ତାଙ୍କ ମନକୁ ଠିକ କରିପାରିବେ। ମୁଁ…
ଭାବପ୍ରବଣ ହୋଇଗଲେ ବିରାଟ କୋହଲି
ଲଣ୍ଡନ,୩।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ନଟିଂହାମରେ ଅଗଷ୍ଟ ୪ରୁ ଆରମ୍ଭ ହେବ। ଏହାପୂର୍ବରୁ ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଦୀନେଶ କାର୍ତ୍ତିକଙ୍କୁ ଦେଇଥିବା ଏକ ସାକ୍ଷାତକାରରେ ଖୋଲାଖୋଲି ନିଜର ଭାବନା ବ୍ୟକ୍ତ…
ରାହୁଲଙ୍କ ଜଳଖିଆ ଚର୍ଚ୍ଚାରୁ ଏଏପି-ବିଏସ୍ପି ବାହାର…
ନୂଆଦିଲ୍ଲୀ,୩।୮: ଉତ୍ତରପ୍ରଦେଶ ନିର୍ବାଚନ ଏବଂ ସଂସଦର ମୌସୁମୀ ଅଧିବେଶନରେ କେନ୍ଦ୍ର ସରକାରଙ୍କୁ ଘେରିବାକୁ ଦୃଷ୍ଟିରେ ରଖି ବିରୋଧୀ ଦଳଗୁଡ଼ିକୁ ଏକାଠି କରିବା ପାଇଁ କଂଗ୍ରେସ ପୁଣି ଥରେ ଅଭିଯାନ ଆରମ୍ଭ କରିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ନୂଆ ରଣନୀତି ଆପଣେଇବା…
ଫୁଟ୍ବଲ୍ ଖେଳିଲେ ଦିଦି
କୋଲକତା,୩।୮: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାର ଇନଡୋର ଷ୍ଟାଡିୟମରେ ‘ଖେଲାଶ୍ରୀ ଯୋଜନା’ ଆରମ୍ଭ କରିଛନ୍ତି। ଏହି ଅବସରରେ ତାଙ୍କ ମଞ୍ଚ ଉପରେ ଫୁଟବଲ ଖେଳୁଥିବାର ନଜର ଆସିଥିଲେ। ଏହି ସମୟରେ ସେ କହିଛନ୍ତି ଯେ, ଖେଲା ହୋବେ ଦିବସ ପ୍ରତିବର୍ଷ…
ପୁରୁଷ ହକି ଦଳର ମନୋବଳ ବଢ଼ାଇଲେ ପ୍ରଧାନମନ୍ତ୍ରୀ, କହିଲେ ଖେଳାଳିଙ୍କ ପ୍ରଦର୍ଶନ ନେଇ ଗର୍ବିତ…
ନୂଆଦିଲ୍ଲୀ,୩।୮: ଅଲିମ୍ପିକ ସେମିଫାଇନାଲରେ ଭାରତୀୟ ପୁରୁଷ ହକି ଦଳ ବେଲଜିୟମଠାରୁ ପରାଜିତ ହୋଇଛି। ଫଳରେ ଦଳ ଫାଇନାଲରୁ ବାହାର ହେବା ସହିତ ଗୋଲ୍ଡ ଏବଂ ସିଲିଭର୍ ପଦକ ଆଶା ଧୁଳିସାତ୍ ହୋଇଛି। ହକିରେ ଟିମ ଇଣ୍ଡିଆର ପରାଜୟ ପରେ କୋଟି କୋଟି…
୧୬ କୋଟି ଟଙ୍କା ଇଞ୍ଜେକସନ୍ ନେଇ ବି ଜୀବନ ଯୁଦ୍ଧରେ ହାରିଗଲେ ବେଦିକା
ପୁଣେ,୩।୮: ସବୁ ଚେଷ୍ଟା ପରେ ବି ଆଖିବୁଜିଛନ୍ତି କୁନି ଝିଅ ବେଦିକା। ପୁଣେ ଜିଲାର ଏକ ଡାକ୍ତରଖାନାରେ ୧୧ ମାସର ଶିଶୁ ବେଦିକା ସିନ୍ଦେଙ୍କୁ ମୃତ ବୋଲି ଡାକ୍ତରମାନେ ଘୋଷଣା କରିଛନ୍ତି। ଏକ ବିରଳ ରୋଗର ଚିକିତ୍ସା ପାଇଁ ବେଦିକାଙ୍କୁ ୧୬…
ଦୈନିକ ସଂକ୍ରମଣ ୪୦ ହଜାରରୁ କମ୍, ମୃତ୍ୟୁ ସଂଖ୍ୟା ୫ ଶହ ତଳେ…
ନୂଆଦିଲ୍ଲୀ,୩।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୬ ଦିନ ଧରି ଦୈନିକ ସଂକ୍ରମଣ ୪୦ରୁ ଅଧିକ ରହିବା ପରେ ଏହା ପୁଣି…
ପୁରୁଷ ହକିରେ ଭାରତର ବ୍ରୋଞ୍ଜ ପଦକ ଆଶା…
ଟୋକିଓ/ନୂଆଦିଲ୍ଲୀ,୩।୮: ଅଲିମ୍ପିକ ସେମିଫାଇନାଲରେ ଭାରତୀୟ ପୁରୁଷ ହକି ଦଳ ବେଲଜିୟମଠାରୁ ପରାଜିତ ହୋଇଛି। ଫଳରେ ଭାରତର ଗୋଲ୍ଡ ଏବଂ ସିଲିଭର୍ ପଦକ ଆଶା ଧୁଳିସାତ୍ ହୋଇଛି। ତେବେ ବ୍ରୋଞ୍ଜ ପଦକ ଆଶା ରହିଛି। ଏହି ମ୍ୟାଚରେ ଭାରତ ଦୁଇଟି ଗୋଲ ସ୍କୋର…
Archives


