ଆଜି ପୃଥିବୀର ନିକଟତର ହେବ ଶନି
ଭୁବନେଶ୍ୱର,୨।୮(ବ୍ୟୁରୋ): ଏବେ ଶନି ଗ୍ରହ ପୃଥିବୀର ଅତି ନିକତର ହେଉଥିବାରୁ ବୃହସ୍ପତି ପରି ଉଜ୍ଜ୍ୱଳ ଦେଖାଯାଉଛି। ସୋମବାର ପୂର୍ବାହ୍ନ ୧୧ଟା ୩୦ରେ ଉଭୟ ଆହୁରି ନିକଟତର ହେବେ ବୋଲି ଭୁବନେଶ୍ୱର ପଠାଣି ସାମନ୍ତ ପ୍ଲାନେଟାରିୟମ ଉପନିର୍ଦ୍ଦେଶକ ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି। ସେ…
ଡେଙ୍ଗୁକୁ ନେଇ ଜଗତ୍ସିଂହପୁରରେ ବଢୁଛି ଭୟ
ଜଗତ୍ସିଂହପୁର ଅଫିସ,୨।୮: କରୋନା ସଂକ୍ରମଣକୁ ନେଇ ଜିଲାବାସୀ ଚିନ୍ତାରେ ଥିବାବେଳେ ଏବେ ଡେଙ୍ଗୁ ଭୟର ବାତାବରଣ ସୃଷ୍ଟି କରିଛି। ଏଥିମଧ୍ୟରେ ଜିଲାରେ ୯ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇ ସାରିଲେଣି। ସେମାନଙ୍କ ମଧ୍ୟରେ ରଘୁନାଥପୁର ବ୍ଲକ ଧରାଧରପୁର ଗାଁର ଜଣେ,…
ଅନଙ୍ଗଭୀମ ଦେବଙ୍କ ସମୟରୁ ରସାବଳି ଭୋଗ
କେନ୍ଦ୍ରାପଡ଼ା ଅଫିସ,୨।୮: କେନ୍ଦ୍ରାପଡ଼ା ରସାବଳିର ସ୍ଥାନୀୟ ଭୌଗୋଳିକ ସଙ୍କେତ ବା ଜିଓଗ୍ରାଫିକାଲ ଇଣ୍ଡିକେଶନ (ଜିଆଇ)ର ଟ୍ୟାଗ୍ ପାଇଁ ନୂଆଦିଲ୍ଲୀରେ ସ୍ବର ଉଠିଛି। ଗବେଷକଙ୍କ ଅନୁସନ୍ଧାନ ଅନୁଯାୟୀ ଅନଙ୍ଗଭୀମ ଦେବଙ୍କ ସମୟରୁ ତୁଳସୀକ୍ଷେତ୍ରର ଭୋଗ ଭାବେ ଶ୍ରୀବଳଦେବଜୀଉଙ୍କୁ ପ୍ରତ୍ୟହ ୩୨ ରସାବଳି ଲାଗି…
ସାମ୍ବା ସେକ୍ଟରରେ ୪ ସନ୍ଦିଗ୍ଧ ଡ୍ରୋନ୍…
ଶ୍ରୀନଗର,୨।୮: ସୀମାରେ ଅନୁପ୍ରବେଶ ଉଦ୍ୟମରେ ବିଫଳ ହେବା ପରେ ପାକିସ୍ତାନ ଏବେ ଡ୍ରୋନ ଷ୍ଟ୍ରାଇକ ଷଡ଼ଯନ୍ତ୍ର କରୁଛି। ତେଣୁ ଲଗାତାର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖା(ଏଲ୍ଓସି) ନିକଟରେ ସନ୍ଦେହଜନକ ଡ୍ରୋନ ଉଡ଼ି ବୁଲୁଥିବା ଘଟଣା ଘଟୁଛି। ରବିବାର ଦିନ ଜମ୍ମୁର ସାମ୍ବା…
କୋଟିପତି ପିଏସ୍ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଘଟଣା: ମାମଲାରେ ଛନ୍ଦି ହେଲେ ବିରଞ୍ଚିଙ୍କ ସ୍ତ୍ରୀ, ସଡ଼ୁ
ଭୁବନେଶ୍ୱର,୨।୮(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସ୍ଏସ୍ସି) ସଦସ୍ୟଙ୍କ କୋଟିପତି ପ୍ରାଇଭେଟ୍ ସେକ୍ରେଟାରି (ପିଏସ୍) ବିରଞ୍ଚି ନାରାୟଣ ସାହୁଙ୍କୁ ଶନିବାର ଭିଜିଲାନ୍ସ ଗିରଫ କରିଥିଲା। ସେ ଏବେ ଝାରପଡ଼ା ଜେଲ୍ରେ ଥିବାବେଳେ ଏହି ମାମଲାରେ ତାଙ୍କ…
ଗ୍ରାହକଙ୍କ ବିଶ୍ୱାସ ଲୋକପ୍ରିୟ ବ୍ରାଣ୍ଡ୍ କରିଛି
ଏଲ୍ଜି ପାଇଁ ଓଡ଼ିଶା ବଜାର କିଭଳି ଗୁରୁତ୍ୱ ରଖୁଛି? ସାରା ଦେଶରେ ଆମର କାରବାର ବେଶ୍ ଭଲ ରହିଛି। ପ୍ରମୁଖ ବ୍ୟବସାୟ କ୍ଷେତ୍ର ମଧ୍ୟରେ ଓଡ଼ିଶା ବଜାର ଅନ୍ୟତମ। ଏଠାରେ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବ୍ୟବସାୟ ନେଟଓ୍ବର୍କ ଦୃଢ଼ କରିଛୁ।…
ଅଲିମ୍ପିକ୍ସରେ ଇତିହାସ ରଚିଲା ଭାରତୀୟ ମହିଳା ହକି ଦଳ
ଟୋକିଓ,୨।୮: ଟୋକିଓ ଅଲିମ୍ପିକ୍ସରେ ଭାରତର ମହିଳା ଦଳ ହକି ଦଳ ଇତିହାସ ସୃଷ୍ଟି କରିଛି। ୩ଥର ଚାମ୍ପିଅନ୍ ଅଷ୍ଟ୍ରେଲିଆକୁ ୧-୦ରେ ପରାସ୍ତ କରି ମହିଳା ହକିରେ ସେମିଫାଇନାଲରେ ପ୍ରବେଶ କରିଛି ଭାରତ। ଆଜିର ମ୍ୟାଚ୍ର ପ୍ରକୃତ ନାୟିକା ଥିଲେ ଗୋଲକିପର ସବିତା…
ପୁଣି ନିରାଶ କଲେ ଦୂତି
ଟୋକିଓ,୨।୮: ଟୋକିଓ ଅଲିମ୍ପିକ୍ସରେ ପୁଣି ନିରାଶ କରିଛନ୍ତି ଓଡିଆ ସ୍ପ୍ରିଣ୍ଟର ଦୂତୀ ଚାନ୍ଦ। ଦୂତୀ ଆଜି ୨୦୦ ମିଟର ଦୌଡରେ ହାରି ଯାଇଛନ୍ତି। ୨୦୦ମିଟରରେ ହିଟ-୪ରେ ସପ୍ତମ ସ୍ଥାନରେ ରହି ସେ ତାଙ୍କ ଟୋକିଓ ଅଲିମ୍ପିକ୍ସ ଅଭିଯାନ ଶେଷ କରିଛନ୍ତି। ପୂର୍ବରୁ…
ରାଜ୍ୟରେ ୬୦୦୦ ଟପିଲା କରୋନା ମୃତ୍ୟୁସଂଖ୍ୟା: ଆଜି ୬୭ ଜଣଙ୍କ ଜୀବନ ନେଲା
ଭୁବନେଶ୍ୱର,୨ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍ ଲାଗୁନି। ଆଜି ସର୍ବାଧିକ ୬୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ…
ପୁଣି ବିପଦ, ଅକ୍ଟୋବରରେ ତୃତୀୟ ଲହର ପହଞ୍ଚିବ ଶୀର୍ଷରେ…
ନୂଆଦିଲ୍ଲୀ,୨।୮: ଦେଶରେ କରୋନା ମହାମାରୀର ତୃତୀୟ ଲହର ଚଳିତ ଅଗଷ୍ଟମାସରେ ଆସିବାର ଆଶଙ୍କା ରହିଛି। ଏନେଇ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ରିପୋର୍ଟରେ ଏହା ମଧ୍ୟ ଦାବି କରାଯାଇଛି ଯେ, ତୃତୀୟ ଲହରରେ ପ୍ରତିଦିନ ପ୍ରାୟ ଏକ ଲକ୍ଷ ନୂଆ…
ଆଜି ରାଜ୍ୟରୁ ୧୦୩୨ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨ା୮(ବ୍ୟୁରୋ): ସୋମବାର ରାଜ୍ୟରୁ ୧୦୩୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୭୯,୭୩୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୫୯୮ ଜଣ ଚିହ୍ନଟ…
୩ରେ ଖୋଲିବ ନନ୍ଦନକାନନ
ବାରଙ୍ଗ,୨ା୮(ଡି.ଏନ୍.ଏ.): ୩ ମାସ ଧରି ବନ୍ଦ ରହିଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ୩ ତାରିଖ(ମଙ୍ଗଳବାର)ରେ ଖୋଲିବ। ଏନେଇ ନନ୍ଦନକାନନ ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ସୂଚନା ଦେଇଛନ୍ତି। ତେବେ ପର୍ଯ୍ୟଟକମାନେ ସଫାରି, ବ୍ୟାଟେରୀଚାଳିତ ଗାଡ଼ିରେ ବୁଲିବା, ବୋଟିଂର ସୁବିଧା ଏବେ ପାଇପାରିବେ…
Archives


