୩ରେ ଖୋଲିବ ନନ୍ଦନକାନନ
ବାରଙ୍ଗ,୨ା୮(ଡି.ଏନ୍.ଏ.): ୩ ମାସ ଧରି ବନ୍ଦ ରହିଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ୩ ତାରିଖ(ମଙ୍ଗଳବାର)ରେ ଖୋଲିବ। ଏନେଇ ନନ୍ଦନକାନନ ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ସୂଚନା ଦେଇଛନ୍ତି। ତେବେ ପର୍ଯ୍ୟଟକମାନେ ସଫାରି, ବ୍ୟାଟେରୀଚାଳିତ ଗାଡ଼ିରେ ବୁଲିବା, ବୋଟିଂର ସୁବିଧା ଏବେ ପାଇପାରିବେ…
ଆଜିଠୁ ଖୋଲିବ ସୂର୍ଯ୍ୟମନ୍ଦିର
କୋଣାର୍କ,୨ା୮(ଡି.ଏନ୍.ଏ.): ଦୀର୍ଘ ୩ମାସ ବନ୍ଦ ପରେ ସୋମବାର ଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ କୋଣାର୍କ ସୂର୍ଯ୍ୟମନ୍ଦିର। ଏନେଇ ପର୍ଯ୍ୟଟନ ବିଭାଗ ପକ୍ଷରୁ କୋଣାର୍କ ମନ୍ଦିର ଦାୟିତ୍ୱରେ ରହିଥିବା ଅଧିକାରୀ ନୀରଜ ସିଂ ସୂଚନା ଦେଇଛନ୍ତି। କୋଭିଡ୍ ଗାଇଡଲାଇନ ଅନୁଯାୟୀ ମନ୍ଦିର ଖୋଲାଯିବାକୁ…
ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ତଳେ…
ନୂଆଦିଲ୍ଲୀ,୨।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ହଜାର ୧୩୪ ରେ ପହଞ୍ଚିଛି। ସେହିପରି…
ବିମାନରେ ଏକାକୀ ବିଶ୍ୱ ଭ୍ରମଣ
ଲଣ୍ଡନ, ୨ା୮: ନିଜେ ବିମାନ ଉଡ଼ାଇ ସମଗ୍ର ବିଶ୍ୱ ବୁଲିବାରେ ବିରଳ ରେକର୍ଡ କରିବାକୁ ଯାଉଛନ୍ତି ବେଲ୍ଜିୟମ-ବ୍ରିଟିଶ ନାଗରିକ ଜାରା ରଦରଫୋର୍ଡ। ୧୯ ବର୍ଷୀୟା ଜାରା ଆସନ୍ତା ୧୧ ତାରିଖରେ ବିଶ୍ୱର ଦ୍ରୁତତମ ମାଇକ୍ରୋଲାଇଟ୍ ତଥା ତାଙ୍କ ଶାର୍କ ଅଲ୍ଟ୍ରାଲାଇଟ୍ ବିମାନରେ…
ଓଡ଼ିଶା ସୀମା ସମସ୍ୟା ତଥ୍ୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ନାହିଁ
ଭୁବନେଶ୍ୱର,୨ା୮(ବ୍ୟୁରୋ): ଓଡ଼ିଶାର ସୀମା ସମସ୍ୟା ସମ୍ପର୍କିତ ତଥ୍ୟ କେନ୍ଦ୍ର ସରକାରଙ୍କ ନିକଟରେ ନାହିଁ। ଏହା ଏକ ନିନ୍ଦନୀୟ ପ୍ରସଙ୍ଗ ବୋଲି ଉତ୍କଳ ସମ୍ମିଳନୀ କହିଛି। ସମ୍ମିଳନୀର ମଞ୍ଚେଶ୍ୱର ଶିଳ୍ପାଞ୍ଚଳ ଶାଖା ସଭାପତି ଦିଲୀପ ଦାଶଶର୍ମା କହିଛନ୍ତି, ନିକଟରେ ଲୋକ ସଭାରେ ଏକ…
ବାସହରା ହେବେ ୩୬ ଲକ୍ଷ ଆମେରିକୀୟ
ଓ୍ବାଶିଂଟନ, ୨।୮: ଆମେରିକାରେ ଘରଭଡ଼ା ନେଇ ରହୁଥିବା ପ୍ରାୟ ୩୬ ଲକ୍ଷ ଲୋକ ଏଣିକି ବାସହରା ହୋଇପାରନ୍ତି। କାରଣ ଭଡ଼ାଘରୁ ବାହାର କରିଦେବା ଉପରେ ଲାଗିଥିବା ଦେଶବ୍ୟାପୀ ବ୍ୟାନ୍ ସମୟସୀମା ରବିବାର ପୂରିଯାଇଛି। ସେପଟେ କରୋନା ସଂକ୍ରମଣ ବଢ଼ିଚାଲିଥିବାବେଳେ ରାଜନୈତିକ କାଦୁଅଫିଙ୍ଗା…
ଓଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୨ା୮(ବ୍ୟୁରୋ): ରାଜ୍ୟ ସରକାର ରବିବାର ଓଏଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଢେଙ୍କାନାଳ ଡିଆର୍ଡିଏର ପ୍ରକଳ୍ପ ନିର୍ଦ୍ଦେଶକ (ପିଡି) ନରୋତ୍ତମ ବେହେରାଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ପାଇଛନ୍ତି। ମହିଳା ଓ ସଶକ୍ତିକରଣ…
ଝୁଲିରହିଛି ୮ ରେଳ ପ୍ରକଳ୍ପ
ଯାଜପୁର ଅଫିସ,୨।୮: ଜମି ଅଧିଗ୍ରହଣ ପ୍ରକ୍ରିୟାରେ ଲାଖିରହିଛି ଓଡ଼ିଶାରେ ୮ଟି ନୂତନ, ଦୋହରୀକରଣ ଓ ସମ୍ପ୍ରସାରଣ ରେଳ ପ୍ରକଳ୍ପ। ଏହି ପ୍ରକଳ୍ପଗୁଡିକ ପାଇଁ ୪୬୨୬.୩୦ ହେକ୍ଟର ଘରୋଇ, ସରକାରୀ ଏବଂ ଜଙ୍ଗଲ ଜମି ଚିହ୍ନଟ ହୋଇଥିଲାବେଳେ ସେଥିରୁ ୨୫୩୮.୨୮ ହେକ୍ଟର ଜମି…
ଜମ୍ମୁ-କଶ୍ମୀର, ଲଦାଖ ଯିବ ସଂସଦୀୟ କମିଟି
ନୂଆଦିଲ୍ଲୀ, ୨।୮: ସ୍ବରାଷ୍ଟ୍ର ବ୍ୟାପାର ସମ୍ପର୍କିତ ସଂସଦୀୟ ଷ୍ଟାଣ୍ଡିଂ କମିଟି ଅଗଷ୍ଟ ୧୭ରୁ ୨୧ ପର୍ଯ୍ୟନ୍ତ ଜମ୍ମୁ-କଶ୍ମୀର ଏବଂ ଲଦାଖ ଗସ୍ତରେ ଯିବ। ଦୁଇ କେନ୍ଦ୍ରଶାସିତ ଅଞ୍ଚଳର ଶାସନ, ବିକାଶ ଏବଂ ଜନସାଧାରଣଙ୍କ କଲ୍ୟାଣ ପାଇଁ କ’ଣ ସବୁ ପଦକ୍ଷେପ ନିଆଯାଇପାରିବ,…
ଗିଲ୍ଗିଟ୍-ବଲ୍ଟିସ୍ତାନକୁ ମିଳିବ ଅସ୍ଥାୟୀ ପ୍ରଦେଶ ମାନ୍ୟତା
ଇସ୍ଲାମାବାଦ, ୨।୮(ପି.ଟି.): ଗିଲ୍ଗିଟ୍-ବଲ୍ଟିସ୍ତାନକୁ ଅସ୍ଥାୟୀ ଭାବେ ପ୍ରାଦେଶିକ ମାନ୍ୟତା ପ୍ରଦାନ ଲାଗି ପାକିସ୍ତାନ କର୍ତ୍ତୃପକ୍ଷ ଆଇନ ଆଣୁଥିବା ଏକ ଗଣମାଧ୍ୟମ ରିପୋର୍ଟରୁ ଜଣାପଡ଼ିଛି। ସମ୍ପୂର୍ଣ୍ଣ ଆଇନଗତ ଓ ଅପରିବର୍ତ୍ତିତ ପରିଗ୍ରହଣ ଅନୁଯାୟୀ ଜମ୍ମୁ-କଶ୍ମୀର, ଲଦାଖ କେନ୍ଦ୍ରଶାସିତ ଅଞ୍ଚଳ ସମେତ ଗିଲ୍ଗିଟ୍ ଏବଂ…
୫ରେ ପେଗାସସ୍ ଶୁଣାଣି
ନୂଆଦିଲ୍ଲୀ, ୨ା୮: ଇସ୍ରାଏଲର ଏନ୍ଏସ୍ଓ ଗ୍ରୁପ୍ ଦ୍ୱାରା ପ୍ରସ୍ତୁତ ସ୍ପାଏଓ୍ବେର ପେଗାସସ୍ ଦ୍ୱାରା ନେତା, ଖବରଦାତା, ବିଚାରବିଭାଗୀୟ କାର୍ଯ୍ୟକର୍ତ୍ତା ପ୍ରମୁଖଙ୍କ ଉପରେ ଗୁପ୍ତଚରଗିରି ଘଟଣାର ସ୍ବତନ୍ତ୍ର ତଦନ୍ତ ପାଇଁ ସୁପ୍ରିମକୋର୍ଟରେ ଆଗତ ପିଟିଶନର ଶୁଣାଣି ଆସନ୍ତା ଗୁରୁବାର ହେବ। ଭାରତର ପ୍ରଧାନ…
ଡନ୍ ରେଡ୍ସ: କ୍ଷମା ମାଗିଲେ ଆର୍ଡନ
ଅକ୍ଲାଣ୍ଡ,୨ା୮: ୧୯୭୦ ଦଶକର ମଧ୍ୟଭାଗରେ ପାସିଫିକ୍ ଆଇଲାଣ୍ଡର୍ସ ବା ପ୍ରଶାନ୍ତ ଦ୍ୱୀପପୁଞ୍ଜ ଅଧିବାସୀ ‘ପାସିଫିକିଆ’ଙ୍କ ଉପରେ ନ୍ୟୁଜିଲାଣ୍ଡ ପକ୍ଷରୁ ଭୋର ସମୟରେ ଚଢ଼ାଉ (ଡନ୍ ରେଡ୍ସ) କରାଯାଇଥିଲା। ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଜେସିଣ୍ଡା ଆର୍ଡନ ଶେଷରେ ରବିବାର ଆନୁଷ୍ଠାନିକ ଭାବେ ଏହି ବର୍ବର…
Archives


