Home

ଉପଗ୍ରହରୁ ସୀମା ନିର୍ଦ୍ଧାରଣ

ନୂଆଦିଲ୍ଲୀ,୨ା୮:ଉତ୍ତର-ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକରେ ଲାଗିରହିଥିବା ସୀମା ବିବାଦର ସମାଧାନ ପାଇଁ କେନ୍ଦ୍ର ସରକାର ଉପଗ୍ରହର ସହାୟତା ନେବାକୁ ଯାଉଛନ୍ତି। ସାଟେଲାଇଟ୍‌ ଇମେଜିଂ ଜରିଆରେ ଏହି ସବୁ ରାଜ୍ୟର ସୀମା ନିର୍ଦ୍ଧାରଣ କରାଯିବ। ଜୁଲାଇ ୨୬ରେ ଆସାମ ଓ ମିଜୋରାମ ମଧ୍ୟରେ ସୀମା ସଂଘର୍ଷରେ…

ଏହି ହ୍ରଦ ପାଣି ପିଇଲେ କେହି ବଞ୍ଚନ୍ତି ନାହିଁ

ଦୁନିଆରେ ଏପରି ଅନେକ ବିପଜ୍ଜନକ ହ୍ରଦ ଅଛି, ଯାହାର ରହସ୍ୟ ଆଜି ପର୍ଯ୍ୟନ୍ତ ଜଣା ପଡ଼ିନାହିଁ। ସେହିଭଳି ବିପଜ୍ଜନକ ହ୍ରଦ ଦକ୍ଷିଣ ଆଫ୍ରିକାର ଲିମ୍ପୋପୋ ପ୍ରଦେଶରେ ଅଛି, ଯାହା ଫଣ୍ଡୁଜି ହ୍ରଦ ଭାବରେ ଜଣାଶୁଣା। ବିଶ୍ୱାସ କରାଯାଏ ଯେ, ଯିଏ ଏହି…

ହୋଟେଲରୁ ଏହି ଜିନିଷ ଚୋରି କରନ୍ତି ଦୀପିକା

ବଲିଉଡର ଆଗଧାଡିର ନାୟିକା ଦୀପିକା ପାଦ୍ୟୁକୋନ୍‌ ଏବେ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ସେ ମା’ ହେବାକୁ ଯାଉଥିବା କଥା ସୋସିଆଲ ମିଡିଆରେ ଆଲୋଚନରା ହେଉଛି। କାରଣ ନିକଟରେ ତାଙ୍କୁ ସ୍ବାମୀ ରଣବୀର ସିଂଙ୍କ ସହ ଏକ ଡାକ୍ତରଖାନା ଆଗରେ ଦେଖିବାକୁ ମିଳିଥିଲା।…

ସିନ୍ଧୁଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧।୮: ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ପିଭି ସିନ୍ଧୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ବିଶ୍ୱ ଚାମ୍ପିଅନ ଷଷ୍ଠ ସିଡ୍‌ ପିଭି ସିନ୍ଧୁ ବ୍ୟାଡମିଣ୍ଟନ ମହିଳା ସିଙ୍ଗଲ୍ସ ଇଭେଣ୍ଟରେ ଟୋକିଓରେ ଚାଇନାର ଅଷ୍ଟମ ସିଡ୍‌ ହେ ବିଙ୍ଗ…

ଜୁଲାଇରେ ୧୩ କୋଟିରୁ ଅଧିକ ଲୋକଙ୍କୁ ଦିଆଯାଇଛି ଟିକା: ସ୍ବାସ୍ଥ୍ୟ ମନ୍ତ୍ରୀ

ନୂଆଦିଲ୍ଲୀ,୧।୮: ଜୁଲାଇ ମାସରେ ଦେଶରେ ୧୩ କୋଟିରୁ ଅଧିକ ଟିକା ଦିଆଯାଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଣ୍ଡଭିଆ ଏକ ଟୁଇଟ ଯୋଗେ କହିଛନ୍ତି। ରାହୁଲ ଗାନ୍ଧୀଙ୍କ ଏକ ଟୁଇଟର ଉତ୍ତରରେ ସେ ଏହି ଟୁଇଟ କରିଛନ୍ତି।…

୨୦୨୨ ନିର୍ବାଚନ ପାଇଁ ବିଗୁଲ ବଜାଇଲେ ଅମିତ ଶାହା

ଲକ୍ଷ୍ନୌ,୧।୮: ଉତ୍ତରପ୍ରଦେଶରେ ହେବାକୁ ଥିବା ୨୦୨୨ ବିଧାନସଭା ନିର୍ବାଚନ ପୂର୍ବରୁ ଗୃହମନ୍ତ୍ରୀ ଅମିତ ଶାହା ରବିବାର ନିର୍ବାଚନୀ ବିଗୁଲ ବଜାଇଛନ୍ତି। ଦୁଇ ଦିନିଆ ଗସ୍ତର ପ୍ରଥମ ଦିନରେ ଅମିତ ଶାହା ମିର୍ଜାପୁରରେ କରିଡରର ଶିଳାନ୍ୟାସ କରିଛନ୍ତି। ଏହା ପରେ ଅମିତ ଶାହା…

ଇତିହାସ ରଚିଲେ ସିନ୍ଧୁ

ଟୋକିଓ,୧।୮: ଇତିହାସ ରଚିଲେ ଭାରତୀୟ ମହିଳା ଶଟଲର ପି ଭି ସିନ୍ଧୁ। ପ୍ରଥମ ଭାରତୀୟ ମହିଳା ଖେଳାଳି ଭାବେ ସିନ୍ଧୁ ଜିତିଛନ୍ତି ଦୁଇଟି ଅଲିମ୍ପିକ୍ସ ପଦକ। ରିଓ ଅଲିମ୍ପିକ୍ସରେ ରୌପ୍ୟ ପଦକ ବିଜୟନୀ ସିନ୍ଧୁ ଟୋକିଓ ଅଲିମ୍ପିକ୍ସରେ ହାତେଇଛନ୍ତି ବ୍ରୋଞ୍ଜ ପଦକ।…

ନୀତିଶ କୁମାରଙ୍କ ପାଖରେ ପ୍ରଧାନମନ୍ତ୍ରୀ ହେବାର ସମସ୍ତ ଦକ୍ଷତା ରହିଛି: କୁଶଓ୍ବାହା

ପାଟନା,୧।୮: ନୀତିଶ କୁମାରଙ୍କ ପାଖରେ ପ୍ରଧାନମନ୍ତ୍ରୀ ହେବାର ଦକ୍ଷତା ରହିଛି ବୋଲି ଜେଡିୟୁ ସଂସଦୀୟ ଦଳର ନେତା ଉପେନ୍ଦ୍ର କୁଶଓ୍ବାହା ରବିବାର କହିଛନ୍ତି। ନୀତୀଶ କୁମାର ପ୍ରକୃତରେ ଜଣେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ । ପ୍ରଧାନମନ୍ତ୍ରୀ ହେବା ପାଇଁ ତାଙ୍କର ସମସ୍ତ ସାମର୍ଥ୍ୟ…

କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଭାଜପା ନେତା

କେନ୍ଦୁଝର,୧ା୮(ସ୍ବ.ପ୍ର.) କେନ୍ଦୁଝର ଜିଲା ଭାଜପାର ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କ ନେତୃତ୍ୱରେ ଆନନ୍ଦପୁର ବିଧାନସଭାର ଭାଜପା ନେତା ଆଲୋକ ସେଠୀ ଜିଲା ସାଧାରଣ ସମ୍ପାଦକ ଜ୍ଞାନରଞ୍ଜନ ସାମନ୍ତ ସିଂହାର ଜିଲା କୋଷାଧ୍ୟକ୍ଷ ହରିହର ମହାନ୍ତ କେନ୍ଦ୍ର ଶିକ୍ଷା ତଥା ବିକାଶ…

ଯିଏ ଯେତେ ଅନ୍ତରଙ୍ଗ ହେଲେ ବି କୁହନ୍ତୁ ନାହିଁ ନିଜ ବିଷୟରେ ଏହି ୪ କଥା; ଖୁସିରେ ରହିବେ…

ଚାଣକ୍ୟ ନୀତିରେ ଜୀବନର ମୂଲ୍ୟବୋଧ ସମ୍ବନ୍ଧରେ ଅନେକ କଥା ଉଲ୍ଲେଖ କରାଯାଇଛି। ଆଚାର୍ଯ୍ୟ ଚାଣକ୍ୟ ଏକ ଶ୍ଳୋକରେ ଚାରିଟି ବିଷୟରେ କହିଛନ୍ତି, ଯାହାକୁ ଜଣେ ବ୍ୟକ୍ତି କାହାକୁ ବି କହିବା ଉଚିତ୍‌ ନୁହେଁ। ଆସନ୍ତୁ ଜାଣିବା ସେ ବିଷୟରେ … -ଆଚାର୍ଯ୍ୟ…

ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ମାରି କୋଇଲା ଖଣିରେ ଫିଙ୍ଗିଦେଲେ ସ୍ତ୍ରୀ

ମୁମ୍ବାଇ,୧ା୮: ମହାରାଷ୍ଟ୍ରର ଚନ୍ଦ୍ରପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳା ସ୍ବାମୀଙ୍କ ଚାକିରି ହଡ଼ପ କରିବା ପାଇଁ ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ମାରି ଦେଇଛନ୍ତି। ଏହି ଘଟଣାରେ ତାଙ୍କ ମା’ ବି ସାମିଲ ଥିଲେ। ସ୍ବାମୀଙ୍କୁ ହତ୍ୟା କରିବା…

ବିଏସପି-କଂଗ୍ରେସକୁ ଅଖିଳେଶଙ୍କ ପ୍ରଶ୍ନ: ‘ଲଢେଇ ଆମ ସହ ନା ଭାଜପା ସହ’

ଲକ୍ଷ୍ନୌ,୧।୮: ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ସଭାପତି ଅଖିଳେଶ ଯାଦବ ରବିବାର ୨୦୨୨ ବିଧାନସଭା ନିର୍ବାଚନ ପାଇଁ ନିଜ ମତ ସ୍ପଷ୍ଟ କରିଛନ୍ତି। ଏଥର ନିର୍ବାଚନରେ ଏସପି କୌଣସି ପ୍ରମୁଖ ଦଳ ସହ ଜଡିତ ହେବ ନାହିଁ ବୋଳି ସେ କହିଛନ୍ତି। ଏହାସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri