୫ରୁ ଖୋଲିବ ଭିତରକନିକା
କେନ୍ଦ୍ରାପଡ଼ା ଅଫିସ,୧ା୮: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଦୀର୍ଘ ୩ ମାସର ବ୍ୟବଧାନ ପରେ ଆସନ୍ତା ୫ ତାରିଖରୁ ଭିତରକନିକା ଜାତୀୟ ଉଦ୍ୟାନ ଖୋଲିବା ନେଇ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ନିଷ୍ପତ୍ତି ନେଇଛି। ଏନେଇ ରାଜନଗର ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି।…
ଭାରତ ହାତରେ ସୁରକ୍ଷା ପରିଷଦ ଡୋର, ପାକିସ୍ତାନର ବଢ଼ିଲା ଚିନ୍ତା…
ଜେନେଭା,୧।୮: ଭାରତ ହାତରେ ଏବେ ମାସେ ପାଇଁ ଜାତିସଂଘ ସୁରକ୍ଷା ପରିଷଦ ଡୋର ରହିବ। ସମ୍ପୂର୍ଣ୍ଣ ମାସେ ପାଇଁ ଜାତିସଂଘ ସୁରକ୍ଷା ପରିଷଦ ଭାରତ ନିର୍ଦ୍ଦେଶରେ କାର୍ଯ୍ୟ କରିବ। ଭାରତ ଜାତିସଂଘ ସୁରକ୍ଷା ପରିଷଦର ଅଧ୍ୟକ୍ଷତା ଅଗଷ୍ଟ୧ରୁ ଗ୍ରହଣ କରିଛି। ଅଗଷ୍ଟ୨ରୁ…
ମା’ଙ୍କ ବିରୋଧରେ ଥାନାରେ ପୁଅ,ଝିଅ: ଏକାଧିକ ପର ପୁରୁଷଙ୍କ ସହ…
ଭୁବନେଶ୍ୱର,୧।୮(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନାରେ ଶନିବାର ମା’ଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଛନ୍ତି ନାବାଳିକା ଝିଅ ଓ ପୁଅ। ମା’ଙ୍କର ଏକାଧିକ ପର ପୁରୁଷଙ୍କ ସହ ସମ୍ପର୍କ ରହିଛି ଓ ସେମାନେ ଅଧିକାଂଶ ସମୟ ଘରକୁ ମଧ୍ୟ ଆସନ୍ତି। ଏନେଇ ବିରୋଧ କଲେ…
ନବଜାତକ ପେଟରେ ଜାଆଁଳା ଶିଶୁର ଭ୍ରୁଣ, ଡାକ୍ତର ହେଲେ ଆଶ୍ଚର୍ଯ୍ୟ; କହିଲେ…
ଇସ୍ରାଏଲର ଏକ ଶିଶୁକନ୍ୟା ପେଟରେ ଭ୍ରୁଣ ମିଳିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ଶିଶୁକନ୍ୟା ପେଟରେ ଜାଆଁଳା ଶିଶୁ ଭ୍ରୁଣ ମିଳିବା ପରେ ଡାକ୍ତରମାନେ ଆଶ୍ଚର୍ଯ୍ୟ ହୋଇଛନ୍ତି। ଏହି ବିରଳ ଘଟଣାର ଡାକ୍ତରମାନେ ଯାଞ୍ଚ କରୁଛନ୍ତି। ଏକ ରିପୋର୍ଟ ଅନୁଯାୟୀ,…
ପାଣି ଠୋପା ହେଲା ସୁନା, ବୈଜ୍ଞାନିକଙ୍କ ଗୁରୁତ୍ୱପୂର୍ଣ୍ଣ ଗବେଷଣା…
ପ୍ରାଗ,୧।୮: ଚେକ୍ ରିପବ୍ଲିକ୍ର ଗବେଷକମାନେ ପାଣି ଠୋପାରୁ ସୁନା ତିଆରି କରିଛନ୍ତି। ପ୍ରାଗର ଚେକ ଏକାଡେମୀ ଅଫ ସାଇନ୍ସରେ ବାୟୋକେମିକାଲ ବୈିଜ୍ଞାନିକମାନଙ୍କ ଦ୍ୱାରା ଏଭଳି ଅସାଧାରଣ କାର୍ଯ୍ୟ କରାଯାଇଛି। ଅତ୍ୟଧିକ ଚାପ ପ୍ରୟୋଗ କରି ଏକ ସ୍ବତନ୍ତ୍ର ପ୍ରଣାଳୀରେ ଏହା କରାଯାଇଛି।…
ଶୈଳଶ୍ରୀବିହାର, ନୀଳାଦ୍ରିବିହାରରେ ଘରେ ଘରେ ଜ୍ୱର; ନିୟନ୍ତ୍ରଣକୁ ଆସୁନି…
ଭୁବନେଶ୍ୱର, ୧।୮ (ବ୍ୟୁରୋ): ରାଜଧାନୀରେ ତୀବ୍ର ବେଗରେ ବ୍ୟାପୁଛି ଡେଙ୍ଗୁ। ସହରରୁ ଦିନକୁ ୨୦ରୁ ୩୦ଜଣ ରୋଗୀ ଚିହ୍ନଟ ହେଉଥିବାବେଳେ ଶନିବାର ଗୋଟିଏ ଦିନରେ ଆଉ ୫୮ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ଫଳରେ ଏଠାରେ ଡେଙ୍ଗୁ ରୋଗୀ ସଂଖ୍ୟା ୫୮୮ରେ ପହଞ୍ଚତ୍ଛି।…
ଆସ ଗଛ ସହ ବନ୍ଧୁ ବାନ୍ଧିବା
ପୁରୁଣା ଭୁବନେଶ୍ୱର, ୧।୮: ଅଗଷ୍ଟ ପ୍ରଥମ ରବିବାରକୁ ଅନ୍ତର୍ଜାତୀୟ ବନ୍ଧୁତା ଦିବସ ରୂପେ ପାଳନ କରାଯାଉଥିବାବେଳେ ପରିବେଶବିତ୍ ତଥା ଯୁବ ସାମାଜିକ କର୍ମୀ ସୁଶାନ୍ତ ସାହୁ ପତ୍ର ଓ ମୁରୁଜରେ ବୃକ୍ଷ ତିଆରି କରି ବନ୍ଧୁତ୍ୱର ନିଆରା ବାର୍ତ୍ତା ଦେଇଛନ୍ତି। ମଣିଷ…
ରାଜଧାନୀରେ ଟିକାକରଣ: ୧୦୦% ଦାବିକୁ ନେଇ ଦ୍ୱନ୍ଦ୍ୱ
ଭୁବନେଶ୍ୱର, ୧।୮ (ବ୍ୟୁରୋ): ଭୁବନେଶ୍ୱରରେ ଶତ ପ୍ରତିଶତ ଟିକାକରଣ ହୋଇଛି। ଜୁଲାଇ ଶେଷ ସୁଦ୍ଧା ଥିବା ଟାର୍ଗେଟ ପୂରଣ ହୋଇଛି ବୋଲି ଶନିବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ କହିଛନ୍ତି। ତେବେ ବିଏମ୍ସିର ଏହି ଶତପ୍ରତିଶତ…
କାନ୍ଧାହାର ବିମାନ ବନ୍ଦର ଉପରେ ରକେଟ ମାଡ଼…
କାବୁଲ,୧।୮: ଆଫଗାନିସ୍ତାନରେ ସରକାରୀ ସୈନ୍ୟ ବାହିନୀ ଏବଂ ତାଲିବାନ ଆତଙ୍କବାଦୀ ସଂଗଠନ ମଧ୍ୟରେ ଭୀଷଣ ଲଢ଼େଇ ଜାରି ରହିଛି। କାନ୍ଧାହାର ବିମାନବନ୍ଦର ଉପରେ ରକେଟ ମାଡ଼ କରାଯାଇଥିବା ସ୍ଥାନୀୟ ନ୍ୟୁଜ୍ ଏଜେନ୍ସି ପକ୍ଷରୁ ସୂଚନା ଦିଆଯାଇଛି। ବିମାନ ବନ୍ଦର ଉପରେ ୩ଟି…
ଆଉ ୬୪ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୧।୮(ବ୍ୟୁରୋ): କରୋନା ସଂକ୍ରମଣ କମିଥିଲେ ହେଁ ମୃତକଙ୍କ ସଂଖ୍ୟା କମିବାର ନାଁ ନେଉନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୬୪ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୯୬୬କୁ ବୃଦ୍ଧି…
ରାଜ୍ୟରେ ୧୪୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ଚିନ୍ତା ବଢ଼ାଉଛି ଖୋର୍ଦ୍ଧା-କଟକ-ପୁରୀ
ଭୁବନେଶ୍ୱର,୧।୮(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୪୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୩୨ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ବାକି ୬୦୫ ଲୋକାଲ କେସ୍। ୧୪୩୭ ଟି ନୂଆ କେସ ସହିତ ରାଜ୍ୟରେ ମୋଟ କରୋନା…
୧୦ ପ୍ରତିଶତରୁ ଅଧିକ ପ୍ରଜିଟିଭ୍ ଥିବା ଜିଲାରେ ଲାଗୁ ହେବ କଡ଼ା କଡ଼କଣା, ସରକାରଙ୍କ ନିର୍ଦ୍ଦେଶ…
ନୂଆଦିଲ୍ଲୀ,୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ସାର୍ବଜନୀକ ଟିକାକରଣ ଜାରି ରହିବା ସହିତ ସଂକ୍ରମଣ ନେଇ କେନ୍ଦ୍ର ସରକାର ସତର୍କ ଅଛନ୍ତି। ସଂକ୍ରମଣକୁ ନିୟନ୍ତ୍ରଣ କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ନିର୍ଦ୍ଦେଶ…
Archives


