କରୋନା ମୃତ୍ୟୁ ହାର ୧.୩୪ ପ୍ରତିଶତ ଛୁଇଁଲା…
ନୂଆଦିଲ୍ଲୀ,୩୧।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୪୧ ହଜାର ୬୪୯ ରେ…
ଦାରିଙ୍ଗବାଡ଼ି ବ୍ଲକ ପୂର୍ବତନ ଯନ୍ତ୍ରୀଙ୍କୁ ୩ ବର୍ଷ ଜେଲ
ଫୁଲବାଣୀ ଅଫିସ, ୩୧।୭: ୨୦୧୮ ମସିହାର ଏକ ଲାଞ୍ଚ ମାମଲାର ବିଚାର କରି ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ଶୁଭଦର୍ଶୀ ପଟ୍ଟନାୟକ ଅଭିଯୁକ୍ତ କନିଷ୍ଠ ଯନ୍ତ୍ରୀଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା…
ସ୍କୁଲ ‘ଇ-ଉପସ୍ଥାନ’ ଆପ୍ ଶୁଭାରମ୍ଭ
ଭୁବନେଶ୍ୱର, ୩୧।୭(ବ୍ୟୁରୋ): ରାଜ୍ୟର ସମସ୍ତ ସ୍କୁଲରେ ଶିକ୍ଷକ ଓ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ପାଇଁ ଆରମ୍ଭ ହୋଇଛି ‘ଇ-ଉପସ୍ଥାନ’ ଆପ୍। ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହାକୁ ଉନ୍ମୋଚନ କରିଛନ୍ତି। ଏଣିକି ସମସ୍ତ ସ୍କୁଲରେ ଶିକ୍ଷକ ଓ…
ପୁଲଓ୍ବାମା ଏନ୍କାଉଣ୍ଟର, ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…
ଶ୍ରୀନଗର,୩୧।୭: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧ ଅପରେଶନ୍ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ପୁଲଓ୍ବାମାେରେ ହୋଇଥିବା ଏନ୍କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ସ୍ଥାନୀୟ ନାଗବେରାନ୍-ତାରସାର ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ଜମ୍ମୁ-କଶ୍ମୀର ପୋଲିସ, ସିଆରପିଏଫ୍ ଏବଂ ସେନା…
ଝାଡ଼ଖଣ୍ଡ ମୁଖ୍ୟ ସଚିବ, ଡିଜିପିଙ୍କୁ ସୁପ୍ରିମକୋର୍ଟଙ୍କ ରିପୋର୍ଟ ତଲବ
ନୂଆଦିଲ୍ଲୀ, ୩୧।୭: ଝାଡ଼ଖଣ୍ଡ ଧାନବାଦ ଜିଲାର ଅତିରିକ୍ତ ଜିଲା ଓ ଦୌରା ଜଜ୍ ଉତ୍ତମ ଆନନ୍ଦଙ୍କୁ ଅଟୋ ମଡ଼ାଇ ହତ୍ୟା ଘଟଣାକୁ ସୁପ୍ରିମକୋର୍ଟ ଶୁକ୍ରବାର ନିଜ ଆଡ଼ୁ ବିଚାର ପାଇଁ ଗ୍ରହଣ କରିବା ସହ ରାଜ୍ୟ ମୁଖ୍ୟ ଶାସନ ସଚିବ ଏବଂ…
ବୁଦ୍ଧିମତ୍ତା କମାଉଛି କୋଭିଡ୍
ଲଣ୍ଡନ, ୩॥୭: କୋଭିଡ୍ ସଂକ୍ରମଣ ସହ ବୁଦ୍ଧିମତ୍ତାର ସମ୍ପର୍କ ରହିଥିବା ଏକ ନୂଆ ଗବେଷଣାରୁ ଜଣାପଡ଼ିଛି। ଏହି ଅଧ୍ୟୟନ ଅନୁଯାୟୀ ଗୁରୁତର ସଂକ୍ରମିତ କୋଭିଡ୍ ରୋଗୀଙ୍କର ବୁଦ୍ଧିମତ୍ତା ହ୍ରାସ ପାଉଛି। କୋଭିଡ୍-୧୯ରୁ ଆରୋଗ୍ୟ ହୋଇଥିବା ଲୋକେ ଯୋଜନା ପ୍ରସ୍ତୁତ କରିବା, ସମସ୍ୟା…
ପଦୋନ୍ନତି ପାଇବେ ୬୩,୩୦୩ ପ୍ରାଥମିକ ଶିକ୍ଷକ
ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇବେ। ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ଶିକ୍ଷକମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିୟଡକୁ କମ୍ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଉଚ୍ଚପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟ ପାଇଁ ଶିକ୍ଷକ…
୧୫୦ ବର୍ଷର ସୀମା ସଂଘର୍ଷ
ନୂଆଦିଲ୍ଲୀ,୩୧ା୭ : ଉତ୍ତର-ପୂର୍ବର ଆସାମ ଓ ମିଜୋରାମ ମଧ୍ୟରେ ଦେଢ଼ ଶତାବ୍ଦୀ ପୁରୁଣା ସୀମା ବିବାଦ ଜୁଲାଇ ୨୬ରେ ହଠାତ୍ ଉଗ୍ରରୂପ ଧାରଣ କରିଥିଲା। ଦୁଇ ପଡ଼ୋଶୀ ରାଜ୍ୟ ମୁହଁାମୁହିଁ ହେବାରୁ ୬ ଆସାମ ପୋଲିସଙ୍କ ଜୀବନ ଯାଇଥିଲା। ମିଜୋରାମ ପୋଲିସର…
ବାଲେଶ୍ୱରରେ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ
ବାଲେଶ୍ୱର ଅଫିସ, ୩୧।୭: ବାଲେଶ୍ୱର ଜିଲାରେ ପ୍ରଥମେ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ହୋଇଥିବା ସ୍ବତନ୍ତ୍ର ଡେଙ୍ଗୁ ଓ୍ବାର୍ଡରେ ଭର୍ତ୍ତି କରାଯାଇଛି। ରେମୁଣା ଗୋଲେଇ ଅଞ୍ଚଳରେ ପରିବାର ସହ ଭଡ଼ାଘରେ ରହୁଥିବା ଜଣେ ୩୦ ବର୍ଷୀୟା…
ଆଜି ଯୁକ୍ତ୨ ବିଜ୍ଞାନ, ବାଣିଜ୍ୟ ପରୀକ୍ଷାଫଳ
ଭୁବନେଶ୍ୱର, ୩୧।୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ଶନିବାର ସନ୍ଧ୍ୟାରେ ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ orissaresults.nic.in କିମ୍ବା chseodisha.nic.in ଓ୍ବେବ୍ସାଇଟ୍ରେ ନିଜ ପରୀକ୍ଷା ଫଳ ଦେଖିପାରିବେ। ତେବେ କଳା…
ଏହି ଗର୍ତ୍ତରେ ଶୋଷିତ ହୁଏ ଅଧା ନଦୀର ପାଣି
ଦୁନିଆ ଅନେକ ଅଜବ ରହସ୍ୟରେ ପରିପୂର୍ଣ୍ଣ। ମଣିଷମାନେ ଏହି ରହସ୍ୟ ବିଷୟରେ ଜାଣିବା ଏବଂ ସମାଧାନ କରିବା ପାଇଁ ସବୁବେଳେ ଚେଷ୍ଟା କରିଥାନ୍ତି। ମାତ୍ର ମନୁଷ୍ୟ ଅନେକ ରହସ୍ୟ ଉନ୍ମୋଚନ କରିଛି, ତଥାପି ଅନେକ ରହସ୍ୟ ଆଜି ବି ଅସମାହିତ। ଏପରି…
ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୮ ଜୀବନ
ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ହେଲେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ଶନିବାର ରାଜ୍ୟରେ କରୋନାଜନିତ ୬୮ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫,୯୦୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ…
Archives


