Home

ରାଜ୍ୟରେ କମୁଛି ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୫୭୮ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ଗତ କିଛି ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍‌ ତଳ ମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ୨ହଜାର ତଳେ ରହୁଛି। ଇତିମଧ୍ୟରେ ଶୁକ୍ରବାର ରାଜ୍ୟରେ ୧,୫୫୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ ସାମାନ୍ୟ…

ଅଗଷ୍ଟ ୯ଯାଏ ବଢ଼ିଲା ଲକ୍‌ଡାଉନ

ଚେନ୍ନାଇ,୩୦।୭: ଦେଶରେ କରୋନା ଦ୍ୱିତୀୟ ଲହର ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ହେଲେ ଅନେକ ରାଜ୍ୟରେ ସମ୍ଭାବ୍ୟ ତୃତୀୟ ଲହର ସଂକ୍ରମଣର ଆଭାସ ଦେଖାଦେଲାଣି। ତେଣୁ କରୋନା ପ୍ରକୋପକୁ ଦୃଷ୍ଟିରେ ରଖି ତାମିଲନାଡୁ ସରକାର ଶୁକ୍ରବାର ରାଜ୍ୟରେ ଲକ୍‌ଡାଉନ ଅବଧିକୁ…

ଆମ୍ବଗଛ ତଳୁ ମିଳିଲା ନବଜାତ ଶିଶୁପୁତ୍ର

ରାଉରକେଲା ଅଫିସ୍‌, ୩୦।୭: ରାଉରକେଲା ସେକ୍ଟର ୨୦ରେ ମିଶ୍ର ଖଟାଲ ମନ୍ଦିର ନିକଟ ଆମ୍ବଗଛ ମୂଳରେ ଶୁକ୍ରବାର ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର ହୋଇଛି। ସ୍ଥାନୀୟ ପୋଲିସ ଓ ଚାଇଲ୍ଡ ଲାଇନ ଟିମ୍‌ ପହଞ୍ଚି ଉକ୍ତ ଶିଶୁଟିକୁ ଉଦ୍ଧାର କରି ରାଉରକେଲା…

ପାର୍ଲାମେଣ୍ଟ ଆସୁନାହାନ୍ତି ରାହୁଲ

ନୂଆଦିଲ୍ଲୀ,୩୦।୭: ପାର୍ଲାମେଣ୍ଟରେ ବର୍ତ୍ତମାନ ମୌସୁମୀ ଅଧିବେଶନ ଚାଲିଛି। ଲଗାତର ବିରୋଧୀ ଦଳର ନେତାଙ୍କ ହଟ୍ଟଗୋଳ ଯୋଗୁ ଗୃହ ଠିକ୍‌ ଭାବେ ଚାଲିପାରୁନି। ଇତିମଧ୍ୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ୨ଦିନ ହେଲା ପାର୍ଲାମେଣ୍ଟ ଆସୁ ନ ଥିବା ଜଣାପଡ଼ିଛି। ସୂତ୍ରରୁ ମିଳିଥିବା…

ଗୋଟିଏ ସ୍ଥାନରେ ଏକାଠି ନଜର ଆସିଲେ ଉଦ୍ଧବ-ଫଡ୍‌ନବିିସ

ମୁମ୍ବାଇ,୩୦।୭: ମହାରାଷ୍ଟ୍ର କୋଲାହପୁର ଜିଲାର ବନ୍ୟାଗ୍ରସ୍ତ ଅଞ୍ଚଳକୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଓ ବିରୋଧୀ ଦଳର ନେତା ଦେବେନ୍ଦ୍ର ଫଡ୍‌ନବିସ ଗସ୍ତ କରି ସ୍ଥିତି ସମୀକ୍ଷା କରିଥିଲେ। ଏହି ସମୟରେ ଦୁଇ ନେତାଙ୍କୁ ଗୋଟିଏ ସମୟରେ ଓ ଗୋଟିଏ ସ୍ଥାନରେ…

ଓ୍ବାଶିଂଟନ୍‌ ଡିସିକୁ ପୁଣି ଫେରିଲା ମାସ୍କ

ଓ୍ବାଶିଂଟନ୍‌, ୩୦।୭: ଆମେରିକାରେ କରୋନା ପ୍ରକୋପ ପୁଣି ଥରେ ବଢ଼ିବାରେ ଲାଗିଛି। ଲଗାତର ଦୈନିକ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ୱାଶିଂଟନ ଡିସିରେ ଜୁଲାଇରେ ଦୈନିକ ମାମଲା ୫ଗୁଣା ଅଧିକ ରହିଛି ବୋଲି ଡିସିର ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଲାକ୍ୱାନ୍ଦ୍ରା ନେସ୍‌ବିଟ୍‌ ସୂଚନା…

ଭାରତକୁ ପିଠି ଦେଖାଇବା ନୁହେଁ ବରଂ ହାରିବା ପସନ୍ଦ ବୋଲି କହିଲେ ପାକିସ୍ତାନର ପୂର୍ବ ଅଧିନାୟକ; ଚର୍ଚ୍ଚାରେ…

ନୂଆଦିଲ୍ଲୀ,୩୦।୭: ଶ୍ରୀଲଙ୍କା ଗୁରୁବାର ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ୭ ଉଇକେଟରେ ଭ୍ରମଣକାରୀ ଭାରତକୁ ପରାସ୍ତ କରି ସିରିଜ ହାତେଇଥିଲା। ହେଲେ ଭାରତୀୟ ଟିମ୍‌ର ପ୍ରଶଂସାରେ ଶତମୁଖ ହେଉଛନ୍ତି ଲୋକେ। ଚିନ୍ତାଜନକ ପରିସ୍ଥିତିରେ ସିରିଜ ଖେଳି ଫେରିବା ବଡ଼…

କେ.ଏଲ୍‌ ରାହୁଲଙ୍କ ପ୍ରେମ ସମ୍ପର୍କ ଉପରେ ଲାଗିଲା ମୋହର: ଭାଉଜ ଅନୁଷ୍କା ଶେୟାର କଲେ ଏଭଳି ଫଟୋ ଯେ…

ନୂଆଦିଲ୍ଲୀ,୩୦।୭: କଥାରେ ଅଛି ନିଆଁ ନ ଥିଲେ ଧୂଆଁ ଉଠେନି। କିଛି ସେଭଳି ଦେଖିବାକୁ ମିଳେ ଭାରତୀୟ କ୍ରିକେଟ ଟିମ୍‌ର ବ୍ୟାଟ୍ସମ୍ୟାନ୍‌ କେ.ଏଲ୍‌ ରାହୁଲଙ୍କ କ୍ଷେତ୍ରରେ। ଅଭିନେତା ସୁନିଲ ସେଟ୍ଟୀଙ୍କ ଝିଅ ଆଥିୟା ସେଟ୍ଟୀଙ୍କୁ ସେ ପ୍ରେମ କରୁଥିବା ନେଇ ଚର୍ଚ୍ଚା…

୩୫୦ କୋଟିରୁ ଅଧିକ ସମ୍ପତ୍ତିର ମାଲିକ ହେଉଛନ୍ତି ଏହି ଲୋକପ୍ରିୟ ଗାୟକ: ଭବ୍ୟ ବଙ୍ଗଳା ସାଙ୍ଗକୁ ଦାମୀ ଗାଡ଼ି…

ବମ୍ବେ: ନିଜର ସୁମଧୁର ସ୍ବରରେ କୋଟି କୋଟି ଶ୍ରୋତାଙ୍କ ମନରେ ପ୍ରେମର ବୀଜ ଅଙ୍କୁରିତ କରିଥାନ୍ତି ସୋନୁ ନିଗମ। ଆଜି ସେ ନିଜର ୩୮ତମ ଜନ୍ମଦିନ ପାଳନ କରୁଛନ୍ତି। ବଲିଉଡ୍‌ ସହ ଅନେକ ସଙ୍ଗୀତଭିତ୍ତିକ ରିଆଲିଟି ଶୋ’ରେ ନଜର ଆସି ବେଶ…

ଆସାମ କଂଗ୍ରେସକୁ ଝଟ୍‌କା: ଦଳରୁ ଇସ୍ତଫା ଦେଲେ ଆଉ ଜଣେ ବିଧାୟକ, ଭାଜପାରେ ହୋଇପାରନ୍ତି ସାମିଲ

ଗୁଆହାଟି,୩୦।୭: ଆସାମରେ ବିରୋଧୀ କଂଗ୍ରେସକୁ ଶୁକ୍ରବାର ଏକ ବଡ଼ ଝଟ୍‌କା ଲାଗିଛି। ଆଉ ଜଣେ ବିଧାୟକ ଦଳର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ଦେଇଛନ୍ତି। ଜୋରହାଟ ଜିଲାର ଥୌରାରୁ ୨ଥର କଂଗ୍ରେସ ବିଧାୟକ ହୋଇଥିବା ସୁଶାନ୍ତ ବୋର୍ଗୋହେନ ନବନିଯୁକ୍ତ ଆସାମ କଂଗ୍ରେସ…

ମଇଳା ସ୍ବେରେଜ ପାଣିରେ ଚାଲିଲେ ଭାଜପା ବିଧାୟକ

ହାପୁର,୩୦।୭: ଉତ୍ତରପ୍ରଦେଶ ଜନପଦ ହାପୁଡ ଜିଲାର ଗଡ଼ମୁକ୍ତେଶ୍ୱରରୁ ଏକ ଭିଡିଓ ସାମ୍ନାକୁ ଆସିଛି। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଭାଜପା ବିଧାୟକ କମଲ ସିଂହଙ୍କୁ ଗ୍ରାମବାସୀଙ୍କ ବିରୋଧର ସାମ୍ନା କରିବାକୁ ପଡ଼ିଛି। ଉତ୍ତ୍ୟକ୍ତ ଗ୍ରାମବାସୀ ରାସ୍ତାରେ…

ଭାରତରୁ ପ୍ରଥମଥର ଲଣ୍ଡନ ରପ୍ତାନୀ ହେଲା ସବୁଠୁ ରାଗ ଲଙ୍କା, ମୋଦି କହିଲେ…

ନୂଆଦିଲ୍ଲୀ,୩୦ା୭: ନାଗାଲାଣ୍ଡର ‘କିଙ୍ଗ୍‌ ଚିଲି’ ବା ଭୂତ ଜ୍ୱାଳା କୁହାଯାଉଥିବା ଲଙ୍କା ପ୍ରଥମଥର ଲଣ୍ଡନକୁ ରପ୍ତାନୀ ହୋଇଛି। ଏହାକୁ ବିଶ୍ୱର ସବୁଠୁ ରାଗ ଲଙ୍କା ବୋଲି କୁହାଯାଏ। ବାଣିଜ୍ୟ ମନ୍ତ୍ରଣାଳୟ ଏନେଇ ସୂଚନା ଦେଇଛି। ମନ୍ତ୍ରଣାଳୟ କହିଛି ‘ରାଜା ଲଙ୍କା’ର ପ୍ରଥମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri