ଭାରତରୁ ପ୍ରଥମଥର ଲଣ୍ଡନ ରପ୍ତାନୀ ହେଲା ସବୁଠୁ ରାଗ ଲଙ୍କା, ମୋଦି କହିଲେ…
ନୂଆଦିଲ୍ଲୀ,୩୦ା୭: ନାଗାଲାଣ୍ଡର ‘କିଙ୍ଗ୍ ଚିଲି’ ବା ଭୂତ ଜ୍ୱାଳା କୁହାଯାଉଥିବା ଲଙ୍କା ପ୍ରଥମଥର ଲଣ୍ଡନକୁ ରପ୍ତାନୀ ହୋଇଛି। ଏହାକୁ ବିଶ୍ୱର ସବୁଠୁ ରାଗ ଲଙ୍କା ବୋଲି କୁହାଯାଏ। ବାଣିଜ୍ୟ ମନ୍ତ୍ରଣାଳୟ ଏନେଇ ସୂଚନା ଦେଇଛି। ମନ୍ତ୍ରଣାଳୟ କହିଛି ‘ରାଜା ଲଙ୍କା’ର ପ୍ରଥମ…
‘ମୁଁ ଏମିତି କରିବି ନାହିଁ’: ଟି-୨୦ ବିଶ୍ୱକପ୍ ସହ ଜଡ଼ିତ ଏହି ପ୍ରଶ୍ନର ଉତ୍ତର ଦେବାକୁ ମନା କରିଦେଲେ ଦ୍ରାବିଡ୍
କଲମ୍ବୋ,୩୦।୭: ଆଗକୁ ଟି-୨୦ ବିଶ୍ୱକପ୍। ଏଥିପାଇଁ ଦଳରେ କିଏ ସ୍ଥାନ ପାଇବ କିଏ ନୁହେଁ ତାହାକୁ ନେଇ ଚର୍ଚ୍ଚା ହେଉଛି। ଏପରିସ୍ଥିତିରେ ଭାରତୀୟ ଟିମ୍ରେ ଦୁଇଜଣ ଶ୍ରେଷ୍ଠ ସ୍ପିନର ଚୟନ କରିବାକୁ ଶ୍ରୀଲଙ୍କା ଗସ୍ତରେ ମୁଖ୍ୟ କୋଚ୍ ଥିବା ରାହୁଲ ଦ୍ରାବିଡଙ୍କୁ…
୩୧ ଅଗଷ୍ଟ ଯାଏ ଅନ୍ତର୍ଜାତୀୟ ବିମାନ ଉଡାଣ ଉପରେ ପ୍ରତିବନ୍ଧକ
ନୂଆଦିଲ୍ଲୀ,୩୦।୭: କରୋନାର ସମ୍ଭାବ୍ୟ ତୃତୀୟ ଲହର ଆଶଙ୍କାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପୁଣି ଥରେ ଅନ୍ତର୍ଜାତୀୟ ବିମାନ ଉଡ଼ାଣ ସେବା ଉପରେ ଥିବା ପ୍ରତିବନ୍ଧକକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅଗଷ୍ଟ ୩୧ ଯାଏ ବିମାନ ଉଡାଣ ସେବା ଉପରେ…
ସିରିଜ ଜିତିବା ପରେ ଏଭଳି ବୟାନ ଦେଇ ଭାରତୀୟ ପ୍ରଶଂସକଙ୍କ ହୃଦୟ ଜିତିଲେ ଶ୍ରୀଲଙ୍କା ଅଧିନାୟକ, କହିଲେ ‘ଚିନ୍ତାଜନକ ପରିସ୍ଥିତିରେ…’
କଲମ୍ବୋ,୩୦।୭: ସ୍ଥାନୀୟ ଆର୍ ପ୍ରେମଦାସା ଷ୍ଟାଡିୟମରେ ଗୁରୁବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍ରେ ଶ୍ରୀଲଙ୍କା ୭ ଉଇକେଟରେ ଭ୍ରମଣକାରୀ ଭାରତକୁ ପରାସ୍ତ କରିଛି। ଦଳ ୮୨ରନ୍ର ଲକ୍ଷ୍ୟର ପିଛା କରି ତିନି ଉଇକେଟ ହରାଇ ବିଜେତା ହୋଇଥିଲା। ତେବେ…
ବୁଗୁଡ଼ାରେ ଦଶମ ଶ୍ରେଣୀ ପରୀକ୍ଷା ଦେଲେ ୫୯ ଛାତ୍ରୀଛାତ୍ର
ବୁଗୁଡ଼ା,୩୦ା୭(ଡି.ଏନ୍.ଏ.): ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶନ ପରେ ପ୍ରାପ୍ତ ମାର୍କକୁ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରୀଛାତ୍ର ଏବଂ ସି-କୋର୍ସ ବିଦ୍ୟାର୍ଥୀଙ୍କ ପରୀକ୍ଷା ଶୁକ୍ରବାର ବୁଗୁଡ଼ା ବ୍ଲକର ଏକ ମାତ୍ର କେନ୍ଦ୍ର ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟରେ ଆରମ୍ଭ…
ଏକ ଲଜ୍ଜାଜନକ ରେକର୍ଡର ଅଧିକାରୀ ହେଲେ ଧାଓ୍ବନ
କଲମ୍ବୋ,୩୦।୭: ଶ୍ରୀଲଙ୍କା ଗସ୍ତରେ ଭାରତୀୟ ଦଳର ଅଧିନାୟକ ଦାୟିତ୍ୱ ସମ୍ଭାଳିଥିଲେ ଶିଖର ଧାଓ୍ବନ। ତେବେ ସିରିଜର ତୃତୀୟ ତଥା ନିର୍ଣ୍ଣାୟକ ଟି -୨୦ରେ ତାଙ୍କ ନାମରେ ଏକ ଖରାପ ରେକର୍ଡ ନାମିତ ହୋଇଛି। ଶେଷ ଟି-୨୦ ମ୍ୟାଚ୍ରେ ଧାଓ୍ବନ ଖାତା ଖୋଲି…
ନୂଆ ଲୁକ୍ରେ କ୍ୟାପଟେନ୍ କୁଲ୍
ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟ ଟିମ୍ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବର୍ତ୍ତମାନ କ୍ରିକେଟ ଜଗତରୁ ଦୂରେଇ ରହିଛନ୍ତି। ହେଲେ ସୋସିଆଲ ମିଡିଆରେ ସେ ବେଶ୍ ଆକ୍ଟିଭ୍। ପ୍ରାୟ ସମୟରେ କ୍ୟାପଟେନ କୁଲ ନିଜ କାର୍ଯ୍ୟକଳାପ ହେଉ ବା ନିଜ ଲୁକ୍…
ଭାଇ ବାହାଘର ପାଇଁ ଶପିଂ ମଲ୍ରୁ କରିଥିଲେ ଚୋରି, ଏବେ ଏମିତି ପଡ଼ିଲେ ଧରା
ଝାରସୁଗୁଡ଼ା ଅଫିସ,୩୦ା୭: ସହରରେ ଥିବା ଏକ ଶପିଂ ମଲ୍ରୁ ରବିବାର ରାତିରେ ନଗଦ ଲକ୍ଷାଧିକ ଟଙ୍କା ସହ କେତେକ ଇଲୋଟ୍ରୋନିକ୍ସ ସାମଗ୍ରୀ ଚୋରି ହୋଇଥିଲା। ଏନେଇ ମଲ୍ ମ୍ୟାନେଜର୍ ସମୀର ବିଶ୍ବାଳ ଗତ ସୋମବାର ଝାରସୁଗୁଡ଼ା ଟାଉନ ଥାନାରେ ଲିଖିତ ଅଭିଯୋଗ…
ଭାରତୀୟ ଦଳକୁ ପୁଣି ଲାଗିଲା ଝଟ୍କା
କଲମ୍ବୋ,୩୦।୭: ଶ୍ରୀଲଙ୍କା ଗସ୍ତରେ ଥିବା ଭାରତୀୟ ଦଳକୁ ଆଉ ଏକ ଝଟ୍କା ଲାଗିଛି। ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟାଙ୍କ ପରେ ଦଳର ଆଉ ୨ ଖେଳାଳି କରୋନା ଆକ୍ରାନ୍ତ ହୋଇଛନ୍ତି। ସେମାନେ ହେଲେ ୟୁଜବେନ୍ଦ୍ର ଚହଲ ଏବଂ କୃଷ୍ଣାପା ଗୌତମ। ଉଭୟ ଏବେ…
ସିନ୍ଧୁଙ୍କ ଜବରଦସ୍ତ ପ୍ରଦର୍ଶନ: ଭାରତକୁ ପୁଣି ଏକ ପଦକ ଆଶା
ଟୋକିଓ,୨୦।୭: ଟୋକିଓ ଅଲିମ୍ପିକ୍ସର ବ୍ୟାଡମିଣ୍ଟନ କ୍ୱାର୍ଟର ଫାଇନାଲରେ ପିଭି ସିନ୍ଧୁ ଜାପାନର ଅକାନେ ୟାମାଗୁଚିଙ୍କୁ ୨୧-୧୩, ୨୨-୨୦ ରେ ପରାସ୍ତ କରିଛନ୍ତି। ଏହା ସହ ସେ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଏବେ ସ୍ବର୍ଣ୍ଣ ପଦକଠାରୁ ମାତ୍ର ସେ ଦୁଇ ପାଦ ଦୂରରେ…
ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ଫଳାଫଳ: ୯୯.୩୭% ଉତ୍ତୀର୍ଣ୍ଣ
ନୂଆଦିଲ୍ଲୀ,୩୦।୭: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଆଜି ଦ୍ୱାଦଶ ଶ୍ରେଣୀର ଫଳାଫଳ ପ୍ରକାଶ ପାଇଛି। ଏଥର ୯୯.୩୭ ପ୍ରତିଶତ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୯.୬୭ ପ୍ରତିଶତ ଛାତ୍ରୀ ଏବଂ ୯୯.୧୭ ପ୍ରତିଶତ ଛାତ୍ର ପାସ୍ କରିଛନ୍ତି। ଛାତ୍ରୀଛାତ୍ରମାନେ…
କାର୍ ଅଛି ପାଟଣାରେ, ଚାଲାଣ କଟାଯାଉଛି ଭୁବନେଶ୍ୱରରେ
ପାଟଣା,୩୦ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଡ. ଲକ୍ଷ୍ମଣ ମହାନ୍ତଙ୍କ ଓଡି ୦୨ ଏଏକ୍ସ ୫୦୮୨ ନମ୍ବର ବିଶିଷ୍ଟ ଏକ କାର୍ ରହୁଥିବା ବେଳେ ଗୁରୁବାର ସନ୍ଧ୍ୟାରେ ଉକ୍ତ ଗାଡ଼ିଟି ଭୁବନେଶ୍ୱର ସିଆରପି ସ୍କୋୟାର…
Archives


