Home

ଯାଜପୁର ମ୍ୟୁନିସିପାଲିଟି: ୩.୫୯ ଲକ୍ଷ ଟଙ୍କା ଆତ୍ମସାତ୍‌

ଯାଜପୁର ଅଫିସ,୩୦।୭: ଯାଜପୁର ମ୍ୟୁନିସିପାଲିଟିରେ ହୋଲ୍‌ଡିଂ ଟ୍ୟାକ୍ସ, ପେନାଲ୍ଟି ଫି, ହାଉସ ରେଣ୍ଟ, ଟେଣ୍ଡର ପେପର ଇତ୍ୟାଦି କ୍ଷେତ୍ରରେ ଅର୍ଥ ଆଦାୟ କରାଯାଇ ୩,୫୯,୭୮୪ ଟଙ୍କା ଆତ୍ମସାତ୍‌ କରାଯାଇଛି। ୨୦୧୯-୨୦ ଅଡିଟ୍‌ ରିପୋର୍ଟରୁ ଏହା ଜଣାପଡିଛି। ଏହିମର୍ମରେ ଗୃହ ଓ ନଗର…

ଏନ୍‌ଡିଆର୍‌ଏଫ୍‌ ଡିଜି ସତ୍ୟନାରାୟଣଙ୍କୁ ଏନ୍‌ସିବି ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଓଡ଼ିଆ ଆଇପିଏସ୍‌ ଅଧିକାରୀ ତଥା ଏନ୍‌ଡିଆର୍‌ଏଫ୍‌ ଡିଜି ସତ୍ୟନାରାୟଣ ପ୍ରଧାନଙ୍କୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି)ର ମହାନିର୍ଦ୍ଦେଶକ(ଡିଜି) ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଗୁରୁବାର ଆଇପିଏସ୍‌ ଅଫିସର ରାକେଶ ଆସ୍ଥାନାଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସତ୍ୟନାରାୟଣ ଏନ୍‌ଡିଆରଏଫ୍‌ରେ ନିଜ ଦାୟିତ୍ୱ…

ରାଜ୍ୟ ବାର୍‌ କାଉନ୍‌ସିଲ ନିର୍ବାଚନ ମାମଲା: ବିସିଆଇ ଓ ରାଜ୍ୟ ବାର୍‌ କାଉନ୍‌ସିଲକୁ ନୋଟିସ

କଟକ ଅଫିସ,୩୦।୭: ରାଜ୍ୟ ବାର୍‌ କାଉନସିଲ ନିର୍ବାଚନ ମାମଲାରେ ହାଇକୋର୍ଟ ବାର୍‌ କାଉନ୍‌ସିଲ ଅଫ ଇଣ୍ଡିଆ (ବିସିଆଇ) ଓ ରାଜ୍ୟ ବାର୍‌ କାଉନସିଲ୍‌କୁ ଜବାବ ତଲବ କରି ନୋଟିସ ଜାରି କରିଛନ୍ତି। ଆବେଦନକାରୀ ରାଜ୍ୟ ବାର୍‌ କାଉନ୍‌ସିଲର ପୂର୍ବତନ ଅଧ୍ୟକ୍ଷ ଚିନ୍ମୟ…

ଦିନକରେ କରୋନା ନେଲା ୬୬ ଜୀବନ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୬୬ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୫,୮୩୪ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…

ଗ୍ରାହକ କୈନ୍ଦ୍ରିକ ପଦକ୍ଷେପରୁ ମିଳିଛି ସ୍ବତନ୍ତ୍ରତା

ଓଡ଼ିଶା ବଜାରକୁ ନେଇ କ’ଣ କହିବେ? ଭାରତରେ କମ୍ପାନୀ ଯେଉଁ କେତୋଟି ରାଜ୍ୟକୁ ତା’ର ଅଗ୍ରଣୀ ବ୍ୟବସାୟ କ୍ଷେତ୍ର ଭାବେ ମନୋନୀତ କରିଛି, ସେଥିମଧ୍ୟରୁ ଓଡ଼ିଶା ହେଉଛି ଅନ୍ୟତମ। ରାଜ୍ୟର ପ୍ରମୁଖ କୃଷି ଅଞ୍ଚଳ ବରଗଡ଼ ଓ ସୋନପୁର ଆମ ପାଇଁ…

ବିଶାଳ ଦେବ ଅର୍ଥ ସଚିବ

ଭୁବନେଶ୍ୱର,୩୦।୭ (ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଗୁରୁବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୧୯୯୬ ବ୍ୟାଚ୍‌ ଆଇଏଏସ୍‌ ଅଫିସର ବିଶାଳ…

‘ଓ୍ବାନ୍‌ ନେଶନ୍‌, ଓ୍ବାନ୍‌ ରାଶନ’

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଓଡ଼ିଶାର ସବୁ ଜିଲାରେ ଗୁରୁବାରଠାରୁ ଓ୍ବାନ୍‌ ନେଶନ୍‌, ଓ୍ବାନ୍‌ ରାଶନ (ଗୋଟିଏ ଦେଶ, ଗୋଟିଏ ରାଶନ) କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହାଦ୍ବାରା ରାଜ୍ୟ ବାହାରର ଲୋକ ଓଡ଼ିଶାରେ ଏବଂ ଓଡ଼ିଶା ଲୋକ ରାଜ୍ୟ ବାହାରେ ନିଜ ପସନ୍ଦର ଦୋକାନରୁ ରାଶନ…

ରାଜଧାନୀରେ ଥମୁନି ଡେଙ୍ଗୁ

ଭୁବନେଶ୍ୱର,୩୦।୭(ବ୍ୟୁରୋ): କରୋନା ପରେ ଏବେ ଡେଙ୍ଗୁ ସଂକ୍ରମଣରେ ଅତିଷ୍ଠ ହେଲେଣି ରାଜଧାନୀବାସୀ। ଜ୍ୱର ହେବାମାତ୍ରେ ଭୟ ଘାରୁଛି। କେଉଁ ଜ୍ୱର ଡେଙ୍ଗୁର ଲକ୍ଷଣ ତାହାକୁ ନେଇ ଦ୍ୱନ୍ଦ୍ୱରେ ପଡୁଛନ୍ତି ସାଧାରଣ ଲୋକେ। ଡେଙ୍ଗୁ ଦମନରେ ପ୍ରଥମରୁ ଅବହେଳା ଯୋଗୁ ସହରରେ ସ୍ଥିତି…

ଅଗଷ୍ଟ ୨୩ରୁ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ଆସନ୍ତା ଅଗଷ୍ଟ ୨୩ରୁ ଆରମ୍ଭ ହେବ ଏକକ ପିଜି ପରୀକ୍ଷା। ଏନେଇ ଗୁରୁବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଉକ୍ତ ବିଜ୍ଞପ୍ତି ଅନୁସାରେ, ନାମଲେଖା ପାଇଁ ଆଶାୟୀ ଛାତ୍ରୀଛାତ୍ରମାନେ ଅଗଷ୍ଟ ୨ରୁ ୧୪ ତାରିଖ ରାତି…

ଲଭଲିନାଙ୍କ ଐତିହାସିକ ବିଜୟ: ଭାରତ ପାଇଁ ପଦକ ପକ୍କା

ଟୋକିଓ,୩୦।୭: ଭାରତୀୟ ବକ୍ସର ଲଭଲିନା ବୋର୍ଗୋହେନ ଟୋକିଓ ଅଲିମ୍ପିକ୍ସର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମହିଳା ୬୯ କିଲୋଗ୍ରାମ କ୍ୱାର୍ଟରଫାଇନାଲରେ ଲଭଲିନା ତାଇପେଇର ନିନ ଚିନ ଚେନଙ୍କୁ ପରାସ୍ତ କରିଛନ୍ତି। ଏହା ସହ ଲଭଲିନା ପଦକ ନିଶ୍ଚିତ କରିଛନ୍ତି। ସେ ଦ୍ୱିତୀୟ ମହିଳା…

ରାଜ୍ୟରେ ୧,୫୫୮ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୧,୫୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୦୪ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି ୬୫୪ଟି…

ନଦୀରେ ଭାସୁଛି ହଜାର ହଜାର ସଂଖ୍ୟାରେ ଅଣ୍ଡା, ଆଣିବା ପାଇଁ ପାଣିକୁ ଡେଇଁଲେ ଲୋକେ

ଲକ୍ଷ୍ନୌ,୩୦ା୭: ଉତ୍ତରପ୍ରଦେଶର ହରଦୋଇ ଜିଲା ଶାରଦା ସହରରେ ଏକ କୌତୂହଳପୂର୍ଣ୍ଣ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀରେ କିଛି ଧଳା ଜିନିଷ ଭାସୁଥିବାର ଲୋକେ ଦେଖିଥିଲେ। ପରେ ପାଖରେ ଯାଇ ଦେଖିବାରୁ ଏହା କୁକୁଡ଼ା ଅଣ୍ଡା ବୋଲି ଜଣାପଡ଼ିଥିଲା। ଏହି ଖବର ଗାଁରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri