Home

ଆଫଗାନିସ୍ତାନରେ ବନ୍ୟା: ୪୦ ମୃତ, ୧୫୦ରୁ ଅଧିକ ନିଖୋଜ

କାବୁଲ,୨୯ା୭: ଆଫଗାନିସ୍ତାନର ନୁରିସ୍ତାନ ରାଜ୍ୟର କାମଡିଶରେ ଆସିଥିବା ବନ୍ୟାରେ ୮୦ରୁ ଅଧିକ ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ୧୫୦ରୁ ଅଧିକ ଲୋକ ନିଖୋଜ ଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ମୁଖ୍ୟ ସୟଦୁଲ୍ଲା ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ୪୦ଟି ମୃତଦେହ…

ବ୍ରିଜ୍‌ ଉପରେ ପଡ଼ିଛି ରକ୍ତାକ୍ତ ମୃତଦେହ

ବରଗଡ଼ ଅଫିସ,୨୯ା୭: ବରଗଡ଼ ଟାଉନ ଥାନା ଅନ୍ତର୍ଗତ କୁରୁଆଁ ବ୍ରିଜ ଉପରେ ଗୁରୁବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ମୃତକଙ୍କ ପରିଚୟ ମିଳି ପାରିନାହିଁ। ତେବେ ସେ ଭେଡେନ ଥାନା ଥୁଆପାଲି ଅଞ୍ଚଳର ମୂଳ ବାସିନ୍ଦା ଏବଂ…

ଏହି ଗୀତ ଶୁଣି ରାତିରେ ଶୋଇ ପାରୁନାହାନ୍ତି ଅନୁଷ୍କା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଆଜିକାଲି ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ୍‌ ରହୁଛନ୍ତି। ସେ ନୂଆ ନୂଆ ଟ୍ରେଣ୍ଡ୍‌କୁ ଫଲୋ ବି କରନ୍ତି। ଯଦି କିଛି ହାସ୍ୟ ରସାତ୍ମକ ପୋଷ୍ଟ ଦେଖନ୍ତି, ତେବେ ଶେୟାର କରିବାକୁ ଆଦୌ ଭୁଲନ୍ତି ନାହିଁ।…

କେନ୍ଦ୍ର ସରକାରଙ୍କ ଐତିହାସିକ ନିଷ୍ପତି

ନୂଆଦିଲ୍ଲୀ,୨୯।୭: ମେଡିକାଲ ପାଠ ପଢା ପାଇଁ ଆଗ୍ରହୀ ଛାତ୍ରୀଛାତ୍ରଙ୍କୁ ବଡ ଉପହାର ଦେଇଛନ୍ତି ମୋଦି ସରକାର। ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି କହିଛନ୍ତି ଯେ ଚଳିତ ଶିକ୍ଷାବର୍ଷରୁ ସ୍ନାତକୋତ୍ତର ଏବଂ ସ୍ନାତକୋତ୍ତର ମେଡିକାଲ / ଡେଣ୍ଟାଲ ପାଠ୍ୟକ୍ରମ ପାଇଁ…

ପୂର୍ବ ପ୍ରଧାନମନ୍ତ୍ରୀଙ୍କ ଭାଣେଜୀଙ୍କୁ ବିବାହ କରିଥିଲେ ଏହି ଭଜନ ସମ୍ରାଟ; ୨୮ ବର୍ଷୀୟା ଜସଲିନଙ୍କ ସହ ସମ୍ପର୍କକୁ ନେଇ ରହୁଛନ୍ତି ଚର୍ଚ୍ଚାରେ

ବମ୍ବେ: ଭଜନ ସମ୍ରାଟ ଅନୁପ ଜଲୋଟା ଉଭୟ ଗାୟକ ଏବଂ ଗୀତିକାର ଭାବେ ସଙ୍ଗୀତଜଗତରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଗାଇବା ବ୍ୟତିତ ସେ କିଛି ସମୟ ପାଇଁ ଟେଲିଭିଜନ ଉପସ୍ଥାପକ ଭାବେ କାମ କରିଥିଲେ। ଆଜି ତାଙ୍କ ଶୁଭ…

ବକ୍ସିଂରେ ଭାରତକୁ ବଡ଼ ଝଟ୍‌କା: ହାରିଗଲେ ମେରିକମ

ଟୋକିଓ,୨୯।୭: ଟୋକିଓ ଅଲିମ୍ପିକ୍ସରେ ଭାରତକୁ ଏକ ଝଟ୍‌କା ଲାଗିଛି। ଷ୍ଟାର ବକ୍ସର ମେରିକମଙ୍କୁ ପରାଜୟର ସାମ୍ନା କରିବାକୁ ପଡିଛି। ତାଙ୍କ କଲମ୍ବିଆର ଲୋରେନା ଭାଲେନସିଆଙ୍କଠାରୁ ୨-୩ରେ ହାରିଯାଇଛନ୍ତି। ପ୍ରଥମ ରାଉଣ୍ଡରେ ହାରିବା ପରେ ଦ୍ୱିତୀୟ ରାଉଣ୍ଡରେ ମେରିକମ ଜବରଦସ୍ତ ଭାବେ ମ୍ୟାଚ୍‌କୁ…

ସୋସିଆଲ ମିଡିଆରେ ହୋଇଥିଲା ପ୍ରେମ, ପ୍ରେମିକାଙ୍କୁ ଦେଖିବା ପରେ ପ୍ରେମିକ ମାରିଲେ ଛୁ; କାରଣ ଜାଣିଲେ…

ଆଜିକାଲି ଯୁଗରେ ପ୍ରେମୀଯୁଗଳ ଡେଟ୍‌ରେ ଯିବାକୁ ଭାରି ପସନ୍ଦ କରୁଛନ୍ତି। କିନ୍ତୁ ଥରେ ଭାବିଲେ ପ୍ରେମିକା ଜଣକ ପ୍ରେମିକଙ୍କ ସହ ଡେଟ୍‌ରେ ଯିବାକୁ ଉତ୍ସାହିତ ହୋଇ ଅପେକ୍ଷା କରିଥିବେ ଆଉ ପ୍ରେମିକ ପ୍ରବର ପହଞ୍ଚି ତାଙ୍କୁ ଅଧା ରାସ୍ତାରେ ଛାଡ଼ି ଚାଲିଯିବେ।…

ସାକ୍ଷୀଗୋପାଳ ମନ୍ଦିର-ବକୁଳବନର ହେବ ଉନ୍ନୟନ କାର୍ଯ୍ୟ: ପ୍ରଥମ ପର୍ଯ୍ୟାୟରେ ୭ କୋଟି ଟଙ୍କାର ଅନୁଦାନ ମଞ୍ଜୁର

ସାକ୍ଷୀଗୋପାଳ,୨୯ା୭(ଡି.ଏନ୍‌.ଏ.): ଐତିହ୍ୟ ପୀଠ ବିକାଶ ଯୋଜନାରେ ପୁରାଣ ପ୍ରସିଦ୍ଧ ସାକ୍ଷୀଗୋପାଳ ମନ୍ଦିର ଓ ଐତିହାସିକ ବକୁଳବନର ଉନ୍ନୟନ କାର୍ଯ୍ୟ ହେବ। ଏନେଇ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ଓ ପୁରୀ ଜିଲାପାଳ ସମର୍ଥ ବର୍ମା ବୁଧବାର ମନ୍ଦିର ଓ ବକୁଳବନ ପରିଦର୍ଶନ…

ଏକବିଂଶ ଶତାବ୍ଦୀରେ ଜନ୍ମିତ ପ୍ରଥମ ଖେଳାଳି ଭାବେ ଭାରତ ପକ୍ଷରୁ ଡେବ୍ୟୁ କଲେ ଏହି କ୍ରିକେଟର୍‌

କଲମ୍ବୋ,୨୯।୭: ଆଇପିଏଲରେ ଭଲ ପ୍ରଦର୍ଶନ ପରେ ଯୁବ ବ୍ୟାଟ୍ସମ୍ୟାନ ଦେବଦତ୍ତ ପଡିକଲଙ୍କୁ ପୁରସ୍କୃତ କରାଯାଇଛି। ଆଇପିଏଲରେ ବିରାଟ କୋହଲିଙ୍କ ଦ୍ୱାରା ଅଧିନାୟକ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁରେ ଖେଳିଥିବା ଦେବଦତ୍ତ ପଡିକଲଙ୍କୁ ବୁଧବାର ଅନ୍ତର୍ଜାତୀୟ ପଦାର୍ପଣ କରିବାର ସୁଯୋଗ ମିଳିଥିଲା। ଡେବ୍ୟୁ ମ୍ୟାଚ୍‌ରେ…

ସ୍ମାର୍ଟ ଫୋନ୍‌ ନେଲା ଛାତ୍ରଙ୍କ ଜୀବନ

କେନ୍ଦୁଝର,୨୯ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକର ଆଖୁପାଳ ଗ୍ରାମରେ ଫ୍ରି ଫାୟାର ଗେମ୍‌ ଖେଳି ଆହତ ହୋଇଥିବା ଦଶମ ଶ୍ରେଣୀ ଛାତ୍ର ଅଗସ୍ତି ଖଣ୍ଡା(୧୫)ଙ୍କ କଟକରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ, ଅନ୍‌ଲାଇନରେ ପୁଅ ପାଠ ପଢ଼ିବ ବୋଲି ପିତା…

ଅଭିନୟଠାରୁ ଅଧିକ ବିବାଦକୁ ନେଇ ଚର୍ଚ୍ଚାରେ ଥାନ୍ତି ଏହି ଅଭିନେତା; ଏବେ ୧୩୭ କୋଟି ସମ୍ପତ୍ତିର ମାଲିକ

ବମ୍ବେ: ବଲିଉଡ୍‌ର ମୁନ୍ନାଭାଇ କହିଲେ ଅଭିନେତା ସଞ୍ଜୟ ଦତ୍ତଙ୍କୁ ବୁଝାଯାଏ। ୮୦ ଦଶକରୁ ଅଭିନୟ ଦୁନିଆରେ ଆକ୍ଟିଭ୍‌ ଥିବା ସଞ୍ଜୁ ବାବା ନିଜର କର୍ମ, ବ୍ୟକ୍ତିଗତ ଏବଂ ବିବାଦକୁ ନେଇ ସବୁବେଳେ ରହିଥାନ୍ତି ଚର୍ଚ୍ଚାରେ। ଆଜି ସେ ତାଙ୍କର ୬୨ତମ ଜନ୍ମଦିନ…

ବିଚାରପତିଙ୍କୁ ହତ୍ୟା, ସିଜେଆଇ ଦେଲେ ଆଶ୍ୱାସନା…

ଧାନବାଦ,୨୯।୭: : ଝାଡ଼ଖଣ୍ଡରେ ଅଟୋ ଧକ୍କା କରି ଅତିରିକ୍ତ ଜିଲା ବିଚାରପତି ଉତ୍ତମ ଆନନ୍ଦଙ୍କ ହତ୍ୟା ଘଟଣାରେ ସୁପ୍ରିମ୍‌କୋର୍ଟରେ ଉଦ୍‌ବେଗ ପ୍ରକାଶ ପାଇଛି। ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି(ସିଜେଆଇ) ଏନ.ଭି. ରାମନା କହିଛନ୍ତି ଯେ ସେ ଏ ସମ୍ପର୍କରେ ଝାଡ଼ଖଣ୍ଡ ହାଇକୋର୍ଟଙ୍କ ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri