Home

କାନ୍ଦିଲେ ମୁଖ୍ୟମନ୍ତ୍ରୀ…

ବେଙ୍ଗାଲୁରୁ,୨୯।୭: କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ବାସବରାଜ ବୋମାଇ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏବେ ସୋସିଆଲ୍‌ ମିଡ଼ିଆରେ ମୁଖ୍ୟମନ୍ତ୍ରୀଙ୍କ ପୋଷା କୁକୁର ସନି ବେଶ୍‌ ଭାଇରାଲ ହେବାରେ ଲାଗିଛି। କିଛି ଦିନ ତଳେ ସନିର ମୃତ୍ୟୁ ଘଟିଥିଲା। କୁକୁରର ମୃତଦେହକୁ ବୋମାଇଙ୍କର…

ଆଲାସ୍କାରେ ଜୋରଦାର ଭୂକମ୍ପ ଝଟ୍‌କା

ଓ୍ବାଶିଂଟନ୍‌,୨୯।୭: ଆମେରିକା ଆଲାସ୍କାର ପେନିନସୁଲାରେ ଜୋରଦାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ସ୍ଥାନୀୟ ସମୟାନୁସାରେ ବୁଧବାର ବିଳମ୍ବିତ ରାତ୍ରି ୧୧ଟା ୧୫ରେ ଏକ ଶକ୍ତିଶାଳୀ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୮.୨ ରହିଥିଲା। ଭୂକମ୍ପର କେନ୍ଦ୍ରସ୍ଥଳ ଦକ୍ଷିଣ…

ନାବାଳିକାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ ମାମଲା: ୩ ଅଭିଯୁକ୍ତ ଗିରଫ

ଡେରାବିଶ,୨୯ା୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଚାନ୍ଦୋଳ ଫାଣ୍ଡି ଅଞ୍ଚଳରେ ଜଣେ ନାବାଳିକାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ୍‌ ନେଇ ଗତ ଜୁନ୍‌ ୪ ତାରିଖରେ ଥାନାରେ ଅଭିଯୋଗ ହୋଇଥିଲା ।ଅଭିଯୋଗକୁ ଭିତ୍ତି କରି କେସ ନଂ ୩୨୩/୨୧ରେ ବିଭିନ୍ନ…

ସଂସଦ ଅଚଳ…

ନୂଆଦିଲ୍ଲୀ,୨୯।୭: ସଂସଦର ମୌସୁମୀ ଅଧିବେଶନ ଏପର୍ଯ୍ୟନ୍ତ ଅଶାନ୍ତ ହୋଇପଡିଛି। ଉଭୟ ଲୋକ ସଭା ଓ ରାଜ୍ୟ ସଭାରେ ଗୋଟିଏ ଦିନ ପାଇଁ ସ୍ବାଭାବିକ ଭାବରେ କାର୍ଯ୍ୟ ହୋଇ ପାରିନାହିଁ। ପେଗାସସ୍‌, କୃଷି ଆଇନ ଏବଂ ଦରଦାମ୍‌ ବୃଦ୍ଧିକୁ ନେଇ ବିରୋଧୀ ସଦସ୍ୟଙ୍କ…

ଅଣ୍ଡରଓ୍ବାଲର୍‌ଡ ଡନ୍‌ ଛୋଟା ରାଜନ ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ,୨୯।୭: ଅଣ୍ଡରଓ୍ବାଲର୍‌ଡ ଡନ୍‌ ଛୋଟା ରାଜନ ପୁଣି ଥରେ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ତିହାଡ ଜେଲରୁ ଦିଲ୍ଲୀ ଏମ୍ସ ସ୍ଥିତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବୁଧବାର ପେଟରେ ଯନ୍ତ୍ରଣା ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସୂଚନା ମୁତାବକ ଛୋଟା ରାଜନ…

ପୃଥିବୀକୁ ଏମିତି ଭାବେ ନଷ୍ଟ କରିଦେବେ ଏଲିଅନ୍‌, ଜାଣନ୍ତୁ କ’ଣ କହିଛନ୍ତି ୟୁଏଫ୍‌ଓ ବିଶେଷଜ୍ଞ

ପୃଥିବୀ ଉପରେ ଅଲଗା ଗ୍ରହର ଜୀବ ଅର୍ଥାତ୍‌ ଏଲିଅନ୍‌ଙ୍କୁ ଦେଖିବାକୁ ମିଳୁଥିବା ବିଭିନ୍ନ ମହଲରୁ ମତ ପ୍ରକାଶ ପାଉଛି। ଏହାକୁ ନେଇ ବିଭିନ୍ନ ସମୟରେ ଅନେକ କାହାଣୀ ବି ଶୁଣିବାକୁ ମିଳୁଛି। ଏହିସବୁ ଦାବି ମଧ୍ୟରେ ପ୍ରସିଦ୍ଧ ୟୁଏଫ୍‌ଓ ବିଶେଷଜ୍ଞ ନିକ୍‌…

କାଲିଠୁ ମାଟ୍ରିକ୍‌ ଅଫ୍‌ଲାଇନ୍‌ ପରୀକ୍ଷା: ପହଞ୍ଚିସାରିଛି ପ୍ରଶ୍ନପତ୍ର, ଉତ୍ତରଖାତା

ଭୁବନେଶ୍ୱର,୨୯।୭(ବ୍ୟୁରୋ): ବିନା ପରୀକ୍ଷାରେ ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷାଫଳ ପ୍ରକାଶ ପାଇଥିଲା। ଏହାକୁ ନେଇ ବହୁ ବାଦବିବାଦ ଦେଖାଦେଇଥିଲା। ଛାତ୍ରୀଛାତ୍ରମାନେ ଆଶା କରୁଥିବା ମାର୍କଠାରୁ କମ୍‌ ମାର୍କ ପାଇଥିବା ନେଇ ଅଭିଯୋଗ ଆଣି ରାସ୍ତାକୁ ଓହ୍ଲାଇଥିଲେ। ଏହାପରେ ଅସନ୍ତୁଷ୍ଟ ପିଲାମାନେ ଅଫ୍‌ଲାଇନ୍‌ରେ…

କଂଗ୍ରେସରେ ସାମିଲ ହୋଇପାରନ୍ତି ପିକେ

ନୂଆଦିଲ୍ଲୀ,୨୯।୭: ନିର୍ବାଚନୀ ରଣନୀତିକାର ପ୍ରଶାନ୍ତ କିଶୋର କଂଗ୍ରେସରେ ସାମିଲ ହୋଇପାରନ୍ତି। ଗତ କିଛି ଦିନରୁ ଏନେଇ ରାଜନୈତିକ ଚର୍ଚ୍ଚା ଲାଗିରହିଛି। ନିକଟରେ ପ୍ରଶାନ୍ତ କିଶୋର କଂଗ୍ରେସର ମହାସଚିବ ପ୍ରିୟଙ୍କା ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କୁ ଏହି ଭେଟିବା ପରେ ଏନେଇ ଲାଗିରହିଥିବା…

ବିଧାନସଭାରେ ହଟ୍ଟଗୋଳ: ଭାଜପା ବିଧାୟକ ସଦନରୁ ନିଲମ୍ବିତ

ନୂଆଦିଲ୍ଲୀ,୨୯।୭: ଦିଲ୍ଲୀ ବିଧାନସଭା ମୌସୁମୀ ଅଧିବେଶନରେ ଗୁରୁବାର ଜୋରଦାର ହଟ୍ଟଗୋଳ ହୋଇଛି। ବିରୋଧୀ ଦଳ ସଦସ୍ୟମାନେ ବାଚସ୍ପତିଙ୍କ ସହ ଯୁକ୍ତିତର୍କ ମଧ୍ୟ କରିଛନ୍ତି। ଗୃହରେ ପ୍ରବଳ ହଟ୍ଟଗୋଳ ଯୋଗୁ ବାଚସ୍ପତି ଭାଜପା ବିଧାୟକ ଅନୀଲ ବାଜପେୟୀଙ୍କୁ ମାର୍ଶଲ ଆଉଟ କରିବାକୁ ନିର୍ଦ୍ଦେଶ…

ବରିଷ୍ଠ ଆଇଏଏସ୍‌ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ନୂଆ ଦାୟିତ୍ୱ

ଭୁବନେଶ୍ୱର,୨୯।୭(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ବରିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି । ଅର୍ଥ ସଚିବ ଥିବା ଅଶୋକ ମୀନାଙ୍କୁ ପଞ୍ଚାୟତିରାଜ ସଚିବ ଭାବେ ନୂତନ ନିଯୁକ୍ତି ମିଳିଛି। ପର୍ଯ୍ୟଟନ ସଚିବ ଥିବା ବିଶାଲ ଦେବଙ୍କୁ ଅର୍ଥ ବିଭାଗ ସଚିବ କରାଯାଇଛି।…

ଆଜି ଭାରତ-ଶ୍ରୀଲଙ୍କା ନିର୍ଣ୍ଣାୟକ ଟି-୨୦: ଜାଣନ୍ତୁ କେବେ ଓ କେଉଁଠି ଦେଖିବେ ଏହି ମ୍ୟାଚ୍‌…

କଲମ୍ବୋ,୨୯।୭: ଭାରତ-ଶ୍ରୀଲଙ୍କା ମଧ୍ୟରେ ତୃତୀୟ ତଥା ନିର୍ଣ୍ଣାୟକ ଟି-୨୦ ଗୁରୁବାର ଖେଳାଯିବ। ଭାରତୀୟ ଟିମ୍‌ର ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା କୋଭିଡ ସଂକ୍ରମିତ ହୋଇଯିବା ପରେ ଦ୍ୱିତୀୟ ଟି-୨୦ରେ ଖେଳାଳି ଚୟନକୁ ନେଇ ସମସ୍ୟା ସୃଷ୍ଟି ହୋଇଥିଲା। ଫଳରେ ଶ୍ରୀଲଙ୍କା ଟିମ୍‌ ଏଥିରେ…

କାନ୍ଧାହାର ପାଲଟିଛି ଯୁଦ୍ଧକ୍ଷେତ୍ର, ୨୦ ପ୍ରଦେଶରେ ମୁହାଁମୁହିଁ ସ୍ଥିତି…

କାବୁଲ,୨୯।୭: ଆଫଗାନିସ୍ତାନର ୨୦ଟି ପ୍ରଦେଶରେ ତାଲିବାନ ଆତଙ୍କବାଦୀ ଏବଂ ଆଫଗାନିସ୍ତାନ ସୈନ୍ୟ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଘଜନୀ, ତାଖର, ହେଲମାଣ୍ଡ ଏବଂ ବାଗଲାନ ପ୍ରଦେଶରେ ଗୃହଯୁଦ୍ଧ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ପୂର୍ବରୁ ତାଲିବାନର ଗଡ଼ କୁହାଯାଉଥିବା କାନ୍ଧାହାର ପ୍ରଦେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri