Home

୨୩ ମିନିଟ୍‌ ୪୮ ସେକେଣ୍ଡରେ ୨୭ଟି ପୁସ୍ତକ ପଢି ଦେଲେ ସାଢେ ତିନି ବର୍ଷର ବାଳକ

ଲୁଧିଆନା, ୨୯।୭: ପଞ୍ଜାବର ଲୁଧିଆନାରେ ରହୁଥିବା ସାଢେ ତିନି ବର୍ଷର ବାଳକ କୁନୱର ପ୍ରତାପ ସିଂ ଏବେ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ଏନେ କମ ବୟସରୁ ତାଙ୍କ ନାମ ଇଣ୍ଡିଆ ବୁକ ଅଫ ରେକର୍ଡସ ଏବଂ ଆନ୍ତର୍ଜାତୀୟ ବୁକ ଅଫ ରେକର୍ଡରେ…

ଚାକିରି, ଋଣ ଦେବା ଆଳରେ ୭.୧୩ ଲକ୍ଷ ଠକେଇ

ଖୋର୍ଦ୍ଧା ଅଫିସ,୨୯ା୭: ନିଜକୁ ଆର୍‌ବିଏଲ ବ୍ୟାଙ୍କ ଓଡ଼ିଶା ମୁଖ୍ୟ ପରିଚୟ ଦେଇ ଋଣ ଓ ଚାକିରି କରାଇଦେବାକୁ କହି ଏକାଧିକ ବ୍ୟକ୍ତିଙ୍କଠାରୁ ୭ ଲକ୍ଷ ୧୩ ହଜାର ଟଙ୍କା ଠକି ନେଇଥିବା ଅଭିଯୋଗରେ ଖୋର୍ଦ୍ଧା ଆଦର୍ଶ ଟାଉନ ଥାନା ପୋଲିସ ବୁଧବାର…

ଅପରାଧ ରୋକାଯିବା ଉପରେ ଗୁରୁତ୍ୱ

କଟକ ଅଫିସ, ୨୯ା୭: କଟକସ୍ଥିତ ପୋଲିସ ମୁଖ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ନେଇ ଡିଜିପି ଅଭୟ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ବୁଧବାର ଏକ ସମୀକ୍ଷା ବୈଠକ କରିଛନ୍ତି। ଏଥିରେ ଅପରାଧ ରୋକିବା ଉପରେ ଗୁରୁତ୍ୱ ଦେବା ପାଇଁ ସମସ୍ତ ଆରକ୍ଷୀ ଅଧୀକ୍ଷକ, କଟକ…

ମନ୍ତ୍ରୀଙ୍କ ଘର ଆଗରେ ମା’ପୁଅଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର,୨୯ା୭(ବ୍ୟୁରୋ): ମାଟ୍ରିକ୍‌ ପରୀକ୍ଷା ପାଇଁ ଫର୍ମ ପୂରଣ ନ ହୋଇପାରିବାରୁ ମଙ୍ଗଳବାର କ୍ୟାପିଟାଲ ହାଇସ୍କୁଲ୍‌ ଗେଟ୍‌ ସାମ୍ନାରେ ଜଣେ ମା’ ଓ ତାଙ୍କ ପୁଅ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ବୁଧବାର ପୁଣି ସେମାନେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ…

ଚୟନକର୍ତ୍ତା ଖେଳାଳିଙ୍କୁ କେବଳ ଛୁଟି କାଟିବା ପାଇଁ ଚୟନ କରି ନ ଥାନ୍ତି, କାହିଁକି ଏମିତି କହିଲେ ଦ୍ରାଭିଡ

କଲମ୍ବୋ,୨୯।୭: ଆଜିକାଲି ଯୁବ ଖେଳାଳିଙ୍କ ସହ ଭାରତୀୟ ଦଳ ଶ୍ରୀଲଙ୍କା ଗସ୍ତରେ ଅଛି। ଦ୍ୱିତୀୟ ଟି -୨୦ ମ୍ୟାଚ୍‌ ପୂର୍ବରୁ କ୍ରୁନାଲ ପାଣ୍ଡ୍ୟାଙ୍କୁ ପଜିଟିଭ ମିଳିବା ପରେ ଏବଂ ୮ ଖେଳାଳି ଏବେ ହୋମ ଆଇସୋଲେସନରେ ଅଛନ୍ତି। ଫଲରେ ଦ୍ୱିତୀୟ ଟି…

ବହୁତ ରୋଜଗାର କରନ୍ତି; ହେଲେ ସ୍ବଭାବରେ ଭାରି ଖର୍ଚ୍ଚି ଏହି ରାଶିର ଲୋକେ; ଏହି କ୍ଷେତ୍ରରେ ପାଇଥାନ୍ତି ସଫଳତା

ଜ୍ୟୋତିଷଶାସ୍ତ୍ର ଅନୁସାରେ ପ୍ରତ୍ୟେକ ରାଶିର ଲୋକଙ୍କ ସ୍ବଭାବ ଭିନ୍ନ । ସେମାନଙ୍କର ପସନ୍ଦ ନାପସନ୍ଦ ମଧ୍ୟ ଅଲଗା ଅଲଗା ହୋଇଥାଏ। ଆଜି ରାଶିର ଆଲୋଚନାରେ କର୍କଟ ରାଶି ବିଷୟରେ ଆଲୋଚନା କରିବା। ଏହି ରାଶିର ସ୍ବାମୀ ଗ୍ରହ ଚନ୍ଦ୍ର। ଚନ୍ଦ୍ରମା ପ୍ରଭାବରୁ…

ଦିନେ ଶ୍ୱଶୁରଙ୍କ ପାଖକୁ କାମ ମାଗିବାକୁ ଯାଇଥିଲେ ଅକ୍ଷୟ କୁମାର: ଘଣ୍ଟା ଘଣ୍ଟା ଅପେକ୍ଷା ପରେ…

ବଲିଉଡର ଭେଟେରାନ ଅଭିନେତା ରାଜେଶ ଖାନ୍ନା ନିଜ ସମୟରେ ପରଦାରେ ରାଜ୍‌ କରୁଥିଲେ। ଯେକୌଣସି ଚଳଚ୍ଚିତ୍ରକୁ ନିଜେ ହିଟ କରିବାର କ୍ଷମତା ରଖିଥିଲେ ସେ। ରାଜେଶ ଖାନ୍ନା ତିନିଥର ଫିଲ୍ମଫେୟାର ପୁରସ୍କାର ଜିତିଥିଲେ ଏବଂ ୧୪ ଥର ମନୋନୀତ ହୋଇଥିଲେ। ତାଙ୍କର…

ପ୍ରଧାନମନ୍ତ୍ରୀଙ୍କ ଫଲୋଅର୍ସ ସଂଖ୍ୟା ୭ କୋଟି…

ନୂଆଦିଲ୍ଲୀ,୨୯।୭: ଟୁଇଟର ଯୋଗୁ ସୋସିଆଲ୍‌ ମିଡ଼ିଆରେ ସମଗ୍ର ବିଶ୍ୱର ଲୋକ ଏକାଠି ହୋଇପାରିଛନ୍ତି। ଏହା କେବଳ ଧାରଣା ଆଦାନ ପ୍ରଦାନ ପାଇଁ ଏକ ପ୍ଲାଟଫର୍ମ ହୋଇନାହିଁ ବରଂ ବାସ୍ତବ ସମୟରେ ସୂଚନା ପ୍ରସାରଣ କରିବା କ୍ଷେତ୍ରରେ ସବୁଠାରୁ ଶକ୍ତିଶାଳୀ ମାଧ୍ୟମ ପାଲଟିଛି।…

ଅଲିମ୍ପିକ୍ସକୁ ନେଇ ଚିତ୍ରକଳା ପ୍ରଦର୍ଶନ

ସମ୍ବଲପୁର,୨୯ା୭ (ବ୍ୟୁରୋ): ଅଲିମ୍ପିକ୍ସକୁ ନେଇ ଇଣ୍ଡିଆନ କଣ୍ଟେମ୍ପରାରି ଆଟର୍‌ସ ଆସୋସିଏଶନ ଦ୍ୱାରା ଆନ୍ତର୍ଜାତୀୟ ଭର୍ଚୁଆଲ ଆର୍ଟ ଶୋ ପ୍ରଦର୍ଶିତ ହୋଇଛି। ଏଥିରେ ପଶ୍ଚିମ ଓଡ଼ିଶାର ୮ ଚିତ୍ରଶିଳ୍ପୀଙ୍କ କଳାକୃତି ସାମିଲ ହୋଇଛି। ପୂର୍ବତନ ରାଜ୍ୟ ସଭା ସଦସ୍ୟ ତଥା ଆନ୍ତର୍ଜାତୀୟ ହକି…

ହୀରାକୁଦ ଜଳଭଣ୍ଡାର ଦ୍ୱୀପରେ ହେବ କଟେଜ୍‌

ସମ୍ବଲପୁର,୨୯ା୭(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାରରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶ ପାଇଁ ପର୍ଯ୍ୟାପ୍ତ ସୁଯୋଗ ରହିଛି। ରାଜ୍ୟ ସରକାର ଏଠାରେ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପ ପାଇଁ ୧୩୦ କୋଟି ଟଙ୍କା ଖର୍ଚ୍ଚ କରିବା ଯୋଜନା କରିଛନ୍ତି। ଜଳଭଣ୍ଡାର ଦ୍ୱୀପରେ କଟେଜ୍‌ ନିର୍ମାଣ…

ଘର ପାଖରେ ଟିକାକରଣ ମାମଲା: ଭିନ୍ନକ୍ଷମ, ବରିଷ୍ଠ ନାଗରିକଙ୍କ ତଥ୍ୟ ଦେବାକୁ ନିର୍ଦ୍ଦେଶ

କଟକ ଅଫିସ, ୨୯ା୭: ଭିନ୍ନକ୍ଷମ ଓ ବରିଷ୍ଠ ନାଗରିକଙ୍କୁ ଘର ପାଖରେ ଟିକା ପ୍ରଦାନ ନେଇ ସବିଶେଷ ରିପୋର୍ଟ ଦାଖଲ ପାଇଁ ହାଇକୋର୍ଟ ରାଜ୍ୟ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଅଗଷ୍ଟ ୩୧ ସୁଦ୍ଧା କେତେଜଣ ଭିନ୍ନକ୍ଷମ ଓ ବରିଷ୍ଠ ନାଗରିକଙ୍କୁ…

ଆଜି ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ: ବିପଦରେ ମହାବଳ

ଆଗାମୀ ପିଢ଼ି ମହାବଳ ହେଣ୍ଟାଳ ଶୁଣିପାରିବେ ତ? ପୃଥିବୀର ସୁନ୍ଦରତମ ହିଂସ୍ରପ୍ରାଣୀ ତାଲିକାଭୁକ୍ତ ଏହି ବନ୍ୟଜୀବର ରାଜକୀୟ ଠାଣି ଦୂରରୁ ଦେଖିବାକୁ ମିଳିବ ତ? ନା କେଇ ଦଶନ୍ଧି ମଧ୍ୟରେ ଇତିହାସ ପାଲଟିଯିବ ଭାରତର ଜାତୀୟ ପଶୁ? ଧ୍ୱଂସାଭିମୁଖୀ ଜଙ୍ଗଲ ସମ୍ପଦ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri