Home

ଅସହ୍ୟ ହେଲା ଯନ୍ତ୍ରଣା, ବିଧାନସଭା ସମ୍ମୁଖରେ ହାତ କାଟିବା ସହ ବିଷ ପିଇଦେଲେ ଯୁବକ

ଭୁବନେଶ୍ୱର,୮ା୯(ବ୍ୟୁରୋ): ଯନ୍ତ୍ରଣାରେ ଅସହ୍ୟ ହୋଇ ବୁଧବାର ବିଧାନସଭା ସମ୍ମୁଖରେ ଜଣେ ଯୁବକ ହାତ କାଟିବା ସହ ବିଷ ପିଇ ଦେଇଛନ୍ତି। ଡାକ୍ତରଙ୍କ ଭୁଲ ଯୋଗୁ ତାଙ୍କ ଗୋଡ଼ ଅଚଳ ହୋଇପଡ଼ିଛି। ଉନ୍ନତମାନର ଚିକିତ୍ସା ପାଇଁ ଅର୍ଥାଭାବ। ଗୁହାରି କଲେ ବି ଶୁଣିବାକୁ…

ଭୁଲ୍‌ରେ ବି ଘରେ ଲଗାନ୍ତୁ ନାହିଁ ଏହି ୭ ଗଛ; ହୋଇଯିବେ କାଙ୍ଗାଳ..

ଘରର ଅଗଣା ଅଥବା ବଗିଚାର ସୌନ୍ଦର୍ଯ୍ୟ ବଢ଼ାଉଥିବା ଗଛ ଆପଣଙ୍କୁ କାଙ୍ଗାଳ କରିପାରେ। ବାତାବରଣକୁ ଶୁଦ୍ଧ ରଖୁଥିଲେ ହେଁ ବାସ୍ତୁଶାସ୍ତ୍ର ଅନୁଯାୟୀ ସେଗୁଡ଼ିକର ସମ୍ବନ୍ଧ ଭାଗ୍ୟ-ଦୁର୍ଭାଗ୍ୟ ସହ ଜଡ଼ିତ। ଆଜିର ଆଲୋଚନାରେ ସେହିଭଳି ସାତୋଟି ଗଛ ବିଷୟରେ କଥା ହେବା ଯାହା…

ଛୋଟ ସାପ ଭାବି ଲାଞ୍ଜକୁ ଧରି ଟାଣୁଥିଲେ; ଫଣା ଟେକି ଗର୍ଜନ କରି ଉଠିଲା ଅହିରାଜ; ଆଉ ତା’ ପରେ…

ଆଜିକାଲି ସୋସିଆଲ ମିଡିଆରେ ସାଧାରଣଜନତାଙ୍କଠାରୁ ଆରମ୍ଭ କରି ସେଲିବ୍ରିଟି ପର୍ଯ୍ୟନ୍ତ ସକ୍ରିୟ ରହୁଛନ୍ତି। ଅନେକ ଭାରତୀୟ ବନସେବା ଅଧିକାରୀଙ୍କ ନାମ ମଧ୍ୟ ଏହି ତାଲିକାରେ ରହିଛି। ସେମାନେ ପ୍ରାୟତଃ ଜଙ୍ଗଲ ଦୁନିଆ ବିଷୟରେ ଅବଗତ କରାଇଥାନ୍ତି। ଏହି କ୍ରମରେ ଜଣେ ଆଇଏଫଏସ୍‌…

ବ୍ୟସ୍ତ ରହିଲେ ବି ମା’ଙ୍କ ସହ ସମୟ ବିତାଇବାକୁ ଭୁଲନ୍ତିନି ଅକ୍ଷୟ କୁମାର

ମୁମ୍ବାଇ: ସୁପରଷ୍ଟାର ଅକ୍ଷୟ କୁମାରଙ୍କ ମା’ ଅରୁଣା ଭାଟିଆଙ୍କର ବୁଧବାର ନିଧନ ହୋଇଛି। ମା’ଙ୍କୁ ହରାଇ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି ଖିଲାଡି ବୟ। ଅକ୍ଷୟ ତାଙ୍କ ମାଙ୍କୁ ବହୁତ ଭଲ ପାଆନ୍ତି। ଅକ୍ଷୟ ଜଣେ ଆଦର୍ଶ ପୁଅ। ଯେତେ ବ୍ୟସ୍ତ ଥାଆନ୍ତୁ…

ରାଜ୍ୟପାଳ ଦେଲେ ଇସ୍ତଫା, ଲଢ଼ିବେ ବିଧାନସଭା ନିର୍ବାଚନ…

ଡେରାଡୁନ୍‌,୮।୯: ଉତ୍ତରାଖଣ୍ଡ ରାଜ୍ୟପାଳ ବେବି ରାଣି ମୌର୍ଯ୍ୟ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ରକୁ ଅନୁମୋଦନ ପାଇଁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପାଖକୁ ପଠାଇଛନ୍ତି। ସେ ରାଜନୀତିରେ ସକ୍ରିୟ ଭୂମିକା ଗହଣ କରିବାକୁ ଯୋଜନା କରୁଥିବା ନେଇ ଚର୍ଚ୍ଚା ହେଉଛି।…

ଟି-୨୦ ବିଶ୍ୱକପ୍‌ ପାଇଁ ନିଜ ଦଳ ବାଛିଲେ ଗାଭାସ୍କର: ବଡ଼ ବଡ଼ ଖେଳାଳିଙ୍କୁ ଦେଲେ ବାଦ୍‌

ନୂଆଦିଲ୍ଲୀ,୮।୯: ଆଇସିସି ଟି -୨୦ ବିଶ୍ୱକପ ୨୦୨୧ ପାଇଁ ବୁଧବାର ଭାରତୀୟ କ୍ରିକେଟ ଦଳ ଘୋଷଣା କରାଯିବ। ଦଳ ଘୋଷଣା ପୂର୍ବରୁ ଏହା କୁହାଯାଉଛି ଯେ, ଏଥିରେ ୧୩-୧୫ ଭାରତୀୟ ଖେଳାଳିଙ୍କ ସ୍ଥାନ ନିଶ୍ଚିତ ହୋଇଥିବାବେଳେ କେବଳ କିଛି ନାମ ଉପରେ…

ଫ୍ଲାଇଟ୍‌ରେ ଡ୍ୟାନ୍ସ କଲେ ଏୟାର ହୋଷ୍ଟେସ୍‌, ଭାଇରାଲ ହେଉଛି ଭିଡିଓ

ଜଣେ ଏୟାର ହୋଷ୍ଟେସଙ୍କ ଡ୍ୟାନ୍ସ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ‘ମାନିକେ ମାଗେ ହିତେ’ ଗୀତରେ ସେ ଡ୍ୟାନ୍ସ କରୁଥିବା ନଜର ଆସିଛନ୍ତି। ଭିଡିଓଟି ଭାଇରାଲ ହେବାର ୩ ମାସ ମଧ୍ୟରେ ୯୧ ମିଲିୟନ ଭିୟ୍ୟୁ ପାଇସାରିଲାଣି। ‘ମାନିକେ…

‘ଡୋର୍‌ ଟୁ ଡୋର୍‌’ ଟିକାକରଣ ସମ୍ଭବ ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮।୯: କୋଭିଡ ଟିକାକରଣର ‘ଡୋର୍‌ ଟୁ ଡୋର୍‌’ ମାମଲା ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ, ଦେଶରେ ଟିକାକରଣ ସୁରୁଖୁରୁରେ ଚାଲିଛି। ୬୦ ପ୍ରତିଶତ ଲୋକ ଅତି କମରେ ଗୋଟିଏ ଟିକା ପାଇଛନ୍ତି। ତେଣୁ…

ଫାଇନାଲ ପୂର୍ବରୁ ସେମି ଫାଇନାଲ ପ୍ରସ୍ତୁତି,ମିଶନ ୟୁପିକୁ ଭାଜପାର ଗୁରୁତ୍ୱାରୋପ…

ନୂଆଦିଲ୍ଲୀ,୮।୯: ଦେଶରେ ସାଧାରଣ ନିର୍ବାଚନ ୨୦୨୪ରେ ଅନୁଷ୍ଠିତ ହେବ। ଏହାର ୨ ବର୍ଷ ପୂର୍ବରୁ ଉତ୍ତରପ୍ରଦେଶ (ୟୁପି)ରେ ୨୦୨୨ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ତେଣୁ ଫାଇନାଲ ପୂର୍ବରୁ ଭାଜପା ସେମି ଫାଇନାଲ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦଳ ପକ୍ଷରୁ…

ମୋ ସହ ଡେଟ୍‌ରେ ଯିବା ପାଇଁ ପସନ୍ଦ କରନ୍ତି ପ୍ରତ୍ୟେକ ପୁରୁଷ, ଭିତିରି କାରଣ କହିଲେ ଏହି ମଡେଲ

ଜଣେ ମଡେଲ ତଥା ସୋସିଆଲ ମିଡିଆ ଷ୍ଟାର ନିଜର ଏକଲାପଣର ଭିନ୍ନ ଏକ କାରଣ କହିଛନ୍ତି। ତାଙ୍କର କହିବା କଥା ମୋର କୌଣସି ମହିଳା ସାଙ୍ଗ ନାହାନ୍ତି। ତାଙ୍କୁ ଅନ୍ୟ ମହିଳାମାନଙ୍କ ସହିତ ମିତ୍ରତା କରିବା ପାଇଁ ସଂଘର୍ଷ କରିବାକୁ ପଡ଼ିଥାଏ।…

ତାଲିବାନର ନୂଆ ମନ୍ତ୍ର: ଶିକ୍ଷାମନ୍ତ୍ରୀ କହିଲେ, ପିଏଚ୍‌ଡି, ମାଷ୍ଟରଡିଗ୍ରୀ ସବୁ ବେକାର

କାବୁଲ,୮।୯: ତାଲିବାନ ଆଫଗାନିସ୍ତାନରେ ମଧ୍ୟବର୍ତ୍ତୀକାଳୀନ ସରକାର ଘୋଷଣା କରିଛି। ମୁଲ୍ଲା ମହମ୍ମଦ ହାସନ ଅଖଣ୍ଡଙ୍କୁ ଦେଶର ନୂତନ ପ୍ରଧାନମନ୍ତ୍ରୀ ହୋଇଥିବାବେଳେ ଶେଖ କୌଲଭି ନୁରଲା ମୁନିରଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଛି। ଏହି ସମୟ ମଧ୍ୟରେ ସରକାର ଗଠନ ହେବା ସହିତ…

ଅଲିମ୍ପିକ୍ସ ପଦକ ବିଜେତାଙ୍କୁ ନିଜ ହାତରେ ରୋଷେଇ କରି ଖୁଆଇବେ ମୁଖ୍ୟମନ୍ତ୍ରୀ

ଜଳନ୍ଧର,୮।୯: ପଞ୍ଜାବର ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ରାଜ୍ୟର ଅଲିମ୍ପିକ ପଦକ ବିଜେତାମାନଙ୍କୁ ବୁଧବାର ରାତ୍ରୀ ଭୋଜନ ପାଇଁ ନିମନ୍ତ୍ରଣ କରିଛନ୍ତି। ରାତ୍ରୀ ଭୋଜନ ପାଇଁ ପଟିଆଲାର ପାରମ୍ପାରିକ ଖାଦ୍ୟ ପୁଲାଓ, ମେଣ୍ଢା ମାଂସ, ଚିକେନ, ଆଳୁ ଏବଂ ମିଠା ପୁଲାଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?