Home

‘ଗୁରୁଜୀ’ଙ୍କ ଘରେ ପୋଲିସର ଚଢ଼ାଉ

ଖୋର୍ଦ୍ଧା ଅଫିସ,୮ା୯:ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅନ୍ତର୍ଗତ ଅଭିମାନପୁରର ସତ୍ୟବ୍ରତ ନାୟକ ହତ୍ୟା ଘଟଣାରେ ମାନବବାଦ ସଙ୍ଗଠନର ମୁଖ୍ୟ ତଥା ଆତ୍ମଘୋଷିତ ଗୁରୁଜୀ ମାନସ ଦାସଙ୍କୁ ଗିରଫ କରାଯାଇଛି। ମାନସଙ୍କ ବିରୋଧରେ ଅପହରଣ, ଆପରାଧିକ ଷଡ଼ଯନ୍ତ୍ର, ହତ୍ୟା, ହତ୍ୟା ଉଦ୍ୟମ, ପ୍ରମାଣ…

ଜୀବନ୍ତ ଜଳିଗଲେ ୪୧ କଏଦୀ…

ଜାକର୍ତ୍ତା,୮।୯: ଇଣ୍ଡୋନେସିଆର ବଣ୍ଟେନ ପ୍ରଦେଶର ଏକ ଜେଲରେ ଅଗ୍ନିକାଣ୍ଡ ଘଟି ୪୧ ଡ୍ରଗ୍ସ କଏଦୀଙ୍କର ମୃତ୍ୟୁ ଘଟିଛି ଏବଂ ୩୯ ଜଣ ଆହତ ହୋଇଛନ୍ତି। ଆହତ କଏଦୀଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜେଲ ବିଭାଗ, ଆଇନ…

ଭୁଲ୍‌ ବୁଝାମଣାକୁ ବହୁତ ଡରେ

କେବଳ ରିଲ୍‌ରେ ନୁହେଁ, ରିୟଲ ଲାଇଫ୍‌ରେ ଅନେକଙ୍କ ପାଇଁ ହିରୋ ସାଜିଛନ୍ତି ସବ୍ୟସାଚୀ ମିଶ୍ର। ପେସାରେ ଜଣେ ଇଞ୍ଜିନିୟର ହୋଇଥିଲେ ବି ଅଭିନୟ ପାଇଁ ଚାକିରି ଛାଡ଼ିଥିଲେ। ଆଲ୍‌ବମ୍‌ ‘ବେଣୀ ନୁହେଁ ତତେ ଖୋସା ମାନିବ’ ମାଧ୍ୟମରେ ସେ ପରଦାକୁ ଓହ୍ଲାଇଥିଲେ।…

ଟକ୍‌ଟକ୍‌ ହୋଇ ଫୁଟୁଛି ପାଣି; ହାତ ଯୋଡ଼ି ଆରାମରେ ବସିଲେ ଶିଶୁ; ଭିଡିଓ ଦେଖିଲେ…

ଟକ୍‌ ଟକ୍‌ ହୋଇ ଫୁଟୁଛି ପାଣି। ତା ଭିତରେ ସମାଧିସ୍ଥ ହୋଇ ବେଶ୍‌ ଆରାମରେ ବସିଛନ୍ତି ଜଣେ ଶିଶୁ। ପାଖରେ ବହୁ ସଂଖ୍ୟାରେ ଲୋକ ଉପସ୍ଥିତ ଥିଲେ ହେଁ ତାଙ୍କୁ କେହି ବାହାରକୁ ଆଣିବା ଲାଗି ଚେଷ୍ଟା କରୁନାହାନ୍ତି। ଏଭଳି କିଛି…

୧୧ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର, ୮।୯(ବ୍ୟୁରୋ):ବଙ୍ଗୋପସାଗରର ଉତ୍ତର ଦିଗରେ ଆଉ ଏକ ଲଘୁଚାପ ଏବେ ଦାନା ବାନ୍ଧୁଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ସ୍ପଷ୍ଟ ଚିହ୍ନିତ ହେବା ସହ ୧୧ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)…

ସ୍କୁଲ ବନ୍ଦ ହୋଇପାରେ

ଭୁବନେଶ୍ୱର, ୮।୯(ବ୍ୟୁରୋ):ରାଜ୍ୟରେ ଏବେ କରୋନା ସଂକ୍ରମଣ ପ୍ରାୟତଃ ସ୍ଥିର ରହିଛି। କିନ୍ତୁ ପିଲାଙ୍କ ସଂକ୍ରମଣ ଚିନ୍ତା ବଢ଼ାଇଛି। ଗତ ୨୪ ଘଣ୍ଟାରେ ୧୮ ବର୍ଷରୁ କମ୍‌ ବର୍ଗର ୯୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ଯାହା ମୋଟ ସଂକ୍ରମଣର ପ୍ରାୟ ୧୫%।…

ଅବହେଳା କଲେ ପୁଣି ଲକ୍‌ଡାଉନ

ଭୁବନେଶ୍ୱର, ୮।୯(ବ୍ୟୁରୋ):ବର୍ତ୍ତମାନ ସାଧାରଣ ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଲକ୍‌ଡାଉନ କୋହଳ କରାଯାଇଛି। କିନ୍ତୁ ତା’ର ଅର୍ଥ ନୁହେଁ ଯେ, ଆମେ ନିୟମ ପାଳନରେ ଢିଲା କରିବା। ତେଣୁ ଯଦି କେଉଁଠି ବି ଅବହେଳା ପରିଲକ୍ଷିତ ହୁଏ, ତେବେ ସାମୂହିକ ସ୍ବାର୍ଥ…

୬ ରନ୍‌ରେ ୪ ଉଇକେଟ ନେଇ ପ୍ରଥମ ମ୍ୟାଚ୍‌ରେ କମାଲ୍‌ କଲେ ଏହି ବୋଲର୍‌

ବାରବାଡୋସ୍‌,୮।୯: କାରିବିଆନ ପ୍ରିମିୟର ଲିଗ (ସିପିଏଲ୨୦୨୧)ର ୧୯ତମ ମ୍ୟାଚରେ ତ୍ରିନବାଗୋ ନାଇଟ ରାଇଡର୍ସ ଜାମାଇକା ଟାଲାୱାକୁ ୭୫ ରନ୍‌ରେ ପରାସ୍ତ କରିଛି। ପାକିସ୍ତାନରେ ଜନ୍ମିତ ଆମେରିକୀୟ ପେସର ଅଲି ଖାନ ନାଇଟ ରାଇଡର୍ସ ପକ୍ଷରୁ ଲିଗରେ ତାଙ୍କର ପ୍ରଥମ ମ୍ୟାଚ ଖେଳି…

ଆଜି କରୋନା ନେଲା ୮ ଜୀବନ

ଭୁବନେଶ୍ୱର,୮।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୮ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୦୭୦ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ପିଲାଙ୍କ ପାଇଁ ବିପଦ ବଢୁଛି: ଆଜି ୧୦୨ ପିଲା କରୋନା ଆକ୍ରାନ୍ତ

ଭୁବନେଶ୍ୱର,୮।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୧୦୨ ଜଣ ଅଛନ୍ତି। ଏହି ୭୬୨ ଜଣଙ୍କ ମଧ୍ୟରୁ ୪୪୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୧୯ଟି…

ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ବୁଷ୍ଟର ଡୋଜ୍‌…

ନୂଆଦିଲ୍ଲୀ,୮।୯: କରୋନା ମହାମାରୀରୁ କରୋନା ଯୋଦ୍ଧାଙ୍କୁ ସୁରକ୍ଷା ଦେବା ପାଇଁ ଖୁବ୍‌ ଶୀଘ୍ର କେନ୍ଦ୍ର ସରକାର ନିଷ୍ପତ୍ତିି ଗ୍ରହଣ କରିବେ। ଏହି ଯୋଜନା ଅନ୍ତର୍ଗତ ଦେଶର ସମସ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା ସଂକ୍ରମଣରୁ ଦୂରେଇ ରଖିବା ଲାଗି ବୁଷ୍ଟର ଡୋଜ୍‌ ଦିଆଯିବ ବୋଲି…

ଫେସବୁକ୍‌ରୁ ପ୍ରେମ ବିବାହ, ଇନ୍‌ଷ୍ଟାଗ୍ରାମରେ ଶେଷ: ଏମିତି ଥିଲା ଶିଖର ଧାଓ୍ବନଙ୍କ ପ୍ରେମ କାହାଣୀ

ଭାରତୀୟ ଓପନର୍‌ ଶିଖର ଧାୱନ ଏବଂ ଆୟେଶା ମୁଖାର୍ଜୀଙ୍କ ଛାଡପତ୍ର ଖବର ଏକ ଚର୍ଚ୍ଚାର ବିଷୟବସ୍ତୁ ପାଲଟିଛି। ଏହି ଦମ୍ପତି ପ୍ରାୟ ୯ ବର୍ଷ ପରେ ଅଲଗା ହୋଇଯାଇଛନ୍ତି। ଛାଡପତ୍ର ଖବର ଉପରେ ଧୱନଙ୍କ ପକ୍ଷରୁ କୌଣସି ବିବୃତ୍ତି ଦିଆଯାଇ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?