Home

ମହିଳାଙ୍କୁ ନିର୍ମମ ହତ୍ୟା, ୪ ଅଟକ

ରେଢ଼ାଖୋଲ,୬ା୯(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ରେଢ଼ାଖୋଲ ଥାନା ଲଇଣ୍ଡାମାଳ ଗ୍ରାମରେ ରବିବାର ରାତିରେ ବନିତା ମିର୍ଦ୍ଧା (୩୦) ନାମକ ଜଣେ ମହିଳାଙ୍କୁ ତାଙ୍କ ଘର ଅଗଣାରେ ନିର୍ମମ ଭାବେ ହତ୍ୟା କରାଯାଇଥିବା ଜଣାପଡ଼ିଛି। ଖବରପାଇ ରେଢ଼ାଖୋଲ ଏସ୍‌ଡିପିଓ ପ୍ରଶାନ୍ତ କୁମାର ମେହେର,ଥାନା ଅଧିକାରୀ…

ଟିକାକରଣରେ ହିମାଚଳ ପ୍ରଦେଶ ଚାମ୍ପିୟନ, ପ୍ରଧାନମନ୍ତ୍ରୀ ଜଣାଇଲେ ଅଭିନନ୍ଦନ…

ନୂଆଦିଲ୍ଲୀ,୬।୯: କରୋନା ମହାମାରୀ ଲଢ଼େଇରେ ହିମାଚଳ ପ୍ରଦେଶ ନୂଆ ଇତିହାସ ସୃଷ୍ଟି କରିଛି। ଶତ ପ୍ରତିଶତ ଟିକାକରଣ ଅଭିଯାନ ରାଜ୍ୟରେ ସଫଳ ହୋଇଛି। ରାଜ୍ୟର ସମସ୍ତଙ୍କୁ ଟିକାର ପ୍ରଥମ ଡୋଜ୍‌ ପ୍ରଦାନ କରାଯାଇଛି। ଏନେଇ ଆୟୋଜିତ ଏକ ଭର୍ଚ୍ୟୁଆଲ୍‌ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ…

କରୀନା କପୁରଙ୍କ ମହଙ୍ଗା ଟି-ଶର୍ଟ, ଯାହାର ଦାମ୍‌ରେ କରିହେବ ଗୋଆ ଟ୍ରିପ୍‌

ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ଦ୍ୱିତୀୟ ଥର ମା’ ହେବା ପରେ ଏବେ ତାଙ୍କ ପରିବାର ସହ ସମୟ ବିତାଉଛନ୍ତି। ଏହି ସମୟରେ କରୀନା ପିତା ରଣଧୀର କପୁର, ମା ବବିତା କପୁର ଏବଂ ଭଉଣୀ କରିସ୍ମା କପୁରଙ୍କ ସହ ପାରିବାରିକ…

ଚକ୍ଷୁଦାନ ସମ୍ପର୍କରେ..

”ଚକ୍ଷୁ ଦାନ ପାଇଁ ଆପଣ ନିଜକୁ କୌଣସି ଚକ୍ଷୁ ବ୍ୟାଙ୍କ୍‌ ବା ଚକ୍ଷୁ ଡାକ୍ତରଖାନା ମାଧ୍ୟମରେ ଠିକ୍‌ ଫର୍ମାଟ୍‌ରେ ନିଜକୁ ରେଜିଷ୍ଟର୍‌ କରାଇ ନିଅନ୍ତୁ। ଯଦି କେହି ଆଗରୁ ରେଜିଷ୍ଟର କରାଇନାହାନ୍ତି, ତେବେ ବି ମୃତ ବ୍ୟକ୍ତିଙ୍କର ନିକଟ ପରିବାରବର୍ଗ କେହି…

ମମତାଙ୍କ ବିପକ୍ଷରେ ପ୍ରାର୍ଥୀ ଦେବନି କଂଗ୍ରେସ,ଚର୍ଚ୍ଚା ଜାରି…

କୋଲକାତା,୬।୯: ଭବାନୀପୁର ବିଧାନସଭା ଆସନ ପାଇଁ ସେପ୍ଟେମ୍ବର ୩୦ରେ ହେବାକୁ ଥିବା ଉପ ନିର୍ବାଚନରେ କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିପକ୍ଷରେ କୌଣସି ପ୍ରାର୍ଥୀ ଦିଆଯିବ ନାହିଁ ବୋଲି କୁହାଯାଉଛି। ଏନେଇ ରାଜ୍ୟରେ ଜୋର ସୋର୍‌ରେ ଚର୍ଚ୍ଚା ଆରମ୍ଭ ହୋଇଛି।…

ଫେସବୁକ୍‌ରେ ଫେକ୍‌ ଆକାଉଣ୍ଟ ଖୋଲି ନାବାଳିକାଙ୍କ ଅଶ୍ଳୀଳ ଫଟୋ ଛାଡ଼ିଲେ ଦୁଇ ଯୁବକ, ଆଉ ତା’ ପରେ

ପାଟଣା,୬ା୯(ସ୍ବ.ପ୍ର.): ଫେସବୁକ୍‌ରେ ଫେକ୍‌ ଆକାଉଣ୍ଟ ଖୋଲି କେନ୍ଦ୍ରାପଡ଼ା ଟାଉନ ଥାନା ଅଞ୍ଚଳର ଜଣେ ନାବଳିକାଙ୍କୁ ଅଶ୍ଳୀଳ ମେସେଜ ସହ ନାବାଳିକାଙ୍କ ଫଟୋକୁ ଏଡିଟ୍‌ କରି ଫେସବୁକ୍‌ରେ ଛାଡ଼ିବା ଦୁଇ ଯୁବକଙ୍କୁ ମହଙ୍ଗା ପଡ଼ିଛି। ନାବାଳିକାଙ୍କ ବାପାଙ୍କ ନାମରେ ଫେକ୍‌ ଆକାଉଣ୍ଟ ଖୋଲି…

ରୋହିତଙ୍କ ଶତକ ପୂରଣ ଦେଖି ସ୍ତ୍ରୀ କଲେ ଏମିତି କାମ

ଓଭାଲ,୬।୯: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଚତୁର୍ଥ ଟେଷ୍ଟ ମ୍ୟାଚରେ ଓପନର୍‌ ରୋହିତ ଶର୍ମା ନିଜ ଟେଷ୍ଟ କ୍ୟାରିୟରର ପ୍ରଥମ ଶତକ ବିଦେଶୀ ମାଟିରେ ଅର୍ଜନ କରିଥିଲେ। ରୋହିତଙ୍କ ଏହି ଶତକ ଟିମ ଇଣ୍ଡିଆର ବିଜୟର ଆଶା ବଢାଇ ଦେଇଛି।…

ଆଜିଠୁ ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନରେ ଅଫ୍‌ଲାଇନ୍‌ ପାଠପଢ଼ା

ଭୁବନେଶ୍ୱର,୬ା୯(ବ୍ୟୁରୋ): ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ସୋମବାରଠାରୁ ଖୋଲିଛି। ସବୁ ସେମିଷ୍ଟର ପାଇଁ ଶ୍ରେଣୀଗୃହରେ ପାଠପଢ଼ା ଆରମ୍ଭ ହୋଇଛି। ବୈଷୟିକ ବିଶ୍ୱବିଦ୍ୟାଳୟ, ଇଞ୍ଜିନିୟରିଂ ଏବଂ ଧନ୍ଦାମୂଳକ କଲେଜ, ପଲିଟେକ୍ନିକ, ଡିପ୍ଲୋମା କଲେଜ, ଆଇଟିଆଇ କଲେଜର ଛାତ୍ରୀଛାତ୍ର ଅଫ୍‌ଲାଇନ ମାଧ୍ୟମରେ ପାଠ ପଢୁଛନ୍ତି।…

କେନ୍ଦ୍ର ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ଛାଟ…

ନୂଆଦିଲ୍ଲୀ,୬।୯: ଟ୍ରିବ୍ୟୁନାଲ ସଂସ୍କାର ଆଇନ ପ୍ରଣୟନ ନେଇ କେନ୍ଦ୍ର ସରକାରଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ସଂସ୍କାର ଅଧିନିୟମ ସଂସ୍କାର ଆଇନ ଦ୍ୱାରା ଟ୍ରିବ୍ୟୁନାଲର ସଦସ୍ୟ ତଥା ଚେୟାରମ୍ୟାନଙ୍କ ଅବଧିକୁ ହ୍ରାସ କରାଯାଇଥିବାରୁ ସୋମବାର ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କ ଛାଟ ଦେଖାଇଛନ୍ତି।…

ସାଇନସ୍‌ର ଘରୋଇ ଉପଚାର

ସାଇନସ୍‌ ହେଉଛି ଏକ ଶ୍ୱାସଜନିତ ସମସ୍ୟା। ସାଧାରଣତଃ ବ୍ୟାକ୍ଟେରିଆ, ଫଙ୍ଗଲ୍‌ ଇନ୍‌ଫେକ୍‌ଶନ, ନାକରେ ହାଡ଼ ବଢ଼ି ତେଢ଼ା ହୋଇଯିବା ଦ୍ୱାରା ଏପରି ସମସ୍ୟା ଦେଖାଦେଇଥାଏ। ଅନ୍ୟପକ୍ଷରେ ଥଣ୍ଡା ପବନ, ଧୂଳି, ଧୂଅଁା ସଂସ୍ପର୍ଶରେ ଆସିଲେ ଏହି ସମସ୍ୟା ଆହୁରି ବଢ଼ିଯାଏ। ମୁଣ୍ଡ…

ଚହଲ-ଧନଶ୍ରୀଙ୍କ ମଧ୍ୟରେ ଝଗଡା!

ଟିମ ଇଣ୍ଡିଆର ଲେଗ ସ୍ପିନର ୟୁଜବେନ୍ଦ୍ର ଚହଲ ଏବଂ ତାଙ୍କ ସ୍ତ୍ରୀ ଧନଶ୍ରୀ ବର୍ମା ସୋସିଆଲ ମିଡିଆରେ ବହୁତ ସକ୍ରିୟ ଅଛନ୍ତି। ଉଭୟ ନିଜ ଫଟୋ ଏବଂ ଭିଡିଓ ପ୍ରଶଂସକଙ୍କ ସହ ଶେୟାର କରନ୍ତି। ସେମାନଙ୍କର ପ୍ରତ୍ୟେକ ଭିଡିଓ ସୋସିଆଲ ମିଡିଆରେ…

ଆଦର୍ଶ ବିଦ୍ୟାଳୟ ଦେଶରେ ରୋଲ୍‌ ମଡେଲ ହେଉ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟର ସବୁ ଅଞ୍ଚଳର ମେଧାବୀ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ମୁଖ୍ୟ ଲକ୍ଷ୍ୟ। ଏହି ଉଦ୍ଦେଶ୍ୟରେ ରାଜ୍ୟରେ ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଜରିଆରେ ଇଂଲିଶରେ ଶିକ୍ଷା ପ୍ରଦାନ କରାଯାଉଛି। ବିଶେଷକରି ଗ୍ରାମାଞ୍ଚଳ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?