Home

ଆଜି ଶ୍ରାବଣ ମାସର ପ୍ରଥମ ସୋମବାର: ଶୈବପୀଠ ଖାଁ ଖାଁ

ଭୁବନେଶ୍ୱର,୨୬ା୭(ବ୍ୟୁରୋ): ଆଜି ହେଉଛି ଶ୍ରାବଣ ମାସର ପ୍ରଥମ ସୋମବାର। ଆଜିର ଦିନରେ ଶୈବପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼ ହୁଏ। ବିଶେଷ କରି ରାସ୍ତାଘାଟରେ ବୋଲ୍‌ବମ୍‌ ଭକ୍ତଙ୍କ ଲମ୍ବା ଲାଇନ ସାଙ୍ଗକୁ ହର ହର ମହାଦେବଙ୍କ ଧ୍ୱନୀ ଶୁଣିବାକୁ ମିଳେ। ମାତ୍ର ଗତବର୍ଷ…

ଉପକାରୀ ଅଣ୍ଡା

ସ୍ବାସ୍ଥ୍ୟ ପାଇଁ ଅଣ୍ଡା ବେଶ୍‌ ଉପକାରୀ। ଏଥିରେ ନ୍ୟୁଟ୍ରିଏଣ୍ଟ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀରରେ ଭିଟାମିନ୍‌ ‘ଡି’ ଏବଂ ଭିଟାମିନ୍‌ ‘ବି-୨’ ଅଭାବ ପୂରଣ କରିଥାଏ। ପ୍ରୋଟିନ୍‌ର ଅନ୍ୟତମ ଉତ୍ସ ହେଲା ଅଣ୍ଡା। ଦୈନିକ ଅଣ୍ଡା ଖାଇଲେ…

ଯୁବକଙ୍କୁ ବାନ୍ଧି ଆଖି ତାଡ଼ିବାକୁ ଉଦ୍ୟମ

ଗୋପ,୨୬।୭(ଡି.ଏନ୍‌.ଏ.): ଗୋପ ଥାନା ଅଧୀନ ଆଇମା ଗ୍ରାମଦାଣ୍ଡରେ ବାଲିଗଦାକୁ କେନ୍ଦ୍ରକରି ରବିବାର ଦୁଇ ପରିବାର ମଧ୍ୟରେ ବଡଧରଣର ଗଣ୍ଡଗୋଳ ଘଟିଛି। ନୀଳକଣ୍ଠ ବେହେରା(୩୧) ଓ ତାଙ୍କ ପରିବାର ସଦସ୍ୟଙ୍କୁ ପ୍ରତିପକ୍ଷ ଗୋଷ୍ଠୀର ଲୋକେ ମରଣାନ୍ତକ ଆକ୍ରମଣ କରିଛନ୍ତି। ନୀଳକଣ୍ଠଙ୍କ ଆଖି ତାଡ଼ିବା…

ପୂର୍ବ ଶତ୍ରୁତାରୁ ସୋଲ କାରିଗରଙ୍କୁ ହତ୍ୟା

ପୁରୀ ଅଫିସ,୨୬।୭: ପୁରୀରେ ଦିନକୁ ଦିନ ଆପରାଧିକ କାର୍ଯ୍ୟକଳାପ ବଢିବାରେ ଲାଗିଛି। ରବିବାର ବାସେଳି ସାହି ଥାନା ଅନ୍ତର୍ଗତ ବଡ଼ପୋଖରୀ ଜାଗା ନିକଟରେ ଜଣେ ସୋଲ କାରିଗରଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ବାସେଳିସାହି ଥାନା ଅଧୀନ ବଡ଼ଓଡ଼ିଆ ମଠ ଅଞ୍ଚଳର…

ଯାତ୍ରୀଙ୍କୁ ଲିଫ୍ଟ ଆଳରେ ଲୁଟୁଥିଲେ

ରସୁଲପୁର,୨୬।୭(ଡି.ଏନ.ଏ.): କୁଆଖିଆ ଥାନା ପୋଲିସ ରବିବାର ଜଣେ ଲୁଟେରାଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଢେଙ୍କାନାଳ ଜିଲା ଭୁବନ ଥାନା ଓଡ଼ିଶୋ ଗ୍ରାମର ବ୍ରଜବନ୍ଧୁ ରଣା (୫୩)। ବ୍ରଜବନ୍ଧୁ ବିଭିନ୍ନ ସ୍ଥାନରେ ଲୋକଙ୍କୁ ଲିଫ୍ଟ ଦେବା ଆଳରେ ନିଶା…

ହଟ୍ଟଗୋଳ ଯୋଗୁ ଉଭୟ ଗୃହ ଅଚଳ…

ନୂଆଦିଲ୍ଲୀ,୨୬।୭: ସଂସଦର ମୌସୁମୀ ଅଧିବେଶନ ଏପର୍ଯ୍ୟନ୍ତ ଅଶାନ୍ତ ହୋଇପଡିଛି। ଅଧିବେଶନର ପ୍ରଥମ ସପ୍ତାହରେ ଉଭୟ ଲୋକ ସଭା ଓ ରାଜ୍ୟ ସଭାରେ ଗୋଟିଏ ଦିନ ପାଇଁ ସ୍ବାଭାବିକ ଭାବରେ କାର୍ଯ୍ୟ ହୋଇ ପାରିନାହିଁ। ହଟ୍ଟଗୋଳ ଯୋଗୁ ଉଭୟ ଗୃହ ଅଚଳ ହୋଇ…

‘ଲକ୍ଷ୍ୟ’ ଦୌଡ଼ରେ ଜିଲା ମୁଖ୍ୟ ଚିକିତ୍ସାଳୟ

ଜଗତ୍‌ସିଂହପୁର ଅଫିସ,୨୬।୭: ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ଜାତୀୟ ଗୁଣାବତ୍ତା ଉନ୍ନତି କାର୍ଯ୍ୟକ୍ରମ ଚାଲିଛି। ଏନେଇ ନ୍ୟାସନାଲ କ୍ବାଲିଟି ଆସୁରାନ୍ସ ଷ୍ଟାଣ୍ଡାର୍ଡସ୍‌ ପାଇଁ ଜାତୀୟ ସ୍ବାସ୍ଥ୍ୟ ମିଶନ (ଏନ୍‌ଏଚ୍‌ଏମ୍‌) ପ୍ରସବ ଯନ୍ତ୍ରଣା ସମୟରେ ଉନ୍ନତ ସୁବିଧା,…

ଆର୍ଚେରୀ ପୁରୁଷ ଦଳକୁ ଝଟ୍‌କା: କ୍ୱାର୍ଟର ଫାଇନାଲରେ କୋରିଆଠାରୁ ହାରିଲା ଭାରତ

ଟୋକିଓ,୨୬।୭: ଟୋକିଓ ଅଲିମ୍ପିକ୍ସରେ ପୁରୁଷ ଆର୍ଚେରୀ ଦଳଗତ ଇଭେଣ୍ଟରେ ଭାରତକୁ ଝଟ୍‌କା ଲାଗିଛି। କ୍ୱାର୍ଟର ଫାଇନାଲରେ ପ୍ରବୀଣ ଯାଦବ, ତରୁଣଦୀପ ରାୟ ଏବଂ ଅତନୁ ଦାସଙ୍କ ଦ୍ୱାରା ଗଠିତ ଟିମକୁ କୋରିଆ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ଭାରତୀୟ ଦଳ…

ଚିନ୍ତା ବଢ଼ାଇଲାଣି ଡେଙ୍ଗୁ

ଭୁବନେଶ୍ୱର,୨୬।୭ (ବ୍ୟୁରୋ)କରୋନା କବଳରୁ ମୁକୁଳି ପାରି ନ ଥିବା ରାଜଧାନୀବାସୀଙ୍କୁ ଏବେ ଡେଙ୍ଗୁ ଡର ଘାରିଛି। ସହରରେ ସଂକ୍ରମଣ ବ୍ୟାପୁଥିବାବେଳେ ଘରେ ଘରେ ଡେଙ୍ଗୁ ଜ୍ୱର ଚିନ୍ତା ବଢ଼ାଇଛି। ପରିବାରର ଜଣେ ସଂକ୍ରମିତ ହେବା ପରେ ପଛକୁ ପଛ ଅନ୍ୟମାନେ ଜ୍ୱରରେ…

ଖୋଲିଲା ସ୍କୁଲ: ଆଜିଠୁ ଶ୍ରେଣୀକକ୍ଷରେ ପାଠପଢ଼ା

ପୁରୀ ଅଫିସ,୨୬।୭: ରାଜ୍ୟରେ ସୋମବାରଠାରୁ ଦଶମଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ବିଦ୍ୟାଳୟ ଖୋଲିଲା। କରୋନା ସଂକ୍ରମଣ ଯୋଗୁ ଦୀର୍ଘଦିନ ଧରି ସ୍କୁଲ ବନ୍ଦ ରହିଥିଲା। ସଂକ୍ରମଣ ଆଶିଂକ ଭାବେ କମିବା ପରେ ବିଦ୍ୟାଳୟ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ କୋଭିଡ୍‌…

ଟିକାକରଣ ନୈରାଶ୍ୟଜନକ

ଖୋର୍ଦ୍ଧା ଅଫିସ,୨୬।୭: ଖୋର୍ଦ୍ଧା ଗ୍ରାମାଞ୍ଚଳରେ ସପ୍ତାହକ ବ୍ୟବଧାନ ପରେ ସୁସ୍ଥହାର କମିଥିଲେ ମଧ୍ୟ ଦୈନିକ ସଂକ୍ରମଣ ବୃଦ୍ଧି ପାଇଛି। ସେହିପରି ମୃତ୍ୟୁହାର ବୃଦ୍ଧି ପାଇଥିବା ପ୍ରଶାସନର ରିପୋର୍ଟରୁ ଜଣାପଡ଼ିଛି। ରବିବାର ୯୬ଜଣ ଆକ୍ରାନ୍ତ ହୋଇଥିବାବେଳେ ୨୯ଜଣ ସୁସ୍ଥ ହୋଇଛନ୍ତି। ୭ଜଣଙ୍କ ଜୀବନ…

ୟେଦୁରପ୍ପା ଦେଲେ ଇସ୍ତଫା…

ବେଙ୍ଗାଲୁରୁ,୨୬।୭: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ଇସ୍ତଫା ଦେଇଛନ୍ତି। ସୋମବାର ରାଜ୍ୟରେ ଭାଜପା ସରକାର ୨ ବର୍ଷ ପୂରଣ କରିଥିବାବେଳେ ୟେଦୁରପ୍ପା ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ଘୋଷଣା କରିଛନ୍ତି। ତାଙ୍କ ଇସ୍ତଫାକୁ ନେଇ ରାଜ୍ୟର ରାଜନୀତି ସରଗରମ ହେବାରେ ଲାଗିଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri