Home

ଦଳୀୟ ଅଫିସ୍‌ ପାଇଁ ଜମି ହିସାବ ଦେଲେ ସରକାର

ଭୁବନେଶ୍ୱର,୫ା୯(ବ୍ୟୁରେ): ରାଜଧାନୀରେ ଦଳୀୟ କାର୍ଯ୍ୟାଳୟ ସ୍ଥାପନ ପାଇଁ ୧୯୬୪ରେ ଉତ୍କଳ ପ୍ରଦେଶ କଂଗ୍ରେସ କମିଟି ଏକର ପିଛା ୧୦ ହଜାର ଟଙ୍କା ହିସାବରେ ୫ ହଜାର ଟଙ୍କା ମୂଲ୍ୟରେ ୫୦୦ ଡିସିମିଲ, ୧୯୯୨ରେ ସିପିଏଆଇଏମ୍‌ ଏକର ପିଛା ୧ ଲକ୍ଷ ଟଙ୍କା…

୬ରେ ଲଘୁଚାପ, ୭ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର, ୫।୯(ବ୍ୟୁରୋ): ଏବେ ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଛି। ଆସନ୍ତା ୬ ତାରିଖରେ ଉତ୍ତର ଓ ମଧ୍ୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି…

ଗୁରୁଦିବସର ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୫।୯: ଗୁରୁ ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତିି। ଦେଶର ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଦିନ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଟୁଇଟ କରି ଶ୍ରଦ୍ଧାଞ୍ଜଳି ଅର୍ପଣ…

ଆଉ ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୫।୯(ବ୍ୟୁରୋ): ରାଜ୍ୟରେ ୭ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୦୪୭କୁ ବୃଦ୍ଧି ପାଇଛି। ତେବେ ୭ ମୃତକଙ୍କ ମଧ୍ୟରେ ଅନୁଗୋଳ ଓ ବାଲେଶ୍ୱର ଜିଲାରୁ ୨ ଜଣ ଲେଖାଏ ଥିବା ବେଳେ ଭଦ୍ରକ,…

ପୁଣି ଆତଙ୍କ, ଫେରୁଛି କରୋନା…

ନୂଆଦିଲ୍ଲୀ,୫।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ ଯୋଗୁ ଦେଶରେ…

ଶିଶୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି: ଗତ ୨୪ ଘଣ୍ଟାରେ ୧୩୧ ପିଲା କରୋନା ସଂକ୍ରମିତ

ଭୁବନେଶ୍ୱର,୫।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୧ଙ୍କ ବୟସ ୧୮ ବର୍ଷ ମଧ୍ୟରେ ରହିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୬୭ ଜଣ କ୍ୱାରେଣ୍ଟାଇନ୍‌ର ଥିବା ବେଳେ ବାକି ୩୩୮ଟି ଲୋକାଲ କେସ।…

ପାରାଲିମ୍ପିକ କ୍ରିଷ୍ଣା ନାଗରଙ୍କୁ ସ୍ବର୍ଣ୍ଣ ପଦକ…

ଟୋକିଓ,୫।୯: ଟୋକିଓ ପାରାଲିମ୍ପିକ ଗେମ୍ସରେ ଶେଷ ଦିନରେ କିଷ୍ଣା ନାଗର ହଂକଂର ଚୁ ମାନ୍‌ କେଙ୍କୁ ବ୍ୟାଡମିଣ୍ଟନ ପୁରୁଷ ସିଙ୍ଗଲ୍ସ ଏସ୍‌ଏଚ୍‌୍‌-୬ ଇଭେଣ୍ଟରେ ପରାଜିତ କରି ସ୍ବର୍ଣ୍ଣ ପଦକର ଗୌରବ ଆଣିଛନ୍ତି। ୪୩ ମିନିଟ୍‌ ଧରି ଚାଲିଥିବା ଖେଳରେ ସେ ଚୁ…

ସୁହାସଙ୍କୁ ବ୍ୟାଡମିଣ୍ଟନରେ ରୌପ୍ୟ ପଦକ…

ଟୋକିଓ,୫।୯: ଟୋକିଓ ପାରାଲିମ୍ପିକ ଗେମ୍ସରେ ରବିବାର ଶେଷ ଦିନରେ ନୋଏଡାର ଡି.ଏମ. ସୁହାସ ଏଲ ୟଥିରାଜ ଭାରତ ପାଇଁ ବ୍ୟାଡମିଣ୍ଟନ ପୁରୁଷ ସିଙ୍ଗଲ୍ସ ଏସ୍‌ଏଲ୍‌-୪ ଇଭେଣ୍ଟରେ ରୌପ୍ୟ ପଦକ ଆଣିଛନ୍ତି। ସେ ଫ୍ରାନ୍ସର ଏଲ ମାଜୁରଙ୍କଠାରୁ ୨୧-୧୫,୧୭-୨୧, ୧୫-୨୧ରେ ପରାଜିତ ହୋଇଛନ୍ତି।…

କୋଟିକୋଟି ପ୍ରଶଂସକ, ବହୁ ସମ୍ପତ୍ତିର ମାଲିକ ତଥାପି ହଠାତ୍‌ ଗାଏବ ହୋଇଗଲେ ଏହି ଅଭିନେତ୍ରୀ

ଚାଇନାର ଶି ଜିନଫିଙ୍ଗ୍‌ ସରକାର ଦେଶର ଲୋକପ୍ରିୟ ଅଭିନେତ୍ରୀ ଝାଓ ଓ୍ବେଇଙ୍କୁ ରାତାରାତି ଅନ୍‌ଲାଇନ ପ୍ଲାଟ୍‌ଫର୍ମରୁ ହଟାଇ ଦେଇଛନ୍ତି। ଝାଓଙ୍କ ଫିଲ୍ମ କିମ୍ବା ତାଙ୍କ ସହିତ ଜଡ଼ିତ କୌଣସି ଅନ୍‌ଲାଇନ୍‌ କଣ୍ଟେଣ୍ଟ ବର୍ତ୍ତମାନ ଚାଇନାରେ ଆଉ ଦେଖିବାକୁ ମିଳିବ ନାହିଁ। ଚାଇନାର…

ତାଲିବାନ୍‌ ସଙ୍କଟ ପାଇଁ ତେଲ ଦର ବଢ଼ୁଛି

ବେଙ୍ଗାଲୁରୁ, ୫।୯: ଭାରତରେ ତେଲ ଦର ବୃଦ୍ଧି ପାଇଁ କର୍ନାଟକର ଭାଜପା ବିଧାୟକ ଆଫଗାନିସ୍ତାନରେ ତାଲିବାନ୍‌ ସଙ୍କଟକୁ ଦାୟୀ କରିଛନ୍ତି। ତାଲିବାନ୍‌ ସଙ୍କଟ ଯୋଗୁ ଅଶୋଧିତ ତୈଳ ଯୋଗାଣ ହ୍ରାସ ପାଇଛି। ସେଥିପାଇଁ ମେ’ ମାସରୁ ଏଲ୍‌ପିଜି, ପେଟ୍ରୋଲ ଓ ଡିଜେଲ…

ଟିଏମ୍‌ସିରେ ଯୋଗଦେଲେ ଭାଜପା ବିଧାୟକ

କୋଲକାତା, ୫।୯: ପଶ୍ଚିମବଙ୍ଗର ୩ ଆସନରେ ଉପନିର୍ବାଚନ ପୂର୍ବରୁ କାଳିଆଗଞ୍ଜର ଭାଜପା ବିଧାୟକ ସୌମେନ ରାୟ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ଯୋଗଦେଇଛନ୍ତି। ପରିସ୍ଥିତିକୁ ନେଇ ତାଙ୍କୁ ଭାଜପା ଟିକେଟରେ ନିର୍ବାଚନ ଲଢ଼ିବାକୁ ପଡ଼ିଥିଲା। ହେଲେ ତାଙ୍କ ଆତ୍ମା ଓ ହୃଦୟ ଟିଏମ୍‌ସିରେ…

ଅଟୋ ଚଳାଇ ପରିବାର ପୋଷୁଛନ୍ତି ୮ ବର୍ଷର ବାଳକ

ବିଜୟଓ୍ବାଡ଼ା, ୫।୯: ଆନ୍ଧ୍ରପ୍ରଦେଶ ଚିତ୍ତୋର ଜିଲାରେ ଜଣେ ୮ ବର୍ଷର ବାଳକ ରାଜଗୋପାଳ ରେଡ୍ଡୀ ନିଜ କଅଁଳ କାନ୍ଧରେ ପରିବାରର ବୋଝ ଉଠାଉଛନ୍ତି। ସେ ଏକ ବିଦ୍ୟୁତ୍‌ଚାଳିତ ଅଟୋ ଚଳାଇ ତାଙ୍କ ଅନ୍ଧ ମାତାପିତା ଓ ଦୁଇ ଭାଇଙ୍କୁ ଖାଦ୍ୟ ଯୋଗାଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?