Home

ପୋଲିସ-ମାଓବାଦୀ ଗୁଳି ବିନିମୟ: ଜଣେ ମାଓବାଦୀ ମୃତ

ମାଲକାନଗିରି,୨୫ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାର ଚିନ୍ତାଗୁମ୍ଫା ଅଞ୍ଚଳ ନିକଟ ଜଙ୍ଗଲରେ ରବିବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ତେବେ ମାଓବାଦୀମାନଙ୍କ…

ଗଣମାଧ୍ୟମ ପ୍ରତିନିଧିଙ୍କ ଉପରେ ପୋଲିସର ଅତ୍ୟାଚାରକୁ ବିରୋଧ, କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ମାଲକାନଗିରି,୨୫ା୭(ଡି.ଏନ୍‌.ଏ.): ଗଣମାଧ୍ୟମକୁ ସମ୍ବିଧାନରେ ଚତୁର୍ଥ ସ୍ତମ୍ଭ ବୋଲି ବିବେଚନା କରାଯାଇଥିବା ବେଳେ ଏହି ଗଣମାଧ୍ୟମ ପ୍ରତିନିଧିମାନେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ସଫଳତା ଓ ବିଫଳତା, ଲୋକଙ୍କ ସମସ୍ୟା ସମ୍ବନ୍ଧରେ ରାତିଦିନ କଷ୍ଟ କରି କୋଟି କୋଟି ଲୋକଙ୍କୁ ଦେଶ…

ବିତିଗଲାଣି ୨୨ ବର୍ଷ; ହେଲେବି ଯବାନଙ୍କ ମନରୁ ଲିଭିନି କାର୍‌ଗିଲର ସ୍ମୃତି…

୧୯୯୯ ମସିହା ମେ’ ମାସର କଥା । ପାକିସ୍ତାନୀ ସୈନ୍ୟ କାର୍‌ଗିଲ ସେକ୍ଟରରେ ଥିବା ଭାରତୀୟ ସୀମାକୁ ଉଲ୍ଲଙ୍ଘନ କରିି ତାକୁ ଅକ୍ତିଆର କରିନେଇଥାଆନ୍ତି। ଆଉ ପାହାଡ଼ ଉପରେ ଥାଇ ଭାରତୀୟ ସେନାଙ୍କ ଉପରେ ଆରମ୍ଭ କରିଦେଇଥାଆନ୍ତି ଗୁଳି ବର୍ଷଣ। ସେମାନଙ୍କୁ…

ମୋବାଇଲ୍‌ ସିମ୍‌ ଭଳି ବିଦ୍ୟୁତ୍‌ ସଂଯୋଗ ବି ବଦଳାଇ ପାରିବେ ଉପଭୋକ୍ତା…

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ସରକାରଙ୍କ ପକ୍ଷରୁ ଆଗାମୀ କିଛି ଦିନ ମଧ୍ୟରେ ବିଦ୍ୟୁତ୍‌ ସଂଶୋଧନ ବିଲ୍‌, ୨୦୨୧ ଅଣାଯିବାର ଯୋଜନା ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ ସମ୍ମୁଖରେ ଅନୁମୋଦନ ପାଇଁ ଏହାକୁ ଉପସ୍ଥାପନ କରାଯିବାର ସମ୍ଭାବନା ରହିଥିବା ନେଇ ଚର୍ଚ୍ଚା ହେଉଛି।…

ମହାକାଶକୁ ସେକ୍ସ ଟୟ ପଠାଇବ ଏହି ଦେଶ, ଦୁଇ କମ୍ପାନୀ ମଧ୍ୟରେ ହୋଇଛି ଚୁକ୍ତି

ଟୋକିଓ,୨୫ା୭: ମଣିଷ ମହାକାଶକୁ ଯାଉଥିବାର ଅନେକ ଖବର ଶୁଣିଥିବେ। ମାତ୍ର କେବେ ଶୁଣିଛନ୍ତି ମହାକାଶକୁ ସେକ୍ସ ଟୟ ଯିବାର। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଜାପାନର ଏକ ସଂସ୍ଥା ଏପରି କରିବାକୁ ନିଷ୍ପତ୍ତି ନେଇଛି। ଜାପାନର ଏହି ସଂସ୍ଥା ସ୍ପେସ୍‌ ଫ୍ଲାଇଟ୍‌…

୧୧୦ କୋଟି ଲୋକଙ୍କୁ ମିଳିବ ଦୃଷ୍ଟିଶକ୍ତି, ଜାତିସଂଘ ଯୋଗାଇଦେବ ସହାୟତା…

ଜେନେଭା,୨୫।୭: ପୃଥିବୀର ୧୧୦ କୋଟି ଲୋକଙ୍କୁ ଏବେ ଦୃଷ୍ଟିଶକ୍ତି ମିଳିବ। ଏନେଇ ଜାତିସଂଘ ପକ୍ଷରୁ ଆବଶ୍ୟକ ସହାୟତା ଯୋଗାଇ ଦିଆଯିବ। ଜାତିସଂଘର ସାଧାରଣ ସଭାରେ ଏସମ୍ପର୍କିତ ଏକ ପ୍ରସ୍ତାବକୁ ୧୦୦ରୁ ଅଧିକ ସଦସ୍ୟ ରାଷ୍ଟ୍ର ସମର୍ଥନ କରିଛନ୍ତି। ପୃଥିବୀର ସମସ୍ତ ଲୋକଙ୍କ…

ଏସିଏଫ୍‌ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲା: ବଲାଙ୍ଗୀରରେ ଗଜପତି ପୋଲିସ ଟିମ୍‌ର ତଦନ୍ତ ଆରମ୍ଭ

ବଲାଙ୍ଗୀର ଅଫିସ,୨୫ା୭: ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାର ତଦନ୍ତ କରିବାକୁ ଆସିଥିବା ଗଜପତି ପୋଲିସର ଏକ ଟିମ୍‌ ରବିବାର ସକାଳେ ବଲାଙ୍ଗୀର ଟାଉନ ଥାନା ଓ ପ୍ରାଣୀଧନ ନିରୀକ୍ଷକ ତାଲିମ କେନ୍ଦ୍ରକୁ ଆସି ତଦନ୍ତ ଆରମ୍ଭ କରିଛନ୍ତି। ପ୍ରାଣୀଧନ ନିରୀକ୍ଷକ…

ଅଲମ୍ପିକ୍‌ରେ ତ୍ରିରଙ୍ଗା ଦେଖି ଦେଶବାସୀ ରୋମାଞ୍ଚିତ…

ନୂଆଦିଲ୍ଲୀ,୨୫।୭: ଟୋକିଓ ଅଲମ୍ପିକ୍‌ରେ ଭାରତୀୟ ଜାତୀୟ ପତାକା ତ୍ରିରଙ୍ଗାକୁ ଦେଖି ଦେଶବାସୀ ରୋମାଞ୍ଚିତ ହୋଇଉଠିଛନ୍ତି। କରୋନା ମହାମାରୀରେ ବି ଲୋକଙ୍କ ମଧ୍ୟରେ ଉତ୍ସାହ ବୃଦ୍ଧି ପାଇଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୯ ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ରବିବାର…

ପୂର୍ବାପେକ୍ଷା ଟ୍ରାକ୍ଟର ଚାହିଦା ବଢୁଛି: ସଞ୍ଜିତ କୁମାର

କୃଷି ପ୍ରଧାନ ଦେଶ ଭାରତରେ ବୈଷୟିକ ଜ୍ଞାନକୌଶଳ ଉପଯୋଗ କରାଯାଉଥିବାରୁ ଖାଦ୍ୟଶସ୍ୟ ଉତ୍ପାଦନ ବୃଦ୍ଧି ପାଉଛି। କୃଷି ଯନ୍ତ୍ରପାତି ଭାବେ ଟ୍ରାକ୍ଟରର ସବୁଠାରୁ ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକା। ବର୍ତ୍ତମାନ ଏ କ୍ଷେତ୍ରରେ ଟ୍ରାକ୍ଟରକୁ ପ୍ରାଥମିକତା ଦିଆଯାଉଛି ବୋଲି କହିଛନ୍ତି ମହିନ୍ଦ୍ରା ଆଣ୍ଡ…

ପୋଲିସ-ମାଓବାଦୀ ଗୁଳି ବିନିମୟ

ମାଲକାନଗିରି,୨୫ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାର ଚିନ୍ତାଗୁମ୍ଫା ଅଞ୍ଚଳ ନିକଟ ଜଙ୍ଗଲରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ମାଓବାଦୀମାନଙ୍କ ସହିଦ ସପ୍ତାହକୁ ଦୃଷ୍ଟିରେ ରଖି ଯବାନମାନେ ସେହି ଅଞ୍ଚଳରେ କମ୍ବିଂ ଅପରେଶନ କରୁଥିବା ବେଳେ…

ଫାଶୀ ବଦଳରେ ଆଜୀବନ କାରାଦଣ୍ଡ ଗୁହାରି…

ଲକ୍ଷ୍ନୌ,୨୫।୭: ପ୍ରେମ ପାଇଁ ନିଜ ପରିବାରର ୭ ଜଣଙ୍କୁ ହତ୍ୟା କରିଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ଶବନମ୍‌ଙ୍କୁ ଫାଶୀ ଦଣ୍ଡାଦେଶ କରାଯାଇଛି। ଏପରିସ୍ଥଳେ ଫାଶୀରୁ ମୁକ୍ତି ଲାଗି ଶବନମ୍‌ ପ୍ରୟାସ ଜାରି ରଖିଛନ୍ତି। ଫାଶୀ ବଦଳରେ ଆଜୀବନ କାରାଦଣ୍ଡ ନିମନ୍ତେ…

ବିଦେଶରେ ଟିକା ନେଇଥିବା ଭାରତୀୟ ନାଗରିକ ଓଡ଼ିଶାରେ ନେଇପାରିବେ ଦ୍ୱିତୀୟ ଡୋଜ୍‌

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ଦେଶ ବାହାରେ କୋଭିଶିଲ୍ଡ କିମ୍ବା ଆଷ୍ଟ୍ରା ଜେନିକା କରୋନା ଟିକାର ପ୍ରଥମ ଡୋଜ୍‌ ନେଇଥିବା ଯେ କୌଣସି ଭାରତୀୟ ନାଗରିକ ଓଡ଼ିଶାରେ କୋଭିଶିଲ୍ଡର ଦ୍ୱିତୀୟ ଡୋଜ୍‌ ନେଇପାରିବେ। ଏ ନେଇ ଶନିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri