Home

ଚୂଡ଼ାନ୍ତ ଅପେକ୍ଷାରେ ସଂଶୋଧିତ ନଦୀ ନୀତି

ଭୁବନେଶ୍ୱର,୨୫ା୭(ବ୍ୟୁରୋ): କେବଳ ସହରାଞ୍ଚଳ ନୁହେଁ ଗ୍ରାମାଞ୍ଚଳରେ ମଧ୍ୟ ଅନେକ ସମୟରେ ଉତ୍କଟ ଜଳାଭାବ ଦେଖାଦେଉଛି। ନଦୀଗୁଡ଼ିକ ଉପରେ ପାନୀୟ ଜଳ ପାଇଁ ନିର୍ଭର କରୁଥିବା ସହରଗୁଡ଼ିକ ଆସନ୍ତା ୩୦ ବର୍ଷ ମଧ୍ୟରେ ଭୟଙ୍କର ଜଳ ସଙ୍କଟର ସମ୍ମୁଖୀନ ହେବା ନେଇ ଆଶଙ୍କା…

ଡରାଉଛି କରୋନା: ଗତ ୨୪ ଘଣ୍ଟାରେ ନେଲା ୬୭ ମୁଣ୍ଡ

ଭୁବନେଶ୍ୱର,୨୫।୭(ବ୍ୟୁରୋ): ଗୋଟିଏ ପଟେ ରାଜ୍ୟରେ କରୋନା ସଂକ୍ରମଣ ହଜାରେ ତଳକୁ ଖସୁ ନ ଥିବା ବେଳେ ମହାମାରୀରେ ମୃତ୍ୟୁ ସଂଖ୍ୟା ଡରାଉଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ପ୍ରାଣ ହରାଇଛନ୍ତି ଆଉ ୬୭ ଜଣ। ଏହା ସହିତ ରାଜ୍ୟରେ କରୋନା…

ରାଜ୍ୟରେ ୧୮୩୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ସବୁଦିନ ପରି ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୫।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୩୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୬୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ବାକି ୭୭୧ଟି ଲୋକାଲ କେସ ରହିଛି। ୧୮୩୩ଟି ନୂଆ କେସ ସହିତ ରାଜ୍ୟରେ କରୋନା…

୫୦%ରୁ ଊର୍ଦ୍ଧ୍ୱ ପିଲାଙ୍କ ଶରୀରରେ ଆଣ୍ଟିବଡି

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ଚତୁର୍ଥ ପର୍ଯ୍ୟାୟ ସେରୋ ସର୍ଭେ ରିପୋର୍ଟ ଶନିବାର ପ୍ରକାଶ ପାଇଛି। ୫୦%ରୁ ଊର୍ଦ୍ଧ୍ୱ ପିଲାଙ୍କ ଶରୀରରେ ଆଣ୍ଟିବଡି ଡେଭଲପ୍‌ ହୋଇଥିବା ଜଣାପଡ଼ିଛି। ଏ ନେଇ ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ,…

ଭାକ୍ସିନ୍‌ର ୨ ଡୋଜ୍‌ ସହିତ ବୁଷ୍ଟର ନେବା ମଧ୍ୟ ଆବଶ୍ୟକ…

ନୂଆଦିଲ୍ଲୀ,୨୫।୭: ଦେଶରେ କରୋନା ମହାମାରୀ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଟିକାକରଣ ଅଭିଯାନ ଜାରି ରହିଛି। ଲୋକଙ୍କୁ ଭାକ୍ସିନ୍‌ର ୨ଟି ଡୋଜ୍‌ ଦିଆଯାଉଛି। ଏପରିସ୍ଥଳେ ଏମ୍ସ୍‌ ମୁଖ୍ୟ ରଣଦୀପ୍‌ ଗୁଲେରିଆ କହିଛନ୍ତି ଯେ, କରୋନା ଭୂତାଣୁର…

ଘରେ ଅର୍ଥାଭାବ ଲାଗି ରହୁଛି କି? ଏହି ଉପାୟ ଅବଲମ୍ବନ କରିଲେ ପାଇବେ ଲକ୍ଷ୍ମୀ, କୁବେରଙ୍କ କୃପା…

ମହାନ ଅର୍ଥନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ମନୁଷ୍ୟ ଜୀବନ ସହ ଜଡ଼ିତ ସମସ୍ତ ପ୍ରଶ୍ନର ଉତ୍ତର ନିଜର ନୀତିଶାସ୍ତ୍ରରେ ଦେଇଛନ୍ତି। ରାଜନୀତିଠାରୁ ଆରମ୍ଭ କରି ସାମାଜିକ ଏବଂ ଆର୍ଥିକ ବିଷୟକୁ ସେ ଭଲଭାବେ ନିରୀକ୍ଷଣ କରିଥିଲେ। ଏଣୁ ଏବେ ବି ଲୋକେ କୌଣସି…

ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୪୦ ହଜାର ତଳେ…

ନୂଆଦିଲ୍ଲୀ,୨୫।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୨ ଦିନ ଧରି…

ଅଧାରୁ ଏମ୍‌ବିଏ ପଢ଼ା ଛାଡ଼ି ଦେଇଥିଲେ ମୁକେଶ ଅମ୍ବାନୀ: ଜାଣନ୍ତୁ କେତେ ପଢ଼ିଛନ୍ତି ତାଙ୍କ ପୁଅଝିଅ…

ରିଲାଏନ୍ସ ଇଣ୍ଡରଷ୍ଟ୍ରିଜ୍‌ ଲିମିଟେଡ୍‌ର ମାଲିକ ତଥା ଏସିଆର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀ। ବର୍ତ୍ତମାନ ସମୟରେ ସଫଳ ବ୍ୟବସାୟୀ ପାଲଟିଥିବା ମୁକେଶ କିନ୍ତୁ ନିଜର ପାଠପଢ଼ା ସମ୍ପୂର୍ଣ୍ଣ ଶେଷ କରି ନାହାନ୍ତି। କାରଣ ସେ ଜଣେ କଲେଜ ଡ୍ରପ୍‌ ଆଉଟ୍‌।…

ଏହି ୪ ମାମଲାରେ ପୁରୁଷଙ୍କଠାରୁ ଆଗରେ ରହିଥାନ୍ତି ମହିଳା; ଜାଣନ୍ତୁ ଏପରି କାହିଁକି କହିଛନ୍ତି ଚାଣକ୍ୟ…

ଚାଣକ୍ୟ ଭାରତର ମହାନ ରାଜନୈତିଜ୍ଞ, କୁଟନିତିଜ୍ଞ ଏବଂ ଅର୍ଥଶାସ୍ତ୍ରୀ ଥିଲେ। ଚନ୍ଦ୍ରଗୁପ୍ତ ମୌର୍ଯ୍ୟଙ୍କୁ ରାଜା କରିବାରେ ଚାଣକ୍ୟଙ୍କ ବଡ଼ ଯୋଗଦାନ ଥିଲା। ଆଜିର ସମୟରେ ମଧ୍ୟ ତାଙ୍କର ନୀତି ବେଶ ପ୍ରଭାବଶାଳୀ। କୁହାଯାଏ ଯେଉଁ ବ୍ୟକ୍ତି ଏହି ନୀତିଗୁଡ଼ିକୁ ଅନୁସରଣ କରେ…

ମାତାପିତା ମାର୍ଗଦର୍ଶକ

ସନ୍ତାନ ପାଇଁ ଦେବତାତୁଲ୍ୟ ମାତାପିତା। ସେମାନଙ୍କ ସୁଚିନ୍ତିତ ଲାଳନପାଳନରେ ଶିଶୁ ହୁଏ ସୁନାଗରିକ। ସୁନାଗରିକ ଦ୍ୱାରା ହିଁ ଦେଶ ହୁଏ ସମୃଦ୍ଧ। ମାତାପିତାଙ୍କ ଅଭିଜ୍ଞତା ଆଧାରରେ ଶିଶୁର ପାରସ୍ପରିକ ବହୁବିଧ ବିକାଶ ସମ୍ଭବ ହୋଇଥାଏ। ଭାରତୀୟ ସଂସ୍କୃତିରେ ଅତି ପ୍ରାଚୀନ କାଳରୁ…

ଏଲ୍‌ପିଜି ସିଲିଣ୍ଡର ବିସ୍ଫୋରଣ: ୯ ମୃତ

ଅହମଦାବାଦ, ୨୫।୭: ଗୁଜରାଟର ଅହମଦାବାଦ ସହର ଉପକଣ୍ଠ ଏକ ଘରେ ଏଲ୍‌ପିଜି ସିଲିଣ୍ଡର ଗ୍ୟାସ୍‌ ଲିକ୍‌ରୁ ବିସ୍ଫୋରଣ ଘଟି ୪ ଶିଶୁଙ୍କ ସମେତ ୯ ଜଣଙ୍କ ମୃତ୍ୟୁ ହୋଇଛି। ଗତ ୨୦ ତାରିଖରେ ଏହି ବିସ୍ଫୋରଣ ଘଟିଥିଲା। ଗୁରୁତର ଆହତ ହୋଇଥିବା…

ମହାରାଷ୍ଟ୍ରରେ ଜେଇଇ ପରୀକ୍ଷାର୍ଥୀଙ୍କୁ ମିଳିବ ଆଉ ଏକ ସୁଯୋଗ

ନୂଆଦିଲ୍ଲୀ, ୨୫।୭: ଜେଇଇ (ମେନ୍‌) ପରୀକ୍ଷା ଜୁଲାଇ ୨୦, ୨୨, ୨୫ ଏବଂ ୨୭ରେ ଦେଶ ତଥା ବିଦେଶରେ ୩୩୪ଟି ସହରରେ ହେଉଛି। ତେବେ ମହାରାଷ୍ଟ୍ରରେ ପ୍ରବଳ ବର୍ଷାଜନିତ ବନ୍ୟା ଓ ଭୂସ୍ଖଳନକୁ ଦୃଷ୍ଟିରେ ରଖି ପ୍ରଭାବିତ ଅଞ୍ଚଳର ଛାତ୍ରୀଛାତ୍ରଙ୍କୁ ଆଉ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri