Home

ବିରୋଧୀ ଯେଉଁ ଅପଚେଷ୍ଟା କରୁଛନ୍ତି ସେଥିରେ ବିଫଳ ହେବେ: ମନମୋହନ

ଭୁବନେଶ୍ୱର,୨୦।୨ (ସୁନିତ୍‌ ମିଶ୍ର): ଧାନର ଅଭାବୀ ବିକ୍ରି ନ ହେବା ଏବଂ ଚାଷୀ ତା’ର ଉଚିତ ମୂଲ୍ୟ ପାଇବା ପାଇଁ ଭାଜପା ସବୁବେଳେ ପ୍ରୟାସ କରୁଛି। ଧାନ ଅମଳରେ ଓଡ଼ିଶା ଗୋଟିଏ ସମୟରେ ୧୯ ନମ୍ବରରେ ଥିବାବେଳେ ଏବେ ୨ୟ ନମ୍ବର…

ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା, ସବୁ ଦେଖି ବନ ବିଭାଗ ଚୁପ

ଦାରିଙ୍ଗବାଡ଼ି,୨୦ା୨(ଅରୁଣ ସାହୁ): ଦାରିଙ୍ଗବାଡ଼ି ବନାଞ୍ଚଳର ଜାତୀୟ ରାଜପଥ ସମେତ ବିଭିନ୍ନ ସ୍ଥାନରେ ବଡ଼ବଡ଼ ଗଛରେ ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା କରାଯାଉଛି। ବିଭିନ୍ନ ସରକାରୀ ବେସରକାରୀ ଅନୁଷ୍ଠାନ ପକ୍ଷରୁ ନିଜର ପ୍ରଚାର ପ୍ରସାର ପାଇଁ ଏଭଳି ଗଛକୁ କଣ୍ଟାପିଟା ଯାଇ…

ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍‌ ହେଲା ବିସ୍ଫୋରଣ, ଆଉ ତା’ ପରେ…

ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ଗୁରୁତର ଥିବାରୁ ଅଧିକ ଚିକିତ୍ସା ନିମନ୍ତେ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ ଆନୁଷ୍ଠାନିକ ଭାବରେ ନିଶ୍ଚିତ କରି ନାହାଁନ୍ତି, ଧାୱନ ଏବେ ତାଙ୍କ ସୋସିଆଲ ମିଡିଆ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ ଆହୁରି ବହୁତ ଦୂରରେ ଅଛି, କିନ୍ତୁ ବୈଭବଙ୍କ ସମେତ ରାଜସ୍ଥାନ ରୟାଲ୍ସର ଅନେକ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା ଆରମ୍ଭ କରିବାକୁ ଘୋଷଣା କରିଛନ୍ତି। କମିଶନଙ୍କ ଅନୁଯାୟୀ, ଏହି ପଦକ୍ଷେପ ଚଳିତ ବର୍ଷ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ ଭୂମିପୂଜା ପାଇଁ କରାଯାଉଥିବା ପ୍ରସ୍ତୁତି ପୂର୍ବରୁ ଅଞ୍ଚଳବାସୀ ଗୁରୁବାର ବିରୋଧ କରିଛନ୍ତି। ମାଳିପୁଟ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ ୬ ୱିକେଟରେ ଜିତି ଟି୨୦ ବିଶ୍ୱକପରେ ଏକ ବଡ଼ ରେକର୍ଡ ସ୍ଥାପନ କରିଛି।…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି ଫେଡେରେସନ) ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। PHF ସଭାପତି ତାରିକ ବୁଗତି ହଠାତ…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି କରିବା ପାଇଁ ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ।…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ ଏର୍ଡୋଗାନ ତାଙ୍କ ପୁଅକୁ ଢାକା ଗସ୍ତରେ ପଠାଇଥିଲେ। ତୁର୍କୀ ରାଷ୍ଟ୍ରପତିଙ୍କ ପୁଅ ବିଲାଲ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର ପ୍ରମୁଖ ବ୍ୟବସାୟୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଏକତାରେ ହାତ ଧରି ମଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?