ସିମୁଳିଆରେ ହାଇଦରଙ୍କୁ ଗୁଳି: ସ୍ଥାନୀୟ ପୋଲିସ ପାଖରେ ସୂଚନା ନାହିଁ
ସିମୁଳିଆ,୨୪ା୭(ଡି.ଏନ୍.ଏ.): ଶନିବାର ଅପରାହ୍ନରେ କୁଖ୍ୟାତ ଅପରାଧୀ ହାଇଦରଙ୍କୁ ୧୬ ନଂ. ଜାତୀୟ ରାପଥରେ ବାଲେଶ୍ୱର ଜିଲା ସିମୁଳିଆରେ ଏନ୍କାଉଣ୍ଟର କରାଯାଇଛି। ଚୌଦ୍ୱାର ଜେଲରୁ ବାରିପଦା ଜେଲକୁ ନିଆଯାଉଥିବା ବେଳେ ପରିସ୍ରା ବାହାନାରେ ସେ ଖସିଯିବା ପାଇଁ ଚେଷ୍ଟା କରୁଥିବା ବେଳେ ତାଙ୍କୁ…
ଗ୍ୟାଙ୍ଗଷ୍ଟର ହାଇଦରଙ୍କୁ ଏନ୍କାଉଣ୍ଟର
ଭୁବନେଶ୍ୱର,୨୪ା୭(ବ୍ୟୁରୋ): କୁଖ୍ୟାତ ଅପରାଧୀ ହାଇଦରଙ୍କୁ ଶନିବାର ଅପରାହ୍ନରେ ଏନ୍କାଉଣ୍ଟର ହୋଇଛି। ବାରିପଦା ନିକଟରେ ଏହି ଏନ୍କାଉଣ୍ଟର ହୋଇଥିବା ସୂଚନା ମିଳିଛି। ତାଙ୍କୁ ଚୌଦ୍ୱାର ଜେଲ୍ରୁ ବାରିପଦା ଜେଲ୍କୁ ନିଆଯାଉଥିବା ବେଳେ ରାସ୍ତାରେ ପରିସ୍ରା ଯିବାକୁ କହି ଖସି ଯିବା ପାଇଁ ଚେଷ୍ଟା…
ଏହି ଦେଶରେ ବିବାହ ପୂର୍ବରୁ ବରକନ୍ୟାଙ୍କୁ ଗଛରେ ବାନ୍ଧି ଫିଙ୍ଗା ଯାଏ ପଚା ମାଛ, ପଚା ଅଣ୍ଡା
ବିବାହକୁ ନେଇ ପ୍ରତି ରାଜ୍ୟ ଏବଂ ପ୍ରତି ଦେଶରେ ଭିନ୍ନ ଭିନ୍ନ ପ୍ରଥା ରହିଛି। ସାରା ବିଶ୍ୱ ବିବିଧତାରେ ପରିପୂର୍ଣ୍ଣ। ବିବାହକୁ ନେଇ ପ୍ରତ୍ୟେକ ଦେଶରେ କିଛି ନା କିଛି ପରମ୍ପରା ରହିଛି। ଆମ ଦେଶ ଭାରତରେ ମଧ୍ୟ ଏପରି କିଛି…
ହୋଇଗଲା ଫାଇନାଲ୍; ସଲମାନ୍ ନୁହନ୍ତି ବରଂ ଏହି ଫିଲ୍ମନିର୍ମାତା କରିବେ ବିଗ୍ବସ୍ ଆଗାମୀ ସଂସ୍କରଣକୁ ହୋଷ୍ଟ !
ବମ୍ବେ: ବହୁ ବିବାଦୀୟ ତଥା ଲୋକପ୍ରିୟ ରିଆଲିଟି ଶୋ’ ବିଗ୍ବସ୍ ୧୫’କୁ କିଏ ହୋଷ୍ଟ କରିବ ସେ ନେଇ ନାନାଦି କଳ୍ପନାଜଳ୍ପନା ଲାଗି ରହିଥିଲା। ଟେଲିଭିଜନ ବଦଳରେ ଶୋ’ ଏବେ ଓଟିଟି ପ୍ଲାଟଫର୍ମରେ ଆସିବାକୁ ଯାଉଛି। ଦବଙ୍ଗ ଖାନ୍ ସଲମାନ ଏହାକୁ…
ପିଲାଦିନର ପ୍ରେମକୁ ପାଇବା ପାଇଁ ୪ ଥର ଘର ଛାଡ଼ିଥିଲେ ପ୍ରେମିକା, ଶେଷରେ ଥାନାରେ ହେଲା ବିବାହ
ପାଟଣା,୨୪ା୭: ବିହାରର ରୋହତାସ ଜିଲା ଡେହରିସ୍ଥିତ ମହିଳା ଥାନାରେ ଏକ ପ୍ରେମୀଯୁଗଳଙ୍କ ବିବାହ ସମ୍ପନ୍ନ ହୋଇଛି। ଏହି ବିବାହ ଥାନାଧିକାରୀଙ୍କ ଉପସ୍ଥିତିରେ ହୋଇଛି। ପଣ୍ଡିତ ମନ୍ତ୍ର ଉଚ୍ଚାରଣ କରିଥିଲେ ଏବଂ ଦୁହେଁ ଦୁହିଁଙ୍କୁ ବରଣମାଳା ପିନ୍ଧାଇଥିଲେ। ଶେଷରେ ପ୍ରେମିକ ପ୍ରେମିକାଙ୍କ ମଥାରେ…
ଏରୋଟିକ୍, ପର୍ନ ନୁହେଁ; ମୋ ସ୍ବାମୀ ନିର୍ଦ୍ଦୋଷ: ଶିଳ୍ପା ସେଟ୍ଟୀ
ବମ୍ବେ: ସ୍ବାମୀ ରାଜ କୁନ୍ଦ୍ରା ଅଶ୍ଳିଳ ଭିଡିଓ ନିର୍ମାଣ ମାମଲାରେ ଛନ୍ଦି ହେବା ପରେ ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସମ୍ପୃକ୍ତି ଏବେ ସନ୍ଦେହ ଘେରରେ। ଜୁଲାଇ ୧୯ରେ ରାଜ୍ଙ୍କୁ ପୋଲିସ ଗିରଫ କରି ଘଟଣାର ତଦନ୍ତ କରୁଛି। ବର୍ତ୍ତମାନ ତାଙ୍କ…
ପାକିସ୍ତାନ୍କୁ ଘାରିଛି ତାଲିବାନ୍ ଭୟ…
ଇସଲାମାବାଦ୍,୨୪।୭: ତାଲିବାନ୍ ଆତଙ୍କବାଦୀ ସଂଗଠନ ପ୍ରତି ପାକିସ୍ତାନରେ ଭୟ ସୃଷ୍ଟି ହୋଇଛି। ସୁରକ୍ଷାଦୃଷ୍ଟିରୁ ଆଫଗାନିସ୍ତାନ ସୀମାରେ ପାକିସ୍ତାନ ସୈନ୍ୟ ବାହିନୀଙ୍କୁ ମୁତୟନ କରାଯାଇଛି। ଧୀରେଧୀରେ ସୈନ୍ୟଙ୍କ ସଂଖ୍ୟାକୁ ବୃଦ୍ଧି କରାଯାଉଛି। ପୂର୍ବରୁ ଆଫଗାନିସ୍ତାନ ସୀମାରେ ନିୟମିତ ଭାବେ ସୈନ୍ୟଙ୍କୁ ମୁତୟନ କରାଯାଉ…
ଜେଲ୍ରେ ଭିଣୋଇ, ଶିଳ୍ପାଙ୍କୁ ଏମିତି ଲେଖିଲେ ଭଉଣୀ ସମିତା
ମୁମ୍ବାଇ: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ୍ କୁନ୍ଦ୍ରାଙ୍କ ଗିରଫ ପରେ ପୂରା ବଲିଉଡ୍ ଇଣ୍ଡଷ୍ଟ୍ରିରେ ଚହଳ ସୃଷ୍ଟି ହୋଇଛି। ଅଶ୍ଳୀଳ ଭିଡିଓ ପ୍ରସ୍ତୁତି ମାମଲାରେ ରାଜ୍ ଗିରଫ ହେବା ପରେ ଏହା ଶିଳ୍ପାଙ୍କ କ୍ୟାରିୟର ପ୍ରତି ପ୍ରଭାବ ପଡ଼ିବ ବୋଲି…
ଯୁବତୀଙ୍କ କୋଳରେ ଶିଶୁ ଥିବା ଦେଖି ମେଟ୍ରୋରେ ସିଟ୍ ଛାଡ଼ିଦେଲେ ଯୁବକ; ତା’ ପରେ ଯାହା ହେଲା ଜାଣିଲେ…
ନୂଆଦିଲ୍ଲୀ,୨୪।୭: ମେଟ୍ରୋରେ ଯାତ୍ରା କରିବା ସମୟରେ ଭିଡ ହେବା ସ୍ବାଭାବିକ। ହେଲେ ଅନେକ ସମୟରେ ଭିଡ ଜମିବା ସତ୍ତ୍ୱେ କିଛି ଲୋକ ମାନବିକତା ନାମରେ ଅଭାବୀ ଲୋକମାନଙ୍କ ପାଇଁ ନିଜ ସିଟ୍ ଛାଡ଼ି ଦେଇଥାନ୍ତି। ଏହିଭଳି ଏକ ଭିଡିଓ ସୋସିଆଲ ମିଡିଆରେ…
୨୦୨୨ ଜାନୁୟାରୀ ୧୯ ପର୍ଯ୍ୟନ୍ତ ବଢ଼ିଲା ଲକ୍ଡାଉନ୍…
ଟୁନିସ୍,୨୪।୭: ଜାତୀୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଟୁନିସିଆରେ ଜରୁରିକାଳୀନ ପରିସ୍ଥିତି(ଷ୍ଟେଟ୍ ଅଫ୍ ଏମ୍ରଜେନ୍ସି) ଘୋଷଣା କରାଯିବା ସହିତ ୨୦୨୨ ପର୍ଯ୍ୟନ୍ତ ଲକ୍ଡାଉନ୍ ସମୟ ସୀମାକୁ ବୃଦ୍ଧି କରାଯାଇଛି। ୨୦୨୧ ଜୁଲାଇ ୨୪ରୁ ୨୦୨୨ ଜାନୁୟାରୀ ୧୯ ପର୍ଯ୍ୟନ୍ତ ଦେଶରେ ଲକ୍ଡାଉନ୍ ଜାରି…
ପ୍ରେମ ବିବାହର ବର୍ଷକ ପରେ ସ୍ତ୍ରୀଙ୍କ ଦ୍ୱିତୀୟ ବିବାହ, ସୋସିଆଲ ମିଡିଆରୁ ଜାଣି ସ୍ବାମୀ ବେହୋସ
ଲକ୍ଷ୍ନୌ,୨୪ା୭: ଉତ୍ତରପ୍ରଦେଶର କାନପୁରର ଜଣେ ଯୁବକଙ୍କୁ ପ୍ରେମରେ ଧୋକା ମିଳିଛି। ପୋଲିସ ନିକଟରେ ପହଞ୍ଚି ଯୁବକ ଜଣକ କହିଛନ୍ତି ଯେ, ସେ ପ୍ରେମ ବିବାହ କରିବାର ୧୦ ମାସ ପରେ ସ୍ତ୍ରୀ ତାଙ୍କ ସହିତ ରହିବା ପାଇଁ ପ୍ରସ୍ତୁତ ନ ଥିଲେ।…
ଇତିହାସ ରଚିଲେ ମିରାବାଇ: ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ଟୋକିଓ,୨୪।୭: ଟୋକିଓ ଅଲିମ୍ପିକ୍ସର ଦ୍ୱିତୀୟ ଦିନରେ ଷ୍ଟାର ଭାରୋତ୍ତୋଳକ ମିରାବାଇ ଚାନୁ ପଦକ ଜିତିବାରେ ସଫଳ ହୋଇଛନ୍ତି। ସେ ଶନିବାର ଚମତ୍କାର ପ୍ରଦର୍ଶନ କରି ରୌପ୍ୟ ପଦକ ଜିତି ଭାରତକୁ ପ୍ରଥମ ପଦକ ଦେଇଛନ୍ତି। ୪୯ କିଗ୍ରା ବର୍ଗରେ ସେ ଦ୍ୱିତୀୟ…
Archives


