Home

ହତ୍ୟା, ଭାଇରାଲ ଭିଡିଓ ଖୋଲିଲା ଗୁମର

ଖୋର୍ଦ୍ଧା ଅଫିସ/ ନିରାକାରପୁର,୩।୯ (ଡି.ଏନ୍‌.ଏ.): ମାନବବାଦ ସଙ୍ଗଠନର ମୁଖ୍ୟ ତଥା ଆତ୍ମଘୋଷିତ ଗୁରୁଜୀ ମାନସ ଦାସ ଓ ତାଙ୍କ ପୁଅ ମନୋରଞ୍ଜନଙ୍କୁ ଗୁରୁବାର ପୋଲିସ ଭୁବନେଶ୍ୱର ଶହୀଦନଗରସ୍ଥିତ ବାସଭବନରୁ ଉଠାଇ ନେଇଥିଲା। କୌଣସି ଅପ୍ରୀତିକର ପରିସ୍ଥିତି ଏଡ଼ାଇବା ପାଇଁ ପୋଲିସ ସେମାନଙ୍କୁ…

ଇତିହାସ ରଚିଲେ ପ୍ରବୀଣ

ଟୋକିଓ,୩।୯: ଭାରତୀୟ ଆଥଲେଟ ପ୍ରବୀଣ କୁମାର ଟୋକିଓ ପାରାଲିମ୍ପିକ୍ସରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପୁରୁଷ ଟି -୬୪ ହାଇ ଜମ୍ପ୍‌ ଇଭେଣ୍ଟ ଫାଇନାଲରେ ରୌପ୍ୟ ପଦକ ଜିତିଥିଲେ। ଏହି ମ୍ୟାଚ୍‌ରେ ନୋଏଡା ନିବାସୀ ପ୍ରବୀଣ ୨.୦୭ ମିଟର ଡେଇଁ ଦ୍ୱିତୀୟ…

ଆଇନର ଆଶ୍ରୟ ନେଲେ ଦୂତୀ

ଭୁବନେଶ୍ୱର,୩।୯(କ୍ରୀଡ଼ା ପ୍ରତିନିଧି): ୨୦୧୬ ରିଓ ଏବଂ ୨୦୨୦ ଟୋକିଓ ଅଲିମ୍ପିକ୍ସରେ ଭାଗ ନେବା ସହ ଏସିଆନ ଗେମ୍ସରେ ୨ଟି ରୌପ୍ୟ ପଦକ ଜିତି ରାଜ୍ୟକୁ ଗର୍ବିତ କରିଥିବା ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦ ଏବେ ନିଜକୁ ଅସହଜ ମନେକରୁଛନ୍ତି। ତାଙ୍କ ପାରିବାରିକ…

ଜମ୍ମୁ-କଶ୍ମୀର ମୁସଲମାନଙ୍କ ପାଇଁ ଆମର ଲଢିବାର ହକ୍‌ ଅଛି: ତାଲିବାନ ନେତା

କାବୁଲ,୩।୯: ଗୋଟିଏ ପଟେ ତାଲିବାନ ଦୋହାରେ ଭାରତ ସହ କଥାବାର୍ତ୍ତା କରୁଛି ଏବଂ ଅନ୍ୟ ପଟେ ଏହାର ମୁଖପାତ୍ର କଶ୍ମୀର ପ୍ରସଙ୍ଗରେ ବିବୃତ୍ତି ଦେବା ଆରମ୍ଭ କରିଛନ୍ତି। ଚାଇନାର ଉଇଗୁରୁ ମୁସଲମାନଙ୍କ ଦମନ ଉପରେ ନୀରବ ରହିଥିବା ତାଲିବାନ କହିଛି ଯେ,…

କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅରୁଣ

ଭୁବନେଶ୍ୱର,୩।୯(ବ୍ୟୁରୋ): ସ୍ନାତକ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ରେଜଲ୍ଟ ଶୀଘ୍ର ବାହାର କରିବା ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିବା ପରେ ଏହାର ଉତ୍ତର ରଖିଛନ୍ତି ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ। ଗୁରୁବାର ମନ୍ତ୍ରୀ…

୫୮.୧୪ କୋଟିର ଜିଏସ୍‌ଟି ଠକେଇ ଧରାପଡ଼ିଲା: ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ସମେତ ୨ ଗିରଫ

କଟକ ଅଫିସ,୩।୯: ରାଜ୍ୟ ଜିଏସ୍‌ଟି ଏନ୍‌ଫୋର୍ସମେଣ୍ଟ ୱିଙ୍ଗ ୧୮୧୯ କୋଟିର ଜାଲ ବିଲ୍‌ ର଼୍ୟାକେଟକୁ ଧରିଛି। ଏଥିସହ ସମ୍ପୃକ୍ତ ୨ଜଣ ମାଷ୍ଟରମାଇଣ୍ଡ୍‌ଙ୍କୁ ଗୁରୁବାର ଗିରଫ କରିଛି। ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଅମିତ କୁମାର ଅଗ୍ରୱାଲଙ୍କୁ ଝାରସୁଗୁଡାରୁ ଓ ସତୀନ୍ଦ୍ର କୁମାର ଯାଦବଙ୍କୁ ଭୁବନେଶ୍ୱରରୁ…

୬ରେ ଆଉ ଏକ ଲଘୁଚାପ: ବଢ଼ିପାରେ ବର୍ଷା

ଭୁବନେଶ୍ୱର,୩।୯(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୬ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ଓଡ଼ିଶାରେ ବର୍ଷା ବଢ଼ିପାରେ। ଏ ନେଇ ଗୁରୁବାର ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇ କହିଛନ୍ତି, ଏହି…

ମାତ୍ର ୧ ରନ୍‌ ପାଇଁ ରେକର୍ଡରୁ ବଞ୍ଚିତ ହେଲେ ଏହି କ୍ରିକେଟର୍‌

ଲଣ୍ଡନ,୩।୯: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ଚତୁର୍ଥ ମ୍ୟାଚ ଓଭାଲରେ ଖେଳାଯାଉଛି। ଇଂଲଣ୍ଡ ଟସ ଜିତି ଭାରତକୁ ପ୍ରଥମେ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲା। କିନ୍ତୁ ଲିଡ୍ସ ଭଳି ଭାରତୀୟ ବ୍ୟାଟ୍ସମ୍ୟାନମାନେ ମଧ୍ୟ ଏଠାରେ…

ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୦୩୫କୁ ବୃଦ୍ଧି

ଭୁବନେଶ୍ୱର,୩ା୯(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୦୩୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି ଗଞ୍ଜାମରୁ…

ଆଜି ରାଜ୍ୟରୁ ୮୪୯ କରୋନା ଆକ୍ରାନ୍ତ ଚିହ୍ନଟ, ଚିନ୍ତା ବଢ଼ାଉଛି ଖୋର୍ଦ୍ଧା

ଭୁବନେଶ୍ୱର,୩ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୮୪୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୦,୦୭୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୯୫ ଜଣ ଚିହ୍ନଟ…

ଡେବ୍ୟୁ ମ୍ୟାଚ୍‌ରେ ୯ ଉଇକେଟ୍‌ ନେଇ ହଇଚଇ ସୃଷ୍ଟି କରିଥିଲେ ଏହି ବୋଲର୍‌

ଭାରତୀୟ ପେସର୍‌ ମହମ୍ମଦ ଶାମି ଆଜି ତାଙ୍କର ୩୧ ତମ ଜନ୍ମଦିନ ପାଳନ କରୁଛନ୍ତି। ଇଂଲଣ୍ଡ ଗସ୍ତରେ ଟିମ ଇଣ୍ଡିଆ ସହିତ ଥିବା ଶାମି ତାଙ୍କ କ୍ୟାରିୟରରେ ଅନେକ ଥର ବିଜୟରେ ସହଯୋଗ କରିଥିଲେ। ଟେଷ୍ଟ ଡେବ୍ୟୁରେ ସେ ୱେଷ୍ଟଇଣ୍ଡିଜ ବିପକ୍ଷ…

ଓ୍ବାଇଡ୍‌-ନୋ’ ବଲ୍‌ ନାହିଁ; ତଥାପି ଗୋଟିଏ ଓଭରରେ ପଡିଲା ୭ ବଲ୍‌: ଜାଣନ୍ତୁ ରୋଚକ ଘଟଣା ବିଷୟରେ..

କଲମ୍ବୋ,୩।୯:ଶ୍ରୀଲଙ୍କା ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ୩ ଟି ଦିନିକିଆ ସିରିଜ ଗୁରୁବାର ଠାରୁ କଲମ୍ବୋରେ ଆରମ୍ଭ ହୋଇଛି । ଏହି ମ୍ୟାଚରେ ଶ୍ରୀଲଙ୍କା ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ତେବେ ଶ୍ରୀଲଙ୍କା ଇନିଂସର ୧୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?