ସମସ୍ତଙ୍କ ପାଇଁ ଶୁଭ ନୁହେଁ ତୁଳସୀ? ଘରେ ଥିଲେ ଏସବୁ ଜିନିଷ ପ୍ରତି ନିଶ୍ଚିତ ଭାବେ ଦିଅନ୍ତୁ ଧ୍ୟାନ…
ଅଧିକାଂଶ ହିନ୍ଦୁ ଧର୍ମାବଲମ୍ବୀଙ୍କ ଘରେ ତୁଳସୀ ରହିଥାଏ। ତୁଳସୀକୁ ଭଗବାନ କୃଷ୍ଣ ଅଧିକ ପସନ୍ଦ କରନ୍ତି। କିଛି ଲୋକ ସନ୍ଧ୍ୟାରେ ତୁଳସୀ ମୂଳରେ ଦୀପ ଜଳାନ୍ତି। ହେଲେ ସମସ୍ତଙ୍କ ପାଇଁ ତୁଳସୀ ଶୁଭ ନୁହେଁ। ହେଲେ ଏହି ବୃକ୍ଷକୁ ଲଗାଇବା ଏବଂ…
ଜୀବନରେ ଖୁସି ଚାହୁଁଛନ୍ତି କି? ମାନନ୍ତୁ ଚାଣକ୍ୟଙ୍କ ଏହି ୫ କଥା, ପାଖ ମାଡ଼ିବନି ଅସୁବିଧା…
ମଣିଷମାନଙ୍କ ପାଇଁ ସୁଖର ଅର୍ଥ ଶାରୀରିକ ସମ୍ବଳ ନୁହେଁ। ସୁଖର ପ୍ରକୃତ ଅର୍ଥ ହେଉଛି ଆତ୍ମସନ୍ତୋଷ ଏବଂ ଆତ୍ମା ସହ ଜଡିତ ବୋଲି ଚାଣକ୍ୟ କହିଛନ୍ତି। ଖୁସି ହେବା ପାଇଁ ଜଣେ ବ୍ୟକ୍ତି କେବଳ ନିଜର ଆଚରଣ ବଦଳାଇବା ଆବଶ୍ୟକ। ଚାଣକ୍ୟ…
ଉପକୂଳରେ ବର୍ଷା, ଦକ୍ଷିଣ ଶୁଖିଲା
ଭୁବନେଶ୍ୱର,୨୪।୭(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଗୁରୁବାର ରାତିରୁ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲାରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା…
ଖୁସି ଖବର, ସେପ୍ଟେମ୍ବରରେ ପିଲାଙ୍କ ପାଇଁ କରୋନା ଭାକ୍ସିନ୍…
ନୂଆଦିଲ୍ଲୀ,୨୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶରେ ସାର୍ବଜନୀନ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ୧୮ ବର୍ଷରୁ କମ୍ ବୟସ୍କ ପିଲାଙ୍କ ପାଇଁ କରୋନା ଭାକ୍ସିନ୍ ସେପ୍ଟେମ୍ବରରେ ଆସିବାର…
ବୁଦ୍ଧପୂର୍ଣ୍ଣିମା ଅବସରରେ ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ,୨୪।୭: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଦ୍ଧପୂର୍ଣ୍ଣିମା ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ରାଷ୍ଟ୍ରପତି କହିଛନ୍ତି ଯେ, ବୁଦ୍ଧଦେବଙ୍କ ଧର୍ମଚକ୍ର ପରିବର୍ତ୍ତନକୁ ଇତିମଧ୍ୟରେ ୨୬୦୦ ବର୍ଷ ବିତିଛି। ବୁଦ୍ଧଦେବଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ବାଣୀ ପୃଥିବୀରେ ଅହିଂସା,…
ଟାଟା ଚା’ ପ୍ୟାକେଜିଂ ୟୁନିଟରେ ନିଯୁକ୍ତି ଦାବି: ଅଫିସ ଘେରାଉ କଲା ଭାଜପା
ଛତ୍ରପୁର, ୨୪।୭(ଡି.ଏନ୍.ଏ.): ଛତ୍ରପୁର ଉପକଣ୍ଠ ଟାଟା ଷ୍ଟିଲ କମ୍ପାନୀ ପରିସରରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପଣ ହୋଇଥିବା ଟାଟା ଚା’ ପ୍ୟାକେଜିଂ ୟୁନିଟରେ ଜମି ହରାଇଥିବା ଲୋକଙ୍କୁ ନିଯୁକ୍ତି ଦାବି କରାଯାଇଛି। ଶନିବାର ଏନେଇ ଭାଜପା ପକ୍ଷରୁ ଟାଟା ଅଫିସ ଘେରାଉ କରାଯାଇଥିଲା।…
ତିବ୍ବତରେ ଶି ଜିନ୍ପିଙ୍ଗ୍
ବେଜିଂ,୨୪ା୭: ରାଷ୍ଟ୍ରପତି ଶି ଜିନ୍ପିଙ୍ଗ୍ ତିବ୍ବତକୁ ଆକସ୍ମିକ ଗସ୍ତ କରିଥିବା ନେଇ ଚାଇନାର ସରକାରୀ ଗଣମାଧ୍ୟମଗୁଡ଼ିକ ପକ୍ଷରୁ ଶୁକ୍ରବାର ଭିଡିଓ ଫୁଟେଜ୍ ଜାରି କରାଯାଇଛି। ଜିନ୍ପିଙ୍ଗ୍ ତିବ୍ବତୀୟମାନଙ୍କୁ ଅଭିବାଦନ ଜଣାଉଥିବା ଏଥିରେ ଦେଖିବାକୁ ମିଳିଛି। ସେ ନିଜ ବିମାନରୁ ରେଡ୍ କାର୍ପେଟକୁ…
ସମନ୍ବୟ ଅଭାବରୁ ୨ ଆସନ ହାତରୁ ଖସିଥିଲା
ଖୋର୍ଦ୍ଧା ଅଫିସ,୨୪।୭: ସମନ୍ବୟ ଅଭାବରୁ ୨୦୧୯ ସାଧାରଣ ନିର୍ବାଚନରେ ବିଜେଡିକୁ ଭୁବନେଶ୍ୱର ଏମ୍ପି ଏବଂ ଜଟଣୀ ବିଧାୟକ ଆସନ ହରାଇବାକୁ ପଡ଼ିଥିଲା। ଏଭଳି ଅଭିଯୋଗ ଆଣିଛନ୍ତି ଖୋର୍ଦ୍ଧା ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ଓଡ଼ିଶା…
ଭୂସ୍ଖଳନରେ ୭୧ ମୃତ
ମୁମ୍ବାଇ, ୨୪।୭: ଦୁଇଦିନ ଧରି ଲଗାଣ ବର୍ଷା ଫଳରେ ମହାରାଷ୍ଟ୍ରର ରାଇଗଡ଼, ରତ୍ନଗିରି ଏବଂ ସତାରା ଜିଲାରେ ଭୂସ୍ଖଳନ ଘଟି ୭୧ ଜଣଙ୍କ ମୃତ୍ୟୁ ହୋଇଛି। ରାଇଗଡ଼ ଜିଲାର ତାଲିୟା ଗ୍ରାମ ନିକଟରେ ଭୂସ୍ଖଳନ ଯୋଗୁ ୩୮ ଜୀବନ ଯାଇଥିବାବେଳେ ପୋଲାଦପୁରରେ…
ଆଜି ସିଆଇଏସ୍ସିଇ ଫଳ
ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଇଣ୍ଡିଆନ ସାର୍ଟିଫିକେଟ୍ ଅଫ୍ ସେକେଣ୍ଡାରୀ ଏଜୁକେଶନ(ଆଇସିଏସ୍ଇ) ଦଶମ ଓ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ୍(ଆଇଏସ୍ସି) ଦ୍ୱାଦଶ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇବ। ଏ ନେଇ କାଉନ୍ସିଲ ଫର୍ ଦି ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ୍ ଏକ୍ଜାମିନେଶନ(ସିଆଇଏସ୍ସିଇ) ପକ୍ଷରୁ ଶୁକ୍ରବାର ଘୋଷଣା…
ବିନା ଦର୍ଶକରେ ମାର୍ଚ୍ଚପାଷ୍ଟ
ଟୋକିଓ,୨୪।୭ (ପି.ଟି.): କୋଭିଡ୍-୧୯ ପ୍ରକୋପ ଜାରି ରହିଥିବା ସତ୍ତ୍ୱେ ଶୁକ୍ରବାର ରାତିରେ ଏକ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ଟୋକିଓ ଅଲିମ୍ପିକ୍ସ ଉଦ୍ଘାଟିତ ହୋଇଛି। ମହାମାରୀ କାରଣରୁ ନିର୍ଦ୍ଧାରିତ ସମୟର ଗୋଟିଏ ବର୍ଷ ପରେ ଏହି ମେଗା ଇଭେଣ୍ଟ ଆରମ୍ଭ ହୋଇଛି। ଫାଙ୍କା…
ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୮ ଜୀବନ
ଭୁବନେଶ୍ୱର,୨୪।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ୍। ଶନିବାର ରାଜ୍ୟରେ କରୋନାଜନିତ ୬୮ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫,୪୪୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…
Archives


